କେନ୍ଦୁଝର

ଯୁବତୀଙ୍କ ଝୁଲନ୍ତା ମୃତଦେହ ଜବତ

ବଡ଼ବିଲ,୧୯ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ସାନ୍ତବାହାଳ ଗ୍ରାମର ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହକୁ ହାୟାରପୁର ଗ୍ରାମ ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଜବତ ହୋଇ ଶନିବାର ବ୍ୟବଚ୍ଛେଦ କରାଯାଇଛି। ଏନେଇ ପୋଲିସ କେସ୍‌ ୨୮୪/୨୨ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିବା ବେଳେ…

ଭଙ୍ଗା ଘରେ ଚାଲିଛି ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ

ଚମ୍ପୁଆ,୧୯ା୧୧(ଡି.ଏନ.ଏ): ସରକାରୀ ସ୍ତରରେ ଶିକ୍ଷାକୁ ପ୍ରାଥମିକତା ଦିଆଯାଉଛି। ସରକାର ୫-ଟି ଯୋଜନାରେ ବିଦ୍ୟାଳୟର ଉନ୍ନତି ସାଙ୍ଗକୁ ଛାତ୍ରୀଛାତ୍ରଙ୍କ ପାଇଁ ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି। ମାତ୍ର ଚମ୍ପୁଆ ବ୍ଲକ୍‌ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଭଙ୍ଗା ଘରେ ଚାଲିଛି। ସିଲିଂ ଭାଙ୍ଗି ଝୁଲି ରହିଥିବା…

ଭାରିଯାନ ଚଳାଚଳରେ ରୋକ୍‌

ଆନନ୍ଦପୁର,୧୯।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ସେତୁ ଉପରେ ଭାରିଯାନ ଚଳାଚଳ ଉପରେ ରୋକ୍‌ ଲାଗିଛି। ଘଟଗାଁସ୍ଥିତ ରାସ୍ତା ଓ ଗୃହ ନିର୍ମାଣ ବିଭାଗ ସୁପରିଣ୍ଟେଣ୍ଡେଣ୍ଡ ଅଫ ଇଞ୍ଜିନିୟର୍‌ଙ୍କ ଚିଠି ନଂ. ୬୭୮୦/୧୪ ନଭେମ୍ବର ୨୦୨୨ରେ ଏ ଦିଗରେ ପଦକ୍ଷେପ ଗ୍ରହଣ…

ପୌରପାଳିକା ପକ୍ଷରୁ ଜବରଦଖଲ ଉଚ୍ଛେଦ

କେନ୍ଦୁଝର,୧୮ା୧୧(ସ୍ବ.ପ୍ର.): କେନ୍ଦୁଝର ସହରର କୃଷି ବିଭାଗ ପୋଖରୀ ନିକଟ ମାଧପୁରଠାରେ କେନ୍ଦୁଝରଗଡ଼ ପୌରପାଳିକା ପକ୍ଷରୁ ଶୁକ୍ରବାର ଜବରଦଖଲ ଉଚ୍ଛେଦ କରାଯାଇଛି। ପୋଲିସ ଉପସ୍ଥିତିରେ ଜେସିବି ମେସିନ ସହାୟତାରେ ଉକ୍ତ ସ୍ଥାନଟି ଖାଲି କରାଯାଇଛି। ଉକ୍ତ ସ୍ଥାନରେ ଉଦ୍ୟାନ ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ…

ଖଣି ଅଞ୍ଚଳ ଏବେ ଶସ୍ୟଶ୍ୟାମଳା

ଯୋଡ଼ା,୧୮ା୧୧(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଯୋଡ଼ା ଖଣି ଅଞ୍ଚଳ, ଭୌଗୋଳିକ ଦୃଷ୍ଟିକୋଣରୁ ବଣ ପାହାଡ଼ ଘେରା ଏହି ଅଞ୍ଚଳରେ ରାଜ୍ୟର ଅନେକ ଛୋଟ ବଡ଼ ଲୁହାପଥର ଖଣି ରହିଛି। ଏଠାକାର ମାଟି ପଥୁରିଆ ହୋଇଥିବାରୁ ଚାଷ କରିବା ଏତେ ସହଜ ହୋଇ ନ…

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଜଣେ ମୃତ

ଆନନ୍ଦପୁର,୧୭।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ୫୩ ନଂ ରାଜ୍ୟ ରାଜପଥ ଆନନ୍ଦପୁର ଥାନା ଅଧୀନ ଶାଳବଣି ଛକ ନିକଟରେ ଗୁରୁବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ…

ନାବାଳିକା ଅପହରଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୧୭।୧୧(ସ୍ବ.ପ୍ର.): ନାବାଳିକା ଅପହରଣ ମାମଲାରେ କେନ୍ଦୁଝର ଜିଲା ଆନନ୍ଦପୁର ପୋଲିସ ଚଢାଉ କରି ଅଭିଯୁକ୍ତକୁ ଗିରଫ କରିଛିି। ଗିରଫ ଅଭିଯୁକ୍ତ ଜଣକ ହେଲେ ଭଦ୍ରକ ଜିଲା ଚାନ୍ଦବାଲି ଅଞ୍ଚଳର ଏସ.କେ.ଫଜଲ୍‌। ତାଙ୍କୁ ବୁଧବାର ଗିରଫ କରାଯାଇ ଗୁରୁବାର କୋର୍ଟ ଚାଲାଣ କରାଯାଇଛି।…

୭ରୁ କେନ୍ଦୁଝରରେ ଧାନ ସଂଗ୍ରହ

କେନ୍ଦୁଝର,୧୭ା୧୧(ଡି.ଏନ୍‌.ଏ): କେନ୍ଦୁଝର ଜିଲାରେ ୨୦୨୨-୨୩ ଖରିଫ ବର୍ଷର ଏଫ୍‌.ଏ.କ୍ୟୁ. ମାନର ଧାନ ସଂଗ୍ରହ ନିମନ୍ତେ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟିର ବୈଠକ ବୁଧବାର ଦରବାର ହଲ୍‌ରେ ଅନୁଷ୍ଠିତ ହୋଇଯାଇଛି। ଆଗାମୀ ଡିସେମ୍ବର ୭ ତାରିଖରୁ କେନ୍ଦୁଝର ଓ ଚମ୍ପୁଆ ସବ୍‌ଡିଭିଜନ୍‌, ଡିସେମ୍ବର…

ହାଇଓ୍ବା ଧକ୍କାରେ ସୁରକ୍ଷାକର୍ମୀଙ୍କ ଜୀବନ ଗଲା

ବଡ଼ବିଲ,୧୬ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଲାଣି ଓ ବଡ଼ବିଲ ଥାନା ସୀମା ମନ୍ଦିର ହଟିଂ ଛକ ନିକଟ ଆମ୍ବବାଗାନଠାରେ ବୁଧବାର ଏକ ୧୬ ଚକିଆ ହାଇଓ୍ବା ଟ୍ରକ୍‌ ଜଣେ ବ୍ୟକ୍ତିଙ୍କୁ ଧକ୍କାଦେଇ ଫେରାର ହୋଇଯାଇଛି। ଘଟଣାସ୍ଥଳରେ ବ୍ୟକ୍ତି ଜଣକଙ୍କର ମୃତ୍ୟୁ ଘଟିଛି। ଉକ୍ତ…

ଯନ୍ତ୍ରୀଙ୍କୁ ମାଡ଼ ମାରି ପୂର୍ବତନ ସରପଞ୍ଚ ଗିରଫ

ଆନନ୍ଦପୁର,୧୬ା୧୧(ସ୍ବ.ପ୍ର.): ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ବିଦ୍ୟୁତ୍‌ ସେକ୍ସନ ଦାୟିତ୍ୱରେ ଥିବା କନିଷ୍ଠ ଯନ୍ତ୍ରୀ ରାକେଶ ପଲଙ୍କୁ ମାଡ଼ ମାରିବା ଘଟଣାକୁ ନେଇ ଥାନାରେ ଏକ ମାମଲା ରୁଜୁ ହୋଇଛି। କନିଷ୍ଠ ଯନ୍ତ୍ରୀଙ୍କ ଅଭିଯୋଗକୁ ଆଧାର କରି ରାମଚନ୍ଦ୍ରପୁର ଥାନା କେସ୍‌ ନଂ…

‘କଂଗ୍ରେସ କ୍ଷମତାକୁ ଆସିଲେ କେନ୍ଦୁଝରରେ ଇସ୍ପାତ କାରଖାନା ହେବ’

କେନ୍ଦୁଝର,୧୬ା୧୧(ଡି.ଏନ୍‌.ଏ/ସ୍ବ.ପ୍ର): କ୍ରମାଗତ ଭାବେ ଶାସନରେ ଥିବା ସରକାର କେନ୍ଦୁଝର ଜିଲାକୁ ଅବହେଳା କରି ଆସୁଛନ୍ତି। ସ୍ଥାନୀୟ ବେକାର ଯୁବତୀ, ଯୁବକଙ୍କ ନିକଟରେ ନିଯୁକ୍ତି ନାହିଁ। ଓଡ଼ିଶାର ବିକାଶ ପାଇଁ କଂଗ୍ରେସ ହିଁ ଏକମାତ୍ର ବିକଳ୍ପ। କଂଗ୍ରେସ କ୍ଷମତାକୁ ଆସିଲେ କେନ୍ଦୁଝରଠାରେ ଏକ…

ବେପାରୀଙ୍କ କବ୍‌ଜାରେ ହଳଦୀପତ୍ର

କେନ୍ଦୁଝର,୧୬।୧୧: ଓଡ଼ିଆ ଘରେ ବାର ମାସରେ ତେର ପର୍ବ। ବିଭିନ୍ନ ପର୍ବରେ ଘରେ ପିଠାପଣାରେ ମହକି ଉଠେ। ଓଡ଼ିଆଣୀ ଘରେ ବିଭିନ୍ନ ପ୍ରକାରର ପିଠା ମଧ୍ୟରୁ ଏଣ୍ଡୁରି ପିଠା ନିଆରା। ଏଣୁ ପ୍ରଥମାଷ୍ଟମୀ ଆସିଲେ ଓଡ଼ିଆ ଘରେ ହଳଦୀପତ୍ର ଖୋଜା ପଡ଼େ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?