ଅସୁରକ୍ଷିତ ଜିଲା ଆଦିବାସୀ ଶିକ୍ଷା ସାଧନ କେନ୍ଦ୍ର
କେନ୍ଦୁଝର, ୧୯।୫(ସ୍ବ.ପ୍ର.): ଲକ୍ଷାଧିକ ଟଙ୍କା ବ୍ୟୟରେ ପ୍ରତିଷ୍ଠା କରାଯାଇଥିବା ଜିଲା ଆସିବାସୀ ଶିକ୍ଷା ସାଧନ କେନ୍ଦ୍ର ଅସୁରକ୍ଷିତ ଅବସ୍ଥାରେ ରହିଥିଲେ ହେଁ କାହାରି ନିଘା ନାହିଁ। ସର୍ବଶିକ୍ଷା ଅଭିଯାନ ଅଧୀନରେ ଚାଲିଥିବା ଏହି ଆଦିବାସୀ ସମ୍ପଦ କେନ୍ଦ୍ର ପ୍ରତିଷ୍ଠା ପାଇଁ ବ୍ୟାପକ...
ରୋଗ ଯନ୍ତ୍ରଣା ସହି ନ ପାରି ଜୀବନ ହାରିଲେ ମହିଳା
ପାଟଣା,୧୯ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ସରାସକୋଲା ପଞ୍ଚାୟତ ଜିଆଣି ସାହିରେ ଜଣେ ୩୫ ବର୍ଷୀୟା ମହିଳା ଆତ୍ମହତ୍ୟା କରିଛନ୍ତି। ମହିଳା ଜଣକ ହେଉଛନ୍ତି ସଞ୍ଜୟ କୁମାର ମହାନ୍ତଙ୍କ ସ୍ତ୍ରୀ ଲକ୍ଷ୍ମୀ ମହାନ୍ତ। ବୁଧବାର ବିଳମ୍ବିତ ରାତିରେ ଘର ପକ୍ଷରୁ...
ଲୁହା ସାମଗ୍ରୀ ଚୋରି କରି ୨ ଗିରଫ
ବଡ଼ବିଲ,୧୮ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଷ୍ଟେଶନ ରୋଡ୍ସ୍ଥିତ ଇଣ୍ଡଷ୍ଟ୍ରିଆଲ ଏରିଆର ଏକ ଓ୍ବାର୍କଶପ୍ରୁ ବିଭିନ୍ନ ଲୁହା ସାମଗ୍ରୀ ଚୋରି ଅଭିଯୋଗରେ ପୋଲିସ ବୁଧବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ...
ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍
କେନ୍ଦୁଝର,୧୮ା୫(ସ୍ବ.ପ୍ର.): କେନ୍ଦୁଝର ଫାଷ୍ଟ ଟ୍ରାକ୍ କୋର୍ଟ ବୁଧବାର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଜଣେ ବ୍ୟକ୍ତିଙ୍କୁ ୨୦ ବର୍ଷ ଜେଲ ଓ ୨୫ ହଜାର ଟଙ୍କା ଜରିମାନା ଆଦେଶ କରିଛନ୍ତି। ତାଙ୍କ ନାମ ସାଲୁକା ପିଙ୍ଗୁଆ (୩୫)।...
ବଳଦ ଖୋଜିବାକୁ ଯାଇ ହାତୀ ହାବୁଡ଼ରେ ପଡ଼ିଲେ ବୃଦ୍ଧ, ମୃତ୍ୟୁ ପୂର୍ବରୁ କହିଲେ ଶୁଣ୍ଢରେ ଟେକି କଚାଡ଼ିଲା
କେନ୍ଦୁଝର,୧୮ା୫(ସ୍ବ.ପ୍ର.): ତେଲକୋଇ ରେଞ୍ଜ ଅଞ୍ଚଳରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାମ ନିଧିଆ ନାୟକ (୬୫)। ତାଙ୍କ ଘର କୁଲାଡେରା ଗ୍ରାମରେ ବୋଲି ଜଣାପଡ଼ିଛି।ତାଙ୍କର ଏକ ବଳଦ ହଜିଯିବାରୁ ମଙ୍ଗଳବାର ଖୋଜିବାକୁ ଜଙ୍ଗଲକୁ ଯାଇଥିଲେ। ରାତି...
ରକ୍ତମୁଖା ଭାଲୁ, ଗୋଡ଼ାଇ ଗୋଡ଼ାଇ ୩ ଜଣଙ୍କୁ କଲାଣି ଗୁରୁତର
ପାଟଣା,୧୮ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ମାଛଗଡ଼ ବିଟ୍ ଅଞ୍ଚଳରେ ବୁଧବାର ସକାଳୁ ରକ୍ତମୁଖା ହୋଇପଡ଼ିଛି ଏକ ଭାଲୁ। ଲୋକଙ୍କୁ ଗୋଡ଼େଇ ଗୋଡ଼େଇ କାମୁଡୁଛି। ଭାଲୁ ଆକ୍ରମଣରେ ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କ ମଧ୍ୟରୁ ୨...
ପହଞ୍ଚିଲା ଦୟାନିଧିଙ୍କ ମୃତଦେହ: କାନ୍ଦ ବୋବାଳିରେ ଫାଟିଲା ଗାଁ
ପାଟଣା,୧୮।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀକାପୁଡି ଗ୍ରାମର ଦୟାନିଧି ମହାନ୍ତ (୪୨)ଙ୍କ ଝୁଲନ୍ତା ମୃତଦେହ ମଙ୍ଗଳବାର ଗଞ୍ଜାମ ଜିଲା ଗାଙ୍ଗପୁର ଥାନାଦୁମଦୁମି ସଂରକ୍ଷିତ ଜଙ୍ଗଲ ବୁଢାକେନ୍ଦୁରୁ ଜବତ କରାଯାଇଥିଲା। ସେ ସୋମବାର ରାତିରୁ ନିଖୋଜ ଥିଲେ। ବୁଧବାର ତାଙ୍କ...
ସକାଳୁ ସକାଳୁ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ
ପାଟଣା,୧୮।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ବେଗୁନା ଖମଣ ଗାଁରେ ବୁଧବାର ସକାଳୁ ଚୋରି ହୋଇଛି। ଦୁର୍ବୃତ୍ତ ଲକ୍ଷ୍ମୀଧର ମହାନ୍ତଙ୍କ ଘର କବାଟ ଭାଙ୍ଗି ଭିତରକୁ ପଶିଥିଲେ। ପରେ ଆଲମିରା ଭାଙ୍ଗି ଏକ ମଙ୍ଗଳସୂତ୍ର, ସୁନା ଓ...
କମ୍ପ୍ଲେକ୍ସ, ମଲ୍ରେ ଚାଲିଛି ଯାଞ୍ଚ
କେନ୍ଦୁଝର,୧୭।୫(ସ୍ବ.ପ୍ର.): ଦିଲ୍ଲୀରେ ଅଗ୍ନିକାଣ୍ଡ ପରେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଅଗ୍ନିଶମ ବିଭାଗ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରାଯାଉଛି ା ସୁରକ୍ଷା ପ୍ରମାଣ ପତ୍ର ନ ଥାଇ ଚାଲୁଥିବା ସଂସ୍ଥା, ଯାଞ୍ଚ ବେଳେ ସୁରକ୍ଷା ସରଞ୍ଜାମ କାମ କରୁ...
ବିନା ସୁରକ୍ଷା ବ୍ୟବସ୍ଥାରେ ଚାଲିଛି ମାର୍କେଟ କମ୍ପ୍ଲେକ୍ସ, ମଲ୍
କେନ୍ଦୁଝର, ୧୭|୫ (ସ୍ବ.ପ୍ର.) କେନ୍ଦୁଝର ଜିଲାରେ ବିନା ଅଗ୍ନି ନିରାପତ୍ତା ବ୍ୟବସ୍ଥାରେ ରହିଛି ହୋଟେଲ, ସପିଂ ମଲ, ମାର୍କେଟ କମ୍ପ୍ଲେକ୍ସ, ସିନେମା ହଲ, ସରକାରୀ, ଘରୋଇ ଓ ବ୍ୟବସାୟିକ ଅନୁଷ୍ଠାନ କୋଠାଘର। ଏଥିପାଇଁ ସ୍ବତନ୍ତ୍ର ଗାଇଡଲାଇନ ରହିଛି। ଏପରିକି ପ୍ଲାନ...
ବାପପୁଅଙ୍କୁ ୮ ବର୍ଷ ଜେଲ
ଚମ୍ପୁଆ ୧୬ା୫(ଡି.ଏନ୍.ଏ.): କେନ୍ଦୁଝର ଜିଲା ଚମ୍ପୁଆସ୍ଥିତ କୋର୍ଟରେ ସୋମବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଅତିରିକ୍ତ ଜିଲା ଦୌରାଜଜ୍ ସରୋଜ କୁମାର ଦାସ ଏହାର ବିଚାର କରି ଅଭିଯୁକ୍ତ ବାପ ପୁଅଙ୍କୁ ୮ ବର୍ଷ ସଶ୍ରମ କାରାଦଣ୍ଡ...
ଜଣେ ବ୍ୟକ୍ତିଙ୍କୁ ପିଟିପିଟି ହତ୍ୟା କଲେ ଦୁଇ ନାବାଳକ
କେନ୍ଦୁଝର,୧୬ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୋଡ଼ା ଥାନା ଅଞ୍ଚଳରେ ରବିବାର ରାତିରେ ଜଣେ ବ୍ୟକ୍ତିଙ୍କୁ ପିଟି ପିଟି ହତ୍ୟା କରିଛନ୍ତି ଦୁଇ ନାବାଳକ ଭାଇ। ତେବେ ପୋଲିସ ଏହି ଦୁଇ ନାବାଳକ ଭାଇଙ୍କୁ ଅଟକ ରଖିଥିବା ବେଳେ ସଠିକ୍ କାରଣ ଜଣା...
Archives


