ଠେଲିଲେ ଷ୍ଟାର୍ଟ ହେଉଛି ଆମ୍ବୁଲାନ୍ସ
ପାଟଣା,୧୩ା୧୦(ସ୍ବ.ପ୍ର.): ରୋଗୀଙ୍କୁ ବୋହିବା ପାଇଁ ଉଦ୍ଦିଷ୍ଟ ଆମ୍ବୁଲାନ୍ସ ନିଜେ ରୋଗାଗ୍ରସ୍ତ। ଠେଲିଲେ ଷ୍ଟାର୍ଟ ହେଉଛି। ରୋଗୀ ଫୋନ୍ କଲେ ଆମ୍ବୁଲାନ୍ସ ଷ୍ଟାର୍ଟ ହୋଇ ମେଡିକାଲରୁ ବାହାରିବା ପାଇଁ ଅଧାଘଣ୍ଟା ସମୟ ଲାଗିଯାଉଛି। ଏଭଳି ଶୋଚନୀୟ ସ୍ଥିତିରେ ରହିଛି କେନ୍ଦୁଝର ଜିଲା ପାଟଣା…
ବଜ୍ରପାତରେ ଚାଲିଗଲା ଜଣଙ୍କ ଜୀବନ
ଆନନ୍ଦପୁର,୧୨ା୧୦(ସ୍ବ.ପ୍ର.): ଆନନ୍ଦପୁର ଅଞ୍ଚଳରେ ବୁଧବାର ସନ୍ଧ୍ୟାରେ ପ୍ରବଳ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ିର ପ୍ରଭାବ ଦେଖିବାକୁ ମିଳିଥିଲା। ଘସିପୁରା ଥାନା କଲରାଗଡ଼ିଆ ଗ୍ରାମର ଶ୍ରୀରାମ ନାଇକ ନାମକ ଜଣେ ବ୍ୟକ୍ତିଙ୍କର ବଜ୍ରପାତରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସେ ଶୌଚ ହେବାକୁ ନିକଟସ୍ଥ…
ଜିଲା ପ୍ରଶାସନର ବୈମାୃତକ ମନୋଭାବକୁ ବିରୋଧ: ଧାରଣାରେ ସାମିଲ ହେଲେ ବିଜେଡି, ଭାଜପା କାଉନସିଲର
ଆନନ୍ଦପୁର,୧୨ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦର ଉପନଗରପାଳଙ୍କ ସହିତ କାଉନସିଲରମାନେ ବୁଧବାର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ। ଆନନ୍ଦପୁର ପୌରପରିଷଦର ବିକାଶରେ ଜିଲା ପ୍ରଶାସନିକ ଅଧିକାରୀମାନେ ବୈମାତୃକ ମନୋଭାବ ପୋଷଣ କରିବା ଘଟଣାକୁ ବିରୋଧ କରି ଏହି ଧାରଣା ଦିଆଯାଇଥିବା…
ତେଲ ଚୋରି ଉଦ୍ୟମ, ବୋଲେରୋ-ବାଇକ୍ ଜବତ, ୪ ଗିରଫ
ବଡ଼ବିଲ,୧୨ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ବୁଧବାର ଠାକୁରାଣୀ ଅଞ୍ଚଳରୁ ୨ଟି ଗ୍ୟାଲେନ ଭର୍ତ୍ତି ୧୦୦ ଲିଟର ଚୋରା ଡିଜେଲ, ଏକ ବୋଲେରୋ ଏବଂ ଏକ ବାଇକ୍ ଜବତ କରିବା ସହ ୪ ଅଭିଯୁକ୍ତଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ ଚାଲାଣ…
ହାଇସ୍କୁଲରେ ଖୋଲିବ ଯୁକ୍ତ ୨, ଜିଲାପାଳଙ୍କୁ ପ୍ରସ୍ତାବ ମାଗିଲେ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ
କେନ୍ଦୁଝର,୧୨ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଶିକ୍ଷାଧିକାରୀ ଯେଉଁ ଜିଲା ପରିଷଦ ଜୋନ୍ରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ନାହିଁ ସେହିପରି ୬ଟି ଉଚ୍ଚ ବିଦ୍ୟାଳୟକୁ ଉନ୍ନୀତ କରିବା ପାଇଁ ପ୍ରସ୍ତାବ ଦେଇଥିଲେ। କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ୨୪ ନଂ ଜିଲା ପରିଷଦ ଜୋନ୍ର…
ଭିଜିଲାନ୍ସ ଜାଲରେ କିରାଣି
କେନ୍ଦୁଝର,୧୨ା୧୦(ସ୍ବ.ପ୍ର.): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ଙ୍କ ନିର୍ଦ୍ଦେଶକ୍ରମେ ବାଂଶପାଳ ବିଇଓ ଅଫିସ୍ର କନିଷ୍ଠ କିରାଣି ଗଙ୍ଗାଧର ସାହୁଙ୍କ ସରକାରୀ ବାସଭବନ ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ବୁଧବାର ସକାଳେ କେନ୍ଦୁଝର…
କନିଷ୍ଠ କିରାଣିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
କେନ୍ଦୁଝର,୧୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ବଂଶପାଳ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର କନିଷ୍ଠ କିରାଣି ଗଙ୍ଗାଧର ସାହୁଙ୍କ ଘରେ ବୁଧବାର ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଥିବା ଜଣାପଡ଼ିଛି। ଏକକାଳୀନ କେନ୍ଦୁଝର, ତେଲକୋଇ ସମେତ…
ମହିଳା କମିଶନଙ୍କ ଦ୍ୱାରସ୍ଥ ହେଲେ ପରିବାର
କେନ୍ଦୁଝର,୧୧ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅନ୍ତର୍ଗତ ଝୁମ୍ପୁରା ଗ୍ରାମରେ ଶ୍ୱଶୁର ଘରେ ଲୋକେ ନିର୍ଯାତନ ଦେଇ ବୋହୂଙ୍କୁ ପୋଡ଼ି ମାରି ଦେଇଥିଲେ। ବାପଘର ଲୋକଙ୍କ ଅଭିଯୋଗ ଆଧାରରେ ପୋଲିସ ସ୍ବାମୀଙ୍କୁ ଗିରଫ କରିଛି। ମାତ୍ର ପୋଲିସ ତଦନ୍ତରେ ଅବହେଳା କରି…
ଟଙ୍କା ଭାଗ ବଣ୍ଟାକୁ କେନ୍ଦ୍ରକରି ହତ୍ୟାକାଣ୍ଡ
ଯୋଡ଼ା,୧୦ା୧୦(ଡି.ଏନ.ଏ): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ବଳଦା କଚା ସାହିଠାରେ ଟଙ୍କା ଭାଗ ବଣ୍ଟାକୁ କେନ୍ଦ୍ରକରି ଏକ ହତ୍ୟାକାଣ୍ଡ ଘଟିଛି। ଠେଙ୍ଗା ମାଡ଼ରେ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ଗ୍ରାମର ରମେଶଚନ୍ଦ୍ର ପାତ୍ର। ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ…
ରଙ୍ଗଡ଼ିହି-ଜଗଦଳା ଶିଳ୍ପାଞ୍ଚଳ ରାସ୍ତା ମରଣଯନ୍ତା
କେନ୍ଦୁଝର,୧୦ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ବହୁ ଉଦ୍ୟୋଗୀ ଖଣି ଓ ଶିଳ୍ପ ପ୍ରତିଷ୍ଠା କରି ଜିଲା ଖଣିଜ ପ୍ରତିଷ୍ଠାନ ପାଣ୍ଠି, ସରକାରଙ୍କୁ ରାଜସ୍ବ ଦେଉଛନ୍ତି। ରାଜ୍ୟ ସରକାର କମ୍ପାନୀଗୁଡ଼ିକର ସୁବିଧା ପାଇଁ ବିଶେଷ କରି ଖଣି ଓ ଶିଳ୍ପାଞ୍ଚଳର ଭିତ୍ତିଭୂମିର ବିକାଶ କରିବା…
ହାତୀ ମୃତ୍ୟୁ ରୋକିବ ସୌର ତାରବାଡ଼
ଯୋଡ଼ା,୯।୧୦(ଡି.ଏନ୍.ଏ.):କେନ୍ଦୁଝର ବନଖଣ୍ଡର ଚମ୍ପୁଆ ରେଞ୍ଜ ଅଧୀନ ତଥା ଯୋଡ଼ା ବନପାଳ ଅନ୍ତର୍ଗତ ଯୁରୁଡ଼ି କ୍ରେଚ୍ ହଟିଂ ରେଲ୍ୱେ କ୍ରସିଂ ନିକଟରେ ହାତୀଙ୍କୁ ସୁରକ୍ଷା ଉଦ୍ଦେଶ୍ୟରେ ଏକ ଝୁଲନ୍ତା ସୌର ତାରବାଡ଼ (ହ୍ୟାଙ୍ଗି ସୋଲାର ଫେନ୍ସିଂ) ବ୍ୟବସ୍ଥା କରାଯାଇଛି। ଏହାକୁ…
ହାତୀ ସୁରକ୍ଷା ଲାଗି ଝୁଲନ୍ତା ସୋଲାର ବାଡ଼
କେନ୍ଦୁଝର,୮ା୧୦(ସ୍ବ.ପ୍ର.): ରେଳ ଦୁର୍ଘଟଣାରୁ ହାତୀପଲଙ୍କ ସୁରକ୍ଷା ପାଇଁ ବନ ବିଭାଗ ପକ୍ଷରୁ ବନ୍ୟପ୍ରାଣୀ ସପ୍ତାହ ପାଳନର ଶେଷ ଦିନରେ ଯୋଡ଼ା ବେହେରା ହାଟିଂ ନିକଟରେ ଝୁଲନ୍ତା ସୋଲାର ବାଡ଼ ପ୍ରତିଷ୍ଠା କରାଯାଇଛି। ଡିଏଫ୍ଓ ଏଚ୍.ଡି. ଧନରାଜ ଏହାର ଉଦଘାଟନ କରିଥିଲେ। ଏହି…
Archives


