କେନ୍ଦୁଝର

ଅଲୋଡା ହେଲା ନବଜାତ ଶିଶୁପୁତ୍ର: ବୁଦା ମୂଳରୁ ଉଦ୍ଧାର

ପାଟଣା,୨୭।୬(ବୀର କିଶୋର ଦାଶ): ଏକ ବୁଦା ମୂଳରୁ ଶନିବାର ସକାଳୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଛି। କେନ୍ଦୁଝର ଜିଲା ସାହାରପଡା ବ୍ଲକ ଖଜିରାପାଟ ପଞ୍ଚାୟତ ରଘୁନାଥ ପୁର ଗାଁ ର ଏକ ବୁଦା ମୁଳରୁ ଲୋକେ ଛୁଆର କାନ୍ଦ ଶୁଣି…

ପରିବାରର ବିରୋଧ ସତ୍ତ୍ୱେ ପ୍ରେମୀ ଯୁଗଳଙ୍କ ହେଲା ବିବାହ; ନିରାଶ ହୋଇ ଫେରିଲେ ଝିଅ ଘର ଲୋକ

ହାଟଡିହୀ, ୨୬/୬ (ଶୁଭକାନ୍ତ ନାୟକ): ପରିବାର ଲୋକଙ୍କ ପ୍ରବଳ ବିରୋଧ ସତ୍ତ୍ୱେ ଜଣେ ପ୍ରେମୀ ଯୁଗଳ ନିଜ ଇଚ୍ଛାରେ ବିବାହ କରିଛନ୍ତି। ଝିଅକୁ ଫେରାଇ ନେବାକୁ ଆସିଥିବା ଝିଅ ଘର ଲୋକେ ଥାନାରେ ଅଭିଯୋଗ କରିଥିଲେ। କିନ୍ତୁ ଶେଷରେ ସେମାନଙ୍କୁ ନିରାଶ…

ତାମିଲନାଡୁ ଗ୍ୟାସ୍‌ ଦୁର୍ଘଟଣା: ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଲା

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଆମୋନିଆ ଗ୍ୟାସ୍‌ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ୨୪ ତାରିଖ ଦିନ ସୁବାସି ଜୁଆଙ୍ଗ (୨୪)ଙ୍କର ମୃତ୍ୟୁ ଘଟିଥିବାବେଳେ ୨୫ ତାରିଖରେ ଆଉ ୨ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନେ ହେଲେ ତେଲକୋଇ ଥାନା…

ରାତିରେ ଅଟୋ ଚାବି-ମୋବାଇଲ୍ ଛଡ଼ାଇ ମରଣାନ୍ତକ ଆକ୍ରମଣ: ଅଭିଯୁକ୍ତକୁ ଗିରଫ କଲା ରାମଚନ୍ଦ୍ରପୁର ପୋଲିସ

ବଞ୍ଚୋ/ହାଟଡିହୀ, (ପ୍ରଦୋଷ ବିଶ୍ୱାଳ/ଶୁଭକାନ୍ତ ନାୟକ ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ଅଟୋ ଚାଳକଙ୍କୁ ରାସ୍ତାରେ ଅଟକାଇ ମରଣାନ୍ତକ ଆକ୍ରମଣ କରିବା ସହ ଲୁଟ୍‌ ମାମଲାରେ ପୋଲିସ ଜଣେ ଅଭିଯୁକ୍ତକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ପ୍ରେମ ସାଜିଲା କାଳ: ପଶ୍ଚିମବଙ୍ଗ ପ୍ରେମିକାଙ୍କୁ ଓଡ଼ିଶା ଆଣି ହତ୍ୟା କରିଥିଲେ ଝାଡ଼ଖଣ୍ଡର ପ୍ରେମିକ, ସିନ୍ ରିକ୍ରିଏସନ କରି…

ହାଟଡିହୀ,୨୫l୬(ଶୁଭକାନ୍ତ ନାୟକ): ପ୍ରେମର କରୁଣ ପରିଣତି। ପ୍ରେମ ପାଇଁ ଚାଲିଗଲା ଜଣେ ଯୁବତୀଙ୍କ ଜୀବନ। ସମ୍ପର୍କର ମଧୁରତା ଶେଷରେ ମୃତ୍ୟୁର କାରଣ ସାଜିଛି, ଯାହା ହାଟଡିହୀ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏହି ହତ୍ୟାକାଣ୍ଡର ତାର ତିନୋଟି ରାଜ୍ୟ ସହ ଜଡ଼ିତ…

ଆଦିବାସୀ ନୃତ୍ୟରେ ଦୁଲୁକିଲା ଜନଜାତି ବୈଠକ, ସମ୍ୱର୍ଦ୍ଧିତ ହେଲେ ଛାତ୍ରୀ

ପାଟଣା,୨୫ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ପରିସରରେ ଗୁରୁବାର ବ୍ଲକ ସ୍ତରୀୟ ଜନ ଜାତି ସମ୍ବାଦ ବୈଠକ ଅନୁଷ୍ଠିତ ହୋଇଥିଲା ।ଓଡିଶା ସରକାରଙ୍କ ୨ବର୍ଷ ପୂର୍ତ୍ତି ଅବସରରେ ଏହା ପାଳନ କରାଯାଇଛି ।ଏଥିରେ କେନ୍ଦ୍ର ଓ ରାଜ୍ୟ ସରକାର ଜନଜାତି…

ଜନ ସଂପର୍କ ଅଭିଯାନ, ମୋହନ ସରକାରଙ୍କ ଉପଲବ୍ଧି-ଲକ୍ଷ୍ୟ ବଖାଣିଲେ ଏମପି

ପାଟଣା,୨୫ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ମୁଖ୍ୟାଳୟ ସଂରା ପଶି ଲକ୍ଷ୍ମୀ ପଣ୍ଡପରେ ଗୁରୁବାର କେନ୍ଦୁଝର ଏମପି ଅନନ୍ତ ନାୟକ ନିର୍ବାଚନ ମଣ୍ଡଳୀର ବରିଷ୍ଠ ନାଗରିକଙ୍କ ସହ ଜନ ସଂପର୍କ ଅଭିଯାନରେ ସାମିଲ୍ ହୋଇଥିଲେ । ବଶିଷ୍ଠ ନାଗରିକ,…

ଶାଳୀ ବାହାଘରକୁ ଆସି ଚାଲିଗଲା ଭିଣୋଇଙ୍କ ଜୀବନ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ କୋଡ଼ଖମଣ ଗ୍ରାମରେ ଏକ ବିବାହ ଉତ୍ସବ ଚାଲିଥିବା ବେଳେ ବୁଧବାର ରାତିରେ ଘଟିଛି ଦୁଃଖଦ ଘଟଣା। ପରମ୍ପରା ଅନୁସାରେ କନ୍ୟାଙ୍କୁ ମହୁଲ ଗଛ ସହ ବିବାହ କରାଇବା ପାଇଁ ପରିବାର ଓ…

LED ଲାଇଟ୍‌ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଆରମ୍ଭ

ପାଟଣା,୨୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଲାଗିଥିବା ଏଲ୍‌ଇଡି ଲାଇଟ୍‌ର ତଦନ୍ତ ଆରମ୍ଭ ହୋଇଛି। ଭୁବନେଶ୍ୱରରୁ ଆସିଥିବା ୨ଟି ଭିଜିଲାନ୍ସ ଟିମ୍‌ ପହଞ୍ଚି ପାଟଣା ବ୍ଲକର ବିଭିନ୍ନ ପଞ୍ଚାୟତର ଗାଁରେ ଲାଗିଥିବା ସେନ୍ସର୍‌ ଲାଇଟ୍‌ର ତଦନ୍ତ ଆରମ୍ଭ କରିଛନ୍ତି। ଏହି…

କାଦୁଅ ବିଲରୁ ଉଦ୍ଧାର ହୋଇଥିଲା ମୁହଁ ମାଡ଼ି ପଡ଼ିଥିବା ମହିଳାଙ୍କ ମୃତଦେହ, ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସ୍ପଷ୍ଟ କଲେ ଅତିରିକ୍ତ SP

ହାଟଡିହୀ,୨୪।୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ବାଲିଆ ଅଞ୍ଚଳର ଏକ ବିଲରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର ହେବା ଘଟଣାରେ ଏକ ବଡ଼ ଖୁଲାସା ହୋଇଛି। ପାରିପାର୍ଶ୍ୱିକ ସ୍ଥିତିକୁ ଅନୁଧ୍ୟାନ କରିବା ପରେ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ…

ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କାଦେଲା ବୋଲେରୋ, ପୁଣି ପଛପଟୁ ଧକ୍କାଦେଲା ଆଉ ଏକ ଟ୍ରକ୍‌, ତା’ପରେ…

ବଞ୍ଚୋ,୨୪ା୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ରିଙ୍ଗ ରୋଡ୍‌ରେ ବୁଧବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗୋଟିଏ ବାଇକ୍‌କୁ ଧକ୍କାଦେବା ପରେ ବାଇକ୍‌ ସହ ଚାଳକ ଓ ଆରୋହୀ ରାସ୍ତା ଉପରେ ପଡ଼ିଯାଇଥିଲେ। ଏହି ସମୟରେ ପଛପଟୁ…

ଜିତୁ ମୁଣ୍ଡାଙ୍କୁ ମିଳିଲା ନ୍ୟାୟ: ମଲ୍ଲିପଶି ଗ୍ରାମ୍ୟ ବ୍ୟାଙ୍କ ମ୍ୟାନେଜର ନିଲମ୍ବିତ, ନବୀନଙ୍କ ହସ୍ତକ୍ଷେପ ପରେ…

ପାଟଣା,୨୩।୬(ବୀର କିଶୋର ଦାଶ): କେନ୍ଦୁଝରର ଜିତୁ ମୁଣ୍ଡାଙ୍କ କେସ୍‌ରେ ଅବହେଳା ପାଇଁ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ମ୍ୟାନେଜର ନିଲମ୍ବିତ ହୋଇଛନ୍ତି। କେନ୍ଦୁଝର ଜିଲା ମଲ୍ଲୀପଶି ସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଶାଖାରେ ଜଣେ ମୃତ ଜମାକାରୀଙ୍କ ଜମା ରାଶି ପ୍ରଦାନରେ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?