କେନ୍ଦୁଝର

ତୃଣମୂଳସ୍ତରରେ ଭାଜପାକୁ ମଜଭୁତ କର: କେନ୍ଦ୍ରମନ୍ତ୍ରୀ

ପାଟଣା,୨୧ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ସଁରାପଶି ପଡ଼ିଆରେ ଶନିବାର ଭାଜପାର ନିର୍ବାଚନମଣ୍ଡଳୀସ୍ତରୀୟ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ଭାଜପା ସଭାପତି ଅଂଶୁମାନ୍‌ ସବୁଜ ମହାନ୍ତ ବର୍ମାଙ୍କ ସଂଯୋଜନାରେ ମୁଖ୍ୟଅତିଥି ଭାବେ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା ଯୋଗଦେଇ…

୨୪ ପାଇଁ ଗୁରୁମନ୍ତ୍ର ଦେଲେ କେନ୍ଦ୍ରମନ୍ତ୍ରୀ

ପାଟଣା,୨୧।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ୍‌ ମଲାରପଦା ପଞ୍ଚାୟତର ଖୁଣ୍ଟାପିଙ୍ଗୁଠାରେ ଭାଜପାର ବୁଥ୍‌ସ୍ତରୀୟ କର୍ମକର୍ତ୍ତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୬ ବୁଥ୍‌ର ଏକ ହଜାରରୁ ଊର୍ଦ୍ଧ୍ୱ ଭାଜପା କର୍ମୀ ଉପସ୍ଥିତ ଥିଲେ। ମୁଖ୍ୟ ଅତିଥି ଭାବେ କେନ୍ଦ୍ର ଆଦିବାସୀ କଲ୍ୟାଣ…

ଭୀମକୁଣ୍ଡରେ ୬୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ

ପାଟଣା/ଠାକୁରମୁଣ୍ଡା,୨୧ା୧(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡୁମୁରିଆ ପଞ୍ଚାୟତ ବାଲିଯୋଡ଼ି ମୌଜାସ୍ଥିତ ପ୍ରାଚୀନ ପର୍ଯ୍ୟଟନସ୍ଥଳ ଭୀମକୁଣ୍ଡଠାରେ ସାନ୍ତାଳୀ ସମ୍ପ୍ରଦାୟର ଦାମୋଦର ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କେନ୍ଦୁଝର ଜିଲା ପାଟଣା ତହସିଲ ଓ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ୍‌ ଅଧୀନ…

୨ ଡାକ୍ତରଖାନା ଦାୟିତ୍ୱରେ ଜଣେ ଅଧିକାରୀ

କେନ୍ଦୁଝର,୨୧ା୧(ସ୍ବ.ପ୍ର.): କର୍ମଚାରୀ ଅଭାବ ଆଳରେ କେନ୍ଦୁଝର ଜିଲାର ପଦ୍ମପୁର ଓ ବାଂଶପାଳ ଦୁଇଟି ଗୁରୁତ୍ୱପୂର୍ଣ୍ଣ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଦାୟିତ୍ୱରେ ଜଣେ ଡାକ୍ତର(ଅଧିକାରୀ)ଙ୍କୁ ନିଯୁକ୍ତ କରାଯାଇଛି। ଫଳରେ ରୋଗୀଙ୍କୁ ଠିକ୍‌ ଭାବରେ ସ୍ବାସ୍ଥ୍ୟସେବା ମିଳିପାରୁନାହିଁ। ଉକ୍ତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ପ୍ରାଥମିକ…

ଶିକ୍ଷକ ଅନିରୁଦ୍ଧ ସ୍ବାଇଁ ମୃତ୍ୟୁ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ଗିରଫ ଦାବିରେ ଅନଶନ

ହାଟଡିହୀ,୨୦ା୧(ଡି.ଏନ୍‌.ଏ.): ୨୦୨୨ ନଭେମ୍ବର ୧୪ରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଢେଙ୍କା ହାଇସ୍କୁଲର ଶିକ୍ଷକ ଇଞ୍ଚଳ ଗ୍ରାମର ଅନିରୁଦ୍ଧ ସ୍ବାଇଁଙ୍କ ମୃତଦେହ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମରୈଗାଁଠାରେ ଥିବା ତାଙ୍କ ଭଡ଼ାଘରୁ ଉଦ୍ଧାର ହୋଇଥିଲା। ପ୍ରକାଶ ଚନ୍ଦ୍ର ସ୍ବାଇଁଙ୍କ ଅଭିଯୋଗକୁ ଭିତ୍ତି…

ଇସ୍ପାତ କାରଖାନା ପାଇଁ ଜମି କିସମ ପରିବର୍ତ୍ତନକୁ ବିରୋଧ

କେନ୍ଦୁଝର,୨୦ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ତହସିଲ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ବିରକିଶୋରପୁର ଗ୍ରାମରେ ସରକାରୀ ଜମିର କିସମ ପରିବର୍ତ୍ତନ ପାଇଁ ଗ୍ରାମବାସୀଙ୍କୁ ନୋଟିସ୍‌ କରାଯାଇଛି। ଜମିକୁ ଇଡ୍‌କୋ ମାଧ୍ୟମରେ ଅଧିଗ୍ରହଣ ପରେ ଏକ ଇସ୍ପାତ କାରଖାନା ପାଇଁ ହସ୍ତାନ୍ତର କରାଯିବ। ଏଥିପାଇଁ…

ମହିଳାଙ୍କୁ ଗଣବଳାତ୍କାର

କେନ୍ଦୁଝର,୧୯ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ବୁଧବାର ରାତିରେ ଜଣେ ୩୭ ବର୍ଷୀୟ ମହିଳାଙ୍କୁ ୩ ଯୁବକ ଗଣ ବଳାତ୍କାର କରିଥିବା ନେଇ ଅଭିଯୋଗ ହୋଇଛି। ପୋଲିସ ଜଣେ ବ୍ୟକ୍ତିଙ୍କୁ ଅଟକ ରଖି ତଦନ୍ତ କରୁଛି। ସୂଚନା ଅନୁଯାୟୀ, ମହିଳାଙ୍କ…

କାରଖାନା ପାଇଁ ଜମି ଛାଡିବାକୁ ଅମଙ୍ଗ, ତହସିଲ ଘେରାଉ

କେନ୍ଦୁଝର,୧୯।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ତହସିଲ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ବିରକିଶୋରପୁର ଗ୍ରାମରେ ସରକାରୀ ଜମିର କିସମ ପରବର୍ତ୍ତନ ପାଇଁ ଗ୍ରାମବାସୀଙ୍କୁ ନୋଟିସ କରାଯାଇଛି। ଏହି ଜମିକୁ ଇଡକୋ ମାଧ୍ୟମରେ ଅଧିଗ୍ରହଣ ପରେ ଏକ ଇସ୍ପାତ କାରଖାନା ପାଇଁ ହସ୍ତାନ୍ତର କରାଯିବ।…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାନ ଢାଳିଲେ ଚାଷୀ

କେନ୍ଦୁଝର,୧୯।୧(ସ୍ବ.ପ୍ର.): ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ଗୁରୁବାର ଶତାଧିକ କୃଷକ ଧାନ ଢାଳି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ମଣ୍ଡିରେ ଧାନ ବିକ୍ରିର ଅବ୍ୟବସ୍ଥା, ମିଲର୍ସଙ୍କୁ ଅନୁକମ୍ପା,ମଣ୍ଡିରେ ଧାନ କିଣା ଯାଉ ନ ଥିବା ଅଭିଯୋଗ ହୋଇଛି। ଜିଲାର ବିଭିନ୍ନ ପ୍ରାନ୍ତରୁ ଚାଷୀମାନେ…

ମିଲର, ସମ୍ପାଦକ ଗିରଫ ଦାବିରେ ବିକ୍ଷୋଭ

କେନ୍ଦୁଝର,୧୯ା୧(ସ୍ବ.ପ୍ର.): ଏଫ୍‌ଏକ୍ୟୁ ଆଳରେ ଧାନର ମୂଲ୍ୟ କଟା ଯାଉଥିବା, ମିଲରମାନଙ୍କୁ ଅହେତୁକ ଅନୁକମ୍ପା ପ୍ରଦର୍ଶନ, ମଣ୍ଡିରେ ଧାନ କିଣା ଯାଉ ନ ଥିବା, ମିଲରମାନଙ୍କ ପ୍ରତି ଅହେତୁକ ଅନୁକମ୍ପା ପ୍ରଦର୍ଶନ ଆଦି ଦାବିରେ ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଗୁରୁବାର…

ଫଟୋଗ୍ରାଫିକୁ ନିଶା କରିଛନ୍ତି ସୌମ୍ୟଜିତ୍‌

କେନ୍ଦୁଝର,୧୯ା୧: ପାଠପଢ଼ା ସହ ଫଟୋଗ୍ରାଫିକୁ ନିଶା ଭାବେ ଗ୍ରହଣ କରିଛନ୍ତି। ନିଜର କଳା ମାଧ୍ୟମରେ ଅଞ୍ଚଳରେ ଯୁବ ସୁଲଭ ପ୍ରତିଭା ଭାବେ ନିଜକୁ ପରିଚିତ କରିପାରିଛନ୍ତି। ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇ ପୁରସ୍କୃତ ହେବା ସହ କ୍ଷୁଦ୍ର ଚଳଚ୍ଚିତ୍ରରେ କାମ କରିଛନ୍ତି।…

କେନ୍ଦୁଝର ଟିବି ରୋଗୀଙ୍କୁ ପୋଷ୍ୟ ଭାବେ ଗ୍ରହଣ କଲା ଡିଏମ୍‌ଏଫ୍‌

କେନ୍ଦୁଝର,୧୯ା୧(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଚିକିତ୍ସିତ ହେଉଥିବା ସମସ୍ତ ଯକ୍ଷ୍ମା (ଟିବି) ରୋଗୀଙ୍କୁ ଜିଲା ଖଣିଜ ପ୍ରତିଷ୍ଠାନ (ଡି.ଏମ୍‌.ଏଫ୍‌) ପୋଷ୍ୟ ଭାବେ ଗ୍ରହଣ କରିଛି। କାର୍ଯ୍ୟକ୍ରମର ଅଂଶସ୍ବରୂପ ସମସ୍ତ ଚିକିତ୍ସାଧୀନ ଯକ୍ଷ୍ମାରୋଗୀଙ୍କୁ ଡିଏମ୍‌ଏଫ୍‌ ତରଫରୁ ମଙ୍ଗଳବାର ପୁଷ୍ଟିସାର ଖାଦ୍ୟ ଯୋଗାଣର ଶୁଭାରମ୍ଭ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?