କେନ୍ଦୁଝର

କେନ୍ଦୁଝର ଟ୍ରକ୍‌ ମାଲିକ ସଂଘ ବିବାଦ: ପୂର୍ବତନ କର୍ମକର୍ତ୍ତାଙ୍କ ଇସ୍ତଫା ଦାବି

କେନ୍ଦୁଝର,୨୯ା୧୧ (ସ୍ବ.ପ୍ର.): କେନ୍ଦୁଝର ଜିଲା ଟ୍ରକ୍‌ ମାଲିକ ସଂଘ ନିର୍ବାଚନକୁ ନେଇ ବିବାଦ ଲାଗି ରହିଛି। ଏନେଇ ଅକ୍ଟୋବର ୩୧ରୁ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ସଂଘ ପକ୍ଷରୁ ଅନଶନ ଜାରି ରହିଛି। ରବିବାର ଟ୍ରକ୍‌ ମାଲିକମାନଙ୍କର ଏକ ଜରୁରୀ ବୈଠକ ଅନୁଷ୍ଠିତ…

ଆଦିବାସୀଙ୍କ ପ୍ରିୟ କାଇଚଟଣିି

କେନ୍ଦୁଝର,୨୯ା୧୧:ଓଡ଼ିଶାର ମୟୂରଭଞ୍ଜ ଜିଲାର କାଇଚଟଣି ସମେତ ଢେଙ୍କାନାଳ ଜିଲାର ମଗ୍‌ଜି ଲଡୁ ଓ କେନ୍ଦ୍ରାପଡ଼ା ଜିଲାର ରସାବଳି ତଥା ଅନ୍ୟ ତିନୋଟି ସାମଗ୍ରୀକୁ ମିଳିବ ଜିଆଇ (ଜିଓଗ୍ରାଫିକାଲ ଇଣ୍ଡିକେସନ) ଟ୍ୟାଗ୍‌। ଏ ନେଇ ଓୟୁଏଟି ପକ୍ଷରୁ ଆବେଦନକୁ ଗ୍ରହଣ କରି ବିସ୍ତୃତ…

ଦମ୍ପତିଙ୍କୁ ଗୁଳି କରି ହତ୍ୟା, କାରଣ ଅସ୍ପଷ୍ଟ

ବଡ଼ବିଲ,୨୯।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଲାଣୀ ଥାନା ଲସର୍ଦା ଗାଁରେ ତେଜରାତି ଦୋକାନୀ ଦମ୍ପତିଙ୍କୁ କେତେକ ଦୁର୍ବୃତ୍ତ ଗୁଳିକରି ହତ୍ୟା କରିଥିବା ଜଣାପଡ଼ିଛି। ସୋମବାର ରାତି ପ୍ରାୟ ୮ଟା ବେଳେ ଏହି ହତ୍ୟାକାଣ୍ଡ ଘଟିଥିବା ସୂଚନା ମିଳିଛି। ମୃତକ ଦୋକାନୀ ଦମ୍ପତି ହେଲେ…

ଆମେ ମାଓବାଦୀ ସଂଗଠନରେ ଯୋଗଦେବୁ

କେନ୍ଦୁଝର,୨୯ା୧୧(ସ୍ବ.ପ୍ର.): ଆମକୁ ପୋଲିସ ନ୍ୟାୟ ଦେଉନାହିଁ। ପକ୍ଷପାତିତା କରି ଆକ୍ରମଣକାରୀଙ୍କୁ ନ ଧରି ଆମକୁ ଗିରଫ କରୁଛି। ଏଣୁ ଆମେ ସୁରକ୍ଷିତ ନାହୁଁ। ନ୍ୟାୟ ମିଳୁ ନ ଥିବାରୁ ମାଓବାଦୀ ସଂଗଠନରେ ଯୋଗଦେବାକୁ ଯାଉଛୁ। ଏଭଳି କହିଛନ୍ତି ଯୋଡ଼ା ଥାନା ଅନ୍ତର୍ଗତ…

ସ୍ତ୍ରୀ ହତ୍ୟାକରୀଙ୍କୁ ଆଜୀବନ ଜେଲ୍‌

କେନ୍ଦୁଝର, ୨୮।୧୧(ସ୍ବ.ପ୍ର.) : କେନ୍ଦୁଝର ଜିଲା ଦୌରାଜଜ ଚିତ୍ତରଞ୍ଜନ ମହାପାତ୍ର ସୋମବାର ଏକ ହତ୍ୟା ମାମଲା ଶୁଣାଣି କରିଛନ୍ତି। ଏହି ଘଟଣାରେ ତେଲକୋଇ ଥାନା ବଡଖମଣର ବାବୁଲି ମଲ୍ଲାର ନାମକ ଜଣେ ବ୍ୟକ୍ତିଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିବା ସହ ୫୦…

ଦୁର୍ଘଟଣାରେ ଯୁବ ଇଞ୍ଜିନିୟରଙ୍କ ଚାଲିଗଲା ଜୀବନ: ୨ ସାଙ୍ଗ ଗୁରୁତର

ବଡ଼ବିଲ/ଯୋଡ଼ା,୨୭।୧୧(ସ୍ବ.ପ୍ର./ଡି.ଏନ୍‌.ଏ): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଧୀନ ୧୦ ନମ୍ବର ରାଜ୍ୟ ରାଜପଥ ସେରେଣ୍ଡାଠାରେ ହାଇଓ୍ବା ପଛକୁ ବୋଲେରୋ ଧକ୍କା ଦେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ୨ଜଣ ଗୁରୁତର ହୋଇଛନ୍ତି। ମୃତକ ଜଣକ ହେଲେ ଯୋଡ଼ା ଥାନା ଏଫଏପି…

ସୁରକ୍ଷାରେ ତ୍ରୁଟି: ଦୁର୍ଘଟଣା ପରେ କାରଖାନା ପରିସରରେ ଯାଞ୍ଚ

କେନ୍ଦୁଝର,୨୭ା୧୧(ସ୍ବ.ପ୍ର.): ବାମେବାରୀ ଥାନା ଅନ୍ତର୍ଗତ ବସନ୍ତପୁରଠାରେ ଥିବା ଏଏସ୍‌ଏଲ ମାଇନିଂ ଆଣ୍ଡ୍‌ ଇଣ୍ଡଷ୍ଟ୍ରିଜ ପିଲେଟ ଏବଂ ବେନିଫିକେଶନ କାରଖାନା ପରିସରରେ ଗତ ଗୁରୁବାର ଏକ ଲୁହାପଥର ଗୁଣ୍ଡ ବୋଝେଇ ଏକ ଟିପର ଦୁର୍ଘଟଣା ଘଟି ଜଣେ ଟିପର ଚାଳକଙ୍କ ମୃତ୍ୟୁ ଘଟିଥିଲା।…

ଖସୁଛି ତାପମାତ୍ରା, ବୃଦ୍ଧି ପାଉଛି ଶୀତ

କେନ୍ଦୁଝର,୨୭ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ତାପମାତ୍ରା ହ୍ରାସ ପାଉଥିବାରୁ ଥଣ୍ଡା କ୍ରମଶଃ ବୃଦ୍ଧି ପାଉଛି। ବିଶେଷକରି ରାତିରେ ଥଣ୍ଡାର ପ୍ରକୋପ ଅଧିକ ରହୁଛି। ୩ ଦିନ ପରେ ତାପମାତ୍ରା ୧୦ ଡିଗ୍ରୀକୁ ପୁଣି ଥରେ ଖସିଛି। ରାତି ୧୦ଟା ପରେ ରାସ୍ତାଘାଟ ଶୂନଶାନ୍‌…

ଅଚଳ ହୋଇପଡ଼ିଛି ଡିଜିଟାଲ କିଓସ୍କ

କେନ୍ଦୁଝର,୨୭ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ଡିଏମ୍‌ଏଫ୍‌ ଅର୍ଥରେ ପ୍ରତିଷ୍ଠା କରାଯାଇଥିବା ଲକ୍ଷାଧିକ ଟଙ୍କା ବ୍ୟୟର ଡିଜିଟାଲ କିଓସ୍କ କାମରେ ଲାଗୁନି। ଦୀର୍ଘ ମାସ ହେଲା ଏହା ଅଚଳ ହୋଇ ପଡ଼ିଥିଲେ ହେଁ ମରାମତି କରାଯାଉ ନ ଥିବାରୁ ଆସୁଥିବା ରୋଗୀ…

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୪ ବଖରା

ଘସିପୁରା,୨୬ା୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଘସିପୁରା ବ୍ଲକ ବଳରାମପୁର ପଞ୍ଚାୟତ ବଳରାମପୁର ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ଦୁଇ ପରିବାରର ୪ ବଖରା ଘର ଧ୍ୱଂସ ହୋଇଯାଇଛି। ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ…

କିଶୋରୀ, ବାଳକଙ୍କ ବିକାଶ ପ୍ରତି ଗୁରୁତ୍ୱାରୋପ

ପାଟଣା,୨୬।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଶନିବାର କନ୍ୟା ଓ ବାଲ୍‌ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଆଚାର୍ଯ୍ୟ ଗଣେଶ୍ୱର କରଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ସ୍ତ୍ରୀ…

ନୂଆରୂପ ପାଇବ କାନଝରୀ, ସାଳନ୍ଦୀ ଡ୍ୟାମ

କେନ୍ଦୁଝର,୨୫ା୧୧(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ୍‌ ଅନ୍ତର୍ଗତ କାନଝରୀ ଡ୍ୟାମ ଓ ହାଟଡିହୀ ବ୍ଲକ୍‌ର ସଳନ୍ଦୀ ଡ୍ୟାମ (ବିଦ୍ୟାଧରପୁର ବ୍ୟାରେଜ) ନୂଆରୂପ ପାଇବ। ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ଜଳଭଣ୍ଡାର ପାରିପାର୍ଶ୍ୱିକ ଉନ୍ନୟନ ସ୍କିମ୍‌ରେ ଏହି ଦୁଇ ଡ୍ୟାମରେ ୨ କୋଟି ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?