ସ୍ତ୍ରୀଙ୍କୁ ନେଉଥିଲେ ମେଡିକାଲ, ପିଟିଲା ଟ୍ରକ୍
ପାଟଣା,୨୮।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ଦେଇ ଯାଇଥିବା ୨୨୦ନଂ. ଜାତୀୟ ରାଜପଥରେ ବୁଧବାର ଘଟିଛି ଏକ ଦୁର୍ଘଟଣା। ସକାଳୁ ମଙ୍ଗଳପୁର ଛକ ଏଞ୍ଜେଲ ଢାବା ନିକଟରେ ଏକ ଟ୍ରକ୍ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସ୍ବାମୀ…
ବିଦ୍ୟୁତ୍ ବିଚ୍ଛିନ୍ନ କରିବାକୁ ଚିଠି
କେନ୍ଦୁଝର,୨୮ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ତହସିଲ ଅନ୍ତର୍ଗତ ଖଣ୍ଟଘରଠାରେ ଦୀର୍ଘ ବର୍ଷ ହେଲା ବିନା ଅନୁମତିରେ ଚାଲୁଥିବା ୨ ବେଆଇନ କ୍ରଶରକୁ ବନ୍ଦ କରିବା ପାଇଁ ବନ ବିଭାଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଉକ୍ତ କ୍ରଶରକୁ ବିଦ୍ୟୁତ୍ ସଂଯୋଗ ବିଚ୍ଛିନ୍ନ ପାଇଁ…
ଧର୍ମାନ୍ତରୀକରଣକୁ ନେଇ ଉତ୍ତେଜନା
ଚମ୍ପୁଆ,୨୮ା୯(ଡି.ଏନ୍.ଏ): କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅନ୍ତର୍ଗତ ରିମୂଳି ଫାଣ୍ଡି ଅଧୀନ ନିଶ୍ଚିନ୍ତପୁର ପଞ୍ଚାୟତର ଅମଳାଣିଗୋଡ଼ା ଗାଁରେ ଧର୍ମାନ୍ତରୀକରଣକୁ ନେଇ ଉତ୍ତେଜନା ଦେଖାଯାଇଛି। ପୂର୍ବତନ ଝୁମ୍ପୁରା ବ୍ଲକ୍ ଅଧ୍ୟକ୍ଷ ସଚିତ୍ର ମହାନ୍ତ, ଫାଣ୍ଡି ଅଧିକାରୀ ସନ୍ତୋଷ ନାୟକଙ୍କ ହସ୍ତକ୍ଷେପ ପରେ ଉଭୟ…
ଜମିହରା ଆଦିବାସୀଙ୍କୁ ମିଳୁନି କ୍ଷତିପୂରଣ
ଯୋଡ଼ା/ଚମ୍ପୁଆ,୨୮ା୯(ଡି.ଏନ୍.ଏ): କେନ୍ଦୁଝର ଜିଲା ଚମ୍ପୁଆ ତହସିଲ ଅନ୍ତର୍ଗତ କଇନ୍ତା ଗ୍ରାମରେ ଥିବା ଆଦିବାସୀଙ୍କ ଜମିକୁ କାନପୁର ବୃହତ୍ ଜଳସେଚନ ପ୍ରକଳ୍ପ ପାଇଁ ଅଧିଗ୍ରହଣ ପରେ ବି ଆର୍ଥିକ କ୍ଷତିପୂରଣ ମିଳି ନ ଥିବା ଅଭିଯୋଗ ହୋଇଛି। ଦୀର୍ଘ ୧୦ ବର୍ଷ ହେଲା…
ଚମ୍ପୁଆ ରେଞ୍ଜରେ ୭୨ ଟିକିଆ ହାତୀପଲ
ଚମ୍ପୁଆ,୨୭।୯(ଡି.ଏନ୍.ଏ): କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଅଞ୍ଚଳରେ ୭୨ ଟିକିଆ ହାତୀପଲ ବୁଲୁଛନ୍ତି। ହାତୀପଲ ଦିନବେଳା ଘଞ୍ଚ ଜଙ୍ଗଲରେ ରହୁଥିବା ବେଳେ ସନ୍ଧ୍ୟା ହେଲେ ଜଙ୍ଗଲ ନିକଟବର୍ତ୍ତୀ ଚାଷ ଜମିରେ ପଶି ଫସଲ ନଷ୍ଟ କରୁଥିବା ଦେଖାଯାଇଛି। ହାତୀ ଆଗମନକୁ ନେଇ…
୨୯ରେ କଂଗ୍ରେସର ବ୍ଲକ ଘେରାଉ
ରୂପସା,୨୬।୯(ଡି.ଏନ୍.ଏ.): ଆସନ୍ତା ୨୯ ତାରିଖରେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଫିସ ଘେରାଉ ପାଇଁ କଂଗ୍ରେସ ଡାକରା ଦେଇଛି। ବନ୍ୟାଜନିତ କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ, ଆବାସ ଯୋଜନାରେ ଘର, ଭୂମିହୀନଙ୍କୁ ଘରବାଡ଼ି ପଟ୍ଟା, ଜଳ ନିଷ୍କାସନ ସମସ୍ୟା ସ୍ଥାୟୀ ସମାଧାନ, ଟାଟାପାୱାର…
ସ୍କୁଲରେ ମହିଳା ଅଭିଭାବକ-ଶିକ୍ଷୟିତ୍ରୀ ମୁହାଁମୁହିଁ
ଆନନ୍ଦପୁର,୨୬।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ପଦ୍ମପୁର ସତ୍ୟନାରାୟଣ ଉଚ୍ଚ ବିଦ୍ୟାଳୟ ପରିସରରେ ସୋମବାର ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଦ୍ୟାଳୟ କମ୍ପ୍ୟୁଟର ରୁମ୍ରେ ପଡିଥିବା କିଛି ପୁରୁଣା କାର୍ପେଟକୁ ବଦଳାଯାଇ ନୂଆ କାର୍ପେଟ ଲଗାଯାଇଥିଲା। ପୁରୁଣା କାର୍ପେଟଗୁଡିକ ବିଦ୍ୟାଳୟରେ…
ଗାଡି ଧକ୍କାରେ ଭାଲୁ ମୃତ
କେନ୍ଦୁଝର,୨୬।୯ (ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ରେଞ୍ଜ ଅନ୍ତର୍ଗତ ନେକଡାଘର ଏନ୍ଏଚ ୨୦ରେ ରବିବାର ବିଳମ୍ବିତ ରାତିରେ ଗାଡି ଧକ୍କାରେ ଏକ ଭାଲୁର ମୃତ୍ୟୁ ହୋଇଛି। ଭାଲୁଟିର ବୟସ ୨ ରୁ ୩ ବର୍ଷ ହେବ ବୋଲି ଅନୁମାନ କରାଯାଇଛି। ବନ…
ହାତୀ ସୁରକ୍ଷାଦାତାଙ୍କୁ ମିଳିବ ପୁରସ୍କାର
କେନ୍ଦୁଝର,୨୬।୯ (ସ୍ବ.ପ୍ର.): କେନ୍ଦୁଝର ଜିଲାରେ ହାତୀ ଉପଦ୍ରବ ବୃଦ୍ଧି ପାଇ ହାତୀ-ମଣିଷ ମଧ୍ୟରେ ସଂଘର୍ଷ ଘଟୁଛି ା ଏହାକୁ ହ୍ରାସ କରିବା ସହ ହାତୀ ମୃ୍ତ୍ୟୁ ରୋକିବା ପାଇଁ ବନ ବିଭାଗ ବିଭିନ୍ନ ପ୍ରକାରର ପ୍ରୟାସ ଆରମ୍ଭ କରିଛି ା ନିକଟରେ…
ଶ୍ମଶାନ ଜମିରେ ଡମ୍ପିଂୟାର୍ଡ
କେନ୍ଦୁଝର,୨୬ା୯(ସ୍ବ.ପ୍ର.): କେନ୍ଦୁଝର ସହରର ମଇଳା ଆବର୍ଜନା ଠିକ୍ ଭାବରେ ସଫେଇ ହେଉ ନ ଥିବା ବେଳେ ସହରର ମଇଳା ଆବର୍ଜନା ଠିକ୍ ପରିଚାଳନା ହେଉନାହିଁ। ଫଳରେ ସହରର ପରିମଳ ବ୍ୟବସ୍ଥା ଏକ ପ୍ରକାର ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶ୍ମାଶନ ଜମି, ମୁଖ୍ୟ ରାସ୍ତାକଡ଼,…
ସ୍କୁଲ୍ ଯିବାକୁ ଡରୁଛନ୍ତି ଛାତ୍ରୀ
ପାଟଣା,୨୬ା୯(ସ୍ବ.ପ୍ର.): ପ୍ରଧାନ ଶିକ୍ଷୟିତ୍ରୀ ଶ୍ରେଣୀ ଗୃହରେ ତାଲା ପକାଇ ରଖି ଦେଉଛନ୍ତି। ପରିସ୍ରା କରିବାକୁ ବି ଛାଡୁ ନାହାନ୍ତି। କବାଟ ବାଡ଼େଇଲେ ମାଡ଼ ମାରୁଛନ୍ତି। ଏଭଳି ଅଭିଯୋଗ କରିଛନ୍ତି କେନ୍ଦୁଝର ଜିଲା ପାଟଣା ବ୍ଲକ୍ ଉପାନ୍ତ ଅଞ୍ଚଳ ଚିନାମାଳି ପଶି ସରକାରୀ…
ଅଢ଼େଇ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତଙ୍କୁ ଛେଚିଲେ ଗ୍ରାମବାସୀ
ବଡ଼ବିଲ,୨୪ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଚଟେଇ ହଟିଂ ଅଞ୍ଚଳରେ ଶନିବାର ଏକ ଲଜ୍ଜାକର ଘଟଣା ଘଟିଛି। ଜଣେ ଅଢ଼େଇ ବର୍ଷର ଶିଶୁ କନ୍ୟାକୁ ବଳାତ୍କାର ଉଦ୍ୟମ କରି ଖସି ପଳାଉଥିବାବେଳେ ଜଣେ ଅଭିଯୁକ୍ତଙ୍କୁ ସ୍ଥାନୀୟ ଲୋକେ ଧରି ନିର୍ଧୂମ…
Archives


