କେନ୍ଦୁଝର

ରାସ୍ତା ଅବସ୍ଥା ସୁଧୁରୁଛି, ଦୁର୍ଘଟଣା କମୁନି

ନରେଶ ଚନ୍ଦ୍ର ପଟ୍ଟନାୟକ କେନ୍ଦୁଝର,୩୧ା୧: ଏକଦା ବିପର୍ଯ୍ୟସ୍ତ ରାସ୍ତା ଘାଟ ଯୋଗୁ କେନ୍ଦୁଝର ଜିଲାରେ ଦୁର୍ଘଟଣା ଘଟି ବ୍ୟାପକ ଧନଜୀବନ ହାନି ହେଉଛି ବୋଲି କୁହାଯାଉଥିଲା। ଏବେ ପ୍ରଶାସନ ପକ୍ଷରୁ ରାସ୍ତାଘାଟର ବିକାଶ ଓ ଉନ୍ନତୀକରଣ କରାଯାଇଛି। ଏହା ସତ୍ତ୍ୱେ ଦୁର୍ଘଟଣା…

ବିଧାୟକଙ୍କ ଘରେ ଭଙ୍ଗାରୁଜା,ଥାନାରେ ମାମଲା

କେନ୍ଦୁଝର,୩୦।୧(ସ୍ବ.ପ୍ର.): ସଦର ବିଧାୟକ ମୋହନ ଚରଣ ମାଝୀଙ୍କ ମଣ୍ଡୁଆସ୍ଥିତ ବାସଭବନରେ ପଶି ଭାଜପାର ଜଣେ ପୂର୍ବତନ କାର୍ଯ୍ୟକର୍ତ୍ତା ଭଙ୍ଗାରୁଜା କରିଛନ୍ତି। ଏଥିସହ ମାନସ ରଞ୍ଜନ ସାହା ନାମକ ଯୁବକଙ୍କୁ ଆକ୍ରମଣ କରିବା ନେଇ ଟାଉନ ଥାନରେ ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ…

‘ପ୍ରୋତ୍ସାହନ ମିଳିଲେ କାଠକଣ୍ଢେଇ ମୁହଁରେ ହସ ଫୁଟିବ’

ପୁରାତନ କଣ୍ଢେଇ ନାଚ କଳାକୁ ବଞ୍ଚାଇ ରଖିଥିବା କେନ୍ଦୁଝର ଜିଲାର ମାଗୁଣି ଚରଣ କୁଅଁରଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିବା ପାଇଁ ଭାରତ ସରକାର ଘୋଷଣା କରିଛନ୍ତି। ଦିନ ଥିଲା କଣ୍ଢେଇ ନାଚ ଦେଖିବାକୁ ଲୋକଙ୍କ ଭିଡ଼ ଜମୁଥିଲା। କାଠରେ କଣ୍ଢେଇ…

ନିଆଁରେ ପୋଡ଼ି ଚିକିତ୍ସାଧୀନ ଥିବା ବୃଦ୍ଧା ଆଖି ବୁଜିଲେ

କେନ୍ଦୁଝର,୨୮ା୧(ସ୍ବ.ପ୍ର.): ନାତୁଣୀଙ୍କୁ ଖାଇବାକୁ ଦେବାବେଳେ ଜଣେ ବୃଦ୍ଧା ନିଆଁରେ ପୋଡ଼ି ଗୁରୁତର ହୋଇଥିଲେ। ସେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଥିବାବେଳେ ଶନିବାର ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ନାମ ବୁଧିନୀ ମୁଣ୍ଡା (୭୦)। ବାଂଶପାଳ ବ୍ଲକ କୁଶକଳା କିସାନ…

୯ମ ଶ୍ରେଣୀ ଛାତ୍ରୀ ମା’ ହେବା ଘଟଣା: ଜାତୀୟ ମାନବାଧିକାର କମିଶନ ନିକଟରେ ପହଞ୍ଚିଲା ମାମଲା

କେନ୍ଦୁଝର,୨୮ା୧(ସ୍ବ.ପ୍ର.): ସଦର ବ୍ଲକ ଅଞ୍ଚଳରେ ଜଣେ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଅଧୀନ ଏକ ବାଳିକା ବିଦ୍ୟାଳୟରେ ନବମ ଶ୍ରେଣୀରେ ପାଠ ପଢୁଥିବା ଜଣେ ଛାତ୍ରୀ ଗର୍ଭବତୀ ହୋଇ ଡାକ୍ତରଖାନାର ଶିଶୁ ଜନ୍ମ ହେବା ଘଟଣାକୁ ନେଇ ଜାତୀୟ ମାନବାଧିକାର…

ମୃତ ଶିଶୁକୁ ଖାଉଛି କୁକୁର

କେନ୍ଦୁଝର,୨୮।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତର ଖାନା ପରିସରରେ ଶନିବାର ଏକ ଅଭାବନୀୟ ଗଟଣା ଘଟିଛି। ଏକ ବୁଲା କୁକୁର ଏକ ଶିଶୁର ମୃତ ଦେହକୁ ଟାଣି ଟାଣି ଖାଇବା ଦୃଶ୍ୟ ଦେଖିବାକୁ ମିଳୁଛି।ତେବେ ମୃତ ଶିଶୁଟି କାହାର ଏବଂ ମୃତଦେହ…

ପିକଅପ୍‌ ଭ୍ୟାନ୍‌-ଅଟୋ ମୁହାଁମୁହିଁ ଧକ୍କା: ୩ ମୃତ, ୫ ଆହତ

କେନ୍ଦୁଝର,୨୮।୧(ସ୍ବ.ପ୍ର.) ପଣ୍ଡାପଡ଼ା ଥାନା ଅନ୍ତର୍ଗତ ନରଣପୁର – ଡୁବୁରି ରାସ୍ତାର ଉକୁଚାବେଡା ନିକଟରେ ପିକଅପ୍‌ ଭ୍ୟାନ୍‌ ଓ ଅଟୋ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ତିନି ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ପାଞ୍ଚ ଜଣ ଗୁରୁତର ରହିଛନ୍ତି। ଗୁରୁତରଙ୍କୁ ଜିଲା…

କାର୍‌ ଉପରେ ପଡ଼ିଗଲା ଗଛ

ପାଟଣା,୨୮।୧(ସ୍ବ. ପ୍ର.): ଦୁର୍ଘଟଣା ଏମିତି ବି ହୁଏ ଜାଣିଲେ ଆଶ୍ଚର୍ଯ୍ୟ ହେବେ। ଘଟଣାଟି ଘଟିଛି କେନ୍ଦୁଝର ଜିଲା ପାଟଣା ବ୍ଲକ ଛକ ନିକଟ ପ୍ରମିଳା ଜୁଏଲାରୀ ନିକଟରେ। ଶୁକ୍ରବାର ରାତିରେ ପାଟଣାର ଅକ୍ଷୟ କୁମାର ସାହୁଙ୍କ ୦୨ଟି-୦୫ ୮୬ ନମ୍ବର ବିଶିଷ୍ଟ…

ନବମ ଶ୍ରେଣୀ ଛାତ୍ରୀ ହେଲେ ମା’

କେନ୍ଦୁଝର,୨୮ା୧(ସ୍ବ.ପ୍ର.): କେନ୍ଦୁଝର ସଦର ଥାନା ଅଞ୍ଚଳରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର ଜଣେ ୧୫ ବର୍ଷର ଆଦିବାସୀ ଛାତ୍ରୀ କନ୍ୟା ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି। ମାଆ ଦେହ ଭଲ ଥିବା ବେଳେ ଶିଶୁ ଏସଏନସିୟୁରେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି।…

ବଳାତ୍କାର ପରେ ମହିଳାଙ୍କୁ ପଥର ଛେଚି ହତ୍ୟା

ଯୋଡ଼ା,୨୮ା୧(ଡି.ଏନ.ଏ) : କେନ୍ଦୁଝର ଜିଲା ବାମେବାରୀ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଜଣେ ମହିଳାଙ୍କୁ ବଳାତ୍କାର ପରେ ପଥରରେ ଛେଚି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ ପରେ କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତ…

୫୦ ହଜାର ଟଙ୍କାର ଶାଳ ଗଣ୍ଡି ଜବତ

ପାଟଣା,୨୭ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ମଲ୍ଲୀପଶି ବିଟ୍‌ ଅନ୍ତର୍ଗତ ବଡ଼ ଧନୁର୍ଯ୍ୟୟପୁର ଗ୍ରାମରୁ ଶାଳ ଗଣ୍ଡି ବନ ବିଭାଗ ଜବତ କରିଛି। ଜବତ ହୋଇଥିବା ୮ ଖଣ୍ଡ ଶାଳ ଗଣ୍ଡିର ଆନୁମାନିକ ମୂଲ୍ୟ ୫୦ ହଜାର ଟଙ୍କାରୁ ଊର୍ଦ୍ଧ୍ୱ ହେବ…

ନବମ ଶ୍ରେଣୀ ଛାତ୍ରୀ ହେଲେ ମାଆ: ପୋଲିସ ତନାଘନା ଆରମ୍ଭ

କେନ୍ଦୁଝର,୨୭ା୧(ସ୍ବ.ପ୍ର.): କେନ୍ଦୁଝର ସଦର ଥାନା ଅଞ୍ଚଳରେ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ବିଭାଗର ଜଣେ ୧୫ ବର୍ଷର ଆଦିବାସୀ ଛାତ୍ରୀ କନ୍ୟା ସନ୍ତାନଙ୍କୁ ଜନ୍ମ ଦେଇଛନ୍ତି। ମାଆ ଦେହ ଭଲ ଥିବା ବେଳେ ଶିଶୁ ଏସଏନସିୟୁରେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?