କେନ୍ଦୁଝର

ଝରକା ଗ୍ରୀଲ୍‌ ତାଡ଼ି ଲୁଟିନେଲେ ସୁନା ଅଳଙ୍କାର

ପାଟଣା,୯ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଟାଇଁସିରା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଦୁଇ ଜଣଙ୍କ ଘରର ଝରକା ଗ୍ରୀଲ ତାଡ଼ି ଘର ଭିତରେ ପଶି ଆଲମୀରା ଭାଙ୍ଗି ସୁନା ଅଳଙ୍କାର ଲୁଟିନେଇଛନ୍ତି । ଟାଇଁସିରା ଗ୍ରାମର ବାଇଧର ସାହୁଙ୍କ...

ସାଇବର ଠକେଇର ଶିକାର ହେଲେ ଯୁବକ

ପାଟଣା,୯।୫(ସ୍ବ. ପ୍ର.): ସୋସିଆଲ ମିଡିଆ ସାଇବର ଠକଙ୍କ ପାଦୁର୍ଭାବ ଦିନ ଦିନ ବୃଦ୍ଧି ପାଇବାରେ ଲାଗିଛି। ସାଇବର ଠକ ମାନେ ଲୋନ ଆପ୍‌ରେ ଲୋକଙ୍କୁ ଟଙ୍କା ଦେଇ ପରବର୍ତ୍ତୀ ମୁହୂର୍ତ୍ତରେ ଦୁଇଗୁଣା ଟଙ୍କା ଫେରାଇବାକୁ ଫୋନ କରୁଛନ୍ତି। ଟଙ୍କା ନଦେଲେ ଫଟୋକୁ...

ଟ୍ରକ୍‌ ପରେ ଏବେ ଟ୍ରେନ୍‌

ଯୋଡ଼ା, ୯।୫ (ଡି.ଏନ.ଏ.): ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଥିଲା ୨୦୦୯ ଖଣି ଦୁର୍ନୀତି। ଏହାକୁ ରୋକିବା ଲାଗି ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ପକ୍ଷରୁ ହୋଇଥିଲା ତଦନ୍ତ। ଖଣିଜ କାରବାରରେ ସ୍ବଚ୍ଛତା ଆଣିବା ଲାଗି ନୀତିରେ କରାଯାଇଥିଲା...

କେନାଲ ନିର୍ମାଣ ପାଇଁ ପଡ଼ିଆ ପଡୁଛି ଚାଷଜମି

ଆନନ୍ଦପୁର, ୯।୫(ସ୍ବ.ପ୍ର.) କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା ପଞ୍ଚାୟତର ମାଠିଆନେଣ୍ଡି ଗ୍ରାମର ବହୁ ଚାଷୀଙ୍କର ଏକର ଏକର ଚାଷ ଜମି ପଡିଆ ପଡୁଛି। ବୈତରଣୀ ନଦୀର ନାମପାର୍ଶ୍ୱ ଅଧପନ୍ତରିଆ କେନାଲ ନିର୍ମାଣ କାର୍ଯ୍ୟ ପାଇଁ ଏଭଳି ପରିସ୍ଥିତି ସୃଷ୍ଟି ହେଉଥିବା...

ବିନା ଫିଟ୍‌ନେସରେ ଚାଲୁଛି ବସ୍‌

କେନ୍ଦୁଝର, ୯।୫ (ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଉପଯୁକ୍ତ ତଦାରଖ ଅଭାବରୁ ବିନା ଇନସ୍ୟୁରାନ୍ସ ଓ ଫିଟ୍‌ନେସ୍‌ରେ ଯାତ୍ରୀବାହୀ ବସ୍‌ ଚାଲିଛି। ଜିଲା ମୁଖ୍ୟାଳୟ ଦେଇ ଏହି ସବୁ ବସ୍‌ ବେଧଡକ ଚଳାଚଳ କରୁଥିଲେ ହେଁ ଧରପଗଡ ହେଉ ନ ଥିବାରୁ...

ବୃଦ୍ଧାଙ୍କୁ ଦଳିଦେଲା ହାତୀ

କେନ୍ଦୁଝର,୮ା୫(ସ୍ବ.ପ୍ର.): ତେଲକୋଇ ବ୍ଲକ ଅନ୍ତର୍ଗତ ବନବିହାରୀପୁର ଗ୍ରାମରେ ହାତୀ ଆକ୍ରମଣରେ ଜଣେ ୭୦ ବର୍ଷୀୟା ବୃଦ୍ଧାଙ୍କ ମୃତ୍ୟୁ ହୋଇଛି। ତାଙ୍କ ନାମ ଜହ୍ନି ଦେହୁରୀ। ତାଙ୍କ ଘର କୁଲାଡେରା ଗ୍ରାମରେ ବୋଲି ଜଣାପଡ଼ିଛି। ସେ ରବିବାର ସକାଳେ ବନବିହାରୀପୁର କାଜୁ...

ପର୍ଯ୍ୟଟନସ୍ଥଳୀର ବିକାଶ ନାହିଁ

କେନ୍ଦୁଝର, ୮।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଥିବାବେଳେ ପ୍ରଶାସନ ପକ୍ଷରୁ ସବୁବେଳେ ଅଣଦେଖା କରାଯାଉଛି। ଜିଲାର ପ୍ରାକୃତିକ ଦୃଶ୍ୟରାଜି ଦେଖିବାକୁ ଜିଲାକୁ ପ୍ରତ୍ୟେକ ବର୍ଷ ପର୍ଯ୍ୟଟକଙ୍କ ସୁଅ ଛୁଟୁଥିବା ବେଳେ ପର୍ଯ୍ୟଟନ କ୍ଷେତ୍ରର ବିକାଶ ନିମନ୍ତେ ସରକାର...

ଟ୍ରେନ୍‌ ଧକ୍କାରେ ୩ ଗାଈଙ୍କ ଜୀବନ ଗଲା

କେନ୍ଦୁଝର,୭ା୫(ସ୍ବ.ପ୍ର.): ସ୍ଥାନୀୟ ନରଣପୁର ରେଲଓ୍ବେ ଷ୍ଟେଶନ ନିକଟରେ ରେଳ ଦୁର୍ଘଟଣା ଘଟି ୩ ଗାଈଙ୍କର ମୃତ୍ୟୁ ଘଟିଛି। ଷ୍ଟେଶନଠାରୁ ମାତ୍ର ୫୦୦ ମିଟର ଦୂର ରେଲଓ୍ବେ ଓଭର ବ୍ରିଜ ନିକଟରେ ଏହି ଦୁର୍ଘଟଣା ଘଟିଛି। ଏଠାରେ ବାରମ୍ବାର ଦୁର୍ଘଟଣା ଘଟି...

୮ ମଦ୍ୟପ ଚାଳକ କୋର୍ଟ ଚାଲାଣ

ବଡ଼ବିଲ,୭ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ପୋଲିସ ୮ ଜଣ ମଦ୍ୟପ ଚାଳକଙ୍କୁ ଗିରଫ କରି ଶନିବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଆଜାଦ ବସ୍ତି ଅଞ୍ଚଳର ବିକାଶ ଗୋପ, ବଡ଼ବିଲ କେ-ଅଲି ମହଲ୍ଲା ଅଞ୍ଚଳର...

ମାଉସୀମା ମନ୍ଦିର ନିକଟରେ ଶୌଚାଳୟ ନିର୍ମାଣ, ସାଧାରଣରେ ଅସନ୍ତୋଷ

କେନ୍ଦୁଝର,୭ା୫(ସ୍ବ.ପ୍ର.): କେନ୍ଦୁଝର ପୁରୁଣା ସହର ମାଉସୀମା ମନ୍ଦିର ନିକଟରେ ଶୌଚାଳୟ ନିର୍ମାଣ କରିବା ସହ ମନ୍ଦିର ପାର୍ଶ୍ୱଦେଇ ସେଠାକୁ ଯିବା ପାଇଁ ରାସ୍ତା ନିର୍ମାଣ କରାଯାଇଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି। ରଥଯାତ୍ରା ସମୟରେ ପ୍ରବଳ ଭକ୍ତଙ୍କ ସମାଗମ ହେବାକୁ ଥିବାରୁ...

ଏସ୍‌ପି କାର୍ଯ୍ୟାଳୟ ଘେରିଲା ଭାଜପା

କେନ୍ଦୁଝର,୭ା୫(ସ୍ବ.ପ୍ର.): ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କୁ ଗିରଫ ଓ ତାଙ୍କ ଉପରେ ଥିବା ମୋକଦ୍ଦମା ନିଃସର୍ତ୍ତ ପ୍ରତ୍ୟାହାର, ବ୍ଲକ ସର୍କୁଲାର ୪୭ ର ଅବମାନନା ସହ ବିଶୃଙ୍ଖଳିତ ଆଚରଣ, ବିଧାୟକଙ୍କୁ ଦୁର୍ବ୍ୟବହାର କରିବା ପ୍ରତିବାଦରେ ଶନିବାର ଭାଜପା କେନ୍ଦୁଝର ପକ୍ଷରୁ...

ଦିନରାତି ଜଳୁଛି ଷ୍ଟ୍ରିଟ୍‌ଲାଇଟ୍‌, ବିଦ୍ୟୁତ୍‌ ବିଭାଗର ନଜର ନାହିଁ

କେନ୍ଦୁଝର,୭ା୫(ସ୍ବ.ପ୍ର.): ଅଯଥା ଲାଇଟ୍‌ ନ ଜଳାଇବା ଏବଂ ବିଦ୍ୟୁତ ସଞ୍ଚୟ ଉପରେ ଜନ ସଚେତନତା ସୃଷ୍ଟି କରାଯାଉଛି। କିନ୍ତୁ ଜିଲା ମୁଖ୍ୟାଳୟରେ ଖୋଦ୍‌ ବିଦ୍ୟୁତ୍‌ ବିଭାଗ ଓ ପୌରପ୍ରଶାସନ ଏହାକୁ ପାଳନ କରୁନାହାନ୍ତି। କେନ୍ଦୁଝର ସହରରେ ସକାଳ ହେବା ପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri