ସଂଘର୍ଷର ଅନ୍ୟନାମ ଦିବ୍ୟାଙ୍ଗ ନିଦ୍ରାବତୀ
କେନ୍ଦୁଝର,୨୮ା୧୧(ସ୍ବ.ପ୍ର.): ଦିବ୍ୟାଙ୍ଗ ହେଲେ ବି ସେ ହାର ମାନି ନାହାନ୍ତି। ନିଜେ ଅଟୋ ଚଳାଇ ସ୍ବାବଲମ୍ବୀ ହେବା ସହ ବୃଦ୍ଧ ମା’ ବାପାଙ୍କ ମୁହଁରେ ଆହାର ଦେଉଛନ୍ତି। ତାଙ୍କ ସଂଘର୍ଷମୟ ଜୀବନ ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ପାଲଟିଛି। ନାରୀଟିଏ...
ସହାୟତା ଅପେକ୍ଷାରେ ଚିନ୍ତାମଣି
ହାଟଡିହୀ,୨୮l୧୧(ଡି.ଏନ.ଏ.): ଭାରି କଷ୍ଟ ହେଉଛି। ସିଧା ହୋଇ ଠିଆ ହୋଇ ପାରୁନି କି ପେଟେଇ ଏବଂ କଡ଼ ଲେଉଟେଇ ଶୋଇ ପାରୁନି। ସବୁବେଳେ ଯନ୍ତ୍ରଣା ହେଉଛି l ତଳି ପେଟରେ ଥିବା ମାଂସ ପିଣ୍ଡୁଳାରୁ ଆପେ ଆପେ ପରିଶ୍ରା ବୋହୁଛି।...
ରାସ୍ତାରେ ଯାଉଥିବା ବେଳେ ଉପରେ ଭାଙ୍ଗିପଡ଼ିଲା ଗଛ: ବାଇକ୍ ଚୁର୍ମାର, ୨ ଆହତ
କେନ୍ଦୁଝର,୨୭ା୧୧(ସ୍ବ.ପ୍ର.): କେନ୍ଦୁଝରଗଡ଼ ପୌରପାଳିକାର ମାଧପୁର ନିକଟରେ ୪୯ ନଂ. ଜାତୀୟ ରାଜପଥରେ ଥିବା ବହୁ ପୁରୁଣା ତଥା ଅସୁରକ୍ଷିତ ଶୁଖିଲା ଗଛ ହଠାତ ଉପୁଡ଼ି ପଡ଼ିବାରୁ କେତେକ ଗାଡି ଭାଙ୍ଗିବା ସହ ଦୁଇ ଜଣ ଆହତ ହୋଇଛନ୍ତି। ପୂର୍ବରୁ ବାରମ୍ବାର...
କିଷାନ ମୋର୍ଚ୍ଚା ପକ୍ଷରୁ ବିଭିନ୍ନ ଦାବିରେ ବିକ୍ଷୋଭ
କେନ୍ଦୁଝର,୨୬।୧୧ (ସ୍ବ.ପ୍ର): ସଂଯୁକ୍ତ କିଷାନ ମୋର୍ଚ୍ଚା ଓ ଟ୍ରେଡ ୟୁନିଅନ ପକ୍ଷରୁ ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ତୁରନ୍ତ ପ୍ରଧାନ ମନ୍ତ୍ରୀ ଘୋଷିତ ପ୍ରତ୍ୟାହୃତ କୃଷି ଆଇନକୁ ସଂସଦରେ ପାରିତ , ଚାରୋଟି...
ମଦଭାଟି ସ୍ଥାନାନ୍ତର ନେଇ ଦାବିପତ୍ର ପ୍ରଦାନ
କେନ୍ଦୁଝର,୨୬।୧୧(ସ୍ବ.ପ୍ର): ଯୋଡ଼ା ବ୍ଳକ ଭଦ୍ରସାହି ପଞ୍ଚାୟତରେ ଏକ ନମ୍ବର ନନ୍ଦ ହଟିଂରେ ମଦ ଭାଟି ପ୍ରତିଷ୍ଠାସ୍କୁ ସ୍ଥାନୀୟ ଲୋକ ବିରୋଧ କରି ଆଜି ଜିଲାପାଳଙ୍କୁ ଦାବି ପତ୍ର ପ୍ରଦାନ କରିଛନ୍ତି। ମଦ ଭାଟିରୁ ନିିର୍ଗତ ଆବର୍ଜନା ଯୋଗୁ ଦୁର୍ଗନ୍ଧମୟ ପରିବେଶ...
ଅଳିଆଗଦା ଏବେ ମନୋରମ ପରିବେଶ
ଆନନ୍ଦପୁର,୨୪।୧୧- ଦିନେ ସେଠାରେ କୁଢ଼କୁଢ଼ ଅଳିଆ ଆବର୍ଜନା ଜମା ହେଉଥିଲା। ଏବେ ସେହି ଅଳିଆଗଦା ପାଲଟିଛି ମନୋରମ ପରିବେଶ। ସେଇଠି ପ୍ରତିଷ୍ଠା ହୋଇଛି ମହାଦେବ ମନ୍ଦିର। ମନ୍ଦିର ପରିସରରେ ଯୋଗ ଶିକ୍ଷା ଦିଆଯାଉଛି। ତେବେ ଯାହାଙ୍କ ପ୍ରଚେଷ୍ଟାରେ ଏ ସବୁ...
ସଙ୍କଟରେ ବହୁରୂପିଆଙ୍କ ପାରମ୍ପରିକ କଳା
କେନ୍ଦୁଝର,୨୩ ।୧୧ (ସ୍ବ.ପ୍ର.) ଏକଦା ଗାଁ ଗଣ୍ଡାଠାରୁ ଆରମ୍ଭ କରି ସହରାଞ୍ଚଳରେ ବହୁରୂପିଆଙ୍କ ଚାହିଦା ବହୁ ଅଧିକ ଥିଲା। ବିଭିନ୍ନ ପାରମ୍ପରିକ ବେଶରେ ସଜ୍ଜିତ ହୋଇ ନିଜର କଳା ନୈପୁଣ୍ୟ ପ୍ରଦର୍ଶନ କରି ଏହି କଳାକାରମାନେ ପେଟ ପାଟଣା ପାଇଁ...
ପରିଚୟ ଲୁଚାଇବାକୁ ପଥରରେ ଛେଚି ହତ୍ୟା
ଯୋଡ଼ା,୨୨।୧୧(ଡି.ଏନ.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅଧୀନ ହାତୀଦରୀ-ଧାତିକା ରାସ୍ତା କଡ଼ରୁ ସୋମବାର ଏକ ମୃତଦେହ ପୋଲିସ ଜବତ କରିଛି। ସୂଚନା ଅନୁଯାୟୀ, ରବିବାର ବିଳମ୍ବିତ ରାତିରେ ଉକ୍ତ ରାସ୍ତା କଡ଼ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପଡ଼ିଥିବା ଦେଖି...
୨୪ରେ ଓଏଚ୍ଆରସିଙ୍କ କେନ୍ଦୁଝର ଗସ୍ତ
କେନ୍ଦୁଝର, ୨୨।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ହୋଇଥିବା ତ୍ରୁଟିପୂର୍ଣ୍ଣ ଏନ୍ଏଚ୍ ୪୯ର ତଦନ୍ତ ଆସନ୍ତା ୨୪ ତାରିଖରେ କରାଯିବ। ଏନେଇ ଓଡ଼ିଶା ମାନବାଧିକାର କମିଶନ (ଓଏଚ୍ଆର୍ସି) ଚିଠି ନମ୍ବର (୧୦୭୮୯/୧୬।୧୧।୨୦୨୧)ରେ ସୂଚିତ କରିଛନ୍ତି। କେନ୍ଦୁଝର ସିଟିଜେନ ଫୋରମ ପକ୍ଷରୁ କରାଯାଇଥିବା କେଶ...
ଜାତୀୟ ସ୍ତରରେ ସାଇସୁମନଙ୍କ ସଫଳତା
ଚମ୍ପୁଆ/ବଡ଼ବିଲ,୨୧।୧୧-(ଡି.ଏନ.ଏ/ସ୍ବ.ପ୍ର.):ଇଂରାଜୀ ପ୍ରବନ୍ଧରେ ଜାତୀୟ ସ୍ତରରେ ଦ୍ୱିତୀୟ ହୋଇ କେନ୍ଦୁଝର ଜିଲା ବଡ଼ବିଲ ଅଞ୍ଚଳର ସାଇସୁମନ ହୋତା ଗୌରବ ଆଣିଛନ୍ତି। ଡା.ମାନସ ରଞ୍ଜନ ହୋତା ଓ ଡ. ସାଇସ୍ମିତାଙ୍କ ଅଲିଅଳି ଝିଅ ସାଇସୁମନ। ବଡ଼ ହେଲେ ଆଇଏଏସ୍ ହେବାକୁ ଲକ୍ଷ୍ୟ ରଖିଥିବା...
ବାଲି ବିନା ପଛେଇଛି ନିର୍ମାଣ କାର୍ଯ୍ୟ
ଆନନ୍ଦପୁର,୨୧।୧୧(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ତହସିଲ ଅଞ୍ଚଳରେ ବାଲି ମିଳୁ ନ ଥିବାରୁ ନିର୍ମାଣ କାମ ହୋଇ ପାରୁନି। ଆବାସ ହିତାଧିକାରୀମାନେ ବାଲି ବିନା ଘରକାମ କରି ନ ପାରି ହଇରାଣ ହରକତ ହେଉଛନ୍ତି। ଏହି ତହସିଲ ଅଧୀନରେ ଥିବା ୭ଟି...
କାର୍ଯ୍ୟବନ୍ଦ ଆନ୍ଦୋଳନରେ ସାମିଲ ହେଲେ ସମବାୟ କର୍ମଚାରୀ
କେନ୍ଦୁଝର,୨୦ା୧୧(ସ୍ବ.ପ୍ର.): ଓଡ଼ିଶା ସମବାୟ କର୍ମଚାରୀ ମହାସଂଘ ଡାକରାରେ କେନ୍ଦୁଝର ଜିଲାର ସମସ୍ତ ପାକ୍ସ ଓ ଲ୍ୟାମ୍ପସ୍ର କର୍ମଚାରୀମାନେ ୫ ଦଫା ଦାବିରେ କେନ୍ଦୁଝର ଉପନିବନ୍ଧକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅନିର୍ଦ୍ଦିଷ୍ଟ କାଳ କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଧାରଣା ଜାରି ରଖିଛନ୍ତି ା...
Archives


