କେନ୍ଦୁଝର

ରାଷ୍ଟ୍ରକୁ ଉନ୍ନତିର ଶିଖରରେ ପହଞ୍ଚାଇବାକୁ ବିଧାୟକଙ୍କ ଆହ୍ବାନ

ପାଟଣା,୧୫।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ଷ୍ଟାଡିୟମରେ ୭୬ତମ ସ୍ବାଧୀନତା ଦିବସ ସୋମବାର ପାଳିତ ହୋଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ତଥା ଜିଲା ଯୋଜନା କମିଟି ସଭାପତି ଜଗନ୍ନାଥ ନାଏକ ଯୋଗଦେଇ ପତାକା ଉତ୍ତୋଳନ…

ବିଚ୍ଛିନ୍ନାଞ୍ଚଳରେ ଉଡ଼ିଲା ତ୍ରିରଙ୍ଗା

କେନ୍ଦୁଝର,୧୫।୮(ସ୍ବ.ପ୍ର.): ଓଡ଼ିଆ ଭାଷାଭାଷୀ ଝାଡ଼ଖଣ୍ଡ ରାଜ୍ୟ ପଶ୍ଚିମ ସିଂହଭୂମ ଜିଲାର ବିଭିନ୍ନ ଓଡ଼ିଆ ବିଦ୍ୟାଳୟରେ ୭୬ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଜୟନ୍ତୀଗଡ଼ସ୍ଥିତ ଉତ୍କଳମଣି ଓଡ଼ିଆ ପ୍ରାଥମିକ (ମଧ୍ୟ) ବିଦ୍ୟାଳୟରେ ସମାଜସେବୀ ସୁବାସ ବେହେରା ପତାକା ଉତ୍ତୋଳନ କରି ଉଦ୍‌ବୋଧନ ଦେଇଥିଲେ।…

ପାଟଣାରେ ଉଡ଼ିଲା ତ୍ରିରଙ୍ଗା, ସମ୍ବର୍ଦ୍ଧିତ ହେଲେ କରୋନା ଯୋଦ୍ଧା

ପାଟଣା,୧୫ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ଷ୍ଟାଡିୟମରେ ୭୬ତମ ସ୍ବାଧୀନତା ଦିବସ ସୋମବାର ପାଳିତ ହୋଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ତଥା ଜିଲା ଯୋଜନା କମିଟି ସଭାପତି ଜଗନ୍ନାଥ ନାଏକ ଯୋଗ ଦେଇ ପତାକା…

ବହୁ ତଳିଆ ଗାଁ ଜଳବନ୍ଦୀ

କେନ୍ଦୁଝର,୧୫ା୮ (ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଲଘୁଚାପଜନିତ ବର୍ଷା ଯୋଗୁ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଅନେକ ଗ୍ରାମ, ବସ୍ତି, ଓ୍ବାର୍ଡ ଜଳବନ୍ଦୀ ହୋଇଛି। ତେବେ ଏନେଇ ପ୍ରଶାସନ ପାଖରେ ଠିକ ସୂଚନା ନାହିଁ। ନଦୀନାଳରେ ଜଳସ୍ତର ବୃଦ୍ଧି ପାଉଥିବାରୁ ଅନେକ ସ୍ଥାନରେ ପୋଲ…

ଭୁଶୁଡ଼ିଲା ଓଭରବ୍ରିଜ୍‌

କେନ୍ଦୁଝର,୧୫ା୮(ସ୍ବ.ପ୍ର.): ବହୁ କୋଟି ଟଙ୍କା ବ୍ୟୟରେ ନିର୍ମିତ ବ୍ରିଜ୍‌ଟି ବର୍ଷାରେ ଭୁଶୁଡ଼ି ପଡ଼ିଛି। ଫଳରେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଲୋକେ। କବିତା ମେଡିକାଲ କଲେଜ ନିକଟ ରାସ୍ତାରେ ଥିବା ଓଭର ବ୍ରିଜ୍‌ଟି ରବିବାର ଭୁଶୁଡ଼ି ପଡ଼ିଥିଲା। ଫଳରେ ଏହାର ମାନକୁ ନେଇ…

ରାସ୍ତାରେ ପଡ଼ିଲା ଗଛ, ଅଟକି ରହିଲା ଗାଡ଼ି

ପାଟଣା,୧୪।୮(ସ୍ବ.ପ୍ର.): ଲଗାଣ ବର୍ଷାରେ ୨୨୦ ନମ୍ବର ଜାତୀୟ ରାଜପଥ ପାଟଣା- କରଞ୍ଜିଆ ରାସ୍ତାର ସାହାରପଡ଼ା ଉଦୟପୁର ଛକ ନିକଟରେ ଏକ ଗଛ ପଡ଼ିଯାଇଛି। ଗଛଟି ଶନିବାର ବିଳମ୍ବିତ ରାତିରେ ରାସ୍ତା ଉପରେ ପଡ଼ିଥିବାରୁ ଅଳ୍ପ ସମୟ ପାଇଁ ଗାଡ଼ି ଚଳାଚଳରେ ବାଧା…

‘୨୦୨୩ ସୁଦ୍ଧା କାନପୁର ଜଳସେଚନ ପ୍ରକଳ୍ପ ଶେଷ କର’

କେନ୍ଦୁଝର, ୧୪ ।୮ (ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲାକୁ ୨ ଦିନିଆ ଗସ୍ତରେ ଆସି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କାନପୁର ଜଳସେଚନ ପ୍ରକଳ୍ପର କ୍ଷେତ୍ରସ୍ତରୀୟ ଅଗ୍ରଗତି ସମୀକ୍ଷା କରିଥିଲେ। ଜିଲାପାଳ ଆଶିଷ ଠାକ୍‌ରେ ଜଳସେଚନ ବିଭାଗ ବରିଷ୍ଠ ଯନ୍ତ୍ରୀ…

ରୋଷେଇ କରି ରେକର୍ଡ

କେନ୍ଦୁଝର, ୧୪ ।୮: ଖାଦ୍ୟ ବିଶ୍ୱକୁ ଗୋଟିଏ ଥାଳିରେ ବାନ୍ଧି ରଖିଥାଏ। ଏଭଳି ଚିନ୍ତା ରଖି ପିଲାଦିନରୁ ରୋଷେଇ ପ୍ରତି ଆକୃଷ୍ଟ ହୋଇଥିବା କେନ୍ଦୁଝରର ଝିଅ ବୁସ୍‌ରା ସଲିମ ଦୀର୍ଘ ଘଣ୍ଟା ଧରି ରୋଷେଇ କରି ବିଶ୍ୱ ରେକର୍ଡ କରି ରାଜ୍ୟ…

ଗଦଗଦିରେ ଯୁଦ୍ଧବିମାନ

ପାଟଣା,୧୪ ।୮(ସ୍ବ. ପ୍ର.): ଏକାଧିକ ଯୁଦ୍ଧ ଅପରେଶନରେ ସାମିଲ ଥିବା ଭାରତୀୟ ବାୟୁସେନାର ଏକ ସେବାନିବୃତ୍ତ ବିମାନ ମିଗ୍‌-୨୩ ୟୁବିକୁ କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଉଦୟପୁର ପଞ୍ଚାୟତର ଗଦଗଦିଠାରେ ସ୍ଥାୟୀ ଭାବେ ପ୍ରଦର୍ଶନ କରାଯିବ। ଇଞ୍ଜିନବିହୀନ ଉକ୍ତ ବିମାନକୁ ଅତି…

ଷଣ୍ଢ ସହ ବାଇକ୍‌ ଧକ୍କା: ଚାଲିଗଲା ଯନ୍ତ୍ରୀଙ୍କ ଜୀବନ

ଆନନ୍ଦପୁର,୧୩ା୮(ସ୍ବ.ପ୍ର.): ଆନନ୍ଦପୁର ଗ୍ରାମ୍ୟ ଉନ୍ନୟନ ବିଭାଗର କନିଷ୍ଠ ଯନ୍ତ୍ରୀ ରାମଚନ୍ଦ୍ର ମାରାଣ୍ଡିଙ୍କର ବାଇକ୍‌ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଘସିପୁରା ଥାନା ନାରଙ୍ଗପୁର ଛକ ନିକଟରେ ଏହି ବାଇକ୍‌ ଦୁର୍ଘଟଣା ଘଟିଥିଲା। ବାଇକ୍‌ ଯୋଗେ ନିଜ ଘର ହରିଚନ୍ଦନପୁର ଟାଙ୍ଗିରିଆପାଳରୁ ଆନନ୍ଦପୁର ଅଭିମୁଖେ…

ନାବାଳକଙ୍କୁ ପିଟିପିଟି ହତ୍ୟା: ୪ କୋର୍ଟ ଚାଲାଣ

ବଡ଼ବିଲ,୧୩ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଲାଣି ଥାନା ଅନ୍ତର୍ଗତ ବାଲାଗୋଡ଼ାସ୍ଥିତ ମୁଣ୍ଡାସାହିରେ ଜଣେ ନାବାଳକଙ୍କୁ ପିଟିପିଟି ହତ୍ୟା ଘଟଣାରେ ପୋଲିସ ଶନିବାର ୪ ଅଭିଯୁକ୍ତଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବାଲାଗୋଡ଼ା ମୁଣ୍ଡାସାହି ଅଞ୍ଚଳରେ ରହୁଥିବା…

ଗାଈକୁ ପିଟି ପିଟି ମାରି ମାଂସ ବିକ୍ରି କରୁଥିଲେ: ଜଣଙ୍କୁ ବାନ୍ଧିଲା ହରିଚନ୍ଦନପୁର ପୋଲିସ

କେନ୍ଦୁଝର,୧୩।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ପୋଲିସ ଶଗଡ଼ପଟା ପଞ୍ଚାୟତର ଖଡ଼ିବାହାଳୀ ଗ୍ରାମରେ ଏକ ଗାଈକୁ ପିଟି ପିଟି ମାରିଦେଇ ମାଂସ କାଟି ବିକିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ତାଙ୍କ ନାମ ଧର୍ମେନ୍ଦ୍ର ବାସ୍କେ ବୋଲି ଜଣାପଡିଛି। ତାଙ୍କଠାରୁ କଟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri