କେନ୍ଦୁଝର

ଆଦିବାସୀ ଛାତ୍ରୀଙ୍କୁ ଅସଦାଚରଣ: ବନ୍ଧା ହେଲେ ରସିକିଆ ହେଡ୍‌ମାଷ୍ଟର

କେନ୍ଦୁଝର,୩୦।୩(ସ୍ବ.ପ୍ର.): ଭାରତରେ ଗୁରୁଙ୍କୁ ଭଗବାନ ରୂପରେ ପୂଜା କରାଯାଏ। ତେଣୁ ଗୁରୁପୂର୍ଣ୍ଣିମା ଭଳି ଏକ ପବିତ୍ର ଦିବସ ପାଳନ କରାଯାଇଥାଏ। ଯୁଗେ ଯୁଗେ ଗୁରୁ ଓ ଶିଷ୍ୟ ମଧ୍ୟରେ ଥିବା ପବିତ୍ର ପରମ୍ପରାକୁ ଉଚ୍ଚ ସ୍ଥାନରେ ରଖାଯାଇଛି। ହେଲେ କେତେକ ରସିକିଆ…

ବିନା ଡାକ୍ତରରେ ଚାଲିଛି ୫ ସ୍ବାସ୍ଥ୍ୟକେନ୍ଦ୍ର

କେନ୍ଦୁଝର,୩୦ା୩(ସ୍ବ.ପ୍ର.): ଖଣିଖାଦାନ ଭରା କେନ୍ଦୁଝର ଜିଲାର ହାଟଡ଼ିହୀ ବ୍ଲକ୍‌ରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ବ୍ଲକ୍‌ରେ ଥିବା ୫ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ବିନା ଡାକ୍ତରରେ ଚାଲିଛି। ଏଥିସହ ଶାଳନୀୟା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ସମେତ ୧୪ କର୍ମଚାରୀ ପଦବୀ ଖାଲିପଡ଼ିଛି। ତଳିଆ କର୍ମଚାରୀ…

ବିନା ଲାଇସେନ୍ସରେ ଗାଡ଼ି ଚଳାଇ ଧରାପଡ଼ିଲେ ୮ ନାବାଳକ

କେନ୍ଦୁଝର,୨୯ା୩(ସ୍ବ.ପ୍ର.): ରାଜ୍ୟରେ ଏପ୍ରିଲ ପହିଲାରୁ ୭ ତାରିଖ ପର୍ଯ୍ୟନ୍ତ ଦୁର୍ଘଟଣାରେ ପ୍ରାଣ ନ ହରାଇବା ପାଇଁ ଜିରୋ ଟଲରାନ୍ସ ବା ଶୂନ ସହନଶୀଳକୁ ନେଇ ସ୍ବତନ୍ତ୍ର ଡ୍ରାଇଭ ଆରମ୍ଭ ହୋଇଛି। ପରିବହନ ବିଭାଗର ଏନ୍‌ଫୋର୍ସମେଣ୍ଟ ଟିମ୍‌ ଏବଂ ପୋଲିସ ମିଳିତ ସହଯୋଗରେ…

ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦ ବିରୋଧରେ କଂଗ୍ରେସର ବିକ୍ଷୋଭ

କେନ୍ଦୁଝର,୨୯ା୩(ସ୍ବ.ପ୍ର): ମୋଦି ଆଦାନୀ ମହା ଦୁର୍ନୀତିର ପର୍ଦ୍ଦାଫାଶ କରିଥିବା ରାହୁଲ ଗାନ୍ଧୀଙ୍କର ସଦସ୍ୟତା ରଦ୍ଦ ବିରୋଧରେ ବୁଧବାର କେନ୍ଦୁଝର ଜିଲା କଂଗ୍ରେସ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଭାଜପା ଶାସିତ କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ଏପ୍ରିଲ ୯ ତାରିଖରେ କେନ୍ଦୁଝର ଗସ୍ତରେ ଯିବେ ଅପରାଜିତା ଷଡ଼ଙ୍ଗୀ

କେନ୍ଦୁଝର,୨୯।୩(ସ୍ବ.ପ୍ର.): ଆସନ୍ତା ଏପ୍ରିଲ ୯ ତାରିଖରେ ଭାଜପାର ରାଷ୍ଟ୍ରୀୟ ପ୍ରବକ୍ତା ତଥା ନ୍ତର୍ଜାତୀୟ ଏମ୍‌ପି ସଂଘର କାର୍ଯ୍ୟକାରୀ ସଦସ୍ୟା ଅପରାଜିତା ଷଡ଼ଙ୍ଗୀ କେନ୍ଦୁଝର ଗସ୍ତ କରିବେ। ଏ ନେଇ ବଡ଼ବିଲରେ ପଦଯାତ୍ରା ଓ ବଲାଣୀ ଠାରେ ବିଶାଳ ଶ୍ରମିକ ସମାବେଶ ହେବାକୁ…

ବିନା ଲାଇସେନ୍ସରେ ଗାଡ଼ି ଚଳାଉଥିବା ୮ ନାବାଳକଙ୍କୁ ୨୫ ହଜାର ଜରିମାନା

କେନ୍ଦୁଝର,୨୯।୩(ସ୍ବ.ପ୍ର.): ବିନା ଲାଇସେନ୍ସରେ ଗାଡ଼ି ଚଳାଉଥିବା ୮ ଜଣ ନାବାଳକଙ୍କୁ ସ୍ବତନ୍ତ୍ର ଏନଫୋର୍ସମେଣ୍ଟ ଟିମ୍‌ ଧରିଛି। ପ୍ରତ୍ୟେକଙ୍କୁ ୨୫ ହଜାର ଟଙ୍କା ଫାଇନ୍‌ କରାଯିବା ସହ ତାଙ୍କ ନାମରେ ଚାଲାଣ କଟାଯାଇଥିବା ଆରଟିଓ ଗୋପାଳ କୃଷ୍ଣ ଦାସ ସୂଚନା ଦେଇଛନ୍ତି।

୧୩ ଦଫା ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

କେନ୍ଦୁଝର,୨୮।୩(ସ୍ବ.ପ୍ର.): କେନ୍ଦୁଝରରେ ଏବିଭିପି ପକ୍ଷରୁ ୧୩ ଦଫା ଦାବି ନେଇ ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟଙ୍କ ଆଗରେ ଧାରଣା ଦେଇଥିବା ସୂଚନା ମିଳିଛି। ବିଭିନ୍ନ ଦାବି ମଧ୍ୟରୁ କଲେଜରେ ଖାଲି ଥିବା ଅଧ୍ୟାପକ ପଦବୀ ପୂରଣ, ସେମିଷ୍ଟାର ପରୀକ୍ଷାଫଳ ୪୫ ଦିନରେ ପ୍ରକାଶ…

ସରୁନି ପିଏଫ୍‌ ଆଞ୍ଚଳିକ କାର୍ଯ୍ୟାଳୟ କାମ

କେନ୍ଦୁଝର,୨୮ା୩ (ସ୍ବ.ପ୍ର.): ଦୀର୍ଘ ବର୍ଷ ହେଲା କେନ୍ଦୁଝର କର୍ମଚାରୀ ଭବିଷ୍ୟନିଧି ସଂଗଠନ କ୍ଷେତ୍ରୀୟ କାର୍ଯ୍ୟାଳୟ ଭଡ଼ା ଘରେ ଚାଲି ଆସୁଛି। ଏହାର ନିଜସ୍ବ ନୂତନ ବିଲ୍ଡିଂ ଘୁଟୁରୁଠାରେ ନିର୍ମାଣ ହୋଇଥିଲେ ହେଁ ଅଫିସ ସ୍ଥାନାନ୍ତରଣ ହେଉ ନ ଥିବାରୁ କୋଟିରୁ ଊର୍ଦ୍ଧ୍ୱ…

୪୩ ଜଣଙ୍କ ଡ୍ରାଇଭିଂ ଲାଇସେନ୍ସ ବାତିଲ

କେନ୍ଦୁଝର,୨୮ା୩(ସ୍ବ.ପ୍ର.): କେନ୍ଦୁଝରସ୍ଥିତ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ଗତ ୩ ଦିନ ଧରି ଚଢ଼ାଉ କରି ଜିଲାର ବିଭିନ୍ନ ସ୍ଥାନରେ ୪୩ ଜଣ ଲୋକଙ୍କ ଡ୍ରାଇଭିଂ ଲାଇସେନ୍ସକୁ ବାତିଲ କରାଯାଇଛି। ଯେଉଁମାନେ ମଦ୍ୟପାନ କରି ଗାଡ଼ି ଚଳାଉଛନ୍ତି ସେମାନଙ୍କ ଲାଇସେନ୍ସ ବାତିଲ…

ଖୋଲିଲା ହାଡ଼ବନ୍ଧ ପୋଖରୀ

କେନ୍ଦୁଝର,୨୮ା୩(ସ୍ବ.ପ୍ର.): ସାତ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ସୌନ୍ଦର୍ଯ୍ୟକରଣ କରାଯାଇଥିବା ହାଡ଼ବନ୍ଧ ପୋଖରୀ ସର୍ବସାଧାରଣଙ୍କ ପାଇଁ ସୋମବାର ଖୋଲିଛି। ଖୋଲିବା ପରେ ଲୋକେ ପ୍ରାତଃ ଭ୍ରମଣ କରିବା ସହ ପାର୍କର ମଜା ନେଇଥିଲେ। ବହୁ ଦିନ ପରେ ଖୋଲିଥିବାରୁ ସ୍ଥାନୀୟ ଲୋକମାନେ…

ଅନ୍ୟ ଗାଁରେ ଜନ୍ମ ବୋଲି ଶବ ଉଠାଇଲେନି

ପାଟଣା,୨୮ା୩(ସ୍ବ.ପ୍ର.): ଅନ୍ୟ ଗାଁରେ ଜନ୍ମ ବୋଲି ମୃତ୍ୟୁ ପରେ ସାହିଭାଇ ମୃତଦେହକୁ କାନ୍ଧ ଦେବାକୁ ମନାକଲେ। ଶବସତ୍କାର ନ ହୋଇ ଘର ଆଗରେ ଦୀର୍ଘ ସମୟ ପଡ଼ିରହିଲା। ଖବର ପାଇ ଭରସା ସ୍ବେଚ୍ଛାସେବୀ ସଂଗଠନର ସଦସ୍ୟମାନେ ପହଞ୍ଚତ୍ ଶେଷକୃତ୍ୟ କରିଥିବା ଜଣାପଡ଼ିଛି।…

ଯୋଡ଼ାରେ ସନ୍ଦିଗ୍ଧ ବେଲୁନ୍‌

ଯୋଡ଼ା,୨୮ା୩(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ବିଲେଇପଦା ନିକଟ ବିରିକଳାଠାରେ ଏକ ସନ୍ଦିଗ୍ଧ ବେଲୁନ ଦେଖିବାକୁ ମିଳିଛି। ଗଛରେ ବାଜି ବେଲୁନଟି ଫାଟି ତଳେ ପଡ଼ିଥିବା ବେଳେ ଏକ ଇଲେକ୍ଟ୍ରୋନିକ ଡିଭାଇସ ଝୁଲି ରହିଛି। ଏହାକୁ ଦେଖି ସମ୍ପୃକ୍ତ ଅଞ୍ଚଳରେ ଭୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?