କେନ୍ଦୁଝର

ଗୋଠ ପୂଜା ପରେ ଅଣ୍ଡା ଉପରେ ଚାଲିଲେ ଗୋରୁ

କେନ୍ଦୁଝର/ପାଟଣା,୨୬।୧୦(ସ୍ବ.ପ୍ର.):  କାଳୀପୂଜା ବା ଦୀପାବଳିକୁ ଅନେକେ ବାଣ ଫୁଟାଇ, ବିଭିନ୍ନ ପ୍ରକାର ଆଲୋକରେ ସଜାଇ ପାଳନ କରିଥାନ୍ତି। କୁଡୁମୀ ତଥା ଅନ୍ୟ କେତେକ ଆଦିବାସୀ ସମ୍ପ୍ରଦାୟର ଲୋକମାନେ ଏହାକୁ ଧୁମ୍‌ଧାମ୍‌ରେ କୃଷିଭିତ୍ତିକ ବାନ୍ଦନା ପରବ ଭାବେ ପାଳନ କରିଛନ୍ତି। ଏହାକୁ ମଧ୍ୟ…

ପାଟଣା-ତୁରୁମୁଙ୍ଗା କାଳୀ ପୂଜା: ଝଲସୁଛି ତୋରଣ

ପାଟଣା,୨୫।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ବଜାର ଓ ତୁରୁମୁଙ୍ଗା ବଜାରରେ ବଣିକ ସଙ୍ଘ ପକ୍ଷରୁ ସୋମବାର ଶ୍ୟାମା କାଳୀ ପୂଜା ଅନୁଷ୍ଠିତ ହୋଇଛି। ଆଲୋକ ମାଳା ସହ ସୁନ୍ଦର ତୋରଣରେ ବଜାର ଝଲସି ଉଠୁଛି। ପାଟଣା ପୂଜାରେ କର୍ତ୍ତା ଭାବେ…

ବଦଳିଲା ଚୋରଙ୍କ ମନୋଭାବ : ମନ୍ଦିରରେ ରଖିଦେଲେ ଚୋରି ସାମଗ୍ରୀ

ଯୋଡ଼ା,୨୪ା୧୦(ଡି.ଏନ.ଏ): ପରିସ୍ଥିତିରେ ପଡ଼ି ହେଉ କିମ୍ବା ଅଳ୍ପ ପରିଶ୍ରମରେ ଅଧିକ ରୋଜଗାର ଆଶାରେ କେହି କେହି ଚୋରି ଭଳି ଖରାପ ବାଟକୁ ବାଛିଥାନ୍ତି। ଏମିତି କିଛି ଲୋକ ଥାଆନ୍ତି, ଯେଉଁମାନେ ଚୋରି ତ କରନ୍ତି କିନ୍ତୁ ପରବର୍ତ୍ତି ସମୟରେ ପଶ୍ଚାତାପ କରି…

ଭାଲୁ ହାବୁଡ଼ରେ ନାବାଳକ, ମୋବାଇଲ ଟର୍ଚ୍ଚ ଜଳିବାରୁ ଛାଡ଼ି ପଳାଇଲା

କେନ୍ଦୁଝର,୨୩ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ରେଞ୍ଜ ନରଣପୁର ସେକ୍ସନ ରଘୁନାଥପୁର ବିଟ୍‌ ଅଧୀନ ଜଜପଶି ଗ୍ରାମରେ ଭାଲୁ ହାବୁଡ଼ରେ ପଡି ଜଣେ ନାବାଳକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ଉକ୍ତ ଗ୍ରାମର ଦୀପକ ମହାନ୍ତ(୧୬)। ଗାଁ ପାଖ ଜଙ୍ଗଲକୁ ଶୌଚ…

ରାସ୍ତାରେ ଟ୍ରକ୍‌ ରଖି କରୁଥିଲେ ରୋଷେଇ, ହୁ ହୁ ହୋଇ ଜଳିଲା

ପାଟଣା,୨୩।୧୦(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ୪୯ ନମ୍ବର ଜାତୀୟ ରାଜ ପଥ ଖୁରେଇ ଟାଙ୍ଗିରି ପେଟ୍ରୋଲ ପମ୍ପ ନିକଟରେ ରବିବାର ଏକ ଅଘଟଣ ଘଟିଛି। ସେଠାରେ ଏକ ୧୪ ଚକିଆ ଟ୍ରକ୍‌ ହୁତୁ ହୁତୁ ହୋଇ ଜଳି ଯାଉଥିବା…

ବିଦ୍ୟୁତତାର ସଂସ୍ପର୍ଶରେ ଆସି ୩ ମହିଳା ମୃତ

କେନ୍ଦୁଝର,୨୨ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ଥାନା ଟାଙ୍ଗିରି ଗାଁ ଜୁଆଙ୍ଗସାହିରେ ଶନିବାର ବିଦ୍ୟୁତତାର ଲାଗି ୩ ମହିଳାଙ୍କ ଜୀବନ ଯାଇଛି। ଏକ ଛେଳିକୁ ବଞ୍ଚାଇବାକୁ ଯାଇ ଏହି ମହିଳାମାନେ ବିଦ୍ୟୁତତାର ସଂସ୍ପର୍ଶରେ ଆସି ଯାଇଥିଲେ। ମୃତକମାନେ ହେଲେ ଜୁଆଙ୍ଗ ସାହିର ସାହିର…

ରାସ୍ତା କାମରେ ନିୟୋଜିତ ଟ୍ରାକ୍ଟରକୁ ଚୋରିକଲେ ଦୁର୍ବୃତ୍ତ

ପାଟଣା,୨୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡ଼ା-ମାଛଗଡ଼ ରାସ୍ତାରୁ ଏକ ଟ୍ରାକ୍ଟର ଚୋରି ହୋଇଥିବା ପାଟଣା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ, ଘଷିପୁରା ଥାନା କେନ୍ଦୁଆ ଗ୍ରାମର ଜଗଦୀଶ ବେହେରା ଏକ ରାସ୍ତା କାର୍ଯ୍ୟରେ ତାଙ୍କ ଟ୍ରାକ୍ଟରକୁ ନିୟୋଜିତ କରିଥିଲେ।…

ପୁଣି ଦବିଲା ବୈତରଣୀ ସେତୁ

ଆନନ୍ଦପୁର,୨୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ସେତୁର ଏକ ସ୍ପାନ୍‌ ଦବିଯାଇ ପୁନର୍ବାର ବିପଦ ସୃଷ୍ଟି କରିଛି। ସ୍ପାନ୍‌ର ଜଏଣ୍ଟ୍‌ ସ୍ଥାନରେ ପାଖାପାଖି ୪ ଇଞ୍ଚ୍‌ ଦବିଥିବା ଦେଖାଯାଇଛି। ସାଧାରଣରେ ଭୟର ବାତାବରଣ ସୃଷ୍ଟି ହୋଇଛି। ସୂଚନାଯୋଗ୍ୟ, ୨୦୧୮ ଜୁଲାଇ ମାସରେ…

କେନ୍ଦୁଝର ଡିଭିଜନରେ ୧୩୬ ହାତୀ

କେନ୍ଦୁଝର,୨୨ା୧୦ (ସ୍ବ.ପ୍ର.): କେନ୍ଦୁଝର ଜିଲାରେ ହାତୀ ଉପଦ୍ରବ ଲାଗି ରହିଥିବା ବେଳେ ଶୁକ୍ରବାର କେନ୍ଦୁଝର ଡିଭିଜନର ବିଭିନ୍ନ ଜଙ୍ଗଲରେ ୧୩୬ ହାତୀପଲ ହୋଇ ବୁଲୁଛନ୍ତି। ଭୂୟଁା ଓ ଜୁଆଙ୍ଗ ପିଢ଼ ରେଞ୍ଜରେ ସର୍ବାଧିକ ୪୬ ହାତୀ ଥିବା ବେଳେ କେନ୍ଦୁଝର ସଦର…

ସ୍ତ୍ରୀ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ

କେନ୍ଦୁଝର,୨୧।୧୦(ସ୍ବ.ପ୍ର.)- ସ୍ତ୍ରୀ ହତ୍ୟା ମାମଲାର ଶୁଣାଣି କରି କେନ୍ଦୁଝର ଜିଲା ଓ ଦୌରାଜଜ ଚିତ୍ତରଞ୍ଜନ ମହାପାତ୍ର ଶୁକ୍ରବାର ସ୍ତ୍ରୀ ହତ୍ୟାକାରୀ ସଦର ଥାନା ବାୟାପଣ୍ଡାଧର ଗ୍ରାମର ସୁମନ୍ତ ଜୁଆଙ୍ଗ(୪୦)ଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏପରି କି ୫୦ ହଜାର ଟଙ୍କାର…

୯୦ ବର୍ଷୀୟ ଜେଜେମା’ଙ୍କ କାନ୍ଧରେ ୩ ଅନାଥଙ୍କ ବୋଝ

ପାଟଣା,୨୧ା୧୦(ସ୍ବ.ପ୍ର.) ଦୁଇ ବର୍ଷ ପୂର୍ବେ ବାପା ପ୍ରାଣ ହରାଇଥିଲେ। ୩ଦିନ ତଳେ ମା’ଙ୍କ ମୃତ୍ୟୁ ହୋଇଛି। ମା’-ବାପାଙ୍କ ମୃତ୍ୟୁ ପରେ ୩ ପିଲାଙ୍କ ବୋଝ ଏବେ ୯୦ବର୍ଷୀୟା ଜେଜେମା’ଙ୍କ କାନ୍ଧରେ। ନିଜେ ଚଳିବାକୁ ଅକ୍ଷମ ଥିବା ବେଳେ ଏବେ ପିଲାଙ୍କ ଭବିଷ୍ୟତକୁ…

ଅସ୍ବାସ୍ଥ୍ୟକର ପରିବେଶରେ ପୌରପାଳିକା ମାର୍କେଟ, ଜମା ହୋଇ ରହୁଛି କୁଢ଼କୁଢ଼ ଅଳିଆ

କେନ୍ଦୁଝର,୨୦ା୧୦(ସ୍ବ.ପ୍ର.): କେନ୍ଦୁଝର ସହରର କେନ୍ଦ୍ରସ୍ଥଳ ଗାନ୍ଧୀଛକ ନିକଟରେ ଥିବା ପୌରପାଳିକା ମାର୍କେଟ ଅସ୍ବାସ୍ଥ୍ୟକର ପରିବେଶରେ ଚାଲିଛି। ମାର୍କେଟ ମଧ୍ୟରେ ଏବଂ ଡ୍ରେନ୍‌ ଗୁଡ଼ିକରେ କୁଢ଼କୁଢ଼ ଅଳିଆ ଜମା ହୋଇ ରହୁଛି। ମଇଳା ଆବର୍ଜନା ସଫେଇ ହେଉ ନ ଥିବାରୁ ଦୁର୍ଗନ୍ଧମୟ ପରିବେଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri