ଠାକୁରଙ୍କ ଜମି ବିକି ଜେଲଗଲେ
କେନ୍ଦୁଝର,୨୧ା୩ (ସ୍ବ.ପ୍ର.): କେନ୍ଦୁଝର ସଦର ତହସିଲ ଲକ୍ଷ୍ମୀପଶି ମୌଜାରେ ଠାକୁରଙ୍କ ଜମିକୁ କିସମ ପରିବର୍ତ୍ତନ କରି ବିକ୍ରି କରାଯାଇଛି। ଏହି ଘଟଣାରେ ସମ୍ପୃକ୍ତ କୈଳାସ ଚନ୍ଦ୍ର ପରିଡା ନାମକ ଜଣେ ଜମି ଦଲାଲଙ୍କୁ ଟାଉନ ଥାନା ପୋଲିସ ଗିରଫ କରି କୋର୍ଟ…
ଜିଲାପାଳ, ତହସିଲଦାରଙ୍କୁ ଏନ୍ଜିଟି ନୋଟିସ୍
କେନ୍ଦୁଝର,୨୧।୩(ସ୍ବ.ପ୍ର.): ଘଷିପୁରା ତହସିଲ ଅଧୀନ ମଦନପୁର ମାଙ୍କଡ଼ାପଥର ଖଣିରୁ ବେଆଇନ ଖନନ ଓ ଚୋରା ଚାଲାଣ ମାମଲାର ବିଚାର କରି ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍ଜିଟି) କେନ୍ଦୁଝର ଜିଲାପାଳ ଓ ଘଷିପୁରା ତହସିଲଦାରଙ୍କୁ ଏପ୍ରିଲ ୨୯ରେ ବ୍ୟକ୍ତିଗତ ହାଜର ପାଇଁ ଆଦେଶ ଦେଇଛନ୍ତି। ଚୋରା…
ପେଟ୍ରୋଲ ପମ୍ପ୍ରୁ ୨୦ ଲକ୍ଷ ଲୁଟ୍
କେନ୍ଦୁଝର,୨୧ା୩(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ପଦ୍ମପୁର ଅନ୍ତର୍ଗତ ଏକ ପେଟ୍ରୋଲ ପମ୍ପ ମ୍ୟାନେଜରଙ୍କୁ ବନ୍ଧୁକ ଦେଖାଇ ସୋମବାର ୨୦ ଲକ୍ଷ ଲୁଟି ନେଇଛନ୍ତି ଦୁର୍ବୃତ୍ତ। ତେଲ ପକାଇବା ବାହାନାରେ ଆସି ୬ ଦୁର୍ବୃତ୍ତ ଏହି ଲୁଟ୍ କରିଛନ୍ତି। ସୂଚନାନୁସାରେ, ସକାଳୁ ପଦ୍ମପୁର…
ପିଚୁ କଡ଼େଇରେ ପଡ଼ିଗଲେ ୩ ପିଲା
କେନ୍ଦୁଝର,୨୦ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବାମେବାରୀ ଥାନା କନକନା ଗାଁରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। କନକନା ଗାଁ ରାସ୍ତା କାମ ଚାଲୁଥିବା ବେଳେ ପିଚୁ କଡ଼େଇରେ ପଡ଼ିଯାଇଥିଲେ ୩ ପିଲା । ଗୁରୁତର ଅବସ୍ଥାରେ ଗ୍ରାମବାସୀ ପିଲାମାନଙ୍କୁ ଉଦ୍ଧାର କରିଛନ୍ତି।…
ଟ୍ରକ ଚଢ଼ାଇ ମାରିବା ଅଭିଯୋଗରେ ଚାଳକ କୋର୍ଟଚାଲାଣ
ପାଟଣା,୧୯ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର ପାଟଣା ବାଇପାସ ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ୧୪ ଚକିଆ ଟ୍ରକ୍ ଧକ୍କାରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା ଟ୍ରକ ଚଢ଼ାଇ ମାରିଥିବା…
ହୋଲିରେ ଅଘଟଣ: ହାତରେ ବାଣ ଫୁଟିଗଲା
ପାଟଣା,୧୯।୩ (ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ତଣ୍ଡ ଗ୍ରାମର ଉପରସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ପୂର୍ବାହ୍ନରେ ବାଣ ବିସ୍ପୋରଣ ଘଟି ଜଣେ ୧୨ ବର୍ଷର ନାବାଳକ ଗୁରୁତର ହୋଇଛନ୍ତି। ତାଙ୍କୁ ଅଧିକ ଚିକିତ୍ସା ଲାଗି…
ସ୍ବଚ୍ଛ ପୌର ନିର୍ବାଚନ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ
କେନ୍ଦୁଝର,୧୯।୩(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ସ୍ବଚ୍ଛ ପୌର ନିର୍ବାଚନ ପାଇଁ ଦୁଇ ଜଣ ପର୍ଯ୍ୟବେକ୍ଷକ ନିଯୁକ୍ତ ହୋଇଛନ୍ତି। ସେମାନେ ହେଲେ ଖର୍ଚ୍ଚ ପର୍ଯ୍ୟବେକ୍ଷକ ଭାବେ ବାଣିଜ୍ୟକର ଓ ଜିଏସ୍ଟିର ଯୁଗ୍ମ କମଶନର ଗୁଣନିଧି ପରିଡ଼ା ଓ ସାଧାରଣ ପର୍ଯ୍ୟବେକ୍ଷକ ଭାବେ ବାଣିଜ୍ୟ ଓ…
‘ମୁଁ ଯାଉଛି ଧନ, ମୋତେ ଭୁଲ ବୁଝିବ ନାହିଁ’
ହାଟଡିହୀ,୧୮।୩(ଡି.ଏନ୍.ଏ.): ‘ମୋ’ ଦୁଇ ଭଉଣୀ ମୋ’ କଥାରେ ରାଜି ହେଲେ ନାହିଁ । ତେଣୁ ମୋ ଦେହ,ମନ ଭଲ ରହିଲା ନାହିଁ । ସେଥିପାଇଁ ଆତ୍ମହତ୍ୟା କରିବାକୁ ବାଧ୍ୟ ହେଲି । ଝିଅ ପକ୍ଷର କିଛି ଦୋଷ ନାହିଁ । ମୋ…
ମାନସିକ ବିକାରଗ୍ରସ୍ତ ଯୁବକଙ୍କୁ ଧକ୍କା ଦେଲା ଟ୍ରକ୍
ପାଟଣା,୧୮।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର ପାଟଣା ବାଇପାସ ନିକଟରେ ଶୁକ୍ରବାର ପୂର୍ବାହ୍ନରେ ଦୁର୍ଘଟଣା ଘଟିଛି। ଏକ ୧୪ ଚକିଆ ଟ୍ରକ ଧକ୍କାରେ ଜଣେ ୧୯ ବର୍ଷୀୟ ମାନସିକ ବିକାରଗ୍ରସ୍ତ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ…
କୂଅରେ ପଡ଼ିଗଲେ ବୃଦ୍ଧା
ପାଟଣା, ୧୮।୩(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମରେ ଶୁକ୍ରବାର କୂଅରେ ପଡ଼ି ଜଣେ ବୃଦ୍ଧା ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ପ୍ରଭାସ ବାରିକ(୭୫)। ମିଳିଥିବା ସୂଚନା ମୁତାବକ, ପ୍ରଭାସ ବାଡ଼ିକୁ ଶୌଚ ପାଇଁ…
ଏପ୍ରିଲ ୨୯ରେ ହାଜର ହେବାକୁ ଜିଲାପାଳ,ତହସିଲଦାରଙ୍କୁ ନିର୍ଦ୍ଦେଶ
କେନ୍ଦୁଝର,୧୮ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ତହସିଲ ଅଧୀନ ମଦନପୁର ମାଙ୍କଡ଼ାପଥର ଖଣିରୁ ବେଆଇନ ଖନନ ଓ ଚୋରା ଚାଲାଣ ମାମଲାର ବିଚାର କରି ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍ଜିଟି) କେନ୍ଦୁଝର ଜିଲାପାଳ ଓ ଘଷିପୁରା ତହସିଲଦାରଙ୍କୁ ଏପ୍ରିଲ ୨୯ରେ ବ୍ୟକ୍ତିଗତ ହାଜର ପାଇଁ…
ପରୀକ୍ଷାରୁ ବଞ୍ଚତ୍ତ ଛାତ୍ରୀଛାତ୍ରଙ୍କ ଧାରଣା
ଯୋଡ଼ା,୧୮ା୩(ଡି.ଏନ.ଏ.) କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ବଡ଼କାଳିମାଟି ପଞ୍ଚାୟତର ଦୁବୁନା ଠାରେ ଥିବା ଆସେର୍ର୍ଲର୍ ମିତ୍ତଲ ନିପନ ଷ୍ଟିଲ କମ୍ପାନୀ ଖଣିରୁ ଟ୍ରକ ଯୋଗେ ଖଣିଜ ପଦାର୍ଥ ପରିବହନ ଯୋଗୁଁ ନୟାଗଡ଼ରୁ କାଳିମାଟି ପର୍ଯ୍ୟନ୍ତ ରାସ୍ତା ଜାମ ହୋଇଥିଲା। ଏଥିରେ ସ୍କୁଲ…
Archives


