କେନ୍ଦୁଝର

ଯୋଡ଼ାରେ କୋଭିଡ୍‌-୧୯ ହସ୍ପିଟାଲ ଲୋକାର୍ପିତ: ୫୦ଶଯ୍ୟା ବିଶିଷ୍ଟ ଅତ୍ୟାଧୁନିକ ଆଇସିୟୁ, ଭେଣ୍ଟିଲେଟର ବ୍ୟବସ୍ଥା ଉପଲବ୍ଧ

ଯୋଡ଼ା, ୧୦।୪ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ପୌରପାଳିକାର ସଭାଗୃହଠାରେ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଦିନ ୧୨ଟା ବେଳେ ଅନୁଷ୍ଠିତ ଏହି ସମ୍ମିଳନୀରେ କେନ୍ଦୁଝର ଜିଲାପାଳ ଆଶିଷ ଠାକରେ, ଯୋଡ଼ା ପୌର କାର୍ଯ୍ୟନିର୍ବାହୀ ଅଧିକାରୀ ସୂର୍ଯ୍ୟମଣୀ ପାଟ୍ଟଯୋଶୀ,...

ଜିଲା କଣ୍ଟ୍ରୋଲ ରୁମ୍‌ ଦାୟିତ୍ୱରେ ସଂଗ୍ରାମ

କେନ୍ଦୁଝର,୧୦।୪(ସ୍ବ.ପ୍ର.): କୋଭିଡ-୧୯ ମହାମାରୀ ସମୟରେ ଲୋକଙ୍କୁ ସହାୟତା ପ୍ରଦାନ କରିବାକୁ ଜିଲା କଣ୍ଟ୍ରୋଲ ରୁମ ଇନ୍‌ଚାର୍ଯ୍ୟ ଦାୟିତ୍ୱରେ ପିସିସି ସମ୍ପାଦକ ସଂଗ୍ରାମ ଦାସଙ୍କୁ ନିଯୁକ୍ତି ଦିଆଯାଇଛି। ଏଆଇସିସି ନିର୍ଦ୍ଦେଶରେ କଂଗ୍ରେସ ପକ୍ଷରୁ ରାଜ୍ୟ ଓ ଜିଲାରେ କଣ୍ଟ୍ରୋଲ ରୁମ୍‌ ଖୋଲାଯାଇଛି।...

ସଂରକ୍ଷିତ ଜଙ୍ଗଲରେ ଛଡାଗଲା ହରିଣ

ପାଟଣା, ୧୦ା୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ଅସ୍ତଯୋଡି ଗ୍ରାମର ହରିହର ମହାନ୍ତଙ୍କ ଘର ବାଡ଼ି ମଧ୍ୟକୁ ଗୁରୁବାର ଏକ ହରିଣ ପଶି ଆସିଥିଲା। ଖବର ପାଇ ସାହାରପଡା ବନପାଳ ସୁକୁମାର ଜେନା ପହଞ୍ଚି ହରିଣକୁ ଉଦ୍ଧାର କରିବା ସହ...

ସୋସିଆଲ ମିଡିଆରେ ନିର୍ଦ୍ଦିଷ୍ଟ ଧର୍ମକୁ ଆକ୍ଷେପ କରି ଯୁବକ ଗିରଫ

ବଡବିଲ, ୧୦।୪ (ସ୍ବ.ପ୍ର.)-ସୋସିଆଲ ମିଡିଆରେ ଏକ ନିର୍ଦ୍ଦିଷ୍ଟ ଧର୍ମକୁ ଆକ୍ଷେପ କରି ମନ୍ତବ୍ୟ ଦେଇଥିବା ପୋଲିସ ଗୁରୁବାର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବଡବିଲ ମହାନ୍ତ ବସ୍ତି ଅଞ୍ଚଳର ଆଶିଷ ସାହୁ।...

ନିର୍ଦ୍ଦେଶ ସତ୍ତ୍ୱେ ଖୋଲୁନି ଢାବା, ଗ୍ୟାରେଜ

କେନ୍ଦୁଝର, ୯ା୪ (ସ୍ବ.ପ୍ର.)-କରୋନା ପାଇଁ ଲକ୍‌ ଡାଉନ୍‌ ଘୋଷଣା ହୋଇଛି । ଏଣୁ ସମଗ୍ର ଦେଶରେ ଗାଡି ଚଳାଚଳ ବନ୍ଦ ରହିଛି । ସେହିପରି ଯାତ୍ରୀବାହୀ ବସ, ଟ୍ରେନ ଆଦି ବନ୍ଦ ରହିଛି। ତେବେ ଏହି କଟକଣାରୁ ବାଦ ପଡିଛି...

୩୧ ବିଦେଶ ଫେରନ୍ତାଙ୍କ କ୍ୱାରାଣ୍ଟାଇନ୍‌ ଅବଧି ସରିଲା

କେନ୍ଦୁଝର,୯ା୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲାକୁ ୩୭ଜଣ ବ୍ୟକ୍ତି ବିଦେଶରୁ ଫେରିଛନ୍ତିି। ସେମାନଙ୍କ ମଧ୍ୟରୁ ୩୧ଜଣଙ୍କ ହୋମ କ୍ୱାରାଣ୍ଟାଇନ୍‌ ଅବଧି ଶେଷ ହୋଇଛି। ଜିଲାରେ ବର୍ତ୍ତମାନ ପର୍ଯ୍ୟନ୍ତ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ନ ଥିଲେ ମଧ୍ୟ ସଂକ୍ରମଣ ନ ବ୍ୟାପିବ ପାଇଁ...

ଟ୍ରେନିଂ ନେବାକୁ ଆସି କେନ୍ଦୁଝରରେ ଫସିିଛନ୍ତି ୧୨ ଯୁବକ

କେନ୍ଦୁଝର,୯ା୪(ସ୍ବ.ପ୍ର.): ଟ୍ରେନିଂ ନେବାକୁ ଆସି ଲକ୍‌ ଡାଉନ ଯୋଗୁଁ ୧୨ ଜଣ ଯୁବକ କେନ୍ଦୁଝରରେ ଫସି ରହିଛନ୍ତି । ସେମାନଙ୍କ ଘର ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାରେ ବୋଲି ଜଣାପଡ଼ିଛି। ଏକ ଘରୋଇ ସଂସ୍ଥା ପକ୍ଷରୁ ଏହି ତାଲିମ ଦିଆଯାଉଥିଲା...

ପାହାଡ଼ ଖୋଲରେ ଲୁଚିଥିଲେ ଛତିଶଗଡ ଯୁବକ: ଧରାପଡ଼ି ସଙ୍ଗରୋଧ କେନ୍ଦ୍ରକୁ ଗଲେ

କେନ୍ଦୁଝର,୯ା୪(ସ୍ବ.ପ୍ର.)-ଛତିଶଗଡରୁ ପୁରୀ ଦେଇ କେନ୍ଦୁଝର ଜିଲାକୁ ଆସି ସଦର ବ୍ଲକ ପଳାଶପଙ୍ଗା ନିକଟ ସନ୍ଥେଭଞ୍ଜ ପାହାଡ଼ ଖୋଲରେ ଆମତ୍ଗୋପନ କରିଥିବା ଜଣେ ଯୁବକଙ୍କୁ ପୋଲିସ ଉଦ୍ଧାର କରି ସଙ୍ଗରୋଧ କେନ୍ଦ୍ରକୁ ପଠାଇଛି। ଯୁବକ ଜଣକ ହେଲେ ଛତିଶଗଡ ରାଜ୍ୟର କ୍ଷେମରାଜ...

୨୧ ଦିନିଆ ସ୍ବତନ୍ତ୍ର ଛୁଟିରେ ଗଲେ ୧୧ କଏଦୀ

କେନ୍ଦୁଝର,୮ା୪(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜେଲରେ କଏଦୀଙ୍କ ସଂଖ୍ୟା ଅଧିକ ଥିବାରୁ ଏହା କରୋନା ମୁକାବିଲା ଦିଗରେ ସମସ୍ୟା ସୃଷ୍ଟି କରିବା ଆଶଙ୍କା କରି ସରକାର ବିଚାରାଧିନ ବନ୍ଦୀଙ୍କୁ ଅନ୍ତରୀଣ ଜାମିନ ଓ ପାରୋଲରେ ଛାଡ଼ିବାକୁ ନିଷ୍ପତ୍ତି ନେଇଥିଲେ। ନିଶା କାରବାର,ବଳାକତ୍ାର,ଯୌନ ନିର୍ଯାତନା,ଏସିଡ୍‌...

ଟୋକନ ମିଳିଲା, ମିଳିନି ଚାଉଳ

କେନ୍ଦୁଝର,୮ା୪ (ସ୍ବ.ପ୍ର.) – କରୋନା ପାଇଁ ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଛି। ବିଭିନ୍ନ ସ୍କୁଲ ଛୁଟି କରାଯାଇ ଛାତ୍ରୀଛାତ୍ରଙ୍କୁ ୩ ମାସର ମଧ୍ୟାହ୍ନଭୋଜନ ଚାଉଳ ଅଗ୍ରୀମ ଦେବା ପାଇଁ କୁହାଯାଇଛି। କିନ୍ତୁ ଏନେଇ ପିଲାମାନଙ୍କ ଅଭିଭାବକମାନଙ୍କୁ ଟୋକନ ଶିକ୍ଷା...

ପାଗଳା କୁକୁର କାମୁଡ଼ାରେ ୬ ଗୁରୁତର

ପାଟଣା,୮ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟରେ ମଙ୍ଗଳବାର ସକାଳେ ଏକ ବୁଲା ପାଗଳା କୁକୁର କାମୁଡ଼ାରେ ୬ଜଣ ଗୁରୁତର ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ପ୍ରଥମେ ସେମାନଙ୍କୁ ପଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ କେନ୍ଦୁଝର ଜିଲା ମୁଖ୍ୟ...

୪ ଜଣଙ୍କ ରକ୍ତ ନମୁନା ନେଗେଟିଭ

ପାଟଣା,୮ା୪(ସ୍ବ.ପ୍ର.): କରୋନା ପାଇଁ ଦେଶବ୍ୟାପି ଚାଲିଥିବା ଲକ୍‌ ଡାଉନ ମଙ୍ଗଳବାର ୧୪ ଦିନରେ ପହଞ୍ଚିଛି। ବାହାର ରାଜ୍ୟ ଓ ଜଣେ ବିଦେଶ ଫେରନ୍ତାଙ୍କୁ ମିଶାଇ ମୋଟ ୩୩୮ ଜଣ ପାଟଣା ବ୍ଲକକୁ ଆସି ହୋମ କ୍ୱାରାଣ୍ଟାଇନରେ ରହିଥିଲେ। ସେମାନଙ୍କ ମଧ୍ୟରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri