କେନ୍ଦୁଝର

କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ: କୃଷି କାର୍ଯ୍ୟର ସମୀକ୍ଷା କରି କହିଲେ ଅସ୍ବାଭାବିକ ମୌମୁମୀ ପରିସ୍ଥିତିର ସମ୍ଭାବନାକୁ…

କେନ୍ଦୁଝର,୨୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରବିବାର କେନ୍ଦୁଝର ଜିଲା ଗସ୍ତ କରି ବିଭିନ୍ନ କୃଷି କାର୍ଯ୍ୟକ୍ରମ ଏବଂ ଆଗାମୀ ଖରିଫ-୨୦୨୬ ଋତୁ ପାଇଁ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ଏହି…

କୁନା ମୁଣ୍ଡା ହତ୍ୟା ମାମଲା: ହତ୍ୟା ମାମଲାରେ ୫ ଅଭିଯୁକ୍ତ କୋର୍ଟ ଚାଲାଣ

ବଞ୍ଚୋ, ୨୧/୦୬ (ପ୍ରଦୋଷ ବିଶ୍ୱାଳ): ଘସିପୁରା ଥାନାରେ ରୁଜୁ ହୋଇଥିବା କେସ୍ ନଂ–୪୪ରେ ଭାରତୀୟ ନ୍ୟାୟ ସଂହିତା (ବିଏନ୍‌ଏସ୍‌)ର ହତ୍ୟା ସମ୍ବନ୍ଧୀୟ ଧାରା ଅନୁଯାୟୀ ତଦନ୍ତ ଚାଲିଥିବା କୁନା ମୁଣ୍ଡା ହତ୍ୟା ମାମଲାରେ ପୋଲିସକୁ ବଡ଼ ସଫଳତା ମିଳିଛି। ଅଭିଯୋଗକାରିଣୀ ସରସ୍ୱତୀ…

ଗିରିଜାଶଙ୍କରଙ୍କ ବିବାହ ସମ୍ପନ୍ନ

ପାଟଣା,୧୯ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ତୁରୁମୁଙ୍ଗା ଗିରିଜାଶଙ୍କର ମନ୍ଦିର ପରିସରରେ ଗୁରୁବାର ରାତିରେ ଦେବ ଦମ୍ପତ୍ତିଙ୍କ ବିବାହ (ଶିବ ବିବାହ ଓ ଶୀତଳଷଷ୍ଠୀ) ଉତ୍ସବ ପାଳିତ ହୋଇଛି। ଶୁକ୍ରବାର ସନ୍ଧ୍ୟାରେ ଦେବ ଦମ୍ପତି ତୁରୁମୁଙ୍ଗା ବଜାର ଓ ବିଭିନ୍ନ…

ସକାଳୁ ସକାଳୁ ଅଲେଖ ଧର୍ମାବଲମ୍ବୀ ବାବାଙ୍କୁ ବୀଭତ୍ସ ହତ୍ୟା, ଶୌଚ ହେବାକୁ ଯାଇଥିବାବେଳେ ଦୁର୍ବୃତ୍ତ…

କେନ୍ଦୁଝର,୧୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଉପରରାଇଗୋଡ଼ା ପଞ୍ଚାୟତ ରଆମୁଣି ଗ୍ରାମର ଭରାଳି ସାହିରେ ଜଣେ ବ୍ୟକ୍ତିଙ୍କ ରକ୍ତାକ୍ତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଫଳରେ ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳି ଯାଇଛି। ତାଙ୍କ ନାମ ଶ୍ରୀକାନ୍ତ…

ଘସିପୁରା ପୋଲିସକୁ ଆକ୍ରମଣ-ଦାଦାଗିରି: ୧୮ ଦିନ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ

ହାଟଡିହୀ,୧୮।୬(ଶୁଭକାନ୍ତ ନାୟକ): କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ ଓ ଧମକ ଚମକ ଦେବା ଘଟଣାରେ ଶେଷରେ ପୋଲିସକୁ ମିଳିଛି ବଡ଼ ସଫଳତା। କେନ୍ଦୁଝର ଜିଲା ଘସିପୁରା ଥାନା ପୋଲିସ ଘଟଣାର ୧୮ ଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାରେ ସକ୍ଷମ…

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଏୟାରବ୍ୟାଗ ଯୋଗୁ ଟଳିଲା…

କେନ୍ଦୁଝର,୧୮।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ସଡ଼କ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। କେନ୍ଦୁଝର ଦେଇ ୪୯ ନଂ ଜାତୀୟ ରାଜପଥରେ (NH-୪୯) ମୟୂରଭଞ୍ଜ ଜିଲାକୁ ଯାଉଥିବା ସମୟରେ ତେଲକୋଇ ଥାନା ଅନ୍ତର୍ଗତ ଜଗମୋହନପୁର ନିକଟରେ…

ପ୍ରଗତିଶୀଳ କୃଷି ଆଲୋଚନାରେ ଜୈବିକ କୃଷି ଉପରେ ଗୁରୁତ୍ୱ

ପାଟଣା,୧୮ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଜିଲା ପାଟଣା ବ୍ଲକସ୍ତରୀୟ ୨ୟ ବାର୍ଷିକ କୃଷକ ସମ୍ବାଦ କାର୍ଯ୍ୟକ୍ରମ ଗୁରୁବାର ପାଟଣା ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି ଚଳିତ ବର୍ଷ ପ୍ରସଙ୍ଗ ଥିଲା ପ୍ରାକୃତିକ ଓ ପ୍ରଗତିଶୀଳ କୃଷି ଆଲୋଚନା ଓ କର୍ମଶାଳା।…

ଚାମେଲିଙ୍କ ସପକ୍ଷରେ ବାହାରିଲେ ପାଟଣା ବ୍ଲକ ସରପଞ୍ଚ: ଚାମେଲିଙ୍କୁ ଦୋଷ ମୁକ୍ତ କର, ନ ହେଲେ…

ପାଟଣା,୧୭।୬(ବୀର କିଶୋର ଦାଶ):କେନ୍ଦ୍ରାପଡା ଜିଲା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ସପକ୍ଷରେ ବାହାରିଲେ ପାଟଣା ବ୍ଲକ ସରପଞ୍ଚ। ଯେ ପର୍ଯ୍ୟନ୍ତ ତାଙ୍କୁ ନ୍ୟାୟ ପ୍ରଦାନ ସହ ସମ୍ପୂର୍ଣ୍ଣ ଦୋଷ ମୁକ୍ତ ନ କରାଯିବ ସେ ପର୍ଯ୍ୟନ୍ତ କୋଣସି ସରକାରୀ କାର୍ଯ୍ୟରେ ପାଟଣା…

ପୁଣି ଗଜରାଜଙ୍କ ତାଣ୍ଡବ! ଜଣଙ୍କ ଜୀବନ ନେବା ପରେ ବି ଥମୁନି ଗୋଠଛଡ଼ା ଦନ୍ତାର ଉପଦ୍ରବ, ଚିନ୍ତାରେ ଗ୍ରାମବାସୀ

ବଞ୍ଚୋ,୧୭।୬(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳରେ ଗଜରାଜଙ୍କ ଉପଦ୍ରବ ଥମିବାର ନାଁ ନେଉନାହିଁ । ପୁଣିଥରେ ଜନବସତି ମୁହାଁ ହୋଇଛି ଗୋଠଛଡ଼ା ଦନ୍ତା ହାତୀ । ହାତୀଟି ଗାଁ ନିକଟବର୍ତ୍ତୀ ଅଞ୍ଚଳରେ ବୁଲୁଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିବା ବେଳେ…

କେନ୍ଦୁଝରରେ ଚାଞ୍ଚଲ୍ୟ, ପାରିବାରିକ କଳହରୁ ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

କେନ୍ଦୁଝର,୧୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଟାଉନ୍‌ ଥାନା ଅନ୍ତର୍ଗତ ଜାମୁଡ଼ିହା ଗ୍ରାମରେ ବିଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ୱାମୀଙ୍କ ଆକ୍ରମଣରେ ସ୍ତ୍ରୀଙ୍କ ମୃତ୍ୟୁ ଘଟଣା ଚାଞ୍ଚଲ୍ୟ ଖେଳିଯାଇଛି। ପାରିବାରିକ କଳହରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ପୋଲିସ…

ଦୁର୍ଦ୍ଦାନ୍ତ ଅପରାଧୀ ପ୍ରଭାତ ମଲିକଙ୍କୁ କେନ୍ଦୁଝରରେ ଏନକାଉଣ୍ଟର, ପୋଲିସକୁ ଆକ୍ରମଣ କରିବାକୁ ଚେଷ୍ଟା…

କେନ୍ଦୁଝର,୧୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ମହୁଲଡ଼ିହା ଜଙ୍ଗଲ ନିକଟରେ ଏନକାଉଣ୍ଟର ହୋଇଛି । ଆଜି(ମଙ୍ଗବାର) ସଦର ଥାନା ପୋଲିସ ଏକ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଛି । ତାଙ୍କ ନାମ ପ୍ରଭାତ ମଲିକ ଏବଂ ଘର ଗମ୍ଭାରିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?