କେନ୍ଦୁଝର

ମରୈଗାଁରେ ଅମୃତ ବିନ୍ଦୁ କାର୍ଯ୍ୟକ୍ରମ, ରକ୍ତଦାନ କଲେ…

ହାଟଡିହୀ/ଛେନାପଦୀ,୧୫।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ସତ୍ୟସାଇ ସେବା ସଂଗଠନ ତରଫରୁ ଅମୃତ ବିନ୍ଦୁ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଛି । ଉକ୍ତ କାର୍ଯ୍ୟକ୍ରମରେ ସ୍ବେଛାକୃତ ଭାବେ ଅନେକ ବ୍ୟକ୍ତି ଉପସ୍ଥିତ ହୋଇ ରକ୍ତଦାନ କରିଥିଲେ ।…

ଘରକୁ ଧକ୍କାଦେଲା ସ୍କର୍ପିଓ, ଦୁର୍ଘଟଣାରେ ଚାଲିଗଲା ଚାଳକଙ୍କ ଜୀବନ

ପାଟଣା,୧୫ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡ଼ା ୨୨୦ ନମ୍ବର ଜାତୀୟ ରାଜପଥର ବଡ଼ବିଲ ନିକଟର ସୋମବାର ଭୋର୍‌ରୁ ଏକ ସ୍କର୍ପିଓ ଭାରସାମ୍ୟ ହରାଇ ଏକ ଘରକୁ ଧକ୍କା ଦେବାରୁ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଇଛନ୍ତି ଘଟଗାଁ ଥାନା କୁସୁନୁପୁର…

ନାଳରୁ ମିଳିଲା ମୃତଦେହ: କାରଣ ଖୋଜୁଛି ପୋଲିସ

ବଞ୍ଚୋ,୧୪।୬:(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ନାନିକାବାହାଳି ଗ୍ରାମ ନିକଟସ୍ଥ ଗଣ୍ଡନାଳରୁ ପୋଲିସ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ନାନିକାବାହାଳି ଗ୍ରାମର ସ୍ବର୍ଗତ ବିର୍ଶା ମୁଣ୍ଡାଙ୍କ ପୁଅ ଭାଇଗା ମୁଣ୍ଡା(୫୫)। ନାଳରେ ମୃତଦେହ…

ରଜରେ ବଡ଼ ଅଘଟଣ; ୨ ଘଣ୍ଟା ବ୍ୟବଧାନରେ ୨ ଦୁର୍ଘଟଣା, କେନ୍ଦୁଝରରେ ୫ ମୃତ

କେନ୍ଦୁଝର,୧୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ପ୍ରଥମ ରଜ ପାଇଁ ଚାରିଆଡ଼େ ଉତ୍ସବର ପରିବେଶ ରହିଥିବା ବେଳେ କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଏନଏଚ ୪୯ ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଦୁଇ ବାଇକ୍ ଆରୋହୀଙ୍କ…

ଡାକ୍ତରଖାନା ପାଇଖାନାରେ ନବଜାତ ଶିଶୁକନ୍ୟାର ମୃତଦେହ, କିଏ ସେ ଅଜଣା ମହିଳା ଯିଏ…

ବଞ୍ଚୋ,୧୪ା୬(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାର ମହିଳା ଓ୍ବାର୍ଡ ପାଇଖାନା ଭିତରୁ ଏକ ସଦ୍ୟ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର ହୋଇଥିବା ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଆଜି ସକାଳ ପ୍ରାୟ ୯ଟା ବେଳେ ଜଣେ ମହିଳା ପାଇଖାନାକୁ…

ଆକ୍ସନମୋଡରେ ଆନନ୍ଦପୁର ଉପଖଣ୍ଡ ପୋଲିସ: ଚଢ଼ାଉ କରି ୬୯ ଲିଟର ନାମୀଦାମୀ ବିଦେଶୀ ବ୍ରାଣ୍ଡ ଜବତ

ବଞ୍ଚୋ/ହାଟଡିହୀ/ଆନନ୍ଦପୁର, ୧୪/୦୬ (ପ୍ରଦୋଷ କୁମାର ବିଶ୍ୱାଳ/ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): ବେଆଇନ ଭାବେ ବିଦେଶୀ ମଦ ଗଚ୍ଛିତ ରଖି ବିକ୍ରି କରାଯାଉଥିବା ସମୟରେ କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ପୋଲିସ ଚଢ଼ାଉ କରି ୬୯ ଲିଟର ବିଦେଶୀ ମଦ ଜବତ କରିଛି।…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର ହୋଇଛି। ମୃତଦେହ ପଚି ଯାଇଥିବା ବେଳେ ପୋକ ସାଲୁବାଲୁ ହୋଇଥିବା ଅବସ୍ଥାରେ ପୋଲିସ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି ୩୨୭୬ନମ୍ବର୍‌ ବିଶିଷ୍ଟ ହାଇଓ୍ବା ରାସ୍ତା୍‌କଡ଼ରେ ଥିବା ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ ଓଲଟି…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ ଶେଷରେ ଆତ୍ମହତ୍ୟା କରିଛନ୍ତି। ଯୁବକ ଜଣକ ବାଲେଶ୍ୱର ଜିଲା ଖଇରା ଥାନା ଓସ୍ତପାଳ…

ବିଡିଓଙ୍କ ଚାମ୍ବରରେ ଭିଡିଓ ରେକର୍ଡିଂ, ସରପଞ୍ଚ ଚାମେଲିଙ୍କୁ ଉଠାଇନେଲା ପୋଲିସ, ଛାତି – ପେଟକୁ ମାଡ ମାରି…

କେନ୍ଦ୍ରାପଡ଼ା/ମହାକାଳପଡ଼ା, ୧୨ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରୀ ଗ୍ରାମ ପଞ୍ଚାୟତ ସରପଞ୍ଚ ଚାମେଲି ଓଝା ଗୁରୁବାର ବିଡିଓଙ୍କ ଚାମ୍ବରରେ ଭିଡିଓ ରେକର୍ଡିଂ କରିବାକୁ ନେଇ ଉତ୍ତେଜନା ଦେଖାଦେଇଥିଲା। ପ୍ରଶାସନିକ କାର୍ଯ୍ୟରେ ବାଧା ଦେବା…

ତାମିଲନାଡୁକୁ ଚାଲାଣ ଅଭିଯୋଗ, ୨ ଜଣ ବାନ୍ଧିଲା ପୋଲିସ, ଆଦିବାସୀ ଯୁବତୀଯୁବକଙ୍କୁ ପ୍ରଲୋଭନ ଦେଖାଇ…

ହାଟଡିହୀ/ଆନନ୍ଦପୁର/ ବଞ୍ଚୋ/ ଛେନାପଦି , ୧୧l୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ ପ୍ରଦୋଷ ବିଶ୍ୱାଳ/ ନିରାକାର ପରିଡା): ଆଦିବାସୀ କିଶୋର କିଶୋରୀ କିଶୋରଙ୍କୁ ପ୍ରଲୋଭନ ଦେଖାଇ ତାମିଲନାଡୁକୁ ଚାଲାଣ କରିବା ଅଭିଯୋଗରେ ଆନନ୍ଦପୁର ପୋଲିସ ଦୁଇ ଜଣଙ୍କୁ ଗିରଫ କରିଛି । ଗିରଫ…

କାଳବୈଶାଖୀର ତାଣ୍ଡବ : ରାସ୍ତା ଉପରେ ଗଛ ପଡ଼ି ଯାତାୟାତ ବାଧାପ୍ରାପ୍ତ

ବଞ୍ଚୋ, ୧୧।୬ :(ପ୍ରଦୋଷ ବିଶ୍ୱାଳ ): କାଳବୈଶାଖୀର ପ୍ରଭାବରେ ଆନନ୍ଦପୁର ପୌରାଞ୍ଚଳର ମାଳିସାହି ନିକଟରେ ଏକ ବଡ଼ ଗଛ ଉପୁଡ଼ି ପଡ଼ିବା ଫଳରେ କରଞ୍ଜିଆଭଦ୍ରକ ରାସ୍ତାରେ କିଛି ସମୟ ପାଇଁ ଯାତାୟାତ ବାଧାପ୍ରାପ୍ତ ହୋଇଥିଲା। ପ୍ରବଳ ପବନ ଓ ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?