କେନ୍ଦୁଝର

ଅନ୍‌ଲାଇନରେ ମା’ଙ୍କୁ ଦର୍ଶନ କଲେ ଶ୍ରଦ୍ଧାଳୁ

କେନ୍ଦୁଝର,୨।୧(ସ୍ବ.ପ୍ର.)-ପ୍ରତ୍ୟେକ ବର୍ଷ ଆରମ୍ଭରେ ମା’ ତାରିଣୀ ପୀଠରେ ଭକ୍ତଙ୍କ ଭିଡ଼ ଜମେ। ଦୂରଦୂରାନ୍ତରୁ ଭକ୍ତମାନେ ଆସି ମା’ଙ୍କୁ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରି ନବବର୍ଷ କିପରି ଭଲରେ କଟିବ ଓ ସମସ୍ତଙ୍କର ମଙ୍ଗଳ ହେବ ସେ ଆଶିଷ ନେଇ...

ଖଳାରେ ପଶି ଧାନ ଖାଇଗଲେ ହାତୀ

ତେଲକୋଇ,୧ା୧(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ତେଲକୋଇ ବନାଞ୍ଚଳ ଅଧୀନ ଛାମୁଣ୍ଡା ପଞ୍ଚାୟତର ଗୋଳାବନ୍ଧ ଗ୍ରାମରେ ହାତୀ ଉପଦ୍ରବ ଦେଖାଦେଇଛି। ଗୁରୁବାର ବିଳମ୍ବିତ ରାତିରେ ୧୫ରୁ ଊଦ୍ଧର୍‌ବ ହାତୀ ଚାଷୀ ହୀରାଲାଲ ସାହୁ ଓ ପୁରୁଷୋତ୍ତମ ସାହୁଙ୍କ ଖଳାରେ ପଶି ଅମଳ ହୋଇଥିବା...

ଭୀମକୁଣ୍ଡ: ଭିତ୍ତିଭୂମି ଅଛି ବିକାଶ ନାହିଁ

ପାଟଣା,୧।୧: କେନ୍ଦୁଝର ଓ ମୟୂରଭଞ୍ଜ ଜିଲା ସୀମାନ୍ତ ଭୀମକୁଣ୍ଡ ପର୍ଯ୍ୟଟନସ୍ଥଳୀ ପର୍ଯ୍ୟଟକଙ୍କ ଆକର୍ଷଣର ଅନ୍ୟତମ କେନ୍ଦ୍ରବିନ୍ଦୁ। ବର୍ଷ ତମାମ ପର୍ଯ୍ୟଟକଙ୍କ କୋଳାହଳରେ ଏହି ଅଞ୍ଚଳ କମ୍ପିଉଠେ। ୧୯୯୨ରୁ ଓଡ଼ିଶା ସରକାର ଏକପାଖିଆ ଭାବେ ଭୀମକୁଣ୍ଡକୁ ମୟୂରଭଞ୍ଜ ଜିଲା ପର୍ଯ୍ୟଟନ ମାନଚିତ୍ରରେ...

ଶିଳ୍ପସଂସ୍ଥାରେ ସ୍ଥାନୀୟ ନିଯୁକ୍ତିକୁ ଅଣଦେଖା

କେନ୍ଦୁଝର, ୩୧।୧୨(ଡି.ଏନ୍‌.ଏ.): ରତ୍ନଗର୍ଭା କେନ୍ଦୁଝର ଜିଲା ଉପରେ ପ୍ରତିଷ୍ଠିତ ଖଣି କମ୍ପାନୀଗୁଡ଼ିକ ଆଖି ପକାଇଥିବା ଅଭିଯୋଗ ହୋଇଥିଲେ ମଧ୍ୟ ଜିଲାବାସୀଙ୍କ ଦୀର୍ଘଦିନର ଦାବି ବୃହତ୍‌ ଇସ୍ପାତ ପ୍ରକଳ୍ପ ସ୍ବପ୍ନ ହୋଇ ରହିଯାଇଛି। ତେବେ ଜିଲାରେ ଯେଉଁ କେତେକ କାରଖାନା ରହିଛି...

ପର୍ଯ୍ୟଟକ ଅପେକ୍ଷାରେ ପର୍ଯ୍ୟଟନସ୍ଥଳୀ

ଚମ୍ପୁଆ,୩୧।୧୨(ଡି.ଏନ.ଏ): କେନ୍ଦୁଝର ଜିଲାର ଚମ୍ପୁଆ ଉପଖଣ୍ଡରେ ରହିଥିବା ପର୍ଯ୍ୟଟନସ୍ଥଳୀ କେଶରୀ କୁଣ୍ଡ ଓ କଙ୍ଗିରା ମୁହାଣ(ଦୋ ମୁହାଣି) ଚଳିତ ବର୍ଷ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିପାରିନି। କୋଭିଡ୍‌ କଟକଣା ଏହାର ପ୍ରମୁଖ କାରଣ ସାଜିଥିବା ବେଳେ ବଣଭୋଜିର ଆସର ଏଠାରେ ଦେଖିବାକୁ...

ଗଛରେ ପିଟି ହେଲା ବୋଲେରୋ: ଚାଲିଗଲା ୪ ଜୀବନ

କେନ୍ଦୁଝର,୩୧।୧୨:(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ପଣ୍ଡାପଡା ଥାନା ଅନ୍ତର୍ଗତ ସୋମଗିରି ଗ୍ରାମ ନିକଟସ୍ଥ ଜଙ୍ଗଲ ରାସ୍ତାରେ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଛି ବୋଲେରୋ। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ଆହତ...

ଦୁଇଭାଇଙ୍କ କିଚେନ ଗାର୍ଡେନ ଆପଣେଇଛନ୍ତି ଜୈବିକ ପଦ୍ଧତି

ଆନନ୍ଦପୁର, ୨୯।୧୨(ସ୍ବ.ପ୍ର.)-ଘର ଛାତ ଉପରେ ଜୈବିକ ପଦ୍ଧତିରେ ପନିପରିବା ଚାଷ ସାଙ୍ଗକୁ ନାନା ଜାତିର ଫୁଲ, ଫଳ ବଗିଚା ଯେ କେହି ବି ଦେଖିବ ତାର ଆଖି ଖୋସି ହୋଇଯିବ। ଏଭଳି ନିଆରା ଉଦ୍ୟମ କରି ଚର୍ଚ୍ଚାକୁ ଆସିଛନ୍ତି କେନ୍ଦୁଝର...

ଆବାସ ଯୋଜନା କେଳେଙ୍କାରୀ: କେନ୍ଦୁଝର ସଦର ବ୍ଲକ ଘେରାଉ

କେନ୍ଦୁଝର,୨୮।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହୋଇଥିବା କେଳେଙ୍କାରୀ ପ୍ରତିବାଦରେ ଭାଜପା ପକ୍ଷରୁ ସୋମବାର ସଦର ବ୍ଲକ ଘେରାଉ କରିବା ସହ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ ହୋଇଛି। ବିରୋଧୀ ଦଳ ମୁଖ୍ୟ ସଚେତକ ତଥା ବିଧାୟକ ମୋହନ...

ବାଡ଼ ଅଛି, ଗଛ ନାହିଁ: ଉଜୁଡ଼ିଯାଉଛି ରାସ୍ତା ପାର୍ଶ୍ୱ ବନୀକରଣ

ଚମ୍ପୁଆ, ୨୮।୧୨(ଡି.ଏନ.ଏ.)-ପରିବେଶକୁ ସବୁଜ ସୁନ୍ଦର କରିବା ପାଇଁ ସରକାର ରାସ୍ତାପାର୍ଶ୍ୱ ବନୀକରଣ ଲାଗି ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ରକ୍ଷଣାବେକ୍ଷଣ ଅଭାବରୁ କିଛି ଦିନ ମଧ୍ୟରେ ରାସ୍ତାପାର୍ଶ୍ୱ ବନୀକରଣ ଉଜୁଡ଼ିଯାଉଛି। ବାଡ଼ ଅଛି, ବତା ଅଛି, ଗଛ...

କାମରେ ଆସୁନି ରାତ୍ର ଆଶ୍ରୟସ୍ଥଳ: ଶୀତ କାକରରେ ନିରାଶ୍ରୟ

କେନ୍ଦୁଝର, ୨୮ା୧୨(ସ୍ବ.ପ୍ର.)- କେନ୍ଦୁଝର ସହରରେ ବାସହୀନ ଓ ଅସହାୟ ଲୋକଙ୍କ ପାଇଁ ରାତ୍ରି ଆଶ୍ରୟସ୍ଥଳୀ ଅଛି ହେଲେ ଦୂରତା ଦୃଷ୍ଟିରୁ ସେଠାକୁ ଯିବାକୁ ଲୋକେ ପସନ୍ଦ ନାହାନ୍ତି। ଫଳରେ ଏହି ଆଶ୍ରୟସ୍ଥଳୀ କାମରେ ଲାଗି ପାରୁନି। ସେଠାକୁ ଯାତାୟାତ ପାଇଁ...

ଝିଅକୁ ସାଦ ଖୁଆଇବାକୁ ଯିବାବେଳେ ଅଘଟଣ: ଓଲଟିଲା ପିକ୍‌ଅପ୍‌, ୪ ଗୁରୁତର

କେନ୍ଦୁଝର,୨୭ା୧୨(ସ୍ବ.ପ୍ର): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ କାଞ୍ଜିପାଣି ଥାନା କୁଆଁର ଛକ ୪୯ ନଂ. ଜାତୀୟ ରାଜପଥରେ ରବିବାର ଭାରସାମ୍ୟ ହରାଇ ଏକ ପିକ୍‌ଅପ୍‌ ଓଲଟି ପଡ଼ିଛି । ଗାଡ଼ିରେ ୨୧ ଯାତ୍ରୀ ଆହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୪...

ଟ୍ରକ ଚକା ତଳେ ପଶିଗଲେ ସାଇକେଲ ଚାଳକ

କେନ୍ଦୁଝର,୨୭ା୧୨(ସ୍ବ.ପ୍ର.): ସଦର ଥାନା ଅନ୍ତର୍ଗତ ବନାଯୋଡ଼ି ଗ୍ରାମ ନିକଟରେ ଏନ୍‌ଏଚ୍‌ ୨୦ରେ ରବିବାର ପୂର୍ବାହ୍ନରେ ଏକ ଲୁହାପଥର ବୋଝେଇ ଟ୍ରକ ଚକା ତଳେ ଜଣେ ସାଇକେଲ ଚାଳକ ପଶି ଯାଇଥିଲେ। ସୌଭାଗ୍ୟବଶତଃ ନିଶ୍ଚିତ ମୃତ୍ୟୁ ମୁଖରୁ ସେ ବଞ୍ଚି ଯାଇଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri