କେନ୍ଦୁଝର

ବଡ଼ଘାଗରା ପର୍ଯ୍ୟଟନ କେନ୍ଦ୍ରର ହେବ ସୌନ୍ଦର୍ଯ୍ୟକରଣ

କେନ୍ଦୁଝର,୬ା୧୨(ସ୍ବ.ପ୍ର.): ବହୁ ବର୍ଷ ଧରି ଅବହେଳିତ ହୋଇ ପଡ଼ିଥିବା କେନ୍ଦୁଝର ଜିଲାର ବଡ଼ଘାଗରା ପର୍ଯ୍ୟଟନ କେନ୍ଦ୍ରର ଉନ୍ନତିକରଣ ହେବ। ଏନେଇ ଜଳସମ୍ପଦ ବିଭାଗ ତତ୍ପରତା ଦେଖାଇଛି। ପେରିଫେରାଲ ଡେଭେଲପମେଣ୍ଟ ଅଫ ରିଜରଭ ଆଣ୍ଡ ଓ୍ବାଟର ବଡି ସ୍କିମ୍‌ରେ ବଡ଼ଘାଗରା ପର୍ଯ୍ୟଟନ କେନ୍ଦ୍ରରେ…

ଯୁବକଙ୍କୁ ଛୁରାମାଡ଼, ଦୁର୍ବୃତ୍ତ ଫେରାର

ବଡବିଲ,୬।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ପୁରୁଣା ବସଷ୍ଟାଣ୍ଡସ୍ଥିତ ଏକ ଚା’ ଦୋକାନରେ ମଙ୍ଗଳବାର ଜଣେ ଯୁବକଙ୍କୁ ଛୁରାମାଡ କରି ଦୁର୍ବୃତ୍ତ ଫେରାର ହୋଇଯାଇଥିବା ଜଣାପଡିଛି। ଗୁରୁତର ଯୁବକ ଜଣକ ହେଲେ ବଡବିଲ ନିଉ ମାର୍କେଟ ଅଞ୍ଚଳରେ ରହୁଥିବା ଏମଡି ଆକବର। ଆକବରଙ୍କୁ…

ରାଜରାସ୍ତାରେ ୨୪ ଟିକିଆ ହାତୀପଲ, ଅଟକିଲା ଗାଡ଼ି

କେନ୍ଦୁଝର,୬।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ ଅନ୍ତର୍ଗତ ପିପିଳିଆଠାରେ ସୋମବାର ୨୪ ଟିକିଆ ହାତୀପଲ ରାସ୍ତା ପାର ହେଉ ଥିବାରୁ କିଛି ସମୟ ଧରି ଏନ୍‌ଏଚ ୨୦ରେ ଗାଡ଼ି ଚଳାଚଳ ବ୍ୟାହତ ହୋଇଥିଲା। ଏହି ଦଳରେ ଛୁଆ ହାତୀ ମଧ୍ୟ ଥିଲେ।…

ବୋମା ଖାଇ ବଳଦ ଆହତ ଘଟଣା: ଶିକାରୀ ଗିରଫ

କେନ୍ଦୁଝର, ୫ା୧୨(ସ୍ବ.ପ୍ର.): କେନ୍ଦୁଝର ସଦର ରେଞ୍ଜ ଜଙ୍ଗିରା ସେକ୍ସନ ଅନ୍ତର୍ଗତ ସୋମଗିରି ବାରବାଙ୍କ ସଂରକ୍ଷିତ ଜଙ୍ଗଲ ନିକଟରେ ଗତ ୩ ତାରିଖ ଦିନ ଏକ ବଳଦ ଅଜଣାତରେ ବୋମା ଖାଇ କ୍ଷତାକ୍ତ ହୋଇଥିଲା। ଏହି ଘଟଣାକୁ ନେଇ ତଦନ୍ତ ଚାଲିଥିବାବେଳେ ସୋମବାର…

ତିନି ମାସର ଶିଶୁ ଉପରେ ଖସିପଡିଲା ଫ୍ୟାନ୍‌

ଆନନ୍ଦପୁର,୫।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ ଯୁଗଳକିଶୋରପୁର ଗ୍ରାମରେ ଫ୍ୟାନ୍‌ ଖସି ତିନି ମାସର ଶିଶୁ ଗୁରୁତର ହୋଇଥିବା ସୂଚନା ମିଳିଛି। ଗୁରୁତର ଶିଶୁର ଚିକିତ୍ସା ପାଇଁ ଆନନ୍ଦପୁର ମୁଖ୍ୟ ଚିକିତ୍ସାୟକୁ ସ୍ଥାନାନ୍ତର କରାଯାଇଛି। ସୂଚନାଯୋଗ୍ୟ, ଗ୍ରାମର ରବିନ୍ଦ୍ର ସୋରେନଙ୍କ…

ଓଲଟିଲା ଯାତ୍ରୀବାହୀ ବସ୍‌

କେନ୍ଦୁଝର,୫ା୧୨(ସ୍ବ.ପ୍ର.): ଢେଙ୍କାନାଳ ଜିଲା କାମାକ୍ଷାନଗରରୁ କେନ୍ଦୁଝର ଆସୁଥିବା ଘରୋଇ ବସ୍‌ ‘ଅମ୍ବା’ ସୋମବାର କାଞ୍ଜିପାଣି ଥାନା ଅନ୍ତର୍ଗତ କୁଆଁର ନିକଟ ଏନ୍‌ଏଚ୍‌ ୪୯ରେ ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱକୁ ଓଲଟି ପଡ଼ିଛି। ଏଥିରେ କାହାର ମୃତ୍ୟୁ ହୋଇ ନ ଥିବା ବେଳେ ଅନେକ…

ଜଙ୍ଗଲରୁ ଜନପଦ ସବୁଠି ସଂଘର୍ଷ

କେନ୍ଦୁଝର,୫ା୧୨:କେନ୍ଦୁଝର ଜିଲାରେ ହାତୀ ଉପଦ୍ରବ ଏବେ ନିତିଦିନିଆ ଘଟଣା ପାଲଟିଛି। ହାତୀପଲ ଜଙ୍ଗଲରେ ଖାଦ୍ୟ ଅଭାବ କାରଣରୁ ଗଁା ମୁହଁା ହେଉଛନ୍ତି। ଗ୍ରାମାଞ୍ଚଳରେ ଫସଲ ନଷ୍ଟ କରିବା ସହ ଘର ଭଙ୍ଗାରୁଜା କରୁଛନ୍ତି। ଏପରି କି ହାବୁଡ଼ରେ ପଡ଼ିଲେ ଲୋକଙ୍କୁ ମାରୁଛନ୍ତି।…

ନିଆଁ ପୁଇଁବା ସମୟରେ ପୋଡ଼ିଗଲେ ବୃଦ୍ଧା, ଡାକ୍ତରଖାନାରେ ଭର୍ତ୍ତି

ଆନନ୍ଦପୁର,୪ା୧୨(ସ୍ବ.ପ୍ର.): ନିଆଁ ପୁଇଁବା ସମୟରେ ପୋଡ଼ି ହୋଇ ଜଣେ ବୃଦ୍ଧା ଗୁରୁତର ଅବସ୍ଥାରେ ଆନନ୍ଦପୁର ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଆନନ୍ଦପୁର ଥାନା ଅନ୍ତର୍ଗତ ବରେଶ୍ୱର ଗ୍ରାମର ବୃଦ୍ଧା କୋକିଳ କର ରବିବାର ସକାଳେ ଶୀତରୁ ରକ୍ଷା ପାଇବା ନିଆଁ ପୁଇଁ…

କାର୍‌ ଦୁର୍ଘଟଣାରେ ଏଲ୍‌ଆଇସି ବ୍ରାଞ୍ଚ ମ୍ୟାନେଜର ମୃତ

ଆନନ୍ଦପୁର/କେନ୍ଦୁଝର,୪ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଜୀବନବୀମା ନିଗମ ଶାଖା ପରିଚାଳକଙ୍କ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲା ଜୀବନବୀମା ନିଗମର କେନ୍ଦୁଝର ଶାଖା ପରିଚାଳକ ନାରାୟଣ ଚନ୍ଦ୍ର ମଲିକ ରବିବାର ସକାଳୁ ନିଜ କାର୍‌ ଯୋଗେ ଆନନ୍ଦପୁରକୁ ଏକ…

ଠାକୁରଙ୍କ ସମ୍ପତ୍ତିରୁ ଜବରଦଖଲ ଉଚ୍ଛେଦ

କେନ୍ଦୁଝର,୩ା୧୨(ସ୍ବ.ପ୍ର.): କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀଶ୍ରୀ ବଳଦେବଜୀଉଙ୍କ ନାମରେ ଥିବା ବାଘୁଆବେଢ଼ା ନିକଟରେ ମୂଲ୍ୟବାନ ଜମିକୁ ଜବରଦଖଲ କରିବା ନେଇ କେନ୍ଦୁଝର ଉପଜିଲାପାଳ ତଥା ନିର୍ବାହୀ ଅଧିକାରୀଙ୍କ ନିକଟରେ କେନ୍ଦୁଝରଗଡ଼ ପୌରପାଳିକାର ସ୍ଥାନୀୟ ଅଞ୍ଚଳର କାଉନସିଲର ଓ ସ୍ଥାନୀୟ ଜଗନ୍ନାଥ ପ୍ରେମୀ…

ଜଙ୍ଗଲରେ ବିଦ୍ୟୁତ୍‌ ତାର ବିଛାଇ ୪ ଗିରଫ

କେନ୍ଦୁଝର,୩।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ବନାଞ୍ଚଳ ଦେଉଳଡିହା ଗ୍ରାମ୍ୟ କାଜୁ ଜଙ୍ଗଲରେ ବିଦ୍ୟୁତ୍‌ ତାର ବିଛାଇଥିବା ଅଭିଯୋଗରେ ୪ ଜଣଙ୍କୁ ଗିରଫ କରାଯାଇଛି। ଶନିବାର ପଶୁ ଶିକାର କରିବାକୁ ଉଦ୍ୟମ କରୁଥିବା ଚାରି ଜଣଙ୍କୁ ବନ ବିଭାଗ ଗିରଫ କରି କୋର୍ଟ…

ହାତୀ ଟ୍ରାକିଂ ପାଇଁ ଅତ୍ୟାଧୁନିକ ଥର୍ମାଲ ଡ୍ରୋନ୍‌ ବ୍ୟବହାର

କେନ୍ଦୁଝର,୩।୧୨(ସ୍ବ.ପ୍ର.): ହାତୀ ଚିହ୍ନଟ ପାଇଁ କେନ୍ଦୁଝରରେ ଅତ୍ୟାଧୁନିକ ଡ୍ରୋନ ବ୍ୟବସ୍ଥା ଆରମ୍ଭ ହୋଇଛି। ଏହି ଥର୍ମାଲ ଡ୍ରୋନ ରାତିରେ ହାତୀର ଗତିବିଧିକୁ ଅନୁଧ୍ୟାନ କରିବା ସହିତ ହାତୀର ଶରୀର ତାପମାତ୍ରାକୁ ୧୦୦ ମିଟର ଉଚ୍ଚତାରୁ ସଂଗ୍ରହ କରିପାରିବା କ୍ଷମତା ରହିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?