ଆଇନଶୃଙ୍ଖଳା, ଟ୍ରାଫିକ ନିୟନ୍ତ୍ରଣ ଉପରେ ଗୁରୁତ୍ୱ
କେନ୍ଦୁଝର,୮।୭(ସ୍ବ.ପ୍ର./ଡି.ଏନ.ଏ.) କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀ ବଳଦେବଜୀଉଙ୍କ ପବିତ୍ର ରଥଯାତ୍ରା ଅବସରରେ ଆସନ୍ତା ଶନିବାର ବାହୁଡା ଯାତ୍ରା ଏବଂ ୧୦ ତାରିଖ ରବିବାର ଶ୍ରୀଜୀଉଙ୍କର ସୁନାବେଶ ପରିଚାଳନା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଜିଲାପାଳ ଆଶିଷ ଠାକରେଙ୍କ ଅଧ୍ୟକ୍ଷତାରେ…
ଚାରି ଥାକିଆ ହେବ କେନ୍ଦୁଝର-ଡୁବୁରୀ ରାସ୍ତା
କେନ୍ଦୁଝର, ୮।୭(ସ୍ବ.ପ୍ର.) କେନ୍ଦୁଝର (ନରଣପୁର)ରୁ ଡୁବୁରୀ ପର୍ଯ୍ୟନ୍ତ ରାସ୍ତା ଚାରି ଥାକିଆ ହେବ। ଏଥିପାଇଁ ଜମି ଅଧିଗ୍ରହଣ କମିଟି ଅନୁମୋଦନ ପାଇଁ ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ନିକଟକୁ ସବିଶେଷ ରିପୋର୍ଟ ପଠାଯାଇଛି। ଏହି ରାସ୍ତା ହେଲେ ଦୁଇଟି ସ୍ଥାନରେ ଟୋଲ…
ଅପରାହ୍ନ ୩ଟାରୁ ସୁନାବେଶରେ ଦର୍ଶନ ଦେବେ ବଳଦେବଜୀଉ
କେନ୍ଦୁଝର,୭ା୭(ସ୍ବ.ପ୍ର./ଡି.ଏନ୍.ଏ.): କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀ ବଳଦେବଜୀଉଙ୍କ ପବିତ୍ର ରଥଯାତ୍ରା ଅବସରରେ ଆସନ୍ତା ଶନିବାର ବାହୁଡା ଯାତ୍ରା ଏବଂ ୧୦ ତାରିଖ ରବିବାର ଶ୍ରୀଜୀଉଙ୍କ ସୁନାବେଶ ପରିଚାଳନା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଆଶିଷ ଠାକରେଙ୍କ ଅଧ୍ୟକ୍ଷତାରେ…
ସରୁନି ପାଣିକୋଇଲି-ରିମୁଳି ରାସ୍ତା କାମ
ଠିକା ସଂସ୍ଥା ଗୁଡ଼ିକର ମନମୁଖୀ କାମ ଏବଂ ଉପଯୁକ୍ତ ତଦାରଖର ଅଭାବ ଯୋଗୁ ପାଣିକୋଇଲି-ରିମୁଳି ଜାତୀୟ ରାଜପଥ ୨୦ର କାମ ସରୁନାହିଁ ା ଫଳରେ ଯାତାୟାତରେ ସମସ୍ୟା ସୃଷ୍ଟି ହେଉଥିବାବେଳେ ଦୁର୍ଘଟଣା ଘଟୁଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି ା ଏଣେ ରାସ୍ତା…
‘ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କହିବା ଯାହା, ନିଜ ଗାଲରେ ଚାପୁଡ଼ା ମାରିବା ସେୟା’
ଭୁବନେଶ୍ୱର,୬ା୭(ବ୍ୟୁରୋ): କେନ୍ଦୁଝର ଜିଲା ଆନନ୍ଦପୁର ସବ୍ଡିଭିଜନ ହସ୍ପିଟାଲକୁ ନେଇ ବିଜେଡି ସଭ୍ୟ ଭାଗୀରଥି ସେଠୀ ନିଜ ସରକାରଙ୍କ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କାଠଗଡ଼ାରେ ଛିଡ଼ା କରାଇଛନ୍ତି। ମଙ୍ଗଳବାର ବିଧାନସଭାର ଶୂନ୍ୟକାଳରେ ହସ୍ପିଟାଲରେ ଡାକ୍ତର, ଫାର୍ମାସିଷ୍ଟ ଓ ଆବଶ୍ୟକ ମେଡିକାଲ ଉପକରଣ ନ ଥିବା ନେଇ…
ଏସ୍ଆଇଙ୍କ ନାମରେ ମାମଲା ରୁଜୁ
ହାଟଡିହୀ,୪।୭(ଡି.ଏନ୍.ଏ.): ଗତ ପଞ୍ଚାୟତ ନିର୍ବାଚନରେ ଆକ୍ରୋଶମୂଳକ ଭାବେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଧରିତ୍ରୀ ଖବରଦାତା ଶୁଭକାନ୍ତ ନାୟକଙ୍କ ଘରେ ପଶି ପରିବାର ଲୋକଙ୍କୁ ଧମକ ଦେବା ସହ ଆକ୍ରମଣ କରାଯାଇଥିଲା। ଏନେଇ ଜଣେ ପୋଲିସ ଏସ୍ଆଇଙ୍କୁ ମହଙ୍ଗା ପଡିଛି l…
ଗ୍ରାମବାସୀ ତିଆରି କଲେ ପୋଲ
କେନ୍ଦୁଝର,୪ା୭: ସରକାର ସମସ୍ତ ଗ୍ରାମ/ସାହିକୁ ସବୁଦିନିଆ ଯାତାୟାତ ପାଇଁ ରାସ୍ତାଘାଟ, ପୋଲ ଆଦି ବିଭିନ୍ନ ଯୋଜନାରେ ନିର୍ମାଣ କରୁଛନ୍ତି। ହେଲେ କେନ୍ଦୁଝର ଜିଲାର ଆଦିବାସୀ ଅଧ୍ୟୁଷିତ ତଥା ବଣପାହାଡ଼ଘେରା ଅଞ୍ଚଳର ଲୋକେ ଏବେ ବି ସବୁଦିନିଆ ରାସ୍ତା ସୁବିଧା ପାଇପାରୁନାହାନ୍ତି। ବିଶେଷକରି…
କାମ କରିବାକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ସକାଳୁ ମିଳିଲା ମୃତଦେହ
ଆନନ୍ଦପୁର/ଘସିପୁରା,୩ା୭(ସ୍ବ.ପ୍ର./ଡି.ଏନ୍.ଏ.):କେନ୍ଦୁଝର ଜିଲା ଘସିପୁରା ଥାନା ଗୋପାଳପୁର ଗ୍ରାମ ନିକଟରେ ଥିବା ଏକ ଚାଷଜମିରୁ ରବିବାର ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ମୃତଦେହ ଖାଳିଆମେଣ୍ଟା ହରିଜନ ସାହିର ହୃଷୀକେଶ ମଲ୍ଲିକଙ୍କର ବୋଲି ଜଣାପଡିଛି। ଖବର ପାଇ ଘସିପୁରା ପୋଲିସ ଘଟଣାସ୍ଥଳରେ ପହଞ୍ଚି…
କହ୍ନେୟାଲାଲ ହତ୍ୟା ପ୍ରତିବାଦରେ ବିକ୍ଷୋଭ
କେନ୍ଦୁଝର,୧।୭(ସ୍ବ.ପ୍ର.): ରାଜସ୍ଥାନର ଉଦୟପୁରଠାରେ କହ୍ନେୟାଲାଲ ହତ୍ୟା ଘଟଣା ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା ଧମକ ପ୍ରତିବାଦରେ ଗୁରୁବାର ବିଶ୍ୱ ହିନ୍ଦୁ ପରିଷଦ ବଜରଙ୍ଗ ଦଳ ପକ୍ଷରୁ କେନ୍ଦୁଝର ଜିଲା ମୁଖ୍ୟାଳୟରେ ଏକ ଶୋଭାଯାତ୍ରା କରାଯାଇଛି। ଏହା ସହ ଦଳର କର୍ମକର୍ତ୍ତା…
ଗାଁକୁ ପଶି ଆସି କୂଅରେ ପଡିଥିଲା ଭାଲୁ, ହେଲା ଉଦ୍ଧାର
କେନ୍ଦୁଝର,୧।୭(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ନେଳୁଙ୍ଗ ଗ୍ରାମ ଆମୁଆ ପଶି ସାହିରେ ଶୁକ୍ରବାର କୂଅରେ ପଡ଼ିଥିବା ଏକ ଭାଲୁକୁ ଉଦ୍ଧାର କରାଯାଇଛି। ଭାଲୁଟି କୂଅରେ ପଡ଼ିଥିବା ଖବରପାଇ ବନ ବିଭାଗ ଓ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ଥିଲେ। ପ୍ରଥମେ କୂଅରୁ…
ଶିଆଳି ଲଟାର ଦଉଡ଼ି
କେନ୍ଦୁଝରର ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା ପରମ୍ପରା ବହୁ ପୁରୁଣା। କୁହାଯାଏ, ତତ୍କାଳୀନ ରାଜରାଜୁଡ଼ା ଶାସନ ସମୟ ୧୬୭୧ ମସିହାରେ ପ୍ରତିଷ୍ଠିତ ଶ୍ରୀଜୀଉଙ୍କ ରଥଯାତ୍ରା ଏବେ ମଧ୍ୟ ପାଳନ ହୋଇଆସୁଛି। ଏଠାକାର ଆରାଧ୍ୟ ଦେବତା ଭଗବାନ ବଳଭଦ୍ର ରହିଥିଲେ ହେଁ ରଥର ନାମ ନନ୍ଦିଘୋଷ…
କୂଅରେ ଖସିପଡ଼ିଲା ଭାଲୁ, ଉଦ୍ଧାର କାର୍ଯ୍ୟ ଜାରି
କେନ୍ଦୁଝର,୧ା୭(ସ୍ବ.ପ୍ର.): ସଦର ବ୍ଲକ ନେଲୁଙ୍ଗ ଗ୍ରାମ ଆମ୍ବୁଆ ପଶି ସାହିରେ ଏକ ଫାର୍ମ ପରିସରରେ ଥିବା କୂଅରେ ବଣୁଆ ଭାଲୁଟି ପଡ଼ିଯିବାରୁ ବନ ଓ ଦମକଳ ବିଭାଗ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। କୂଅରୁ ପାଣି ବାହାର କରି ଏକ…
Archives


