ଅସରାଏ ବର୍ଷାରେ ସ୍କୁଲ ପରିସର ବେହାଲ
କେନ୍ଦୁଝର,୨୫ା୫(ସ୍ବ.ପ୍ର.): ସହର ସୌନ୍ଦର୍ଯ୍ୟକରଣ ଓ ୫-ଟି କାର୍ଯ୍ୟକ୍ରମରେ ସ୍ଥାନୀୟ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ଭିତର ଓ ବାହାରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରାଯାଇ ଉନ୍ନତିକରଣ କାର୍ଯ୍ୟ କରାଯାଇଥିଲା। ତେବେ ବିଦ୍ୟାଳୟ ବାହାରେ ହୋଇଥିବା ପାଚେରି କାମ ଠିକ୍ ଭାବରେ…
ବେଆଇନ ପାର୍କିଂ ଉଠାଇବା ସହ କ୍ଷତିପୂରଣ ଦାବିରେ ଉତ୍ତେଜିତ ଲୋକଙ୍କ ରାସ୍ତାରୋକୋ
ପାଟଣା,୨୫।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କ୍ଷୀରେଇ ଟାଙ୍ଗିରି ଦେଇ ଯାଇଥିବା ମୁମ୍ବାଇ କୋଲକତା-୪୯ ନମ୍ବର ଜାତୀୟ ରାଜପଥର ଟୋଲଗେଟ ନିକଟରେ ବୁଧବାର ଉତ୍ତେଜନା ଦେଖାଦେଇଛି। ଟାଲଗେଟ ନିକଟରେ ଶତାଧିକ ଲୋକ ଧାରଣା ଦେଇ ୪୯ ନମ୍ବର ଜାତୀୟ ରାଜପଥକୁ ଅବରୋଧ…
ଶିକ୍ଷକ ଅଭାବରୁ ପାଠ ଛାଡୁଛନ୍ତି ପିଲା
ପଦ୍ମପୁର,୨୫ା୫(ଡି.ଏନ.ଏ.) ଶୈକ୍ଷିକ ବିକାଶ ପାଇଁ ୫-ଟି ରୂପାନ୍ତରଣ ଯୋଜନାରେ ବିଦ୍ୟାଳୟ ପିଛା ୬୦ରୁ ୭୦ ଲକ୍ଷ ଟଙ୍କା ଖର୍ଚ୍ଚ ହେଉଛି। ପିଲା ମାନଙ୍କର ପାଠପଢ଼ା ଉପକରଣ, ଭିତ୍ତିଭୂମିର ବିକାଶ ପାଇଁ ଚାଲିଛି ଜୋରଦାର ପ୍ରୟାସ। କିନ୍ତୁ ବାସ୍ତବ କ୍ଷେତ୍ରରେ ଏହାର ଓଲଟା…
ନର୍ସରି ପାଇଁ ଜଙ୍ଗଲ ନଷ୍ଟ
କେନ୍ଦୁଝର,୨୫ା୫(ସ୍ବ.ପ୍ର.) ସମ୍ପ୍ରତି ଜଙ୍ଗଲକ୍ଷୟ ଏକ ମୁଖ୍ୟ ସମସ୍ୟା ହୋଇଛି। ଜଙ୍ଗଲକ୍ଷୟ ଯୋଗୁ ପରିବେଶ ନଷ୍ଟ ହେବା ସହ ଜଳବାୟୁରେ ପରିବର୍ତ୍ତନ ସମସ୍ତଙ୍କ ଚିନ୍ତା ବଢ଼ାଇଛି। ଏଭଳି ପରିସ୍ଥିତିରେ ଜଙ୍ଗଲ ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି ଉପରେ ଗୁରୁତ୍ୱ ଦିଆଯାଉଛି। ଏଥିପାଇଁ…
କାଜୁ ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ
ପାଟଣା,୨୫।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ମୂଷାଖୋରୀ ପଞ୍ଚାୟତ ଦକ୍ଷିଣ ପଶି କାଜୁ ଜଙ୍ଗଲରୁ ବୁଧବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣକ ହେଉଛନ୍ତି ମୂଷାଖରୀ ପଞ୍ଚାୟତ ଧନୁର୍ଯ୍ୟୟପୁର କାଶିଆ ଗ୍ରାମର ସଞ୍ଜନ ମହାରଣା (୨୫)…
ଉଜ୍ଜ୍ୱଳ ଆଲୋକ ପାଇଁ ହାତୀ ବାଟବଣା
କେନ୍ଦୁଝର,୨୪।୫(ସ୍ବ.ପ୍ର.) ହାତୀମାନଙ୍କ ସୁରକ୍ଷା ପାଇଁ ବନ ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଉଛି। ଜଙ୍ଗଲାଞ୍ଚଳ ଦେଇ ଯାଇଥିବା ରାଜପଥ ଓ ଜାତୀୟ ରାଜପଥରେ ସୂଚନା ଫଳକ ଦର୍ଶାଇ ଯାତାୟାତ କରୁଥିବା ଲୋକ ଓ ଚାଳକଙ୍କୁ ସତର୍କ କରାଯାଉଛି। ଏଭଳି ସୂଚନା ଫଳକ…
ବିଛଣାରେ ୭ବର୍ଷର ଝିଅ ଶର୍ମିଷ୍ଠା
ପାଟଣା, ୨୩।୫(ସ୍ବ. ପ୍ର.): ଯେଉଁ ବୟସ ବୟସରେ ସାଙ୍ଗ ସାଥୀଙ୍କ ମେଳରେ ଖେଳକୁଦ କରି ସମୟ ଅତିବାହିତ କରିବା କଥା। ସେହି ବୟସରେ ଜଣେ ୭ବର୍ଷର ନାବାଳିକା ଲିଭର ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ଅସହ୍ୟ ଯନ୍ତ୍ରଣାରେ ଛଟପଟ ହେଉଛନ୍ତି। ସେ…
ଆଦିବାସୀ ଛାତ୍ର ମନୋଜ ହେଲେ ଗଣିତ ଅଧ୍ୟାପକ
ପାଟଣା,୨୩।୫(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କୁଣ୍ଡଳା ଗ୍ରାମର ଝାଟିଆଳି ସାହିର ମନୋଜ କୁମାର ଦଣ୍ଡପାଟ ଗଣିତ ଅଧ୍ୟାପକ ଭାବେ ନିଯୁକ୍ତି ପାଇଛନ୍ତି। ଓଡିଶା ଷ୍ଟେଟ ସିଲେକ୍ସନ ବୋର୍ଡ ଦ୍ୱାରା ହୋଇଥିବା ଅଧ୍ୟାପକ ପରୀକ୍ଷାରେ ଅନୁସୂଚିତ ଜାତି ବର୍ଗ ର଼୍ୟାଙ୍କ-୧ରେ ରହି…
ବଜ୍ରପାତରେ ଜଣେ ମୃତ, ୨ ଆହତ
ଠାକୁରମୁଣ୍ଡା,୨୨।୫(ଡି.ଏନ୍.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ପଣସଡ଼ିହା ପଞ୍ଚାୟତ ଭିନ୍ନଭିନ୍ନ ଗ୍ରାମରେ ଶନିବାର ବଜ୍ରପାତ ହୋଇ ଜଣେ ବାଳିକାଙ୍କ ମତ୍ୟୁ ଘଟିଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିବା ବେଳେ ଡାକ୍ତର ସେଠାରେ ଜଣଙ୍କୁ…
ଦେୱାନୀ ଅଦାଲତ କର୍ମଚାରୀଙ୍କୁ ବର୍ଷେ ଜେଲ
ଆନନ୍ଦପୁର,୨୨ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଏସଡିଜେଏମ କୋର୍ଟରେ ଏକ ମାମଲାର ବିଚାର ହୋଇ ରାୟ ପ୍ରକାଶ ପାଇଛି। ମାତ୍ର ଦୁଇ ମାସ ମଧ୍ୟରେ ବିଚାର ହୋଇ ରାୟ ପ୍ରକାଶ ପାଇବା ଘଟଣାକୁ ସବୁ ମହଲରେ ସ୍ବାଗତ କରାଯାଇଛି। ଆନନ୍ଦପୁର ଏସ୍ଡିଜେଏମ ରଶ୍ମୀରେଖା…
ନିଯୁକ୍ତିି ଦାବିରେ ଜମିହରାଙ୍କ ଆନ୍ଦୋଳନ
କେନ୍ଦୁଝର, ୨୨ା୫ (ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଳାଶପଙ୍ଗା ପଞ୍ଚାୟତର ମୁରୁସୁଆଁ ଗ୍ରାମରେ ୨୦୧୦ରୁ କାର୍ଯ୍ୟକ୍ଷମ ବ୍ରାଣ୍ଡ ଷ୍ଟିଲ ଆଣ୍ଡ ପାୱାର ପ୍ରାଇଭେଟ ଲିଃ କାରଖାନା ପାଇଁ ଜମି ହରାଇଥିବା ପରିବାର ପକ୍ଷରୁ ନିଯୁକ୍ତି ଦାବିରେ ଗୁରୁବାର ଠାରୁ କାରଖାନା…
ବାଘ ଛାଲ ଜବତ ଘଟଣା: ଆଉ ୨ ଗିରଫ
କେନ୍ଦୁଝର,୨୧ା୫(ସ୍ବ.ପ୍ର.): ଆନନ୍ଦପୁର ବନ୍ୟପ୍ରାଣୀ ଡିଭିଜନର ଦୈତାରୀ ରେଞ୍ଜ ବୁଢୀପଦା ଗ୍ରାମରୁ ମହାବଳ ବାଘ ଛାଲ ଜବତ ଘଟଣାରେ ବୁଟୁ ମହାକୁଡ଼ (୩୦)ଙ୍କୁ ଗିରଫ କରାଯାଇଥିବା ବେଳେ ଆଜି ତାଙ୍କ ବାପା ଦୁର୍ଯ୍ୟୋଧନ ମହାକୁଡ଼ (୬୦) ଓ ଭାଇ ପଞ୍ଚୁ ମହାକୁଡ଼ଙ୍କୁ ବନ…
Archives


