ପୌର ବ୍ୟାଙ୍କ ଖାତାରୁ ଟଙ୍କା ଗାଏବ ଘଟଣା: ଜଣେ ଅଭିଯୁକ୍ତ ଗିରଫ
ବଡ଼ବିଲ,୨୭ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ପୌରକାର୍ଯ୍ୟାଳୟର ବ୍ୟାଙ୍କ ଖାତାରୁ ୨ କୋଟି ୪୫ ଲକ୍ଷ ୬୦ ହଜାର ୮୫୦ ଟଙ୍କା ଗାଏବ ଘଟଣାରେ ଇଓଡବ୍ଲ୍ୟୁ ଶନିବାର ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ବଡବିଲ ଜେଏମଏଫସି କୋର୍ଟରେ ହାଜର କରିଛି। ଗିରଫ ଅଭିଯୁକ୍ତ ଜଣକ…
କୋଲକାତା ଚାଲାଣ ହେଉଥିଲା ଗୋରୁ ବୋଝେଇ ଟ୍ରକ୍, ଧରିଲା ପୋଲିସ
ପାଟଣା,୨୭। ୩(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା ୪୯ ନଂ. ଜାତୀୟ ରାଜପଥ ହାତୀବାରୀ ନିକଟରୁ ରବିବାର ସକାଳୁ ଟ୍ରକ୍ ବୋଝେଇ ଗୋରୁ ଜବତ ହୋଇଛି । ଖବରପାଇ ତୁରୁମୁଙ୍ଗା ପୋଲିସ ଚଢ଼ାଉ କରି ଟ୍ରକ୍ ବୋଝେଇ…
ଘରକୁ ଫେରୁଥିଲେ ଇଞ୍ଜିନିୟର ପୁଅ, ରାସ୍ତାରେ ଚାହିଁ ବସିଥିଲା ମୃତ୍ୟୁ
ପାଟଣା,୨୭।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇପଶି-କେନ୍ଦୁଝର ରାସ୍ତାର ଶ୍ୟାମସୁନ୍ଦରପୁର ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ଅଜଣା ଗାଡି ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି । ମୃତ ବାଇକ ଆରୋହୀ ଜଣକ ପାଟଣା ଥାନା ସାହାରପଡା…
ରଜନୀରାଣୀ ହେଲେ ଆନନ୍ଦପୁର ପୌରାଧ୍ୟକ୍ଷା
ଆନନ୍ଦପୁର,୨୬ା୩(ସ୍ବ.ପ୍ର.): ଆନନ୍ଦପୁର ପୌରପାଳିକାର ନୂତନ ପୌରାଧ୍ୟକ୍ଷା ଭାବେ ରଜନୀରାଣୀ ଖଟୁଆ ନିର୍ବାଚିତ ହୋଇଛନ୍ତି। ଆନନ୍ଦପୁର ପୌରପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ୫ ଜଣ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଥିଲେ। ପୌରପରିଷଦର ମୋଟ୍ ୩୦୬୬୭ ଭୋଟରଙ୍କ ମଧ୍ୟରୁ ୧୧୯୭୪ ଜଣ ପୁରୁଷ ଭୋଟର…
ନିଜ ଗଡ଼ ସୁରକ୍ଷିତ ରଖିପାରିଲେନି ପିସିସି ସଭାପତି
ଆନନ୍ଦପୁର,୨୬ା୩(ସ୍ବ.ପ୍ର.): ଆନନ୍ଦପୁର ପୌରପାଳିକାରେ କଂଗ୍ରେସର ଶୋଚନୀୟ ପରାଜୟ ବରଣ କରିଛି। ଖୋଦ୍ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଓ୍ବାର୍ଡ ନଂରେ କଂଗ୍ରେସର ଶୋଚନୀୟ ପରାଜୟ ହେବା ସହିତ କଂଗ୍ରେସ ଗଡ଼ ଭାବେ ପରିଚିତ ଅନ୍ୟ ଦୁଇ ଓ୍ବାର୍ଡ ୬ ନଂ ଓ…
କେନ୍ଦୁଝରରେ ୪ରୁ ୩ ପୌର ପରିଷଦ ହାତେଇଲା ବିଜେଡି
କେନ୍ଦୁଝର,୨୬ା୩(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ପୌର ନିର୍ବାଚନ ଫଳାଫଳ ଶନିବାର ଘୋଷଣା ହୋଇଛି। ଜିଲାର ତିନୋଟି ପୌରପାଳିକା ଓ ଗୋଟିଏ ଏନ୍ଏସିରେ ନିର୍ବାଚନ ହୋଇଥିଲା। ବିଜେଡି ତିନୋଟି ପୌର ପରିଷଦ ହାସଲ କରି ଜିଲାରେ ବାଜିମାତ୍ କରିଥିବା ମର୍ଯ୍ୟାଦାପୂର୍ଣ୍ଣ ଜିଲା ମୁଖ୍ୟାଳୟ ପୌର…
ପୌର ବ୍ୟାଙ୍କ ଖାତାରୁ ୨ କୋଟି ୪୪ ଲକ୍ଷ ଟଙ୍କା ଲୁଟ୍
ବଡ଼ବିଲ, ୨୪।୩ (ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ପୌର କାର୍ଯ୍ୟାଳୟ ବ୍ୟାଙ୍କ ଖାତାରୁ ୨ କୋଟି ୪୪ ଲକ୍ଷ ଟଙ୍କା ଲୁଟ୍ ହେବା ସୂଚନା ପାଇ ପୌର ନିର୍ବାହୀ ଅଧିକାରୀ ଅଭିଷେକ ପଣ୍ଡା ବଡ଼ବିଲ ଥାନାରେ ଅଭିଯୋଗ କରିଛନ୍ତି। ତେବେ ମୋଟ ୪ଟି…
ଭୋଟ ନ ଦେବାରୁ ଜମିକୁ ପାଣି ଦିଆଯାଉନି
ପାଟଣା, ୨୪।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଷାଖୋରୀ ପଞ୍ଚାୟତ ରଥପଡ଼ା, ଭାଲୁଘର, ବଡ଼ପଡିଆପଶି ଓ ମୂଷାନାଳୀ ଗ୍ରାମର ଶତାଧିକ ପରିବା ଚାଷୀ ଭୋଟ ନ ଦେବାରୁ ଚାଷ ଜମିକୁ ପାଣି ଦିଆଯାଉନି ବୋଲି ଅଭିଯୋଗ କରିଛନ୍ତି। ଏହି ଚାଷୀ ମାନେ ସୋମବାର…
ବାପ-ପୁଅଙ୍କୁ ୫ ବର୍ଷ ସଶ୍ରମ କାରାଦଣ୍ଡ
କେନ୍ଦୁଝର,୨୩ା୩(ସ୍ବ.ପ୍ର.): କେନ୍ଦୁଝର ଚିଫ୍ ଜୁଡିସିଆଲ ମାଜିଷ୍ଟ୍ରେଟ୍ଙ୍କ କୋର୍ଟ ବୁଧବାର ଏକ ମାରପିଟ୍ ଘଟଣାର ଶୁଣାଣି କରି ସିଜେଏମ୍ ରଞ୍ଜୁଲତା ଲେଙ୍କା ଅଭିଯୁକ୍ତ ହରମୋହନ ମହାନ୍ତ ଏବଂ ତାଙ୍କ ପୁଅ କାହ୍ନୁଚରଣ ମହାନ୍ତଙ୍କୁ ୫ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହ…
ଟଙ୍କା ବାଣ୍ଟିବାକୁ କେନ୍ଦ୍ର କରି ହିଂସା, ୪ ଆହତ
କେନ୍ଦୁଝର,୨୩ା୩(ସ୍ବ.ପ୍ର.): ଟଙ୍କା ବାଣ୍ଟିବାକୁ କେନ୍ଦ୍ର କରି କେନ୍ଦୁଝର ପୌରାଞ୍ଚଳ ଆଟପୁରରେ ହିଂସାକାଣ୍ଡ ଘଟିଛି। ଏହି ଘଟଣାରେ ୪ ଜଣ ଆହତ ହୋଇଥିବା ବେଳେ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଏହାକୁ ନେଇ ମଙ୍ଗଳବାର ରାତିରେ ଭାଜପା ପକ୍ଷରୁ ସଦର ବିଧାୟକ…
ଦିଲ୍ଲୀପ କୁମାର ହେଲେ ସଦର ବ୍ଲକ ଉପାଧ୍ୟକ୍ଷ
କେନ୍ଦୁଝର,୨୩ା୩(ସ୍ବ.ପ୍ର.): ସଦର ବ୍ଲକ ଉପାଧ୍ୟକ୍ଷ ଭାବେ ଦିଲ୍ଲୀପ କୁମାର ବେହେରା ନିର୍ବାଚିତ ହୋଇଛନ୍ତି। ୨୧ ପଞ୍ଚାୟତ ବିଶିଷ୍ଟ ଏହି ବ୍ଲକର ଡିମ୍ବୋ ପଞ୍ଚାୟତର ସମିତିସଭ୍ୟ ଭାବେ ନିର୍ବାଚିତ ହୋଇଛନ୍ତି। ସେ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଥିଲେ। ଏଣୁ ନିର୍ଦ୍ୱନ୍ଦ୍ୱରେ…
ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ଉପାଧ୍ୟକ୍ଷା
ପାଟଣା,୨୩ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଓ ସାହାରପଡ଼ା ବ୍ଲକ ଉପାଧ୍ୟକ୍ଷା ପଦବୀ ଅଣସଂରକ୍ଷିତ ରହିଛି। ବୁଧବାର ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ବ୍ଲକ କାର୍ଯ୍ୟାଳୟ ପରିସରରେ ପାଟଣା ବ୍ଲକ ଉପାଧ୍ୟକ୍ଷା ଭାବେ ସରାସକଳା ସମିତିସଭ୍ୟା ବୀଣାପାଣି ନାୟକ ଏକମାତ୍ର ପ୍ରାର୍ଥୀଭାବେ ପ୍ରାର୍ଥିପତ୍ର…
Archives


