କେନ୍ଦୁଝର

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ/ଆନନ୍ଦପୁର,୧।୭(ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ କୁମାର ସାହୁ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟକାଳ ପାଇଁ ରୋଗୀସେବା ବନ୍ଦ ଆନ୍ଦୋଳନ ଆରମ୍ଭ ହୋଇଛି।…

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ ଉଠୁଥିବା ଅଭିଯୋଗକୁ ଭାଜପାର ନେତା ଟୁକୁନା ମହାନ୍ତ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।ସେ…

ଶୌଚ ପାଇଁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଶୁଣ୍ଢରେ କଚାଡ଼ି…

ଆନନ୍ଦପୁର, ୩୦।୬(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ହଡ଼ଗଡ଼ ବନାଞ୍ଚଳରେ ପୁଣି ଦନ୍ତା ଆତଙ୍କ ଦେଖାଯାଇଛି । ମଙ୍ଗଳବାର ଭୋର ପ୍ରାୟ ୫ଟା ସମୟରେ କଣ୍ଟିପାଳ ପଞ୍ଚାୟତ ଅନ୍ତର୍ଗତ ମଠସାହି ଗ୍ରାମରେ ଏକ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳା ଗୁରୁତର…

ସ୍ତ୍ରୀଙ୍କୁ ଖୋଜିଖୋଜି ଜଗତସିଂହପୁରରୁ ହାଟଡିହୀରେ ପହଞ୍ଚିଲେ ସ୍ବାମୀ: ତା’ପରେ ଯାହା ଘଟିଲା…

ହାଟଡିହୀ/ଛେନାପଦି,୨୯l୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ଅଞ୍ଚଳରେ ସୋମବାର ଏକ ଫ୍ୟାମିଲି ଡ୍ରାମା ଦେଖିବାକୁ ମିଳିଛି l ଯାହାକି ମୁଖ୍ୟ ଆଲୋଚନାର ବିଷୟ ସାଜିଛି l ଜଗତସିଂହପୁର ଅଞ୍ଚଳର ଜଣେ ବିବାହିତା ମହିଳା ନିଜ ସ୍ବାମୀକୁ ଛାଡି ହାଟଡିହୀ ଅଞ୍ଚଳର ଜଣେ…

ଦଧିବାମନ ଜୀଉଙ୍କ ଚତୁର୍ଦ୍ଧା ମୂର୍ତ୍ତିଙ୍କ ଦେବସ୍ନାନ ପୂର୍ଣ୍ଣିମା ନୀତି ସମ୍ପନ୍ନ

ପାଟଣା, ୨୯।୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ରାଜନଗରସ୍ଥିତ ପ୍ରାଚୀନ ଶ୍ରୀଶ୍ରୀ ଦଧିବାମନ ଜୀଉ ମନ୍ଦିରରେ ସୋମବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ମହୋତ୍ସବ ଭକ୍ତିଭାବ ଓ ପାରମ୍ପରିକ ରୀତିନୀତି ଅନୁଯାୟୀ ଅନୁଷ୍ଠିତ ହୋଇଯାଇଛି। ମନ୍ଦିର ପରିସରସ୍ଥ…

ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ମହୁଲ ଗଛରେ ଝୁଲୁଛି…

ପାଟଣା, ୨୯/୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ଡାଳପକା ପଞ୍ଚାୟତର କେନ୍ଦୁଯୋଡା ଗ୍ରାମରେ ଜଣେ ୧୮ ବର୍ଷୀୟା ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଘର ନିକଟସ୍ଥ ଏକ ମହୁଲ ଗଛରୁ ତାଙ୍କର ଝୁଲନ୍ତା ମୃତଦେହ…

୧୩ ଜୁଆଙ୍ଗଙ୍କ ମୃତ୍ୟୁ, କେନ୍ଦୁଝରରେ କଂଗ୍ରେସର ପ୍ରତିବାଦ

କେନ୍ଦୁଝର,୨୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଦାଦନ ଖଟିବାକୁ ତାମିଲନାଡୁ ଯାଇ କେନ୍ଦୁଝର ଜିଲାର ୧୩ ଜଣ ଆଦିମ ଜନଜାତି ଜୁଆଙ୍ଗ ସମ୍ପ୍ରଦାୟର ଯୁବତୀଙ୍କ ମୃତ୍ୟୁ ଘଟଣାକୁ କଂଗ୍ରେସ ପକ୍ଷରୁ ଦୃଢ଼ ନିନ୍ଦା କରିଛନ୍ତି। ଏ ନେଇ ଜିଲା କଂଗ୍ରେସ କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ…

ସରକାରୀ ଚାକିରି ଦେବା ନାମରେ ୨୩ ଲକ୍ଷ ଠକେଇ

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ପୋଲିସ ଚାକିରି ଦେବା ନାମରେ ଠକେଇ ମାମଲାର ପର୍ଦ୍ଦାଫାଶ କରିଛି। ଘଟଣାରେ ଜଡ଼ିତ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ କଟକ ଜିଲା କିଶୋର ନଗର ଥାନାର ସାନ୍ତରାପୁର ଗ୍ରାମର ସମୀର କୁମାର ବର୍ମନ।…

ବ୍ରାଉନସୁଗାର ଜବତ ଘଟଣା: ୪ ଜଣଙ୍କ ମଧ୍ୟରୁ ଜେଲ ହାଜତକୁ ଗଲେ ୩, ଜଣେ ଖଲାସ

ହାଟଡିହୀ/କେନ୍ଦୁଝର,୨୮।୬(ଶୁଭକାନ୍ତ ନାୟକ/ନରେଶ ଚନ୍ଦ୍ର ପଟ୍ଟନାୟକ): ବ୍ରାଉନସୁଗାର ଜବତ ଘଟଣାରେ ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ଜେଲ ହାଜତକୁ ଯାଇଛନ୍ତି । କିନ୍ତୁ ଜଣେ ମହିଳା ଅଭିଯୁକ୍ତ ଜେଲ ହାଜତ ଦଣ୍ଡରୁ ବାଦ…

ଚମ୍ପୁଆ ବାଉଁଶୁଳି ରାସ୍ତାରେ ଦୁର୍ଘଟଣା, ବାଇକ-କାର ମୁହାଁମୁହିଁ ଧକ୍କାରେ….

କେନ୍ଦୁଝର,୨୮।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବାରିଆ ଥାନା ଅନ୍ତର୍ଗତ ବାଉଁଶୁଳି–ଚମ୍ପୁଆ ରାସ୍ତାର ଗିଧିବାସ ଗ୍ରାମ ନିକଟରେ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର-ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ଅନ୍ୟପଟେ…

ପ୍ରସ୍ତାବିତ ମେଗାଷ୍ଟିଲ ପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପ୍ରତି ଏତିକି କୋଟି ଟଙ୍କା ଦାବି କଲେ ଗ୍ରାମବାସୀ

ପାଟଣା,୨୮ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗାଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ରବିବାର ପୂର୍ବାହ୍ନରେ ଯମୁନା ପଶି ପଞ୍ଚାୟତ ବରୁ ଗ୍ରାମର ସ୍କୁଲ ପଡ଼ିଆରେ ଦଶମ ଗ୍ରାମସଭା ଅନୁଷ୍ଠିତ ହୋଇଛି। ପ୍ରସ୍ତାବିତ ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ…

ବ୍ରାଉନସୁଗାର ଜବତ: ମହିଳାଙ୍କ ସମେତ ୪ ଜଣଙ୍କୁ ବାନ୍ଧିଲା ପୋଲିସ

ବଞ୍ଚୋ/ହାଟଡିହୀ/ଛେନାପଦୀ,୨୭ା୬(ପ୍ରଦୋଷ ବିଶ୍ୱାଳ/ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଏବଂ ଆନନ୍ଦପୁର ଏସ୍‌ଡିପିଓ ଚଢ଼ାଉ କରି ୧୨ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଏଥିରେ ସମ୍ପୃକ୍ତ ୪ ଜଣଙ୍କୁ ଶନିବାର ଗିରଫ କରିଛି। ଗିରଫ ମଧ୍ୟରେ ଜଣେ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?