ହାତୀପଲଙ୍କୁ ଦେଖି ଲୋକେ ଭୟଭୀତ
କେନ୍ଦୁଝର,୨୧ା୯(ସ୍ବ.ପ୍ର.): ସଦର ରେଞ୍ଜ ଅନ୍ତର୍ଗତ ବସନ୍ତପୁର ନିକଟ ଉକୁଚାବେଡ଼ାଠାରେ ଏକ ୧୧ ଟିକିଆ ହାତୀ ମଙ୍ଗଳବାର ରାତିରେ ଜଙ୍ଗଲରୁ ଆସି ଭୋର୍ ସମୟରେ ଜଙ୍ଗଲକୁ ଫେରି ନ ପାରି ଉକୁଚାବେଡ଼ା ଅଟକି ରହିଛନ୍ତି। ଏହି ୧୧ ଟିକିଆ ଦଳରେ ୩ଟି ଦନ୍ତା…
ଆକ୍ରମଣକାରୀଙ୍କୁ ୫ ବର୍ଷ ଜେଲ୍ ଦଣ୍ଡ
କେନ୍ଦୁଝର,୨୧ା୯(ସ୍ବ.ପ୍ର.): ସ୍ଥାନୀୟ ଚିଫ୍ ଜୁଡିସିଆଲ ମାଜିଷ୍ଟ୍ରେଟ ରଞ୍ଜୁଲତା ଲେଙ୍କା ବୁଧବାର ଏକ ମାମଲାର ବିଚାର କରି ହରିଚନ୍ଦନପୁର ବ୍ଲକର ଖେଦପଡ଼ା ଗ୍ରାମର କୀର୍ତ୍ତନ ମୁଣ୍ଡାଙ୍କୁ ଦୋଷୀ ସାବ୍ୟସ୍ତ କରି ୫ ବର୍ଷ ଜେଲ୍ ଓ ଦୁଇ ହଜାର ଟଙ୍କା ଜରିମାନା ଆଦାୟ…
ପାହାଡ଼ ତାଡ଼ି ମୋରମ ଚାଲାଣ
କେନ୍ଦୁଝର,୨୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ତହସିଲ ଅଫିସଠାରୁ ଦେଢ଼ କି.ମି ଦୂର ରାସ୍ତା କଡ଼ରେ ବେଆଇନ ମୋରମ ଖନନକୁ ନେଇ ବିବାଦ ସୃଷ୍ଟି ହୋଇଛି। ବିନା ଲିଜ୍ରେ ମେଶିିନ ଲଗାଇ ମୋରମ ଖନନ କରି ଟ୍ରାକ୍ଟର ଯୋଗେ ଚାଲାଣ କରାଯାଉଥିବାରୁ ବ୍ୟାପକ…
ତଦନ୍ତ କଲା ସ୍ବାସ୍ଥ୍ୟ ବିଭାଗ ଟିମ୍
କେନ୍ଦୁଝର,୨୦ା୯(ସ୍ବ.ପ୍ର.):କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଶିଶୁମୃତ୍ୟୁ ଘଟଣାର ତଦନ୍ତ ପାଇଁ ପହଞ୍ଚିଛନ୍ତି ସ୍ବାସ୍ଥ୍ୟ ବିଭାଗର ୨ଜଣିଆ ଟିମ୍। ଶିଶୁ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଡା. ରଶ୍ମିରଞ୍ଜନ ଶତପଥୀ ଓ ଜାତୀୟ ସ୍ବାସ୍ଥ୍ୟ ମିଶନର ଶିଶୁ ସ୍ବାସ୍ଥ୍ୟ ପରାମର୍ଶଦାତା ଡା. ରବୀନ୍ଦ୍ର…
ଶିଶୁ ମୃତ୍ୟୁ ଘଟଣା: ଯାଞ୍ଚ କଲେ ସ୍ବାସ୍ଥ୍ୟ ବିଭାଗର ୨ ଜଣିଆ ଟିମ୍
କେନ୍ଦୁଝର,୧୯।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଚିକିସତ୍ାଳୟର ଶିଶୁ ୱାର୍ଡରେ ୪ ନବଜାତ ଶିଶୁ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ସ୍ବାସ୍ଥ୍ୟ ବିଭାଗର ୨ ଜଣିଆ ବରିଷ୍ଠ ପ୍ରଶାସନିକ ଅଧିକାରୀ ସୋମବାର ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଶିଶୁ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ…
ରାସ୍ତା ମରାମତି କଲେ ଗ୍ରାମବାସୀ
କେନ୍ଦୁଝର,୧୯ା୯(ସ୍ବ.ପ୍ର.):ମୟୂରଭଞ୍ଜ ଜିଲା ଶରତ ଘାଟିରୁ ବ୍ରାହ୍ମଣୀ ଘାଟି ଦେଇ କେନ୍ଦୁଝର ଜିଲା କେ.ବାଲିପାଳ ଓ ଘଷିପୁରା ଡାକ୍ତରଖାନାକୁ ସଂଯୋଗ କରୁଥିବା ବିପର୍ଯ୍ୟସ୍ତ ରାସ୍ତାକୁ କେ.ବାଲିପାଳ ଗ୍ରାମବାସୀ ମରାମତି କରିଛନ୍ତି। ପୂର୍ବରୁ ଗ୍ରାମବାସୀ ଉକ୍ତ ରାସ୍ତାରେ ମାଟି ପକାଇ ଯାତାୟାତ କରୁଥିବା ବେଳେ…
୨୪ ଘଣ୍ଟାରେ ୪ ଶିଶୁଙ୍କ ମୃତ୍ୟୁ
କେନ୍ଦୁଝର,୧୯ା୯(ସ୍ବ.ପ୍ର./ଡି.ଏନ୍.ଏ.):ମାତୃ ଓ ଶିଶୁ ମୃତ୍ୟୁହାର ରୋକିବା ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବହୁ ଯୋଜନା କାର୍ଯ୍ୟକାରୀ କରିଥିଲେ ମଧ୍ୟ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ୨୪ ଘଣ୍ଟା ମଧ୍ୟରେ ୪ ନବଜାତ ଶିଶୁଙ୍କ…
କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଶିଶୁ ମୃତ୍ୟୁ ନେଇ ବିବାଦ
କେନ୍ଦୁଝର,୧୮।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁକୁ ନେଇ ପୁଣି ବିବାଦ ଦେଖାଦେଇଛି। ଏଥିଯୋଗୁ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ଖବର ପାଇ ପୋଲିସ ପହଞ୍ଚି ବୁଝାସୁଝା କରିଥିବା ଜଣାପଡ଼ିଛି। ତେବେ ରବିବାର ତିନି ଜଣ ଓ…
ବୃଦ୍ଧଙ୍କୁ ଶୁଣ୍ଢରେ ଟେକି କଚାଡ଼ିଦେଲା ଦନ୍ତା
କେନ୍ଦୁଝର,୧୮ା୯(ସ୍ବ.ପ୍ର.): ତେଲକୋଇ ରେଞ୍ଜ ଅନ୍ତର୍ଗତ ତେଲକୋଇ ବିଟ୍ ଅଧିନସ୍ଥ କନ୍ତଲେଇ ଗ୍ରାମରେ ରବିବାର ସକାଳେ ଶୌଚ କରିବାକୁ ପାଖ ଜଙ୍ଗଲକୁ ଯାଇଥିବା ବେଳେ ଦନ୍ତା ହାତୀ ଆକ୍ରମଣରେ ଜଣେ ୬୫ ବର୍ଷୀୟ ବୃଦ୍ଧ ଆହତ ହୋଇଛନ୍ତି। ଗୋଠଛଡ଼ା ଦନ୍ତାଟି ବୃଦ୍ଧଙ୍କୁ ଶୁଣ୍ଢରେ…
ହାତୀ ଆସିଲେ ମେସେଜ ଆସୁଛି
କେନ୍ଦୁଝର, ୧୮।୯(ସ୍ବ.ପ୍ର.): ଧନଜୀବନ ସୁରକ୍ଷା ଲାଗି ଆଖପାଖ ଅଞ୍ଚଳରେ ହାତୀ ଚଳପ୍ରଚଳ କରୁଥିଲେ ବନବିଭାଗ ଦେଉଛି ଆଗୁଆ ମେସେଜ। ହାତୀ ଜଙ୍ଗଲ ଛାଡ଼ି ଜନବସତି ମୁହାଁ ହେଲା ମାତ୍ରେ ମୋବାଇଲକୁ ଆସିଯିବ ଆଗୁଆ ଭଏସ ଓ ଟେକ୍ସଟ ମେସେଜ। ଅନେକ ଅଞ୍ଚଳରେ…
ଖଣିଖାଦାନ ଅଞ୍ଚଳରେ ବନ୍ଦ ପଡ଼ିଛି ଶିଳ୍ପ, ଫିକା ପଡ଼ିଲା ବିଶ୍ୱକର୍ମା ପୂଜା
କେନ୍ଦୁଝର,୧୭ା୯(ସ୍ବ.ପ୍ର.): ଖଣିଖାଦାନ ଓ ଶିଳ୍ପ ବହୁଳ କେନ୍ଦୁଝର ଜିଲାରେ ବିଶ୍ୱକର୍ମା ପୂଜା ଫିକା ପଡ଼ିଛି। କରୋନା ପରେ ଚଳିତ ବର୍ଷ ଧୂମ୍ଧାମରେ ପ୍ରଭୁ ବିଶ୍ୱକର୍ମାଙ୍କ ପୂଜା ପାଳନ ହେବା ନେଇ ସମସ୍ତେ ଆଶା ରଖିଥିଲେ। ମାତ୍ର ଖଣିଖାଦାନ ଓ ଶିଳ୍ପ ବନ୍ଦ…
ହାତୀ-ମଣିଷ ତିକ୍ତତା ରୋକିବା ପାଇଁ ନୂଆ ପ୍ରୟାସ
କେନ୍ଦଝର,୧୭ା୯(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ହାତୀ ଓ ମଣିଷ ମଧ୍ୟରେ ତିକ୍ତତା ରୋକିବା ପାଇଁ ନାନା ପଦକ୍ଷେପ ଗ୍ରହଣ କରାଯାଉଛି। ହାତୀ ଜଙ୍ଗଲ ଛାଡ଼ି ଜନବସତି ମୁହାଁ ହେଉଥିବାରୁ ଆଗୁଆ ସୂଚନା ଦେବା ପାଇଁ ଆରମ୍ଭ ହୋଇଛି ଭଏସ୍ ଓ ଟେକ୍ଷ୍ଟ ମେସେଜ…
Archives


