ବାହାର ପିଲାଙ୍କୁ ନିଯୁକ୍ତି ଦାବିର ପ୍ରତିବାଦ
କେନ୍ଦୁଝର,୯ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନା ଓ ମେଡିକାଲ କଲେଜରେ ଠିକାସଂସ୍ଥା ଜରିଆରେ ବାହାର ଜିଲାର ପିଲାଙ୍କୁ ବିଭିନ୍ନ ପଦବୀରେ ନିଯୁକ୍ତି ପ୍ରତିବାଦରେ ଗୁରୁବାର ସ୍ଥାନୀୟ ବେକାର ଶିକ୍ଷିତ ଯୁବତୀ/ଯୁବକମାନେ ଜିଲାପାଳଙ୍କୁ ଲିଖିତ ଦାବିପତ୍ର ଦେଇଛନ୍ତି। କର୍ମ ନିୟୋଜନ ସଂସ୍ଥା ଜରିଆରେ…
ଗରିମା ହରାଇଲାଣି ବୈତରଣୀ
ଆନନ୍ଦପୁର,୯ା୬(ସ୍ବ.ପ୍ର.): ଉତ୍କଳର ପ୍ରାଚୀନ ଗଙ୍ଗା ପୁଣ୍ୟତୋୟା ବୈତରଣୀ। କେନ୍ଦୁଝର ଜିଲାର ଗୋନାସିକା ଗୀରି କନ୍ଦରରୁ ଜନ୍ମ ଲାଭ କରି ନିମ୍ନ ଶଯ୍ୟାକୁ ବୋହିଯାଇ ତା’ର ସୁଶୀତଳ ଜଳ ଧାରାରେ କେତେ ପ୍ରାଣୀଙ୍କୁ ଆତ୍ମସନ୍ତୋଷ ପ୍ରଦାନ କରିଛି। ବନଭୂମୀ ଦେଇ ବହି ଆସିଥିବାରୁ ଏହାର…
ପୁଅର ଶାବଳ ମାଡ଼ରେ ମା’ଙ୍କ ଜୀବନ ଗଲା
କେନ୍ଦୁଝର,୮ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ଥାନା ଅନ୍ତର୍ଗତ ବନବିହାରୀପୁର ନୂଆଗାଁ ମୁଣ୍ଡା ସାହିରେ ଜଣେ ନିଶାଶକ୍ତ ପୁଅ ବିଧବା ମା’ଙ୍କୁ ଶାବଳରେ ପିଟି ହତ୍ୟା କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ମୃତକ ଜଣକ ହେଲେ ଟୁଲେଇ ମୁଣ୍ଡା(୬୦)। ପୋଲିସ ଅଭିଯୁକ୍ତ…
ପାଟଣା ମୁଖ୍ୟାଳୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଯୋଗ ଦେଲେ ଯୁବ ଡାକ୍ତର
ପାଟଣା,୮।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସମସ୍ତ ବିଶେଷଜ୍ଞ ଡାକ୍ତର ପଦବୀ ଖାଲିପଡିଥିବା ବେଳେ ମଙ୍ଗଳବାର ଜଣେ ଯୁବ ଏମ୍ବିବିଏସ୍ ଡାକ୍ତର କାର୍ଯ୍ୟରେ ଯୋଗ ଦେଇଛନ୍ତି। ଯୁବ ଡାକ୍ତର ଜଣକ ହେଉଛନ୍ତି ପାଟଣା ବ୍ଲକ ତୁରୁମୁଙ୍ଗା ଗ୍ରାମର ହିମାଂଶୁ…
ଜବରଦଖଲ ଉଚ୍ଛେଦ
ଚମ୍ପୁଆ, ୮।୬(ଡି.ଏନ.ଏ.) କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଭୂଇଁପୁରଠାରେ ମଙ୍ଗଳବାର ରାଜସ୍ବ ବିଭାଗ ଦ୍ୱାରା ଜବରଦଖଲ ଉଚ୍ଛେଦ କରାଯାଇଛି। ଚମ୍ପୁଆ ତହସିଲଦାର ସାଇ ସସ୍ମିତା ହୋତାଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ ତହସିଲଦାର ରମେଶ ଚନ୍ଦ୍ର ନାୟକ, ସୁପରଭାଇଜର ଶୁଭକାନ୍ତ କର, ଜ୍ୟୋତିପୁର…
ପାରିବାରିକ କଳହରୁ ମହିଳା ନେଲେ ଚରମ ନିଷ୍ପତ୍ତି
ପାଟଣା,୭।୬(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ପଞ୍ଚାୟତ ଦାଶରଥିପୁର ଗ୍ରାମର ପତଳା ସାହି ନିକଟ ବିଲ ମଝିରେ ଥିବା ଏକ ମହୁଲ ଗଛରୁ ମଙ୍ଗଳବାର ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ପୋଲିସ ଜବତ କରିଛି। ମୃତ ମହିଳା ଜଣକ…
ଜାତୀୟ ପୁରସ୍କାର ପାଇବେ ଦମୟନ୍ତୀ
କେନ୍ଦୁଝର,୭।୬(ସ୍ବ.ପ୍ର.) ଉଲ୍ଲେଖନୀୟ ସେବା କାର୍ଯ୍ୟ ପାଇଁ କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଅଧୀନ ଗାୈଣିଘଷା ସ୍ବାସ୍ଥ୍ୟ ଉପକେନ୍ଦ୍ରର ମହିଳା ସ୍ବାସ୍ଥ୍ୟକର୍ମୀ (ଏଏନ୍ଏମ୍) ଦମୟନ୍ତୀ ରାଉତ ଜାତୀୟ ସ୍ତରରେ ପୁରସ୍କୃତ ହେବା ପାଇଁ ମନୋନୀତ ହୋଇଛନ୍ତି। ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗେଲ ନର୍ସ ସମ୍ମାନ-୨୦୨୧…
କାମରେ ଲାଗୁନି ସୋଲାର ପ୍ୟାନେଲ
କେନ୍ଦୁଝର, ୭।୬ (ସ୍ବ.ପ୍ର.) ଅନ୍ଧାରରେ କେହି ରହିବେ ନାହିଁ। ଏଣୁ ସମସ୍ତ ଗ୍ରାମକୁ ବିଭିନ୍ନ ଯୋଜନାରେ ବିଦ୍ୟୁତ୍ ବ୍ୟବସ୍ଥା କରୁଛନ୍ତି। ଦୁର୍ଗମ ଅଞ୍ଚଳରେ ଯେଉଁଠି ବିଦ୍ୟୁତ ଯୋଗାଣ ହୋଇ ପାରୁନାହିଁ ସେଠାରେ ସୋଲାର ଲାଇଟ ବ୍ୟବସ୍ଥା କରୁଛନ୍ତି। ତେବେ ଉପଯୁକ୍ତ ରକ୍ଷଣାବେକ୍ଷଣ…
ବିମୋହିତ କରୁଛି ‘କୁରୁସି’
କେନ୍ଦୁଝର, ୬।୬ କେନ୍ଦୁଝର ବଣ ପାହାଡ଼ରେ ବିଭିନ୍ନ ଜାତିର ଓ ରଙ୍ଗର ଫୁଲ ବିଭିନ୍ନ ଋତୁରେ ଶୋଭାବର୍ଦ୍ଧନ କରିଥାଏ। ସେଥିମଧ୍ୟରୁ କୁରୁସି ବା କୁରେଇ ଫୁଲ ଅନ୍ୟତମ। ବିଶେଷ କରି ଏହି ଋତୁରେ ଧଳା ରଙ୍ଗର ଏହି ଫୁଲ ସମସ୍ତଙ୍କୁ ବିମୋହିତ…
ଚୋରିକୁ ପ୍ରତିବାଦ କରିବାରୁ ହାଣିଦେଇ ଚାଲିଗଲେ
କେନ୍ଦୁଝର,୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଟାଉନ ଥାନା ଅନ୍ତର୍ଗତ ଜଗନ୍ନାଥପୁର ସାହିରେ ଶନିବାର ବିଳମ୍ବିତ ରାତିରେ ଭୁଜାଲି ମାଡ଼ରେ ୨ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଜିଲା ମୁଖ୍ୟ ଡାକ୍ତର ଖାନରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଖବରପାଇ ସାହି ଲୋକ ଦୁର୍ବୃତ୍ତଙ୍କୁ…
ପାଇପ୍ଲାଇନ୍ ପାଇଁ ଗଛ ବଳି
କେନ୍ଦୁଝର,୫।୬: କେନ୍ଦୁଝର ଜିଲାରେ ଖଣିଖାଦାନ ଯୋଗୁ ଜଙ୍ଗଲ ନଷ୍ଟ ହୋଇଛି। ବନ୍ଧ, କେନାଲ, ଖଣି, କାରଖାନା ନିର୍ମାଣ ତଥା ରାସ୍ତା ସମ୍ପ୍ରସାରଣ ପାଇଁ ଗଛ କଟା ଚାଲିଛି। ଏହାର କୁପ୍ରଭାବ ଜିଲାବାସୀ ଭୋଗୁଛନ୍ତି। ପରିବେଶ ବହୁ ମାତ୍ରାରେ କ୍ଷତିଗ୍ରସ୍ତ ହେବା ସହ ଜଳବାୟୁ…
ଯୁବତୀଙ୍କୁ ଅପରହଣ, ହତ୍ୟା ଧମକ: ଅଭିଯୁକ୍ତ ଗିରଫ
ବଡ଼ବିଲ,୪ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଷ୍ଟେଟ୍ବ୍ୟାଙ୍କ ନିକଟସ୍ଥ ଏକ ଜେରକ୍ସ ଦୋକାନରେ କାର୍ଯ୍ୟ କରୁଥିବା ଜଣେ ଯୁବତୀଙ୍କୁ ଟଣାଓଟରା ଏବଂ ଯୁବତୀଙ୍କୁ ଉଦ୍ଧାର କରିଥିବା ଦୋକାନ ମାଲିକଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗରେ ପୋଲିସ ମୁଖ୍ୟ ଅଭିଯୁକ୍ତ ଏବଂ ଜଣେ…
Archives


