କେନ୍ଦୁଝର

ସ୍ତ୍ରୀ ସହିତ ସମ୍ପର୍କ ରଖିବାକୁ ବାରଣ କରୁଥିଲେ ଶାଶୁ : ୭ ବର୍ଷ ଜେଲ ଗଲେ ଅଭିଯୁକ୍ତ ଜ୍ୱାଇଁ

କେନ୍ଦୁଝର,୨୭ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଦୌରାଜଜ ଚିତ୍ତରଞ୍ଜନ ମହାପାତ୍ର ଏକ ହତ୍ୟା ମାମଲାର ରାୟ ଶୁଣାଇଛନ୍ତି। ରାୟରେ ଅଭିଯୁକ୍ତ ଜଗନ୍ନାଥ ମୁଣ୍ଡାଙ୍କୁ ୭ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୫୦ ଜହାର ଟଙ୍କା ଜରିମାନା ଓଅନାଦାୟେ ଅତିରିକ୍ତ ୧ ବର୍ଷ ଦଣ୍ଡାଦେଶ…

ଗାଁ ଭିତରେ ପଶି ୩ ଜଣଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡ଼ିଲା ଭାଲୁ

ପାଟଣା,୨୭ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ରାଇଡିହା ବିଟ୍‌ ଖିଲାରୀ ପାଟନୂଆଗାଁରେ ସୋମବାର ଏକ ବଣୁଆ ଭାଲୁ ଆକ୍ରମଣରେ ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତର ବ୍ୟକ୍ତିମାନେ ହେଲେ ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବଡ଼ ନୂଆଗାଁର ବୀବବଲ…

ଆଦିବାସୀ ମହିଳାଙ୍କ ନାଁରେ ବ୍ୟାଙ୍କ ଋଣ ଟଙ୍କା ଆତ୍ମସାତ୍‌

ଯୋଡ଼ା,୨୭ା୩(ଡି.ଏନ.ଏ):କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଅନ୍ତର୍ଗତ କୋଲହୋ ହୁଣ୍ଡୁଳା ଗ୍ରାମର କେତେଜଣ ଆଦିବାସୀ ମହିଳାଙ୍କ ନାମରେ ଜନୈକ ମହିଳା ବ୍ୟାଙ୍କରୁ ଋଣ କରି ଟଙ୍କା ଆତ୍ମସାତ କରିଥିବା ନେଇ ଅଭିଯୋଗ ହୋଇଛି। ଏନେଇ ବ୍ୟାଙ୍କ ନୋଟିସ୍‌ ପରେ ଆଦିବାସୀ ମହିଳାମାନେ ଯୋଡ଼ା…

ଭାରିଯାନ ଯୋଗୁ ବଢୁଛି ଟ୍ରାଫିକ ସମସ୍ୟା

କେନ୍ଦୁଝର,୨୭ା୩(ସ୍ବ.ପ୍ର.):କେନ୍ଦୁଝର ସହରର ମୁଖ୍ୟ ରାସ୍ତାରୁ ଅଜନ୍ତା ଲଜ୍‌ ଗଳିକୁ ସଂଯୋଗ କରୁଥିବା ରାସ୍ତାରେ ଟ୍ରାଫିକ ସମସ୍ୟା ଉକତ୍ଟ ରୂପ ଧାରଣ କରିଛି। ଅଞ୍ଚଳରେ ରାତି ୧୦ଟାରୁ ସକାଳ ୮ଟା ପର୍ଯ୍ୟନ୍ତ ମାଲ ବୋଝେଇ ଗାଡି ଅନଲୋଡିଂ କରିବାକୁ ପୋଲିସ ଓ ପୌରପାଳିକା…

ଦିଲ୍ଲୀ ବିଚାରବିଭାଗ ସେବା ପରୀକ୍ଷାରେ ପ୍ରଥମ

କେନ୍ଦୁଝର,୨୭ା୩(ସ୍ବ.ପ୍ର.):ଦେଶର ରାଜଧାନୀ ନୂଆଦିଲ୍ଲୀରେ କେନ୍ଦୁଝର ଜିଲାର ଆଦିବାସୀ ଝିଅ କୃତିତ୍ୱ ଅର୍ଜନ କରିଛନ୍ତି। କେନ୍ଦୁଝର ଜିଲା ସଦର ବ୍ଲକ୍‌ର ରାଜବନ୍ଧ ଗ୍ରାମର ଝିଅ ତୁହିନା ମାର୍ଡି ଦିଲ୍ଲୀ ଜୁଡିସିଆଲ ସର୍ଭିସ (ଡିଜେଏସ) ପରୀକ୍ଷାରେ ଅନୁସୂଚିତ ଜାତି ବର୍ଗରେ ପ୍ରଥମ ସ୍ଥାନ ଗ୍ରହଣ…

ମୁଖାପିନ୍ଧା ଚୋର ଆତଙ୍କ: ଗୋଟିଏ ରାତିରେ ୨ ଘରେ ବୁଲାଇଲେ କଳାକନା

କେନ୍ଦୁଝର,୨୬ା୩(ସ୍ବ.ପ୍ର.): କେନ୍ଦୁଝର ସହରର ବଳଦେବଜୀଉ କଲୋନୀ ଲେନ୍‌ ୬ ଏବଂ ଲେନ୍‌ ୭ରେ ଶନିବାର ବିଳମ୍ବିତ ରାତିରେ ଦୁଇ ଜଣ ଲୋକଙ୍କ ଘରୁ ଚୋରି ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଏହାକୁ ନେଇ ବନ ବିଭାଗ ପକ୍ଷରୁ ଟାଉନ ଥାନାରେ ରବିବାର…

ଜଙ୍ଗଲରୁ ମିଳିଲା ୪ ମଇଁଷି ଛୁଆଙ୍କ ମୃତଦେହ: ବାଘ ଆକ୍ରମଣ ସନ୍ଦେହ

କେନ୍ଦୁଝର,୨୬ା୩(ସ୍ବ.ପ୍ର.): ଘଟଗାଁ ରେଞ୍ଜ ଅନ୍ତର୍ଗତ ଅଟେଇ ସଂରକ୍ଷିତ ଜଙ୍ଗଲରୁ ବନ ବିଭାଗ ଚାରୋଟି ମଇଁଷିଙ୍କ ମୃତଦେହ ବନ ବିଭାଗ ଉଦ୍ଧାର କରିଛି। ଗତ ୨୪ ତାରିଖ ରାତିରେ ଏହି ମୃତଦେହ ମିଳିଥିବା ବେଳେ ସେମାନଙ୍କୁ ବାଘ ମାରିଥିବା ଆଶଙ୍କା କରାଯାଇଛି। ଉକ୍ତ…

ସାପକାମୁଡ଼ା ପରେ ବି ପରୀକ୍ଷା ଦେବାକୁ ଗଲେ ଛାତ୍ରୀ

ଆନନ୍ଦପୁର, ୨୬।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ମହାବିଦ୍ୟାଳୟର ଜଣେ ଯୁକ୍ତ ୨ ଛାତ୍ରୀ ସାପ କାମୁଡ଼ାର ଶିକାର ହେବା ପରେ ମଧ୍ୟ ପରୀକ୍ଷା ଦେବାକୁ କେନ୍ଦ୍ରକୁ ଯିବା ଚର୍ଚ୍ଚାର ବିଷୟ ହୋଇଛି। ତେବେ ସେ ପରୀକ୍ଷା ହଲ୍‌ ନିକଟରେ ଅସୁସ୍ଥ ହୋଇ…

କେନ୍ଦୁଝର ଓକିଲ ସଂଘ ନିର୍ବାଚନ: ଆଶିଷ ସଭାପତି, ସଞ୍ଜିତ ସମ୍ପାଦକ

କେନ୍ଦୁଝର,୨୫ା୩(ସ୍ବ.ପ୍ର.): ଶନିବାର କେନ୍ଦୁଝର ଜିଲା ଓକିଲ ସଂଘ ନିର୍ବାଚନ ଶାନ୍ତିପୂର୍ଣ୍ଣ ସହ ଶେଷ ହୋଇଛି। ସଭାପତି ଭାବରେ ପୂର୍ବତନ ସଭାପତି ଆଶିଷ ଚକ୍ରବର୍ତ୍ତୀ ପୁନର୍ବାର ଜିତିଥିବା ବେଳେ ସମ୍ପାଦକ ଭାବରେ ସଞ୍ଜିତ ଦାସ ବିଜୟ ଲାଭ କରିଛନ୍ତି। ଉପସଭାପତି ଭାବରେ ଆଲୋକ…

ନିଖୋଜ ବ୍ୟକ୍ତିଙ୍କ ମୃତଦେହ ମିଳିଲା, ଜଣେ ଅଟକ

କେନ୍ଦୁଝର,୨୫ା୩(ସ୍ବ.ପ୍ର.): କେନ୍ଦୁଝର ବାଂଶପାଳ ବ୍ଲକ ତଳଚମ୍ପେଇ ରାସ୍ତା କୋଡରୁ ଶନିବାର ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ପୋଲିସ ଜବତ କରିଛି। ମୃତକ ତଳକଇଁସାର ଗାଁର ପ୍ରଶାନ୍ତ ଜୁଆଙ୍ଗ(୨୦) ବୋଲି ଜଣାପଡ଼ିଛି। ସୂଚନା ନୁସାରେ,ସାହିର ଚଗଲା ଜୁଆଙ୍ଗ(୨୦) ଓ ପ୍ରଶାନ୍ତ ଉଭୟ ମିଶି…

ଉଚ୍ଚ ବିଦ୍ୟାଳୟକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉନ୍ନୀତ ପାଇଁ ଦାବିପତ୍ର

କେନ୍ଦୁଝର,୨୫ା୩(ସ୍ବ.ପ୍ର.): କେନ୍ଦୁଝର ଭଳି ଆଦିବାସୀବହୁଳ ଏବଂ ଅବିଭାଜିତ ଜିଲାରେ ଆଦିବାସୀ ଛାତ୍ରୀଛାତ୍ରଙ୍କ ଉଚ୍ଚଶିକ୍ଷା ନିମିତ୍ତ ପାଟଣା ବିଧାୟକ ତଥା କେନ୍ଦୁଝର ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଜଗନ୍ନାଥ ନାୟକ ଅନୁସୂଚିତ ଜନଜାତି ବିଭାଗର ଉଚ୍ଚ ବିଦ୍ୟାଳୟଗୁଡ଼ିକୁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉନ୍ନୀତ…

ଛାତ୍ରୀନିବାସରେ ପଶିଲେ ରୋଷେୟାଙ୍କ ବିବାହିତ ପୁଅ, ୫ମ ଛାତ୍ରୀଙ୍କୁ ଅସଦାଚରଣ

ପାଟଣା,୨୫ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ମାଧପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶନିବାର ଉତ୍ତେଜନା ଲାଗିରହିଛି। ସୂଚନାଯୋଗ୍ୟ, ବିଦ୍ୟାଳୟ ପରିସରରେ ଚାଲିଥିବା ୪୦ ସଂଖ୍ୟକ ବିଶିଷ୍ଟ ଛାତ୍ରୀ-ଛାତ୍ରାବାସ ଭିତରକୁ ଶୁକ୍ରବାର ରାତ୍ରିରେ ଜଣେ ବିବାହିତ ଯୁବକ ପଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?