କେନ୍ଦୁଝର

ସାମାଜିକ ଦୂରତ୍ୱ ରକ୍ଷା କରି ରକ୍ତଦାନ, ୩୫ ୟୁନିଟ୍‌ ରକ୍ତ ସଂଗ୍ରହ

ପାଟଣା,୨୨ା୪(ସ୍ବ.ପ୍ର.) : କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡ଼ା ବ୍ଲକ ଉପାନ୍ତ ଅଞ୍ଚଳ ମାଛଗଡ଼ ପଞ୍ଚାୟତ ରାଜୀବଗାନ୍ଧୀ ସେବାକେନ୍ଦ୍ରଠାରେ ବୁଧବାର ସାହାରପଡ଼ା ବ୍ଲକ ବିଜେଡି ପକ୍ଷରୁ ‘ଜୀବନ ବିନ୍ଦୁ’ କାର୍ଯ୍ୟକ୍ରମ ଜରିଆରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି। କରୋନା ସଂକ୍ରମଣ...

କରୋନା ମୁକାବିଲା: ପେଣ୍ଟିଂ ମାଧ୍ୟମରେ ଲୋକଙ୍କୁ କରାଯାଉଛି ସଚେତନ

କେନ୍ଦୁଝର, ୨୨।୪(ସ୍ବ.ପ୍ର.): କରୋନା ସଂକ୍ରମଣ ରୋକିବା ପାଇଁ ଲକ୍‌ଡାଉନ୍‌ ଜାରି ହୋଇଛି। ଏହା ସତ୍ତ୍ୱେ କେନ୍ଦୁଝର ସହରରେ ଲୋକଙ୍କ ଯାତାୟତ ବଢୁଛି। ଏ ନେଇ ପ୍ରଶାସନ ପକ୍ଷରୁ ଜନ ସଚେତନତା ପାଇଁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। କେନ୍ଦୁଝର ପୌରପାଳିକା...

ନ ଥିଲା ସତର୍କ ସୂଚନା: ନିର୍ମାଣାଧୀନ ପୋଲ ତଳକୁ ଖସିି ବାଇକ୍‌ଆରୋହୀଙ୍କ ଜୀବନ ଗଲା

ବଡ଼ବିଲ,୨୨ା୪(ସ୍ବ.ପ୍ର.) : କେନ୍ଦୁଝର ଜିଲା ବଡ଼ବିଲ କାଠ ଡିପୋ ନିକଟ ପୋଲ ତଳକୁ ଖସି ବୁଧବାର ଭୋର୍‌ ସମୟରେ ଜଣେ ବାଇକ୍‌ ଆରୋହୀଙ୍କ ଜୀବନ ଯାଇଛି। ମୃତ ଯୁବକ ଜଣକ ହେଲେ ବଡ଼ବିଲ ଅଞ୍ଚଳର ସୁଦର୍ଶନ ପ୍ରଧାନ। ସୂଚନାନୁଯାୟୀ, ଭଦ୍ରାସାହି-ବଡ଼ବିଲ...

ଶ୍ରମିକଙ୍କ ରହିବା, ଖାଇବାର ବ୍ୟବସ୍ଥା କଲା ପ୍ରଶାସନ

ଆନନ୍ଦପୁର,୨୨।୪(ସ୍ବ.ପ୍ର.)- କେନ୍ଦୁଝର ଜିଲା ଆନନ୍ଦପୁର ପୌରପ୍ରଶାସନ ପକ୍ଷରୁ ଭୁବନେଶ୍ୱରରୁ ଚାଲି ଚାଲି ଆସିଥିବା ୯ ଜଣ ଶ୍ରମିକଙ୍କ ରହିବା ଖାଇବାର ବ୍ୟବସ୍ଥା କରାଯାଇଛି। ଲକ୍‌ ଡାଉନ ପାଇଁ କାମ ବନ୍ଦ ଥିବାରୁ ଏହି ମହିଳା ଓ ପୁରୁଷ ଶ୍ରମିକ ଭୁବନେଶ୍ୱର...

୧୧ ଶ୍ରମିକ ଧରାପଡ଼ିି କ୍ୱାରାଣ୍ଟାଇନ୍‌ରେ ରହିଲେ

କେନ୍ଦୁଝର,୨୨ା୪(ଡି.ଏନ୍‌.ଏ.): ପଶ୍ଚିମବଙ୍ଗ ରାଜ୍ୟ ବର୍ଦ୍ଧମାନ ଜିଲାର ୧୧ଜଣ ଶ୍ରମିକ ଝୁମ୍ପୁରା ଅଞ୍ଚଳରେ ରହି ନିର୍ମାଣ କାର୍ଯ୍ୟ କରୁଥିଲେ। କରୋନା ପାଇଁ ଲକ୍‌ଡାଉନ୍‌ ହୋଇଯିବାରୁ ନିର୍ମାଣ କାର୍ଯ୍ୟ ବନ୍ଦ ହୋଇଯାଇଥିଲା। ଗାଡ଼ିମୋଟର ନ ଚାଲିବାରୁ ସେମାନେ ନିଜ ରାଜ୍ୟକୁ ଫେରି ପାରି...

କୋଭିଡ ଯୋଦ୍ଧାଙ୍କୁ ଅସମ୍ମାନ: ଆନନ୍ଦପୁରରେ ସଚେତନତା କାର୍ଯ୍ୟ ସାରି ଫେରୁଥିବା ଆଶା ଦିଦିଙ୍କୁ ଆକ୍ରମଣ, ଅଭିଯୁକ୍ତ ଗିରଫ

ଆନନ୍ଦପୁର, ୨୧। ୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧୀନ ଶାଳବଣି ପଞ୍ଚାୟତ ବଳଦୁଆଁ ଗ୍ରାମର ଆଶା ଦିଦି ଅଖଜି ଖଣ୍ଡାଙ୍କୁ ଆକ୍ରମଣ ଘଟଣାରେ ପୋଲିସ ସେହି ଗ୍ରାମର ଚନ୍ଦନ ମଣ୍ଡଳଙ୍କୁ ଗିରଫ କରିଛି। ଏନେଇ ଆନନ୍ଦପୁର ଥାନାରେ ମାମଲା(ନଂ. ୬୨/୨୦)...

୩୧ ୟୁନିଟ୍‌ ରକ୍ତ ସଂଗୃହୀତ

ଯୋଡ଼ା, ୨୧।୪ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରସ୍ଥିତ ଗଣେଶ ଭବନଠାରେ ସୋମବାର ପୂର୍ବାହ୍ନରେ ଯୋଡା ବିଜେଡି ପକ୍ଷରୁ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ୩୧ ୟୁନିଟ୍‌ ରକ୍ତ ସଂଗ୍ରହ ହୋଇଥିଲା। ପୂର୍ବତନ ଚମ୍ପୁଆ ବିଧାୟକ ଜିତୁ...

ବନ କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ, ୩ ଗିରଫ

ଯୋଡା, ୨୧।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ଜାମୁପାଣିଠାରେ ବନ ବିଭାଗ ପକ୍ଷରୁ ଚୋରା କାଠ ବୋଝେଇ ଡମ୍ପର ଜବତ ବେଳେ ବନ କର୍ମଚାରୀମାନେ ମରଣାନ୍ତକ ଆକ୍ରମଣର ଶିକାର ହୋଇଥିବା ବାମେବାରୀ ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ...

୫ ଚୋରା ମଦ ବେପାରି ଗିରଫ

ପାଟଣା,୨୧।୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଅବକାରୀ ବିଭାଗ ପକ୍ଷରୁ ମଙ୍ଗଳବାର ତୁରୁମୁଙ୍ଗା ଥାନାର ଖିରେଇଟାଙ୍ଗିରି ଓ ଦାଶରଥୀପୁର ଗ୍ରାମରେ ଚଢ଼ାଉ କରି ୧୩୦ ଲିଟର ମହୁଲି ମଦ ଜବତ କରିବା ସହ ବିପୁଳ ପରିମାଣର ପୋଚ ନଷ୍ଟ କରାଯାଇଛି। ଏଥିସହ ଏହି...

୫ମାସ ହେଲା ମିଳିନି ଚାଉଳ

କେନ୍ଦୁଝର, ୨୧।୪( ସ୍ବ.ପ୍ର.)-ଘଷିପୁରା ବ୍ଲକ ବଳରାମପୁର ପଞ୍ଚାୟତ ଅତାସହି ଗ୍ରାମର ମନ୍ମଥ ସାହୁଙ୍କ ସ୍ତ୍ରୀ ପ୍ରମିଳା ସାହୁଙ୍କ ନାମରେ ରାଶନ କାର୍ଡ (ନମ୍ବର- ୧୮୦୪୦୨୧୨୪୩୨) ରହିଛି। କିନ୍ତୁ ୫ ମାସ ହେଲା ତାଙ୍କ ପରିବାରକୁ ରାଶନ (ଚାଉଳ) ମିଳୁ ନ...

କାର୍ଯ୍ୟରେ ଯୋଗଦେଲେ ବିଆରସିସି

ହାଟଡିହୀ, ୨୧।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଏବିଇଓ ସୁରେଶ ଜେନାଙ୍କୁ ବିଆରସିସି ଦାୟିତ୍ୱ ମିଳିଛି। ସୁରେଶ କିଛି ଦିନ ପୂର୍ବରୁ ଏଠାକୁ ବଦଳି ହୋଇ ଆସିଥିଲେ। ଦୀର୍ଘ ଦିନ ହେବ ଏଠାରେ ବିଆରସିସି ପଦବୀ ଫାଙ୍କା ପଡିଥିଲା। ଫଳରେ ବିଭିନ୍ନ...

ଆଦିବାସୀ ଲୋକଙ୍କୁ ସଚେତନ କରାଇଲେ

ହାଟଡିହୀ, ୨୧।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହଦଗଡ ପଞ୍ଚାୟତ ଜୁଣପସି ଗ୍ରାମର ୬୦ରୁ ଊର୍ଦ୍ଧ୍ୱ ପରିବାରର ଲୋକଙ୍କୁ କରୋନା ରୋଗ ସମ୍ପର୍କରେ ସଚେତନ କରାଯାଇଛି। ଏହି ଗ୍ରାମ ଏକ ଆଦିବାସୀ ଓ ବଣ ପାହାଡ଼ ଘେରା ଆଦିବାସୀ ଇଲାକା ଅଟେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri