କେନ୍ଦୁଝର

ଶୋଇଥିବା ବେଳେ ଯୁବକଙ୍କୁ ପଥର ଛେଚି ହତ୍ୟା

କେନ୍ଦୁଝର,୫।୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଅଞ୍ଜର ଗ୍ରାମର ଏକ ଘରୁ ପୋଲିସ ରବିବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଜବତ କରିଛି। ମୃତକ ହେଲେ ଅଞ୍ଜର ଗ୍ରାମର ଭାଗବତ ପଲେଇ(୩୫)। ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ…

ଶୋଇଥିବାବେଳେ ହତ୍ୟା: ବ୍ୟବଚ୍ଛେଦ ପାଇଁ ଖଟିଆରେ ବୁହା ହୋଇ ଆସିଲା ମୃତଦେହ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୫ା୭(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ନିରାକାର ପରିଡ଼ାଭ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କଣ୍ଟିପାଳ ପଞ୍ଚାୟତ ପଇତାପାଣି ଗ୍ରାମରେ ଗତ ଜୁଲାଇ ୩ ତାରିଖ ରାତିରେ ଶୋଇଥିବାବେଳେ ଏକ ହତ୍ୟାକାଣ୍ଡ ଘଟିଛି। ଜୁଲାଇ ୪ ଶନିବାର ଆନନ୍ଦପୁର ଥାନାରେ ଲିଖିତ ଅଭିଯୋଗ ହେବା…

ତାମିଲନାଡୁରୁ କେନ୍ଦୁଝର ଫେରିଲେ ୧୦ ଶ୍ରମିକ

କେନ୍ଦୁଝର,୨୭ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ରାଜ୍ୟ ତିରୁଭାଲ୍ଲୁର ଜିଲା ଅନ୍ତର୍ଗତ ପେରୀୟାପାଲ୍ୟମ ଅଞ୍ଚଳରେ ଥିବା ସାମୁଦ୍ରିକ ଖାଦ୍ୟ (ଚିଙ୍ଗୁଡି) ପ୍ରକ୍ରିୟାକରଣ କାରଖାନାରେ ଆମୋନିଆ ଗ୍ୟାସ୍‌ ଲିକ୍‌ ହୋଇ କେନ୍ଦୁଝରର ୧୩ଜଣ ଶ୍ରମିକ ମୃତ୍ୟୁବରଣ କରିଛନ୍ତି । ଏହି ଘଟଣା ପରେ ଶନିବାର…

କାନଝରୀ ଡ୍ୟାମରୁ ଛଡାଗଲା ପ୍ରଥମ ବନ୍ୟାଜଳ

କେନ୍ଦୁଝର,୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ କାନଝରୀ ଡ୍ୟାମ୍‌ର ଜଳସ୍ତର ବୃଦ୍ଧି ପାଇବାରୁ ଶୁକ୍ରବାର ସନ୍ଧ୍ୟା ସାଢେ ୬ଟାରେ ଗୋଟିଏ ଗେଟ୍‌ ଖୋଲାଯାଇ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛଡ଼ାଯାଇଛି। କେନ୍ଦୁଝର ସଦର ଏବଂ ଘଟଗାଁ ବ୍ଲକ ସୀମାନ୍ତରେ…

ପିକ୍‌ଅପ୍‌ ଭ୍ୟାନ୍‌ ସହ ବାଇକ୍‌ ଧକ୍କା; ଆରୋହୀ ଗୁରୁତର

ଆନନ୍ଦପୁର, ୪/୭ (ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ଶାଳବଣି–ବିରିଡିହା ରାସ୍ତାରେ ଶନିବାର ଏକ ପିକ୍‌ଅପ୍‌ ଭ୍ୟାନ୍‌ ସହ ବାଇକ୍‌ର ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ ଆରୋହୀ ଗୁରୁତର ହୋଇଛନ୍ତି। ତାଙ୍କୁ ପ୍ରଥମେ ସ୍ଥାନୀୟ ଚିକିତ୍ସାଳୟରେ ଭର୍ତ୍ତି…

ନିର୍ମାଣାଧୀନ କାନ୍ଥ ପଡ଼ି ଜଣେ ଶ୍ରମିକ ମୃତ, ଜଣେ ଗୁରୁତର

କେନ୍ଦୁଝର,୪।୭, (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ସରାସ ଗ୍ରାମରେ ନବ ନିର୍ମିତ ଏକ ଘରର ଛାତ ଉପର କାନ୍ଥ ଭୁଶୁଡ଼ି ପଡ଼ିବାରୁ ଜଣେ ଶ୍ରମିକଙ୍କ ମୃତ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ଜଲା ମୁଖ୍ୟ…

ଭୟାବହ ସଡ଼କ ଦୁର୍ଘଟଣା: ଗଛକୁ ପିଟିଲା ବସ୍‌, ଆଉ ତା’ପରେ..

ଆନନ୍ଦପୁର/ବଞ୍ଚୋ,୪/୭(ସୁଶାନ୍ତ କୁମାର ସାହୁ/ପ୍ରଦୋଷ ବିଶ୍ୱାଳ): ଆନ୍ଦପୁରେ ଭୟାବହ ସଡ଼କ ଦୁର୍ଘଟଣା। ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଥିବା ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ। ଦୁର୍ଘଟଣାରେ ୨ ଜଣ ଗୁରୁତର ହୋଇଥିବା ବେଳେ ଜଣେ ସାମାନ୍ୟ ଆହତ ହୋଇଛନ୍ତି। ସୂଚନା ଅନୁସାରେ, ଝାରସୁଗୁଡାରୁ…

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ ଦୋକାନକୁ ଅନ୍ୟତ୍ର ସ୍ଥାନାନ୍ତର ଦାବି ଜୋର ଧରିଛି। ଗ୍ରାମର ମହିଳାମାନେ ଏକଜୁଟ୍‌ ହୋଇ…

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ ଦେଓ ନଦୀ ପୋଲ ଉପରେ ଗୁରୁବାର ରାତିରେ ବଳଦ ଚୋରା ଚାଲାଣ କରୁଥିବା…

ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…

ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର ପୌରପରିଷଦର ପୌରାଧ୍ୟକ୍ଷା ରଜନୀରାଣୀ ଖଟୁଆଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଉପଜଲାପାଳଙ୍କୁ ଦାବିପତ୍ର…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆନନ୍ଦପୁର ଯାଉଥିବା ସମୟରେ ଛେନାପଦି -ଅଣା ରାସ୍ତାରେ ଏକ ସଡ଼କ ଦୁର୍ଘଟଣା…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ବିବାହ ପାଇଁ ଜିଦ୍‌ କରିବାରୁ ପ୍ରେମିକାଙ୍କୁ ହତ୍ୟା, ପୋଲିସ ଆଗରେ ପ୍ରେମିକ କହିଲେ ପୂରା ଘଟଣା…

ହାଟଡିହୀ/ଛେନାପଦୀ,୧ା୭(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ପଶ୍ଚିମବଙ୍ଗ ପ୍ରେମିକାକୁ ଓଡ଼ିଶା ଡକାଇ ଝାଡ଼ଖଣ୍ଡ ପ୍ରେମିକ କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଗତ ମଙ୍ଗଳବାର ହତ୍ୟା କରିଥିବା ଘଟଣାରେ ପର୍ଦାଫାଶ ହୋଇଛି। ବିବାହ କରିବାକୁ ପ୍ରେମିକ ନିକଟରେ ପ୍ରେମିକା ଜଣକ ଜିଦ୍‌ କରିବାରୁ ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?