କେନ୍ଦ୍ରମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହକଲା କୁଡୁମୀ ସେନା
ପାଟଣା,୩।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଛକରେ ସୋମବାର ଓଡ଼ିଶା କୁଡୁମୀ ସେନା ପକ୍ଷରୁ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ କୁଶ ପୁତ୍ତଳିକା ଦାହ କରାଯାଇଛି। ସୂଚନାଯୋଗ୍ୟ, କୁଡୁମୀ ଜାତିକୁ ଆଦିବାସୀ ତାଲିକାଭୁକ୍ତ କରିବା ଦାବିରେ ଓଡ଼ିଶା କୁଡୁମୀ ସେନା ପକ୍ଷରୁ ବିଭିନ୍ନ…
ନିଆଁ ଲଗାଇବା ପରେ ହାଣି ଦେଲେ
କେନ୍ଦୁଝର,୩ା୧୦(ସ୍ବ.ପ୍ର.): କେନ୍ଦୁଝର ସଦର ଥାନା ଅଧୀନ ହୁଣ୍ଡୁଳା ଗ୍ରାମରେ ଜଣେ ଯୁବକଙ୍କୁ ନିର୍ମମ ହତ୍ୟା କରାଯାଇଛି। ଅଭିଯୁକ୍ତମାନେ ସଂଘବଦ୍ଧ ଭାବେ ଯୁବକଙ୍କ ଘରେ ପେଟ୍ରୋଲ ଢାଳି ନିଅଁା ଲଗାଇଦେବା ସହ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ହେଲେ ପ୍ରଣବ…
ମଦମୁକ୍ତ ପଞ୍ଚାୟତ ପାଇଁ ଅଣ୍ଟା ଭିଡ଼ିଲେ ମହିଳା
ଆନନ୍ଦପୁର,୨ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ଆଦିବାସୀ ଅଧ୍ୟୁଷିତ ବୁଢ଼ୀକୁଦ ପଞ୍ଚାୟତର ମହିଳାମାନେ ପଞ୍ଚାୟତକୁ ମଦମୁକ୍ତ କରିବା ପାଇଁ ଅଣ୍ଟା ଭିଡ଼ିଛନ୍ତି। ପଞ୍ଚାୟତର ଟଭାକୁଦ, ବୁଢ଼ୀକୁଦ ଏବଂ ସନ୍ତୋଷପୁର ଗ୍ରାମର ଶତାଧିକ ମିଶନଶକ୍ତିର ମହିଳାଙ୍କ ଆହ୍ବାନରେ ଏକ ବୈଠକ ଅନୁଷ୍ଠିତ…
ବ୍ୟକ୍ତିଙ୍କର ଅର୍ଦ୍ଧଦଗ୍ଧ ମୃତଦେହ ଜବତ, ହତ୍ୟା ସନ୍ଦେହ
କେନ୍ଦୁଝର,୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ହୁଣ୍ଡୁଳା ଗ୍ରାମରେ ଜଣେ ବ୍ୟକ୍ତିଙ୍କର ଅର୍ଦ୍ଧଦଗ୍ଧ ମୃତଦେହ ଜବତ କରାଯାଇଛି। ତାଙ୍କୁ କେହି ଶନିବାର ବିଳମ୍ବିତ ରାତିରେ ପୋଡି ହତ୍ୟା କରିଥିବା ସନ୍ଦେହ କରି ପୋଲିସ ଘଟଣାର ତଦନ୍ତ କରୁଛି। ତାଙ୍କ ଦେହରେ କଟାଦାଗ…
ବିଦ୍ୟାଳୟ ଛାତ ପ୍ଲାଷ୍ଟର ଖସି ୭ ଛାତ୍ରୀଛାତ୍ର ଆହତ ହେବା ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ପିଡି ଡିଆରଡିଏ
କେନ୍ଦୁଝର,୧ା୧୦(ସ୍ବ.ପ୍ର.): ଘଟଗାଁ ବ୍ଲକ ଅନ୍ତର୍ଗତ ଅର୍ଜୁନବିଲା ପ୍ରାଥମିକ ବିଦ୍ୟାଳୟ ସିଲିଂରୁ ପ୍ଲାଷ୍ଟର ଖସି ୭ ଜଣ ଆଦିବାସୀ ଛାତ୍ରୀଛାତ୍ର ଆହତ ହୋଇଥିଲେ। ଶ୍ରେଣୀରେ ପାଠ ପଢୁଥିବାବେଳେ ବିଦ୍ୟାଳୟ ଛାତରୁ ପ୍ଲାଷ୍ଟର ଖସିଥିଲା। ଏହି ଘଟଣାକୁ ପ୍ରଶାସନ ଗୁରୁତର ସହ ନେଇଛି। ଏ…
ନିଯୁକ୍ତି ଦାବିରେ ଧାରଣାରେ ବସିଲେ ୩ ପଞ୍ଚାୟତ ବାସିନ୍ଦା
କେନ୍ଦୁଝର,୧ା୧୦(ସ୍ବ.ପ୍ର.): ସଦର ବ୍ଲକ ପଳାଶପଙ୍ଗାସ୍ଥିତ ଓଡ଼ିଶା ସ୍ପଞ୍ଜ ଲୁହା କାରଖାନା ସମ୍ମୁଖରେ ଶନିବାର ସ୍ଥାନୀୟ କ୍ଷତିଗ୍ରସ୍ତ ୩ଟି ପଞ୍ଚାୟତ- ପଳାଶପଙ୍ଗା, ରାଇକଳା ଓ କଣ୍ଡରାପଶିର ଗ୍ରାମବାସୀ ନିଯୁକ୍ତି ଦାବିରେ ଧାରଣାରେ ବସିଛନ୍ତି। ଦାବି ପୂରଣ ନ ହେଲେ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ…
ନିଯୁକ୍ତି ଦାବିରେ ଧାରଣାରେ ବସିଲେ ଗ୍ରାମବାସୀ
କେନ୍ଦୁଝର,୧।୧୦(ବ୍ୟୁରୋ): ସ୍ଥାନୀୟ ଲୋକଙ୍କ ନିଯୁକ୍ତି ଦାବିରେ ପୂର୍ବ ନିଷ୍ପତ୍ତି କ୍ରମେ ଶନିବାର ସଦର ବ୍ଲକ୍ ପଳାଶପଙ୍ଗା, କଣ୍ଡରାପଶି ଓ ରାଇକଳା ପଞ୍ଚାୟତର ଶତାଧିକ ଲୋକ ପଳାଶପଙ୍ଗାସ୍ଥିତ ଓଡ଼ିଶା ସ୍ପଞ୍ଜ ଲୁହା କାରଖାନା ସମ୍ମୁଖରେ ଧାରଣା ବସିଛନ୍ତି। ଦାବି ପୂରଣ ନ ହେବା…
ରୁପା ମୁକୁଟରେ ଝଲସିବେ ମା’
କେନ୍ଦୁଝର,୧ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହର ଡେଲି ମାର୍କେଟ ରାସ ପଡ଼ିଆ ସ୍ଥିତ ଶ୍ରୀଶ୍ରୀ ଦୁର୍ଗାଦେବୀ ପୀଠରେ ଦୁର୍ଗାପୂଜା କମିଟି ପକ୍ଷରୁ ଭାଇଚାରାର ଉତ୍ସବ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ସରିଛି। ୧୯୬୪ ମସିହାରେ ଆରମ୍ଭ ହୋଇଥିବା ଏହି ପୂଜା ୫୮ ବର୍ଷରେ…
ଧାନ ଫସଲରେ ପୋକ ଉପଦ୍ରବ
କେନ୍ଦୁଝର,୩୦ା୯ (ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ଅନ୍ତର୍ଗତ କେନ୍ଦେଇପଶି ପଞ୍ଚାୟତ ଅଞ୍ଚଳରେ ଧାନ ଫସଲରେ ପୋକ ଉପଦ୍ରବ ଦେଖିବାକୁ ମିଳିଛି। ବିଶେଷ କରି ହାଇବ୍ରିଡ୍ ଧାନରେ ପୋକଙ୍କ ପ୍ରାଦୁର୍ଭାବ ବଢୁଥିବା ବେଳେ କୀଟନାଶକ ପ୍ରୟୋଗ କଲେ ମଧ୍ୟ ପୋକ ଧାନ…
ଅତିଥି ଅଧ୍ୟାପକରେ ଚାଲିଛି ଶିକ୍ଷାଦାନ
କେନ୍ଦୁଝର,୩୦ା୯(ଡି.ଏନ୍.ଏ.): କେନ୍ଦୁଝର ଜିଲାରେ ଅବସ୍ଥାପିତ ଧରଣୀଧର ସ୍ବୟଂ ଶାସିତ ମହାବିଦ୍ୟାଳୟ ବହୁ ସମସ୍ୟା ଦେଇ ଗତି କରୁଛି। ବର୍ଷ ବର୍ଷ ଧରି ଏହି ମହାବିଦ୍ୟାଳୟରେ ଅତିଥି ଅଧ୍ୟାପକରେ ଶିକ୍ଷାଦାନ ହେଉଛି। ଅଧ୍ୟାପକ ସଙ୍କଟ ଲାଗି ରହୁଥିଲେ ମଧ୍ୟ ସରକାରଙ୍କ ଦୃଷ୍ଟି ପଡୁନାହଁି।…
ଏନ୍ଏଚ୍ ୪୯ରେ ଦୁର୍ଘଟଣା: ଜଣଙ୍କ ଜୀବନଗଲା, ଜଣେ ଗୁରୁତର
କେନ୍ଦୁଝର,୨୯।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ଥାନା ଜଗମୋହନପୁର ନିକଟ ଏନ୍ଏଚ୍ ୪୯ରେ ଗୁରୁବାର ଏକ ଦୁର୍ଘଟଣା ଘଟଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇ ସ୍ଥାନୀୟ ଡାକ୍ତର ଖାନାରେ ଚିକିତ୍ସିତ ହେଉଛନ୍ତି। ଦୁଇ ଜଣ…
ସ୍କୁଲ ଛାତରୁ ଖସିଲା ପ୍ଲାଷ୍ଟର: ୬ ଛାତ୍ରୀଛାତ୍ର ଆହତ
କେନ୍ଦୁଝର,୨୯।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ବ୍ଲକ ଅର୍ଜୁନବିଲା ପ୍ରାଥମିକ ବିଦ୍ୟାଳୟରେ ଛାତର ପ୍ଲାଷ୍ଟର ଖସି ୬ ଜଣ ଛାତ୍ରୀଛାତ୍ର ଆହତ ହୋଇଛନ୍ତି। ପାଠ ପଢ଼ା ହେଉଥିବା ସମୟରେ ଏଭଳି ଘଟିଥିଲା। ଉକ୍ତ କ୍ଲାସରୁମଟିକୁ ସ୍ଥାନୀୟ ଲୋକ କିଛି ଦିନ ତଳେ ମରାମତି…
Archives


