କେନ୍ଦୁଝର

କେନ୍ଦୁଝର ଗସ୍ତରେ ମୁଖ୍ୟ ଶାସନ ସଚିବ, ୫ଟି ସଚିବ

ବଡ଼ବିଲ,୨୪।୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଗସ୍ତରେ ଶୁକ୍ରବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ୫ଟି ସଚିବ ଭି.କେ. ପାଣ୍ଡିଆନ ଏବଂ ଜଳସମ୍ପଦ ବିଭାଗର ଅତିରିକ୍ତ ପ୍ରମୁଖ ସଚିବ ଅନୁ ଗର୍ଗ ଯାଇଛନ୍ତିି। ସକାଳେ ଚମ୍ପୁଆ, ଚିମଳାଠାରେ ନିର୍ମିତ ଅସ୍ଥାୟୀ ହେଲିପ୍ୟାଡରେ…

କାଳବୈଶାଖୀରେ ଉଡ଼ିଗଲା ହଷ୍ଟେଲ ଛପର

ପାଟଣା/ଢେଙ୍କିକୋଟ, ୨୨।୪(ସ୍ବ.ପ୍ର./ଡି.ଏନ.ଏ.) କେନ୍ଦୁଝର ଜିଲା ପାଟଣା ଓ ଢେଙ୍କିକୋଟ ଅଞ୍ଚଳରେ ଗୁରୁବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି। ଝଡ଼ବର୍ଷା ସାଙ୍ଗକୁ ପବନରେ ପାଟଣା ବ୍ଲକରେ ବାଉଁଶୁଳି ନୋଡାଲ ଉଚ୍ଚ ବିଦ୍ୟାଳୟ ଛାତ୍ରାବାସର ଆଜବେଷ୍ଟସ ଛପର ଉଡ଼ିଯାଇଛି। ଛାତ୍ରାବାସରେ ଥିବା ୨୨…

ଅଟୋକୁ ଧକ୍କା ଦେଲା ହାଇଓ୍ବା: ୩ ମୃତ, ଜଣେ ଗୁରୁତର

ଆନନ୍ଦପୁର,୨୧।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ କୋଡ଼ପଡ଼ା ଛକ ନିକଟରେ ଗୁରୁବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଚିପ୍ସ ବୋଝେଇ ହାଇଓ୍ବା ଏକ ଯାତ୍ରୀବାହୀ ଅଟୋକୁ ଧକ୍କା ଦେବା ଫଳରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏହା…

ଦୁର୍ଘଟଣାଗ୍ରସ୍ତଙ୍କୁ ନିଜ ଗାଡିରେ ଆଣି ମାନବିକତା ଦେଖାଇଲେ ବିଡିଓ

ଚମ୍ପୁଆ, ୨୧।୪(ଡି.ଏନ୍‌.ଏ.): ଅଫିସ କାର୍ଯ୍ୟରେ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତଙ୍କୁ ନିଜ ଗାଡିରେ ଆଣି ମାନବିକତାର ନିଦର୍ଶନ ଦେଖାଇଛନ୍ତି ଚମ୍ପୁଆ ବିଡିଓ ଜ୍ୟୋତ୍ସ୍ନା ନାଏକ। ଖୁବ୍‌କମ୍‌ ଦିନ ଭିତରେ ଚମ୍ପୁଆ ବ୍ଲକର ଦାୟିତ୍ୱ ନେଇଥିବା ଜ୍ୟୋତ୍ସ୍ନାଙ୍କ ମାନବିକତା ପାଇଁ ତାଙ୍କୁ ଜନସାଧାରଣ ସାଧୁବାଦ…

ବୈତରଣୀରୁ ବାଲି ଚୋରାଚାଲାଣ

କେନ୍ଦୁଝର,୨୦ା୪(ସ୍ବ.ପ୍ର.): ପାଟଣା ଓ ସାହାରପଡ଼ା ତହସିଲ ଅଞ୍ଚଳ ଦେଇଯାଇଥିବା ବୈତରଣୀ ନଦୀପଠାରୁ ବେଆଇନ ଭାବରେ ବାଲି ଚୋରାଚାଲାଣ ଚାଲିଥିବା ଜଣାପଡ଼ିଛି। ଏବେ ମଧ୍ୟ କିଆପଡ଼ା ଓ ପାଟନାଳି ଗ୍ରାମ ନିକଟରେ ବହୁ ପରିମାଣରେ ବାଲି ଗଛିତ ରହିଛି। ଏନେଇ ଧରପଗଡ଼ କରି…

କୁକୁଡ଼ା ଫାର୍ମରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ

ହାଟଡିହୀ,୨୦ା୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ନନ୍ଦିପଦା ଥାନା ବଡ଼ରମ୍ପାସ ଗ୍ରାମଠାରୁ ଅନତି ଦୂରରେ ଅବସ୍ଥିତ କେନାଲ ନିକଟ ଏକ କୁକୁଡ଼ା ଫାର୍ମରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଜବତ ହୋଇଛି l ମୃତକଙ୍କ ବୟସ ପ୍ରାୟ ୩୦ ବର୍ଷ ହେବ ବୋଲି ଅନୁମାନ…

ବଡ଼ବିଲରେ ଫାଙ୍କା ଗୁଳିଚାଳନା: ୨.୭ ଲକ୍ଷ ଟଙ୍କା ଲୁଟି ଦୁର୍ବୃତ୍ତ ଫେରାର

ବଡବିଲ,୧୮।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଠାକୁରାଣୀସ୍ଥିତ ଲୌହ ଖଣିର ମୁଖ୍ୟ ଫାଟକ ନିକଟରେ ଥିବା ଏକ ଖଣିଜ ପରିବହନକାରୀ ସଂସ୍ଥାର ଅସ୍ଥାୟୀ କାର୍ଯ୍ୟାଳୟରୁ ସୋମବାର ପୂର୍ବାହ୍ନରେ ଲୁଟ୍‌ ହୋଇଛି। ସୂଚନାନୁଯାୟୀ, ପୂର୍ବାହ୍ନରେ ଏକ କଳାରଙ୍ଗର ବାଇକ୍‌ରେ ୩ ଜଣ ଦୁର୍ବୃତ୍ତ…

କମିଶନଙ୍କଠାରେ ହାଜର ହେବେ କେନ୍ଦୁଝର ଜିଲାପାଳ

କେନ୍ଦୁଝର,୧୮।୪(ସ୍ବ.ପ୍ର.), ୧୮।୪: ଜାତୀୟ ଜନଜାତି କମିଶନଙ୍କଠାରେ କେନ୍ଦୁଝର ଜିଲାପାଳ ଆଶିଷ ଠାକରେ ମଙ୍ଗଳବାର ମଧ୍ୟାହ୍ନ ୧୨ଟାରେ ହାଜର ହେବେ। ତେବେ ଜିଲାପାଳଙ୍କୁ ହାଜର କରାଇବାକୁ ପୋଲିସ ଡିଜି ଆଇଜି ଅମିତେନ୍ଦ୍ର ନାଥ ସିହ୍ନାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, କେନ୍ଦୁଝର ଆଦିବାସୀ ସଂଗଠନ…

ସହରରେ କୁଲିଆରି ଶାଗର ପସରା

କେନ୍ଦୁଝର, ୧୮।୪ (ସ୍ବ.ପ୍ର.): ଖରା ଦିନରେ ପତ୍ରଛଡା ପରେ ନୂଆପତ୍ର କଅଁଳିଥାଏ। ସେପରି କୁଲିଆରି ଗଛରେ ମଧ୍ୟ ଏହି ସମୟରେ ପତ୍ର କଅଁଳିଥାଏ। ଏହି କଅଁଳିଆ ପତ୍ରକୁ ଶାଗ ଭାବରେ ସମସ୍ତେ ଖାଇଥାନ୍ତି। ବଣପାହାଡ଼ରେ ପ୍ରାକୃତିକ ପରିବେଶରେ କୁଲିଆରି ଗଛ ଉଠିଥାଏ। ଏହି…

କେନ୍ଦୁ ଦେଉଛି ଜୀବିକା

କେନ୍ଦୁଝର, ୧୮।୪: କେନ୍ଦୁଝର ଜିଲାର ବନବାସୀଙ୍କୁ ପ୍ରକୃତି ଦେଇଛି ବଞ୍ଚିବାର ବହୁ ସାଧନ। ଜଙ୍ଗଲଜାତ ଦ୍ରବ୍ୟ ସାଙ୍ଗକୁ ଫଳମୂଳ ଆଦି ସଂଗ୍ରହ କରି ନିଜେ ଖାଇଥାନ୍ତି ଏବଂ ବଳକା ହାଟ ବଜାରରେ ବିକି ତେଲ ଲୁଣ କିଣି ପରିବାର ଗୁଜୁରାଣ ଚଳାଇଥାନ୍ତି ା…

ଯୋଡ଼ାରେ ଗୋଷ୍ଠୀ ସଂଘର୍ଷ ଘଟଣା: ଗିରଫ ସଂଖ୍ୟା ୧୩କୁ ବୃଦ୍ଧି

ଯୋଡ଼ା, ୧୮।୪(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରରେ ରାମନବମୀରେ ଝଣ୍ଡା ସ୍ଥାପନକୁ ନେଇ ହୋଇଥିବା ଗୋଷ୍ଠୀ ସଂଘର୍ଷ ମାମଲାରେ ପୋଲିସ ଉଭୟ ସମ୍ପ୍ରଦାୟର ଆଉ ଦୁଇ ଅଭିଯକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସୂଚନା ଅନୁଯାୟୀ ମାମଲା (ନଂ.୬୫/୨୨) ରୁଜୁ…

ଓଏସ୍‌ଏପି ବାଟାଲିୟନ ଅଫିସ ଏବେ ଭୂତକୋଠି

କେନ୍ଦୁଝର, ୧୮।୪ (ସ୍ବ.ପ୍ର.): କେନ୍ଦୁଝର ପୁରୁଣା ସହରରେ ଥିବା ପୋଲିସ ବିଭାଗର ଓଏସ୍‌ଏପି ୨ୟ ବାଟାଲିୟନ ଅଫିସ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଜିଲାର ସୁରକ୍ଷା ପାଇଁ ଏଠାରେ ବହୁ ସଂଖ୍ୟାରେ ସୁରକ୍ଷାବଳ ରହୁଥିଲେ। ଦୀର୍ଘ ବହୁ ବର୍ଷ ହେଲା ଏହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri