କେନ୍ଦୁଝର

ବ୍ୟବଚ୍ଛେଦ ରିପୋର୍ଟ ଦେବାକୁ ୫ ହଜାର ଲାଞ୍ଚ

କେନ୍ଦୁଝର,୧୯।୩(ସ୍ବ.ପ୍ର.): ବ୍ୟବଚ୍ଛେଦ ରିପୋର୍ଟ ଦେବାକୁ ଡାକ୍ତର ୫ ହଜାର ଟଙ୍କା ଲାଞ୍ଚ ମାଗିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଏନେଇ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ପରେ ଘଟଣା ପଦାକୁ ଆସିଛି। କେନ୍ଦୁଝର ଜିଲା ତେଲକୋଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଏଭଳି…

ଚିନ୍ତାଜନକ ସ୍ଥିତିରେ ବାୟୁ ପ୍ରଦୂଷଣ

କେନ୍ଦୁଝର,୧୮ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟାଳୟ ସହରରେ ବାୟୁ ପ୍ରଦୂଷଣ ଚିନ୍ତଜନକ ସ୍ଥିତିରେ ରହିଛି। ଲୋକମାନେ ଅଜାଣତରେ ବିଷାକ୍ତ ବାୟୁ ନିଃଶ୍ୱାସ ପ୍ରଶ୍ୱାସରେ ନେଉଥିବାରୁ ଏହା ବିଶେଷ କରି ବୃଦ୍ଧା/ବୃଦ୍ଧ, ଶିଶୁମାନଙ୍କ ପାଇଁ ବିପଦଜନକ ସ୍ଥିତି ସୃଷ୍ଟି କରୁଛି। ବହୁସଂଖ୍ୟାରେ ଲୁହାପଥର, ବାଲି/ଗୋଡ଼ି…

ସ୍ବଧାର ଗୃହରୁ ନାବାଳିକା ନିଖୋଜ

ଆନନ୍ଦପୁର,୧୮ା୩(ସ୍ବ.ପ୍ର.): ଘସିପୁରା ଥାନା ଧକୋଠାଠାରେ ଥିବା ସ୍ବାଧାର ଗୃହରୁ ଜଣେ ନାବାଳିକା ନିଖୋଜ ଥିବା ସୂଚନା ମିଳିଛି। ନାବାଳିକା ଜଣଙ୍କ ଗୁରୁବାର ରାତିରୁ ନିଖୋଜ ଥିବା ଜଣାପଡ଼ିଛି। ଏନେଇ ଘସିପୁରା ଥାନାରେ ଲିଖିତ ଅଭିଯୋଗ ମଧ୍ୟ ହୋଇଛି। ନିଖୋଜ ନାବାଳିକାଙ୍କର ଏଯାଏ…

ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଦେବାକୁ ଡାକ୍ତର ମାଗୁଥିଲେ ଲାଞ୍ଚ, ସାମ୍ନାକୁ ଆସିଲା ଘଟଣା

କେନ୍ଦୁଝର,୧୮ା୩(ସ୍ବ.ପ୍ର.): ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଦେବା ପାଇଁ ଡାକ୍ତର ଲାଞ୍ଚ ନେବା ଘଟଣାର ଭିଡିଓ ଭାଇରାଲ ହେବା ଚର୍ଚ୍ଚାର ବିଷୟ ହୋଇଛି। ଷ୍ଟିଙ୍ଗ ଅପରେଶନରେ ଜଣେ ଡାକ୍ତର ଲାଞ୍ଚ ନେଉଥିବା ଘଟଣା ପଦାକୁ ଆସିଛି। ମୋବାଇଲରେ ଏହି ଭିଡିଓ ରେକର୍ଡ ହୋଇଛି।…

କପି କରି ଗୋଟିଏ କେନ୍ଦ୍ରରୁ ଧରାପଡ଼ିଲେ ୩୩ ଛାତ୍ରୀଛାତ୍ର

କେନ୍ଦୁଝର,୧୮ା୩(ସ୍ବ.ପ୍ର.): ତେଲକୋଇ ବ୍ଲକ ଅନ୍ତର୍ଗତ ଏସ୍‌ସି/ଏସ୍‌ଟି ବିଭାଗ ଦାରା ପରିଚାଳିତ ହାଇସ୍କୁଲର ରାଇସୁଆଁ କେନ୍ଦ୍ରରେ ସ୍ବତନ୍ତ୍ର ସ୍କ୍ବାଡ(୧୬ ନଂ) ଚଢ଼ାଉ କରି ୩୩ ଜଣ କପି କରୁଥିବା ବେଳେ ଧରିଛନ୍ତି। କୌଣସି ସୂତ୍ରରୁ ଖବର ପାଇ ଡକ୍ଟର ଅକ୍ଷୟ କୁମାର ରଣା…

କନ୍‌ଷ୍ଟେବଲଙ୍କ ଉପରେ ଚଢ଼ିଗଲା ଟ୍ରକ୍‌ : ଚାପା ଉତ୍ତେଜନା

ପାଟଣା,୧୮ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ନଂ. ମୁମ୍ବାଇ-କୋଲକାତା ରାସ୍ତାର ଝାରବେଡ଼ା ଥାନା ଛକ ନିକଟରେ ଶନିବାର ପୂର୍ବାହ୍ନରେ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ ତୁରୁମୁଙ୍ଗା ଥାନାର କାର୍ଯ୍ୟରତ କନ୍‌ଷ୍ଟେବଲଙ୍କ ମୃତ୍ୟୁ ଘଟିଛି। ମୃତ କନ୍‌ଷ୍ଟେବଲ…

ଟେଣ୍ଡରକୁ ନେଇ ଅଧ୍ୟକ୍ଷା-ପୌର ଅଧିକାରୀ ମୁହାଁମୁହିଁ

ଆନନ୍ଦପୁର,୧୮।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌର ପରିଷଦର ପିଛା ଛାଡୁନି ବିବାଦ। ପୂର୍ବରୁ ଫାଇଲ ଚୋରିକୁ ନେଇ ମାମଲା ହୋଇଥିବା ବେଳେ ଏବେ କେତେକ ଉନ୍ନୟନ କାର୍ଯ୍ୟ ଟେଣ୍ଡରକୁ ନେଇ ଅଧ୍ୟକ୍ଷ ଓ ପୌର ଅଧିକାରୀ ମୁହାଁମୁହିଁ ହୋଇଛନ୍ତି। କୌଣସି ଆଲୋଚନା…

ଅନ୍ଧାରରେ ଡାଇରିଆ, ଟିବି ଓ୍ବାର୍ଡ

କେନ୍ଦୁଝର,୧୮ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାର ଗୁରୁତ୍ୱପୂର୍ଣ୍ଣ ଡାଇରିଆ ଓ ଟିବି ଓ୍ବାର୍ଡ ଶୁକ୍ରବାର ଅନ୍ଧାରରେ ରହିଥିଲା। ଦିନ ୩.୩୦ରୁ ଲାଇନ କଟିଯାଇଥିବାରୁ ରୋଗୀ ଓ ସ୍ବାସ୍ଥ୍ୟ କର୍ମଚାରୀ ଅକଥନୀୟ ସମସ୍ୟା ଭୋଗୁଛନ୍ତି। ଏହିଭଳି ପ୍ରତ୍ୟେକ ଦିନ ବିଦ୍ୟୁତ କାଟ୍‌ ହେଉଥିବାରୁ…

ଗୋରୁ ବେପାରୀଙ୍କୁ ମାଡ଼ମାରି ଟଙ୍କା ମାଗିବା ପଡ଼ିଲା ମହଙ୍ଗା: ବନ୍ଧା ହେଲେ ୨ ଅଭିଯୁକ୍ତ

ଆନନ୍ଦପୁର,୧୭।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା କେଶଦୁରାପାଳ ଅଞ୍ଚଳରେ ଗୋରୁ ବେପାରୀଙ୍କଠାରୁ ଚାନ୍ଦା ଆଦାୟ କରିବା ଘଟଣା ଯୁବକଙ୍କୁ ମହଙ୍ଗା ପଡିଛି। ଘସିପୁରା ପୋଲିସ ତଦନ୍ତ କରି ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରୁ ଜଣେ ଗଣମାଧ୍ୟମ…

ଓଲଟିଲା ତରଭୁଜ ଟ୍ରକ୍‌: ଲୋକେ ବୋହିନେଲେ

କେନ୍ଦୁଝର,୧୭।୩ (ଡି.ଏନ୍‌.ଏ.): କେନ୍ଦୁଝର ଟାଉନ ଥାନା ୪୯ ନଂ. ଜାତୀୟ ରାଜପଥ ଜୁଡିଆଘାଟି ନିକଟରେ ଏକ ତରବୁଜ ବୋଝେଇ ଟ୍ରକ୍‌ ଶୁକ୍ରବାର ଅପରାହ୍ନରେ ଓଲଟି ପଡ଼ିଛି। ଡ୍ରାଇଭର ସାମାନ୍ୟ ଆହତ ହୋଇଥିବା ବେଳେ ରାସ୍ତାସାରା ତରଭୁଜ ବିଛିନ୍ନ ହୋଇ ପଡ଼ିଛି। ଅଧେ…

ପେଟ୍ରୋଲ ପମ୍ପ୍‌ରେ ଅସମ୍ଭାଳ ଭିଡ଼

ପାଟଣା,୧୭ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଡ୍ରାଇଭର ସଂଘ ପକ୍ଷରୁ ଶୁକ୍ରବାର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ୩ୟ ଦିନରେ ପହଞ୍ଚିଛି। ଢେଙ୍କିକୋଟ ପାଟଣା ଦେଇଯାଇଥିବା ୨୨୦ ନମ୍ବର ରାଞ୍ଚି ବିଜୟଓ୍ବାଡା ଜାତୀୟ ରାଜପଥ ଉପରେ ମଙ୍ଗଳପୁର ନିକଟରେ ଡ୍ରାଇଭର ସଂଘ ବ୍ଲକ…

ଯୋଡ଼ାରେ ନିର୍ମାଣ ହେଉଛି ସର୍ବବୃହତ ଫ୍ଲାଏ ଓଭର

ଯୋଡ଼ା,୧୭ା୩(ଡି.ଏନ.ଏ): ରାଜ୍ୟ ସରକାର କେନ୍ଦୁଝର ଜିଲା ଖଣିଜ ପାଣ୍ଠି ଅନୁଦାନରେ ଯୋଡ଼ା ଖଣି ଅଞ୍ଚଳରେ ଟ୍ରାଫିକ ଓ ପ୍ରଦୂଷଣ ଜନିତ ସମସ୍ୟାରୁ ମୁକ୍ତି ପାଇଁ ସର୍ବ ବୃହତ ଓଭର ବ୍ରିଜ୍‌ ନିର୍ମାଣ କରୁଛନ୍ତି। ୨୦୨୦ରୁ ଯୋଡ଼ା ସହରରେ ଏହାର ନିର୍ମାଣ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?