ବ୍ଲକ୍ ଭିତରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ
ଆନନ୍ଦପୁର,୧୮।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ବ୍ଲକ୍ ପରିସର ଏକ କୋଠରୀରୁ ଶୁକ୍ରବାର ସକାଳେ ଜଣେ ମହିଳାଙ୍କ ଝୁଲନ୍ତା ମୃତଦେହ ଜବତ କରାଯାଇଛି। ମହିଳାଙ୍କ ପରିଚୟ ମିଳିପାରି ନ ଥିବାବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି। ପଚା ଦୁର୍ଗନ୍ଧ ବାହାରୁଥିବା ଦେଖି ସ୍ଥାନୀୟ…
ବୃଦ୍ଧଙ୍କୁ ଆକ୍ରମଣ କରି ତିନି ବର୍ଷ ଜେଲ ଦଣ୍ଡାଦେଶ
କେନ୍ଦୁଝର,୧୮।୨(ସ୍ବ.ପ୍ର.): ସିଜେଏମ୍ କୋର୍ଟର ଚିଫ ଜୁୁଡିଶିଆଲ ମାଜିଷ୍ଟ୍ରେଟ ରଞ୍ଜୁଲତା ଲେଙ୍କା ଶୁକ୍ରବାର ଏକ ମାମଲାର ଶୁଣାଣି କରିଛନ୍ତି। ଜଣେ ଆକ୍ରମଣକାରୀଙ୍କୁ ତିନିବର୍ଷ ଜେଲ ଦଣ୍ଡାଦେଶ କରିବା ସହ ଦୁଇ ହଜାର ଜରିମାନା ଆଦେଶ ଦେଇଛନ୍ତି। ୨୦୧୮ ଜୁନ୍ ୨୦ରେ ସଦର ଥାନା…
ଅନ୍ଲାଇନ ପରୀକ୍ଷା ଦାବିରେ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ
କେନ୍ଦୁଝର,୧୮।୨ (ସ୍ବ.ପ୍ର.) କେନ୍ଦୁଝର ଧରଣୀଧର ସ୍ବଂୟଶାସିତ ମହାବିଦ୍ୟାଳୟରେ ଅନ୍ଲାଇନ ପରୀକ୍ଷା ଦାବିରେ ଛାତ୍ରଛାତ୍ରୀମାନେ ଗୁରୁବାର ମୁଖ୍ୟ ଫାଟକ ଆଗରେ ଧାରଣା ଦେଇ ପ୍ରତିବାଦ କରିଛନ୍ତି। ଯୁକ୍ତ ୩ ଶେଷ ବର୍ଷର ପଞ୍ଚମ ସେମିଷ୍ଟର ଛାତ୍ରଛାତ୍ରୀଙ୍କ ପରୀକ୍ଷା ଆସନ୍ତା ୨୬ରୁ ଅଫ୍ଲାଇନରେ ହେବାକୁ…
ଅନ୍ଲାଇନ୍ ପରୀକ୍ଷା ଦାବିରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ
କେନ୍ଦୁଝର,୧୭ା୨(ସ୍ବ.ପ୍ର.): ଅନ୍ଲାଇନ୍ ପରୀକ୍ଷା ଦାବିରେ ଗୁରୁବାର ସ୍ଥାନୀୟ ଧରଣୀଧର ସ୍ବୟଂ ଶାସିତ ମହାବିଦ୍ୟାଳୟର ଯୁକ୍ତତିନି ଶେଷବର୍ଷ ଛାତ୍ରୀଛାତ୍ର ମୁଖ୍ୟ ଫାଟକ ଆଗରେ ଧାରଣା ଦେଇଛନ୍ତି। ପରେ ଅଧ୍ୟକ୍ଷ ନରେନ୍ଦ୍ର ସାହୁ ଓ ଅନ୍ୟ ଅଧ୍ୟାପକମାନେ ଆସି ବୁଝାଶୁଝା କରିଥିଲେ। ଅନ୍ଲାଇନ୍ରେ ପାଠପଢ଼ା…
ରାତି ଅଧରେ ଟଙ୍କା ବାଣ୍ଟୁଥିବା କର୍ମୀଙ୍କୁ ଥାନାକୁ ଆଣିବାକୁ ଯାଇ ପୋଲିସ ହଟହଟା
ପାଟଣା,୧୭ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ୨୧ ନମ୍ବର ଜିଲା ପରିଷଦ ଅନ୍ତର୍ଗତ କଣ୍ଟିଆପଡ଼ା ପଞ୍ଚାୟତ ବଲାଣିପଶି ଗାଁରେ ବୁଧବାର ରାତି ଅଧରେ ରାଜନୈତିକ ହଟଚମଟ ସୃଷ୍ଟି ହୋଇଛି। ୨ ଜଣ ଭାଜପା କର୍ମୀଙ୍କୁ ଘରୁ ପୋଲିସ ଉଠାଇ ଆଣିବାକୁ ଯାଇ…
ଗଛରୁ ନାବାଳକଙ୍କ ଝୁଲନ୍ତା ମୃତଦେହ ଜବତ
ପାଟଣା,୧୭।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଖଡିକାପଦା ଗାଁ ନିକଟରେ ଥିବା ଏକ କେନ୍ଦୁ ଗଛରୁ ଗୁରୁବାର ଗ୍ରାମର ଜଣେ ନାବାଳକଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଛି । ମୃତ ନାବାଳକ ଜଣକ ହେଉଛନ୍ତି ଉକ୍ତ ଗ୍ରାମର ଗଣେଶ ମୁଣ୍ଡା। ସୂଚନାନୁସାରେ,…
ମତ ସାବ୍ୟସ୍ତ ପାଇଁ ବୁଥ୍କୁ ଟେକା ହୋଇ ଆସିଲେ ଶତାୟୁ
କେନ୍ଦୁଝର,୧୬।୨(ସ୍ବ.ପ୍ର.): କେନ୍ଦୁଝର ବଂଶପାଳ ବ୍ଲକ ଶୁଆକାଟି ବାଳକ ଉଚ୍ଚ ବିଦ୍ୟାଳୟ ୫ ନଂ. ବୁଥ୍ରେ ଜଣେ ଶତାୟୁ ମହିଳା ମେତଦାନ କରିଛନ୍ତି। ତାଙ୍କ ନାମ ଲୋଚନୀ ସାହୁ। ନିଜର ମତ ସାବ୍ୟସ୍ତ କରିବା ପାଇଁ ସେ ଟେକା ହୋଇ ବୁଥ୍କୁ ଆସିଥିବା…
ଭୋଟ ବେଳେ ଗଣ୍ଡଗୋଳ
କେନ୍ଦୁଝର,୧୬।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟରେ ମତଦାନ ଆରମ୍ଭ ହୋଇଛି। ଘଷିପୁରା ପଞ୍ଚାୟତରେ ୨୫ଟି ପଞ୍ଚାୟତ ଓ ୩ଟି ଜିଲାପରିଷଦ ଜୋନ ନିମନ୍ତେ ଚାଲିଛି ମତଦାନ। ସକାଳୁ ସକାଳୁ ଭୋଟ ଦେବାକୁ ଲୋକଙ୍କ…
ପୁଲଓ୍ବାମା ଶହୀଦଙ୍କ ଉଦ୍ଦେଶ୍ୟରେ ମାଗଣା ଯାତ୍ରୀସେବା
ଆନନ୍ଦପୁର, ୧୫।୨(ସ୍ବ.ପ୍ର.) ପୁଲଓ୍ବାମା ଶହୀଦଙ୍କ ଉଦ୍ଦେଶ୍ୟରେ ଯାତ୍ରୀମାନଙ୍କୁ ମାଗଣା ସେବା ଯୋଗାଇ ନିଆରା ଦେଶପ୍ରୀତିର ପରିଚୟ ଦେଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳର ନରେନ୍ଦ୍ର କୁମାର ଯେନା। ନରି ଭାଇ ନାମରେ ସେ ଆଖପାଖ ଅଞ୍ଚଳରେ ଜଣାଶୁଣା। ୧୪ ଓ ୧୫…
ଯୋଡ଼ାରେ ରାଜନୈତିକ ହିଂସା, ୩ ଆହତ
କେନ୍ଦୁଝର,୧୪ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୋଡ଼ାରେ ନିର୍ବାଚନୀ ହିଂସାକାଣ୍ଡ ଘଟି ୩ ଜଣ ଆହତ ହୋଇଥିବା ବେଳେ ସେମାନଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ରାଜନୈତିକ ବିବାଦକୁ ନେଇ ପୂର୍ବତନ ବିଧାୟକ ସନାତନ ମହାକୁଡ଼ ଓ ବର୍ତ୍ତମାନର ବିଧାୟକ…
ପ୍ରଭାବ ବିସ୍ତାର ପାଇଁ ନେତାଙ୍କ ପ୍ରତିଯୋଗିତା
ଯୋଡ଼ା,୧୪ା୨(ଡି.ଏନ.ଏ.): ଖଣିଜ ସମ୍ପଦରେ ପରିପୂର୍ଣ୍ଣ କେନ୍ଦୁଝର ଜିଲା ଯୋଡ଼ା ବ୍ଲକରେ ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରଚାର ଜୋର ଧରିଛି। ଭୋଟରମାନେ ପ୍ରାର୍ଥୀଙ୍କ ଦକ୍ଷତାକୁ ପରଖୁଛନ୍ତି। ଖଣି ଅଞ୍ଚଳ ହୋଇଥିବାରୁ ଅଞ୍ଚଳର ବିକାଶ ଓ ଖଣିରେ ନିଯୁକ୍ତି ସମସ୍ୟା ସମ୍ପର୍କରେ କେଉଁ ପ୍ରାର୍ଥୀ ସ୍ବର…
କେନ୍ଦୁଝର ବନଖଣ୍ଡରେ ବନ୍ୟପ୍ରାଣୀ ଅସୁରକ୍ଷିତ
କେନ୍ଦୁଝର, ୧୪ା୨ (ସ୍ବ.ପ୍ର.) କେନ୍ଦୁଝର ବନଖଣ୍ଡରେ ବନ୍ୟପ୍ରାଣୀ ଅସୁରକ୍ଷିତ ହୋଇପଡିଛନ୍ତି। ଜଙ୍ଗଲରେ ଶିକାରୀ ସକ୍ରିୟ ରହୁଥିବାରୁ ବନ୍ୟଜନ୍ତୁଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଜଙ୍ଗଲ ଭିତରେ ଶିକାରୀ ବନ୍ୟଜନ୍ତୁଙ୍କୁ ବିଭିନ୍ନ ଉପାୟରେ ହତ୍ୟା କରୁଥିବାବେଳେ ବହୁ କମ୍ ସଂଖ୍ୟାରେ ଶିକାରୀ ସହ…
Archives


