ଭୟରେ ଜଙ୍ଗଲରେ ଲୁଚିଲେ ଗ୍ରାମବାସୀ
ଯୋଡା, (ଡି.ଏନ.ଏ.) କେନ୍ଦୁଝର ଜିଲା ଯୋଡା ବ୍ଲକର ବାମେବାରୀ ଥାନା ବଳଦା ପଞ୍ଚାୟତ ଅନ୍ତର୍ଗତ ଗୁରୁଡ଼ାଠାରେ ରବିବାର ରାତିରେ ନିର୍ବାଚନୀ ହିଂସାକାଣ୍ଡ ଘଟି ୪ ଆହତ ହୋଇଛନ୍ତି। ଆହତ ମାନେ ହେଲେ ସେହି ଗ୍ରାମର ଅନାମୀ ପାତ୍ର, ସାଜନ ହାଇବୁରୁ, ଟିନୁ…
୨୩ରେ ବିଞ୍ଜବାହାଳ ପଞ୍ଚାୟତ ୧ନମ୍ବର ବୁଥ୍ରେ ସାନି ମତଦାନ
କେନ୍ଦୁଝର,୨୧।୨(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝର ଜିଲାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହିତ ଶେଷ ହୋଇଛି। ଝୁମ୍ପୁରା ବ୍ଲକରେ ୭୫ ପ୍ରତିଶତ, ଆନନ୍ଦପୁରରେ ୭୫ ପ୍ରତିଶତ ଓ ହାଟଡିହି ବ୍ଲକରେ ୭୪ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ଏହି ୩ ବ୍ଲକର ସମୁଦାୟ…
ଛୁରି, ଟାଙ୍ଗିଆରେ ଆକ୍ରମଣ: ଜଣେ ମୃତ, ୩ ଅଟକ
ବଡ଼ବିଲ,୨୧ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଠାକୁରାଣୀସ୍ଥିତ ସିରାଜୁଦ୍ଦିନ ହଟିଂରେ ରବିବାର ରାତିରେ କୌଣସି କାରଣରୁ ସଂଘର୍ଷ ଘଟିଛି। ଏହି ସଂଘର୍ଷରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି । ମୃତକ ଜଣକ ହେଲେ ନାରଣ…
ଆନିମଲ୍ ଅଣ୍ଡରପାସ୍ କାମ ସରୁନି
କେନ୍ଦୁଝର,୨୧।୨(ଡି.ଏନ.ଏ.) କେନ୍ଦୁଝର ଜିଲା ଦେଇ ଯାଇଥିବା ୨୦ନଂ. ଜାତୀୟ ରାଜପଥର ପାଣିକୋଇଲିଠାରୁ ରିମୁଳି ପର୍ଯ୍ୟନ୍ତ ଅନେକ ସ୍ଥାନରେ ସଂରକ୍ଷିତ ଜଙ୍ଗଲ ରହିଛି। ଏହି ଜଙ୍ଗଲଗୁଡ଼ିକରେ ହାତୀ ସାଙ୍ଗକୁ ଅନ୍ୟାନ୍ୟ ବନ୍ୟପ୍ରାଣୀ ବସବାସ କରୁଛନ୍ତି। ସଂରକ୍ଷିତ ଜଙ୍ଗଲ ମଧ୍ୟ ଦେଇ ଜାତୀୟ ରାଜପଥ ଯାଇଥିବାରୁ…
ବଳଭଦ୍ରପୁରରୁ ଫେରିଲା ଖାଲି ଭୋଟ ବକ୍ସ
ଚମ୍ପୁଆ/ଝୁମ୍ପୁରା,୨୦ା୨(ଡି.ଏନ.ଏ.): କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡ ଝୁମ୍ପୁରା ବ୍ଲକ ଅଧୀନ ବଳଭଦ୍ରପୁର ଗ୍ରାମବାସୀ ରବିବାର ଭୋଟ୍ ବର୍ଜନ କରିଛନ୍ତି। ମୌଳିକ ସୁବିଧାରୁ ବଞ୍ଚିତ ହୋଇଥିବାରୁ ଭୋଟ୍ ଦେଇ ନ ଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି। ସୂଚନା ଅନୁଯାୟୀ, ନିର୍ବାଚନ ବିଗୁଲ ବାଜିଲା…
‘ମୁଁ ପୋଲିସ, ଯାହା ଇଚ୍ଛା ତାହା କରିବି’
କେନ୍ଦୁଝର/ହାଟଡିହୀ, ୨୦।୨ (ସ୍ବ.ପ୍ର./ଡିି.ଏନ.ଏ.) ‘ମୁଁ ପୋଲିସ, ଯାହା ଇଚ୍ଛା ତାହା କରିବି। ଯେଉଁଠି ଚାହିଁବି ସେଠି ପଶିବି। ପରିବାରର ସମସ୍ତଙ୍କୁ ବାନ୍ଧି ଜେଲ ପଠେଇ ଦେବି। ମୋ ନଁାରେ କମ୍ପ୍ଲେନ୍ କଲେ କେସ୍ରେ ଠୁଙ୍କି ଦେବି।’ ଏହା ହେଉଛି ହାଟଡିହୀ ବ୍ଲକ…
ବିଜେଡିର ବିଜୟଧାରାକୁ ବ୍ରେକ୍ ଦେବା ପାଇଁ ଭାଜପାର ଜୋରଦାର ପ୍ରୟାସ
କେନ୍ଦୁଝର,୧୯ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକର ୨୯ ନମ୍ବର ଜୋନ୍ ଅଣସଂରକ୍ଷିତ ରହିଛି। ଏହି ସିଟ୍ରେ ଅନ୍ତିମ ତଥା ପଞ୍ଚମ ପର୍ଯ୍ୟାୟ ଫେବୃୟାରୀ ୨୪ରେ ନିର୍ବାଚନ ଅନୁଷ୍ଠିତ ହେବ। ଏହି ଜୋନ୍ରେ ମୋଟ୍ ୫ ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଥିବା ବେଳେ…
ପୁତୁଲପାଣି ଛକରେ ପଛକୁ ପଛ ପିଟିହେଲେ ୩ ଟ୍ରକ୍
କେନ୍ଦୁଝର,୧୯ା୨(ସ୍ବ.ପ୍ର.): କେନ୍ଦୁଝର ସଦର ଥାନା ଅନ୍ତର୍ଗତ ଏନ୍ଏଚ୍ ୪୯ ପୁତୁଲପାଣି ଛକ ନିକଟରେ ପଛକୁ ପଛ ପିଟି ହୋଇ ୩ ଟ୍ରକ୍ ନଷ୍ଟ ହୋଇଥିବା ବେଳେ ଜଣେ ଆହତ ହୋଇଥିବା ଜଣାପଡ଼ିଛି। ଉକ୍ତ ସ୍ଥାନରେ ଶନିବାର ସକାଳେ ରାସ୍ତା ଉପରେ ଏକ…
ମରାଗୋଳା ବୁଥ୍ରେ ଭୋଟ ବର୍ଜନ
କେନ୍ଦୁଝର,୧୯ ।୨(ସ୍ବ.ପ୍ର./ଡି.ଏନ.ଏ.) କେନ୍ଦୁଝର ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ହରିଚନ୍ଦନପୁର ବ୍ଲକ ପିଠାଗୋଳା ପଞ୍ଚାୟତର ମରାଗୋଳା ବୁଥ୍ ନଂ.୧୪ରେ ଗ୍ରାମବାସୀ ଭୋଟ ବର୍ଜନ କରିଛନ୍ତି। ରାସ୍ତା ନିର୍ମାଣ ଦାବିରେ ଉକ୍ତ ବୁଥ୍ର ୧୭୬ ଭୋଟର ଭୋଟ ବର୍ଜନ କରିଥିବା…
ବ୍ଲକ୍ ଭିତରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ
ଆନନ୍ଦପୁର,୧୮।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ବ୍ଲକ୍ ପରିସର ଏକ କୋଠରୀରୁ ଶୁକ୍ରବାର ସକାଳେ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ କରାଯାଇଛି। ମହିଳାଙ୍କ ପରିଚୟ ମିଳିପାରି ନ ଥିବାବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି। ପଚା ଦୁର୍ଗନ୍ଧ ବାହାରୁଥିବା ଦେଖି ସ୍ଥାନୀୟ…
ବୃଦ୍ଧଙ୍କୁ ଆକ୍ରମଣ କରି ତିନି ବର୍ଷ ଜେଲ ଦଣ୍ଡାଦେଶ
କେନ୍ଦୁଝର,୧୮।୨(ସ୍ବ.ପ୍ର.): ସିଜେଏମ୍ କୋର୍ଟର ଚିଫ ଜୁୁଡିଶିଆଲ ମାଜିଷ୍ଟ୍ରେଟ ରଞ୍ଜୁଲତା ଲେଙ୍କା ଶୁକ୍ରବାର ଏକ ମାମଲାର ଶୁଣାଣି କରିଛନ୍ତି। ଜଣେ ଆକ୍ରମଣକାରୀଙ୍କୁ ତିନିବର୍ଷ ଜେଲ ଦଣ୍ଡାଦେଶ କରିବା ସହ ଦୁଇ ହଜାର ଜରିମାନା ଆଦେଶ ଦେଇଛନ୍ତି। ୨୦୧୮ ଜୁନ୍ ୨୦ରେ ସଦର ଥାନା…
ଅନ୍ଲାଇନ ପରୀକ୍ଷା ଦାବିରେ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ
କେନ୍ଦୁଝର,୧୮।୨ (ସ୍ବ.ପ୍ର.) କେନ୍ଦୁଝର ଧରଣୀଧର ସ୍ବଂୟଶାସିତ ମହାବିଦ୍ୟାଳୟରେ ଅନ୍ଲାଇନ ପରୀକ୍ଷା ଦାବିରେ ଛାତ୍ରଛାତ୍ରୀମାନେ ଗୁରୁବାର ମୁଖ୍ୟ ଫାଟକ ଆଗରେ ଧାରଣା ଦେଇ ପ୍ରତିବାଦ କରିଛନ୍ତି। ଯୁକ୍ତ ୩ ଶେଷ ବର୍ଷର ପଞ୍ଚମ ସେମିଷ୍ଟର ଛାତ୍ରଛାତ୍ରୀଙ୍କ ପରୀକ୍ଷା ଆସନ୍ତା ୨୬ରୁ ଅଫ୍ଲାଇନରେ ହେବାକୁ…
Archives


