କେନ୍ଦୁଝର

ଜନବସତି ନିକଟରେ ଖଣି ଷ୍ଟକ୍‌ୟାର୍ଡକୁ ବିରୋଧ

କେନ୍ଦୁଝର,୧୨।୧୧(ସ୍ବ.ପ୍ର.): ପଲ୍ଲୀସଭା ନ କରି, ବିନା ପ୍ରଦୂଷଣ ଅନୁମୋତିରେ ବାଂଶପାଳ ବ୍ଲକ୍‌ ତଳକଇଁସାରୀ ଗ୍ରାମରେ ଲୁହାପଥର ଷ୍ଟକ୍‌ୟାର୍ଡ ନିର୍ମାଣ ହେଉଛି। ଉକ୍ତ ସ୍ଥାନରୁ ଗଛ କଟାଯିବା ସହ ପଥର ତଡ଼ା ଯାଉଛି। ଏଥିସହ ଷ୍ଟକ୍‌ୟାର୍ଡ ହେବା ଫଳରେ ଅଞ୍ଚଳରେ ଚାଷ କ୍ଷତିଗ୍ରସ୍ତ…

ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ, ବାଇକ୍‌ ଆରୋହୀ ମୃତ

କେନ୍ଦୁଝର,୧୦ା୧୧(ସ୍ବ.ପ୍ର.): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ୨୦ନମ୍ବର ଜାତୀୟ ରାଜପଥ ରାଇସୁଆଁ ଜିଟି ପେଟ୍ରୋଲ ପମ୍ପ ନିକଟରେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ। ଫଳରେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ହେଲେ ମହାଦେଇଯୋଡା ପଞ୍ଚାୟତ ଟିକରପଡା…

ଜନବସତିରେ ମାତାଲ ହାତୀଙ୍କ ଉତ୍ପାତ

ପାଟଣା,୧୦ା୧୧(ସ୍ବ.ପ୍ର.):କେନ୍ଦୁଝର ଜିଲା ପାଟଣା ରେଞ୍ଜ୍‌ରେ ବୁଲୁଥିବା ୨୪ ଟିକିଆ ଝାଡ଼ଖଣ୍ଡୀ ହାତୀପଲ ଜନବସତିମୁହଁା ହୋଇଛନ୍ତି। ଗତ ମଙ୍ଗଳବାର ଅପରାହ୍ନରେ ହାତୀ ମାତାଲ ହୋଇ କାଜୁ ଜଙ୍ଗଲରେ ପଡ଼ିଥିବା ବେଳେ ରାତିରେ ବିଷ୍ଣୁପୁର ଗାଁରେ ପଶି ଉତ୍ପାତ କରିଛନ୍ତି। ଏକ କଦଳୀ ବଗିଚାକୁ…

ଗୋଟେ ପଟେ ହାତୀ ଆତଙ୍କ, ଆଉ ଗୋଟେ ପଟେ ଜଳକ୍ରୀଡ଼ା ଦେଖିବାକୁ ଲୋକେ ଉତ୍ସାହିତ

କେନ୍ଦୁଝର,୯ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ହାତୀ ଉପଦ୍ରବ ବୃଦ୍ଧି ପାଉଥିବା ବେଳେ ବନ ବିଭାଗ ଲୋକଙ୍କ ଧନଜୀବନର ସୁରକ୍ଷା କରିବାରେ ବିଫଳ ହେଉଛି। ଅନ୍ୟପକ୍ଷରେ ହାତୀ ଉପଦ୍ରବ ବଢୁଥିବାରୁ ଲୋକମାନେ ଭୟ ଆତଙ୍କ ମଧ୍ୟରେ ରହୁଥିବା ବେଳେ ତେଣେ ହାତୀପଲ ଦେଖିବାକୁ ଲୋକଙ୍କ…

ରାଜସ୍ବ ଗ୍ରାମ ମାନ୍ୟତା ମିଳୁ ନ ଥିବାରୁ ଅସନ୍ତୋଷ

କେନ୍ଦୁଝର,୯ା୧୧(ସ୍ବ.ପ୍ର.): ଜଙ୍ଗଲ ଜମି ଅଧିକାର ଆଇନ ୨୦୦୬ରେ ପ୍ରାବଧାନ ଥିବା ସତ୍ତ୍ୱେ ବଣଜଙ୍ଗଲ ଘେରା ଅଞ୍ଚଳରେ ରହୁଥିବା ପୁରାତନ ବସ୍ତି ଓ ଗ୍ରାମଗୁଡ଼ିକୁ ରାଜସ୍ବ ଗ୍ରାମର ମାନ୍ୟତା ମିଳୁ ନ ଥିବାରୁ ଅସନ୍ତୋଷ ଦେଖାଦେଇଛି। ବାରମ୍ବାର ଗ୍ରାମସଭାରେ ନିଷ୍ପତ୍ତି ହୋଇ ପ୍ରଶାସନ…

୨୭ କ୍ରୋମାଇଟ ଭର୍ତ୍ତି ଗାଡ଼ି ଅଟକ

ଆନନ୍ଦପୁର,୯ା୧୧(ସ୍ବ.ପ୍ର.): ଆନନ୍ଦପୁର ପୋଲିସ ଦ୍ୱାରା ୨୭ଟି କ୍ରୋମାଇଟ୍‌ ଭର୍ତ୍ତି ୬ ଚକିଆ ଯାନ ଅଟକ ରଖାଯାଇଛି। ଗାଡ଼ିଗୁଡ଼ିକ ମଙ୍ଗଳବାର ବିଳମ୍ବିତ ରାତିରେ କାଳିଆପାଣି ଅଞ୍ଚଳରୁ କ୍ରୋମାଇଟ୍‌ ଧରି ସୋସୋସ୍ଥିତ ମହାରାଜା ମିନେରାଲସ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ନିକଟକୁ ଆସୁଥିବା ସମୟରେ ଆନନ୍ଦପୁର କଲେଜ…

ମନ୍ଦିର ଯିବା ବେଳେ ଦୁର୍ଘଟଣା: ସ୍ବାମୀଙ୍କ ଜୀବନ ଗଲା, ସ୍ତ୍ରୀ, ଝିଅ ଗୁରୁତର

କେନ୍ଦୁଝର,୯ା୧୧(ସ୍ବ.ପ୍ର.): ଝୁମ୍ପୁରା ଥାନା ଅନ୍ତର୍ଗତ ଘଣ୍ଟିପଶି ଗ୍ରାମ ମୁଣ୍ଡାସାହି ନିକଟସ୍ଥ ଏକ ବୁଲାଣି ରାସ୍ତାରେ ଡାଲା ଅଟୋ ଓ ବାଇକ୍‌ ଧକ୍କା ହେବା ଫଳରେ ସ୍ବାମୀଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ-ଝିଅ ଗୁରୁତର ଅବସ୍ଥାରେ ଚମ୍ପୁଆ ଉପଖଣ୍ଡ ଡାକ୍ତରଖାନାରେ ଚିକିତ୍ସିତ ଥିବା…

କାଜୁ ବଗିଚାରୁ ମିଳିଲା ମହିଳାଙ୍କ ଝୁଲନ୍ତା ମୃତଦେହ

ପାଟଣା,୯ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଶବରଣୀ ବେଡ଼ା କାଜୁ ବଗିଚାରୁ ବୁଧବାର ଜଣେ ୩୭ ବର୍ଷୀୟା ମହିଳାଙ୍କ ଝୁଲନ୍ତା ମୃତଦେହକୁ ସାହାରପଡ଼ା ଫାଣ୍ଡି ଏଏସ୍‌ଆଇ ଶିବ ପ୍ରସାଦ ଆଇଚ ଜବତ କରିଛନ୍ତି। ମୃତକ ଜଣକ ହେଉଛନ୍ତି ଉକ୍ତ ଗ୍ରାମର କାଶୀନାଥ…

ମହୁଲି ପିଇ ହାତୀ ମାତାଲ

ପାଟଣା, ୯ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଞ୍ଚଳରେ ରନ୍ଧା ମହୁଲି ମଦ ପୋଚ ପିଇ ୨ ହାତୀ ମାତାଲ ହେବା ଚର୍ଚ୍ଚାର ବିଷୟ ହୋଇଛି। ଏହି ଅଞ୍ଚଳରେ ୩ ଦିନ ହେବ ୨୪ ଟିକିଆ ଝାଡ଼ଖଣ୍ଡୀ ହାତୀପଲ ଉତ୍ପାତ ଚଳାଇଛନ୍ତି।…

ଦୀର୍ଘ ୬ ବର୍ଷ ପରେ ଘରକୁ ଫେରିଲେ ନିଖୋଜ ପୁଅ

ଆନନ୍ଦପୁର,୮।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରପରିଷଦ ୧୨ ନଂ ଓାର୍ଡ଼ ଶାଳପଡା ନୂଆ କଲୋନୀ ସାହିର ସୁରେଶ ସ୍ବାଇଁ ଓ ପ୍ରମିଳା ସ୍ବାଇଁଙ୍କ ନିଖୋଜ ପୁଅ ପିଣ୍ଟୁ ଗତ ୬ ବର୍ଷ ପରେ ଘରକୁ ଫେରିଛନ୍ତି। ସୂଚନାଯୋଗ୍ୟ, ଗତ ୪.୧୧.୨୦୧୬ରେ ପିଣ୍ଟୁ…

କାର୍ତ୍ତିକ ପୂର୍ଣ୍ଣିମାରେ ବୋଇତ ନିର୍ମାଣ କଳା ପ୍ରତିଯୋଗିତା

ବଡ଼ବିଲ,୮।୧୧(ସ୍ବ.ପ୍ର.): ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେନ୍ଦୁଝର ଜିଲା ବଡ଼ବିଲସ୍ଥିତ କାରୁବାକୀଠାରେ ବୋଇତ ନିର୍ମାଣ କଳା ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। ଏହି ପ୍ରତିଯୋଗିତାରେ ଆକର୍ଷଣୀୟ ବୋଇତ ନିର୍ମାଣ କରି ଅର୍ପିତା ନାଏକ ପ୍ରଥମ, ଋତୁପର୍ଣ୍ଣା ମହାନ୍ତି ଦ୍ୱିତୀୟ ଏବଂ ତନିଷା ପତି…

ବୈତରଣୀରେ ବୁଡ଼ ପକାଇଲେ ଶ୍ରଦ୍ଧାଳୁ

ପାଟଣା,୮।୧୧(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉତ୍ସବ ପାଇଁ ସୋମବାର ରାତ୍ରି ୨ଟାରୁ ପାଟଣାର ପାପନାଶିନୀ ବୈତରଣୀ ନଦୀର ପରମେଶ୍ୱର ଶିବ ମନ୍ଦିର ସଂଲଗ୍ନ ଅନସୂୟା ଘାଟ ଓ ରାଜନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?