କେନ୍ଦୁଝର

ଓସିଏସ୍‌ ପରୀକ୍ଷାରେ ସତ୍ୟଜିତ୍‌ଙ୍କ ସଫଳତା

କେନ୍ଦୁଝର,୮ା୧୦(ସ୍ବ.ପ୍ର.): କେନ୍ଦୁଝର ସହରର ମାଇନିଂ ରୋଡ୍‌ସ୍ଥିତ ସତ୍ୟଜିତ୍‌ ପଟ୍ଟନାୟକ ୧୩୦ ର଼୍ୟାଙ୍କ ରଖି ଚଳିତ ବର୍ଷ ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି। ସେ ସ୍ଥାନୀୟ ସରସ୍ବତୀ ଶିଶୁମନ୍ଦିରରୁ ମାଟ୍ରିକ ପାସ୍‌ ପରେ…

ଦୁଇ ଦୁଇ ଥର ଓସିଏସ୍‌ରେ କୃତକାର୍ଯ୍ୟ, ବିନା କୋଚିଂରେ ସଫଳତା

ପାଟଣା,୮।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖୁଣ୍ଟାପଡ଼ା ପଞ୍ଚାୟତ ପିପିଳିଆ ଗ୍ରାମର ୩୯ ବର୍ଷୀୟ ଗିରିଜାନନ୍ଦନ ହିନ୍ଦୟାର ଦ୍ୱିତୀୟ ଥର ପାଇଁ ଓସିଏସ୍‌ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି। ସେ ର଼୍ୟାଙ୍କ ୧୦୧ରେ ଅଛନ୍ତି। ଏଥିପୂର୍ବରୁ ଗିରିଜା ୨୦୧୫ ରେ ଓସିଏସ୍‌ରେ କୃତକାର୍ଯ୍ୟ…

ବେଆଇନ କ୍ରଶର ପରିଦର୍ଶନ କଲେ ଡିଏଫ୍‌ଓ

କେନ୍ଦୁଝର,୭ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ତହସିଲ ଅଧୀନ ଖଣ୍ଟଘର ଗ୍ରାମରେ ଚାଲିଥିବା ବେଆଇନ କ୍ରଶର ଅଞ୍ଚଳକୁ କେନ୍ଦୁଝର ଡିଏଫ୍‌ଓ ଏଚ୍‌ଡି ଧନରାଜ ଗସ୍ତ କରି ସ୍ଥିତି ଅନୁଧ୍ୟାନ କରିଛନ୍ତି। କ୍ରଶର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ବିନା ଅନୁମତିରେ ଏବଂ ପଥର ଖଣି…

ପ୍ରାଚୁର୍ଯ୍ୟ ଭିତରେ ଅପପୁଷ୍ଟି

କେନ୍ଦୁଝର, ୭/୧୦:ଖଣିଖାଦାନ ଭରା ଜିଲା କେନ୍ଦୁଝରରୁ ରାଜ୍ୟ ସରକାର ସିଂହଭାଗ ରାଜସ୍ବ ଆଦାୟ କରୁଥିଲେ ମଧ୍ୟ ସ୍ବାସ୍ଥ୍ୟସେବା ଭଳି ସର୍ବନିମ୍ନ ସୁବିଧା ଲୋକଙ୍କୁ ଯୋଗାଇବାରେ ବିଫଳ ହୋଇଛନ୍ତି। ଜିଲାରେ ରକ୍ତହୀନତା ଓ ଅପପୁଷ୍ଟି ବୃଦ୍ଧି ପାଇବା ଭଳି ସମ୍ବେଦନଶୀଳ ଘଟଣା ଲୋକଲୋଚନକୁ…

ସିସିଟିଭିରେ କଏଦ ହେଲା ଗାଡ଼ି ଶୋ’ ରୁମ୍‌ ଚୋରିର ଦୃଶ୍ୟ, ମୁଖାପିନ୍ଧା ଲୁଟେରାଙ୍କୁ ଖୋଜୁଛି ପୋଲିସ

ଆନନ୍ଦପୁର,୬ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁରଠାରେ ଥିବା ହିରୋ ଶୋ’ ରୁମ୍‌ରୁ ମୁଖାପିନ୍ଧା ଦୁର୍ବୃତ୍ତଙ୍କ ଦ୍ୱାରା ଚୋରି ହୋଇଛି। ଚୋରି ସମୟର ଦୃଶ୍ୟ ଶୋ’ ରୁମ୍‌ରେ ଥିବା ସିସିଟିଭିରେ କଏଦ ହୋଇଛି। ଘସିପୁରା ଥାନା ଅଧୀନ ଶାଳପଡ଼ା ବାଇପାସ୍‌ରୁ ଆନନ୍ଦପୁର ଯିବା ରାସ୍ତା…

  ରେଳଲାଇନ କଡ଼ରେ ଡେରାପକାଇଛନ୍ତି ହାତୀପଲ

କେନ୍ଦୁଝର,୪।୧୦(ସ୍ବ.ପ୍ର.): କେନ୍ଦୁଝର ସଦର ରେଞ୍ଜ ଅନ୍ତର୍ଗତ କଣ୍ଡରାପଶି ହାଟ ନିକଟ ରେଳଲାଇନ କଡ଼ରେ ସାତଟିକିଆ ହାତୀପଲ ଡେରା ପକାଇଛନ୍ତି। ହାତୀମାନଙ୍କ ଉପସ୍ଥିତିକୁ ନେଇ କଣ୍ଡରାପଶି, ନଇଗାଁର ଗ୍ରାମବାସୀ ଭୟଭୀତ ହୋଇପଡ଼ିଛନ୍ତି। ଅନ୍ୟପକ୍ଷରେ ରେଳଲାଇନ ନିକଟରେ ଥିବାରୁ ବନ ବିଭାଗ ହାତୀମାନଙ୍କ ସୁରକ୍ଷା…

ଶ୍ବଶୁର ଘର ପଛ ପଟୁ ମିଳିଲା ଜ୍ୱାଇଁଙ୍କ ମୃତଦେହ

ପାଟଣା,୪।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଗଣ୍ଡବେଡାପଞ୍ଚାୟତ ଗଣ୍ଡବେଡା ବେହେରା ଗାଁର ଶ୍ବଶୁର ଘର ପଛ ପଟେ ଥିବା ବାଉଁଶ ଗଛରୁ ଜଣେ ୩୬ ବର୍ଷ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣଙ୍କ ହେଲେ ଘଟଗାଁ ଥାନା ପାନ…

ଜୁରୁଡ଼ିରେ ମା’ଙ୍କ ଖଣ୍ଡା, ମୁକୁଟ ପୂଜା ପରମ୍ପରା

ଯୋଡ଼ା,୪ା୧୦(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଯୋଡ଼ା ଖଣି ଉପତ୍ୟକାରେ ଚଳିତ ବର୍ଷ ଆଡ଼ମ୍ବରରେ ଶାରଦୀୟ ଦୂର୍ଗାପୂଜା ପାଳନ କରାଯାଉଛି। ଖଣି ଓ ଶିଳ୍ପର ରୁଗୁଣ ଅବସ୍ଥା ମଧ୍ୟରେ ଶ୍ରଦ୍ଧାଳୁଙ୍କ ଭାବାବେଗରେ ଉତ୍ସାହ କମି ନାହିଁ। ଖଣି କ୍ଷେତ୍ର ଜୁରୁଡ଼ି, ବାମେବାରୀ, ଜରିବାହାଲ ସମେତ…

ଢିଙ୍କିକୁଟା ଚାଉଳ ଚୂନାରେ ହେଉଛି ଭୋଗ

କେନ୍ଦୁଝର/ଆନନ୍ଦପୁର,୪ା୧୦(ସ୍ବ.ପ୍ର): କେନ୍ଦୁଝର ଜିଲାର ସର୍ବପୁରାତନ ମା’ ଆଦ୍ୟ ଦୁର୍ଗାଦେବୀ ଅନୁଷ୍ଠାନ ପକ୍ଷରୁ ଆନନ୍ଦପୁର ପୌରପାଳିକା ୧୧ ନମ୍ବର ଓ୍ବାର୍ଡର ଫକୀରପୁରରେ ମା’ ଦୁର୍ଗାଙ୍କ ପୂଜା ଅନୁଷ୍ଠିତ ହେଉଛି। ଅନୁଷ୍ଠାନ ପକ୍ଷରୁ ମୃଣ୍ମୟୀ ଦୁର୍ଗାପୂଜା ପ୍ରାୟ ଦେଢ଼ ଶହ ବର୍ଷ ଧରି ପାଳନ…

ଖଣି ଅଞ୍ଚଳରେ ପାର୍ବଣ ଫିକା

କେନ୍ଦୁଝର,୪ା୧୦(ସ୍ବ.ପ୍ର.): ଖଣିଖାଦାନ ଓ ଶିଳ୍ପ ବହୁଳ କେନ୍ଦୁଝର ଜିଲାରେ ମା’ ଦୁର୍ଗାଙ୍କ ପୂଜା, ପାର୍ବଣ ଅଞ୍ଚଳରେ ଅନ୍ୟତମ ପ୍ରମୁଖ ଉତ୍ସବ ଭାବରେ ପାଳିତ ହୋଇଥାଏ। କୋଭିଡ୍‌ ପରେ ଉତ୍ସବ ଚଳିତ ବର୍ଷ ଧୁମ୍‌ଧାମରେ ପାଳନ ହେବା ନେଇ ସମସ୍ତେ ଆଶା ରଖିଥିଲେ।…

ନିଆରା ଢଙ୍ଗରେ ପାଳିତ ହେଲା ଦୁର୍ଗାଷ୍ଟମୀ

ବରୀ,୩ା୧୦(ଡି.ଏନ.ଏ.)-ସୋମବାର ମା’ଦୁର୍ଗାଙ୍କ ଅଷ୍ଟମୀ ପୂଜା ବରୀର ବିଭିନ୍ନ ପୂଜାମଣ୍ଡପରେ ଶେଷ ହୋଇଛି। ଏହି ଅବସରରେ ଦେବୀଙ୍କ ମୁଣ୍ମୟୀ ପ୍ରତିମା ପୂଜା, କଳସ ପୂଜା କରାଯାଉଥିବା ବେଳେ ଉକ୍ତ ବ୍ଲକ୍‌ ଅଧୀନ ବରୀ ତଳସାହିଠାରେ ନିଆରା ଢଙ୍ଗରେ ଦୂର୍ଗାଷ୍ଟମୀ ପାଳନ କରାଯାଇଛି। ଉକ୍ତ…

ମା’ଙ୍କ ଆଗମନରେ ଝଲସୁଛି ପୁରପଲ୍ଲୀ

ଆନନ୍ଦପୁର,୩।୧୦(ସ୍ବ.ପ୍ର.): ମା’ଙ୍କ ଆଗମନରେ ପୁରପଲ୍ଲୀ ଏବେ ଚଳଚଞ୍ଚଳ ହୋଇଉଠିଛି। ସହରଠାରୁ ଆରମ୍ଭ କରି ଗ୍ରାମାଞ୍ଚଳମାନଙ୍କରେ ମା’ଙ୍କର ମୃଣ୍ମୟ ପ୍ରତିମା ପୂଜା ପାଇ ଆସୁଛନ୍ତି। ଏଥିପାଇଁ ଅନୁଷ୍ଠାନଗୁଡିକ ପକ୍ଷରୁ ବିଭିନ୍ନ ପ୍ରକାରର ସାଜସଜ୍ଜା ସାଙ୍ଗକୁ ମନୋରଞ୍ଜନଧର୍ମୀ କାର୍ଯ୍ୟ ହାତକୁ ନିଆଯାଇଛି। ଆନନ୍ଦପୁରର ସାର୍ବଜନୀନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri