କେନ୍ଦୁଝର

ସଙ୍କଟରେ ପଟିଠାକୁର ପରମ୍ପରା

କେନ୍ଦୁଝର,୧୫।୪ ପଣାସଂକ୍ରାନ୍ତି ଅବସରରେ କେନ୍ଦୁଝର ଜିଲାର ଅନ୍ୟତମ ପୁରାତନ ଓ ଅନନ୍ୟ ପରମ୍ପରା ପଟି ଠାକୁର ପରିକ୍ରମା ଉତ୍ସବ ଆରମ୍ଭ ହୋଇଛି। ଗ୍ରାମବାସୀମାନେ ଏକ ପଟି ବା ମଶିିଣାରେ ବିଭିନ୍ନ ଦେବାଦେବୀ, ପଶୁପକ୍ଷୀ, ଯୋଗୀନୀଙ୍କ ରଙ୍ଗବେରଙ୍ଗ ଚିତ୍ର ଆଙ୍କି ଗଁାଗଁା ଓ…

ପୋଲିସ ଛାଉଣୀରେ ଲାଗିଲା ଝଣ୍ଡା

ଯୋଡ଼ା,୧୫।୪ (ଡି.ଏନ.ଏ.) କେନ୍ଦୁଝର ଜିଲା ଯୋଡ଼ା ସହରରେ ଗତ ସୋମବାର ରାମନବମୀରେ ଝଣ୍ଡା ଲଗାଇବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ହୋଇଥିବା ସୃଷ୍ଟି ହୋଇଥିବା ବିବାଦ ୩ଦିନ ପରେ ହନୁମାନ ଜୟନ୍ତୀ ତଥା ପଣାସଂକ୍ରାନ୍ତିରେ ଅବସାନ ଘଟିଛି। ଗୁରୁବାର ପଣାସଂକ୍ରାନ୍ତି ଦିନ…

ଚଇତି ଯାତ୍ରାରେ ଲକ୍ଷାଧିକ ଶ୍ରଦ୍ଧାଳୁ

ଢେଙ୍କିକୋଟ, ୧୫।୪ (ଡି.ଏନ.ଏ.) କେନ୍ଦୁଝର ଜିଲା ଘଟଗାଁ ମା’ତାରିଣୀ ପୀଠ ସାରା ଜଗତରେ ଜଣାଶୁଣା। ପ୍ରତିବର୍ଷ ପଣା ସଂକ୍ରାନ୍ତି ଅବସରରେ ମା’ଙ୍କ ପ୍ରସିଦ୍ଧ ଚଇତି ପର୍ବ ଦୀର୍ଘ ସାତ ଦିନ ଧରି ଧୁମଧାମରେ ପାଳନ କରାଯାଇଛି। ଚଳିତ ମାସ ୯ ତାରିଖରୁ…

ଚଇତି ପର୍ବ: ମା’ଙ୍କ ସୁନା ବେଶ ଦର୍ଶନ ପାଇଁ ଘଟଗାଁରେ ଭିଡ଼

କେନ୍ଦୁଝର,୧୪।୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଘଟଗାଁବାସିନୀ ମା’ ତାରିଣୀଙ୍କ ଆବିର୍ଭାବ ଚଇତି ପର୍ବ ନିନ ହୋଇଥିଲା। ତେଣୁ ୯ ତାରିଖରୁ ବିଷୁବ ସଂକ୍ରାନ୍ତି ପର୍ଯ୍ୟନ୍ତ ମା’ଙ୍କ ଜନ୍ମ ଦିନ ଜାକଜମକରେ ପାଳନ କରାଯାଉଛି। ଏହି ଦିନ ମା’ଙ୍କୁ ଦର୍ଶନ କଲେ ମନସ୍କାମନା ପୂରଣ…

ଖୋଲିପାରୁନି ଜଳଛତ୍ର

କେନ୍ଦୁଝର, ୧୪।୪ (ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଗ୍ରୀଷ୍ମ ପ୍ରବାହ ଯୋଗୁ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡୁଛନ୍ତି। ତାପାମାତ୍ରା ପାଖାପାଖି ୩୮ ଡିଗ୍ରୀ ଉପରେ ରହୁଥିବାରୁ ଘରୁ ବାହାରିବା କଷ୍ଟକର ହୋଇପଡୁଛି। ଅଂଶୁଘାତ ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ସଚେତନତା ସୃଷ୍ଟି କରାଯାଉଛି। ଦିନରେ…

କେନ୍ଦୁଝର ଜିଲାପାଳଙ୍କ ନାଁରେ ଆରେଷ୍ଟ ଓ୍ବାରେଣ୍ଟ

କେନ୍ଦୁଝର,୧୨।୪(ସ୍ବ.ପ୍ର.): କେନ୍ଦୁଝର ଜିଲାପାଳ ଆଶିଷ ଠାକରେଙ୍କ ନାଁରେ ଆରେଷ୍ଟ ଓ୍ବାରେଣ୍ଟ ଜାରି ହୋଇଛି। ଜାତୀୟ ଅନୁସୂଚିତ ଜନଜାତି କମିଶନ ପକ୍ଷରୁ ଏହି ଓ୍ବାରେଣ୍ଟ ଅଫ ଆରେଷ୍ଟ ଜାରି କରାଯାଇଛି। ତେବେ ତାଙ୍କୁ ଗିରଫ କରି ନୂଆଦିଲ୍ଲୀ ସ୍ଥିତ କମିଶନଙ୍କ କାର୍ଯ୍ୟାଳୟରେ ହାଜର…

ଯୋଡ଼ାରେ ୨ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା: ଜିଲାରେ ଇଣ୍ଟରନେଟ ସେବା ବନ୍ଦ

ଯୋଡ଼ା, ୧୧।୪ (ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ାରେ ୨ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା ଯୋଗୁ ସମଗ୍ର ଜିଲାରେ ଇଣ୍ଟରନେଟ ସେବାକୁ ବନ୍ଦ କରିଦିଆଯାଇଛି । ଏବେ ସ୍ଥିତି ନିୟନ୍ତ୍ରଣାଧୀନ ରହିଛି । ପ୍ରଶାସନର ମଧ୍ୟସ୍ଥତା ପରେ ସ୍ଥିତିରେ ସୁଧାର ଆସିଥିଲେ ମଧ୍ୟ…

ସୂର୍ଯ୍ୟମୁଖୀ ଚାଷୀଙ୍କୁ ମିଳୁନି ପ୍ରୋତ୍ସାହନ

କେନ୍ଦୁଝର, ୧୨ା୪ ରାଜ୍ୟ ସରକାର କୃଷି ଓ କୃଷକର ବିକାଶ ନିମନ୍ତେ ଯୋଜନା ପରେ ଯୋଜନା ପ୍ରଣୟନ କରି କୋଟି କୋଟି ଟଙ୍କାର ଅର୍ଥ ଖର୍ଚ୍ଚ କରିବାରେ ଲାଗିଛନ୍ତି। ହେଲେ ସଂପୃକ୍ତ ସରକାରୀ କଳର ଇଚ୍ଛାଶକ୍ତିର ଅଭାବ ଯୋଗୁ ଜିଲାରେ କୃଷି…

ଲାଗୁନି ସୂଚନା ଫଳକ

କେନ୍ଦୁଝର, ୧୨ା୪ (ସ୍ବ.ପ୍ର.) ସଦର ବ୍ଲକ ନେଲୁଙ୍ଗ ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ନବ ନିର୍ମିତ ଶ୍ରେଣୀ ଗୃହ ନିର୍ମାଣ କାର୍ଯ୍ୟ ସରିଥିଲେ ହେଁ ଅଦ୍ୟାବଧି ସୂଚନାଫଳକ ଲଗାଯାଇ ନ ଥିବାରୁ ଗ୍ରାମବାସୀ ତଥା ବିଦ୍ୟାଳୟ ପରିଚାଳନା…

ମନ୍ଦିରରେ ଝଣ୍ଡା ଲଗାଇବା ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ: ଯୋଡାରେ ୧୪୪ ଧାରା ଜାରି

ଯୋଡ଼ା, ୧୧।୪ (ଡି.ଏନ.ଏ.): ରାମନବମୀ ଅବସରରେ ଏକ ଶିବ ମନ୍ଦିରରେ ଝଣ୍ଡା ଲଗାଇବାକୁ ନେଇ କେନ୍ଦୁଝର ଜିଲା ଯୋଡ଼ା ସହରରେ ସୋମବାର ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି। ଉଭୟ ଗୋଷ୍ଠୀ ମାର୍‌ପିଟ୍‌ ହେବା ସହ ପରସ୍ପରକୁ ଟେକାପଥର ମାଡ କରିଥିଲେ। ପୋଲିସ…

ସ୍ବାମୀଙ୍କୁ ବାନ୍ଧିବାକୁ ଆସିଥିଲା ପୋଲିସ ସ୍ତ୍ରୀଙ୍କୁବି ନେଲା ସାଙ୍ଗରେ

ଆନନ୍ଦପୁର,୧୧।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଅଧୀନ ଆନନ୍ଦପୁର ପୌର ପରିଷଦ ଅଞ୍ଚଳରୁ ଜଣେ ବ୍ୟକ୍ତିଙ୍କୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ଅଭିଯୋଗରେ ପୋଲିସ ସୋମବାର ଗିରଫ କରିଛି। ସେ ହେଲେ ଉମେଶ ପାଢ଼ୀ। ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଥାନାରେ ରୁଜୁ ହୋଇଥିବା…

କୋଟିଏ ଟଙ୍କା ଠକିନେଇ ବନ୍ଧା ହେଲେ ଦମ୍ପତି

ଆନନ୍ଦପୁର,୧୧।୪(ସ୍ବ.ପ୍ର.): କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ଅଭିଯୋଗରେ କେନ୍ଦୁଝର ଜିଲା ଘସିପୁରା ଥାନା ଅଧୀନ ଆନନ୍ଦପୁର ପୌରପରିଷଦ ୧୩ ନମ୍ବର ଓ୍ବାର୍ଡରୁ ପୋଲିସ ଦମ୍ପତିଙ୍କୁ ସୋମବାର ଗିରଫ କରିଛି। ଭୁବନେଶ୍ୱରର ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ କୋଟିଏ ଟଙ୍କା ଠକେଇ ହୋଇଥିବା ନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri