କେନ୍ଦୁଝର

ଟ୍ରେନ୍‌ ଚଳାଚଳ ବାତିଲ ନେଇ ଅସନ୍ତୋଷ

କେନ୍ଦୁଝର,୨ା୧୧(ସ୍ବ.ପ୍ର.): ଚକ୍ରଧରପୁର ଡିଭିଜନର ଡାଙ୍ଗୁଆପଶି ୟାର୍ଡରେ ତୃତୀୟ ଲାଇନ କାର୍ଯ୍ୟକ୍ଷମ ହେବାକୁ ଯାଉଥିବାରୁ ଉକ୍ତ ଲାଇନ ଦେଇ ଚଲାଚଳ କରୁଥିବା ଏବଂ କେନ୍ଦୁଝର ଜିଲାରେ ଏକାଧିକ ଟ୍ରେନ୍‌କୁ ୩ରୁ ୮ ତାରିଖ ପର୍ଯ୍ୟନ୍ତ ବାତିଲ କରାଯାଇଛି। ଦକ୍ଷିଣପୂର୍ବ ରେଳବାଇ ବିଭାଗ ପକ୍ଷରୁ…

୫ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ବଡ଼ବିଲ, ୧ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ରୁଗୁଡି ଥାନା ଅଞ୍ଚଳରେ ଏକ ୫ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ରୁଗୁଡି ପୋଲିସ ଏନେଇ ଏକ ମାମଲା ରୁଜୁ କରି ସମ୍ପୃକ୍ତ ଅଭିଯୁକ୍ତଙ୍କୁ ମଙ୍ଗଳବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ରୁଗୁଡି…

ବାଉଁଶ ଦେଉଛି ସୁରକ୍ଷା

ଚମ୍ପୁଆ,୧ା୧୧(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଚମ୍ପୁଆ ଗାନ୍ଧୀଛକଠାରେ ଥିବା ମାର୍କେଟ କମ୍ପ୍ଲେକ୍ସ ଅସୁରକ୍ଷିତ ଅବସ୍ଥାରେ ରହିଛି। ଉପର ମହଲାର ସୁରକ୍ଷା ବାଡ଼ ଭାଙ୍ଗିଯାଇଥିବା ବେଳେ ସାହାରା ପାଇଁ ଏକ ବାଉଁଶ ବାନ୍ଧାଯାଇଛି। ଏହାର ପ୍ରତିକାର ନିମନ୍ତେ ଚମ୍ପୁଆ ଏନ୍‌ଏସିର ଆନ୍ତରିକତାର ଅଭାବ ଦେଖାଯାଇଛି।…

ନାଳରୁ ମିଳିଲା ଓ୍ବାର୍ଡମେମ୍ବରଙ୍କ ମୃତଦେହ, ହତ୍ୟା ସନ୍ଦେହ

କେନ୍ଦୁଝର,୩୧।୧୦ (ସ୍ବ.ପ୍ର.) : କେନ୍ଦୁଝର ଜିଲା ସଦର ଥାନା ବାଂଶପାଳ ବ୍ଲକର କୁମୁଣ୍ଡି ପଞ୍ଚାୟତର ତଳଜାଗର ଗ୍ରାମର ଓ୍ବାର୍ଡମେମ୍ବରଙ୍କ ମୃତଦେହ ଏକ ନାଳରୁ ଉଦ୍ଧାର କରାଯାଇଛି। ସେ ହେଲେ ଭଗବାନ ଦେହୁରୀ। ପୋଲିସ ମୃତଦେହ ଉଦ୍ଧାର କରି ଅପମୃତ୍ୟୁ ମାମଲା ୭୧/୨୦୨୨…

ଟ୍ରକ୍‌ରୁ ଡ୍ରାଇଭରଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

କେନ୍ଦୁଝର,୩୧।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ବନାଯୋଡି ଟୋଲପ୍ଲାଜା ନିକଟରେ ରାସ୍ତା କଡରେ ଠିଆ ହୋଇଥିବା ଏକ ଟ୍ରକ୍‌ରୁ ଜଣେ ଡ୍ରାଇଭରର କ୍ଷତାକ୍ତ ମୃତଦେହ ପୋଲିସ ଉଦ୍ଧାର କରିଛି ା ମାଜିଷ୍ଟ୍ରେଟ୍‌ ଉପସ୍ଥିତିରେ ପୋଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ…

ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍‌

କେନ୍ଦୁଝର,୩୧।୧୦(ସ୍ବ.ପ୍ର.): ଅତିରିକ୍ତ ଜିଲା ଓ ସ୍ବତନ୍ତ୍ର ଜଜ୍‌ ଅନୀଲ କୁମାର ଦତ୍ତ ସୋମବାର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଜଣେ ୩୧ ବର୍ଷୀୟ ଯୁବକଙ୍କୁ ୨୦ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହ ୨୦ ହଜାର ଟଙ୍କା ଜରିମାନା କରିଛନ୍ତି।…

ପୌରପରିଷଦରେ ତାଲା ପକାଇବା ଘଟଣା: ଟୁଇଟର ଯୋଗେ ମୁଖ୍ୟମନ୍ତ୍ରୀଙ୍କୁ ଅଭିଯୋଗ

ଆନନ୍ଦପୁର,୩୦ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ କାର୍ଯ୍ୟାଳୟରେ ଲାଗି ରହିଥିବା ତାଲା ପକା ଆନ୍ଦୋଳନକୁ ନେଇ ସାଧାରଣ ଜନତା ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ଗୋଟିଏ ବ୍ୟସ୍ତବହୁଳ ସରକାରୀ କାର୍ଯ୍ୟାଳୟରେ ଦୀର୍ଘ ୪ ଦିନ ଧରି ତାଲା ପଡ଼ିଥିଲେ…

ଘରେ ପଶି ଲୁଟିନେଲେ ନଗଦ ଟଙ୍କା ସହ ସୁନା ଅଳଙ୍କାର

ଆନନ୍ଦପୁର,୩୦ା୧୦(ସ୍ବ.ପ୍ର.): ଆନନ୍ଦପୁର ପୌରପରିଷଦ ଘସିପୁରା ଥାନା ଅଧୀନ ୧୨ ନଂ ଓ୍ବାର୍ଡ ଶାଳପଡ଼ା କୈବଲ୍ୟ କଲୋନୀରୁ ଶନିବାର ବିଳମ୍ବିତ ରାତିରେ ଘରେ କେହି ନ ଥିବା ସୁଯୋଗରେ ଲୁଟେରାମାନେ ଘରେ ପଶି ସୁନା ଓ ନଗଦ ଟଙ୍କା ଲୁଟିନେଇଛନ୍ତି। ଏନେଇ ଘସିପୁରା…

୫ ଜୁଆଡ଼ିଙ୍କୁ ଧରିଲା ପୋଲିସ, ଗାଡ଼ି ସହ ୨୧ ହଜାର ୬୯୦ ଟଙ୍କା ଜବତ

ଆନନ୍ଦପୁର,୨୯ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ପକ୍ଷରୁ ସାପ୍ତାହିକ ହାଟରେ ଚଢ଼ାଉ କରାଯାଇ ୫ ଜୁଆଡ଼ିଙ୍କୁ ଗିରଫସହିତ ସେମାନେ ବ୍ୟବହାର କରୁଥିବା ଜାଇଲୋ ଗାଡ଼ି, କାତି ଓ ୨୧ହଜାର ୬୯୦ ଟଙ୍କା ଜବତ କରାଯାଇଛି। ଗିରଫ ଅଭିଯୁକ୍ତମାନଙ୍କୁ ଜାମିନ ବଳରେ ଛଡ଼ାଯାଇଛି।…

ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲଦଣ୍ଡ

କେନ୍ଦୁଝର,୨୯ା୧୦(ସ୍ବ.): ସ୍ଥାନୀୟ ଅତିରିକ୍ତ ଜିଲା ଓ ଦୌରା ଜଜ୍‌ ତଥା ଫାଷ୍ଟଟ୍ରାକ୍‌ କୋର୍ଟ ବିଚାରପତି ଶନିବାର ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଜଣେ ଅପରାଧୀକୁ ୨୦ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଜରିମାନା ଅନାଦେୟ ଅଧକ ୧ବର୍ଷ ଜେଲଦଣ୍ଡ ହୋଇଛି। ମିଳିଥିବା…

୩୧ରେ ଅନଶନ କରିବେ ଟ୍ରକ୍‌ ମାଲିକ

କେନ୍ଦୁଝର,୨୯ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଟ୍ରକ ମାଲିକ ସଂଘ ନିର୍ବାଚନରେ ବିଳମ୍ବ ନେଇ ଟ୍ରକ ମାଲିକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଉଛି। ସଂଘରେ ହୋଇ ଆସୁଥିବା ଅନ୍ୟାୟ, ଅନୀତି ଓ ଦୁର୍ନୀତିକୁ ବିରୋଧ କରି କେତେକ ଟ୍ରକ ମାଲିକ ଅଭିଯୋଗ କରି ଆସୁଥିଲେ।…

ଜାତୀୟ ଅନୁସୂଚିତ ଜାତି କମିଶନର ତଥ୍ୟ ସଂଗ୍ରହକାରୀ କମିଟିଙ୍କ କେନ୍ଦୁଝର ଗସ୍ତ

କେନ୍ଦୁଝର,୨୯ା୧୦(ସ୍ବ.ପ୍ର.): ଜାତୀୟ ଅନୁସୂଚିତ ଜାତି କମିଶନର ୪ ଜଣିଆ ଏକ ତଥ୍ୟ ସଂଗ୍ରହକାରୀ ଦଳ କେନ୍ଦୁଝର ଗସ୍ତରେ ଆସି ଶୁଆକାଟୀସ୍ଥିତ ଗନ୍ଧମାର୍ଦ୍ଦନ ଲୌହ ଖଣିର ପାରିପାର୍ଶ୍ୱିକ ଅଞ୍ଚଳ ଗସ୍ତ କରି ଶ୍ରମିକ ତଥା ଆଦିବାସୀଙ୍କ ବିଭିନ୍ନ ସମସ୍ୟା ଶୁଣିଛନ୍ତି। ଆଦିବାସୀ ଲୋକଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri