କେନ୍ଦୁଝର

ପୁଅଙ୍କ ସାମ୍ନାରେ ଭାସିଗଲେ ବାପା, ୨୪ ଘଣ୍ଟା ପରେ ବି ମିଳିନି ପତ୍ତା

କେନ୍ଦୁଝର,୧୦ା୯(ସ୍ବ.ପ୍ର.): ଦୀର୍ଘ ୨୪ ଘଣ୍ଟା ବିତିଯାଇଥିଲେ ମଧ୍ୟ ବାଂଶପାଳ ବ୍ଲକ କେନ୍ଦୁଘାଟି ନିକଟ ବୈତରଣୀରେ ଶୁକ୍ରବାର ଅପରାହ୍ନରେ ଭାସି ଯାଇଥିବା ବ୍ୟକ୍ତିଙ୍କ ପତ୍ତା ମିଳିନାହିଁ। ପୋଲିସ ଓଡ୍ରାଫ୍‌ ଟିମ୍‌ ଜରିଆରେ ଖୋଜାଖୋଜା ଜାରି ରଖିଛି। ଫଳରେ ଆଶା ଓ ଆଶଙ୍କା ମଧ୍ୟରେ…

ଅନ୍ଧାରରେ ୫ ହଜାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

କେନ୍ଦୁଝର, ୧୦।୯ (ସ୍ବ.ପ୍ର.): ଶିକ୍ଷା ବିଭାଗର ବିଚିତ୍ର ବ୍ୟବସ୍ଥା ଯୋଗୁଁ କେନ୍ଦୁଝର ଜିଲାର ୪୦ ପୂର୍ଣ୍ଣ ଅନୁଦାନପ୍ରାପ୍ତ ହାଇସ୍କୁଲରେ ପାଠ ପଢୁଥିବା ୫ ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାରମୟ ହେବାକୁ ବସିଛି ା ଶିକ୍ଷୟତ୍ରୀ, ଶିକ୍ଷକ ଅଭାବରୁ ଏହି ହାଇସ୍କୁଲର…

ମଦ ପିଆଇ ଗୁପ୍ତାଙ୍ଗ କାଟିଥିଲେ ମହିଳା: ୭ ବର୍ଷ ଜେଲ

କେନ୍ଦୁଝର,୯ା୯(ସ୍ବ.ପ୍ର.): ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗ କାଟିଦେବା ଅଭିଯୋଗରେ ଶୁକ୍ରବାର ସ୍ଥାନୀୟ ସିଜେଏମ୍‌ ରଞ୍ଜୁଲତା ଲେଙ୍କା ଅଭିଯୁକ୍ତ ମହିଳା କମଳା ପାତ୍ରଙ୍କୁ ଦୋଷୀ ସାବ୍ୟସ୍ତ କରି ୭ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ଏପରିକି ୨୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି।…

ସ୍ବାଧୀନତା ସଂଗ୍ରାମୀଙ୍କ ସ୍ତ୍ରୀ ସମ୍ବର୍ଦ୍ଧିତ

ପାଟଣା,୮ା୯(ସ୍ବ.ପ୍ର.): ସ୍ବାଧୀନତାର ଅମୃତ ମହୋତ୍ସବ ପାଇଁ ଭୁବନେଶ୍ୱରରୁ ବାହାରିଥିବା ଅହିଂସା ରଥ ଗୁରୁବାର ପାଟଣା ବ୍ଲକ ମଲ୍ଲିପଶି ଜନତା ହାଇସ୍କୁଲ ଓ ପରେ ପାଟଣା ମୁଖ୍ୟାଳୟ ଗୋପୀନାଥ ନାରାୟଣ ସରକାରୀ ଉଚ୍ଚ ବିଦ୍ୟାଳୟରେ ପହଞ୍ଚିଥିଲା। ଏଠାରେ ଆୟୋଜିତ କାର୍ଯ୍ୟକ୍ରମକୁ ଶିକ୍ଷକ ପାର୍ଥ…

ଟ୍ରାନ୍ସଫର୍ମର ଅଚଳ: ୩ ମାସ ହେଲା ଅନ୍ଧାରରେ ଗ୍ରାମବାସୀ

କେନ୍ଦୁଝର,୭ା୯(ସ୍ବ.ପ୍ର.): ତେଲକୋଇ ବ୍ଲକ ଅନ୍ତର୍ଗତ ରାଇସୁଆଁ ପଞ୍ଚାୟତର ଦୁର୍ଗମ ମାର୍ଦ୍ଦା ଗ୍ରାମର ମଲାରବେଡ଼ା ସାହିରେ ୩ ମାସ ହେଲା ଲୋକେ ଅନ୍ଧାରରେ ରହୁଥିଲେ ହେଁ କାହାରି ନଜର ପଡୁନାହିଁ। ଏହି ସାହିରେ ୩୦ରୁ ଊର୍ଦ୍ଧ୍ୱ ଗରିବ ମୁଣ୍ଡା ଓ ମହାନ୍ତ ସମ୍ପ୍ରଦାୟର…

ବିନା ସିଟିଓ ପ୍ରମାଣପତ୍ରରେ ଚାଲିଛି ହୋଟେଲ, ଲଜ୍‌

କେନ୍ଦୁଝର, ୭।୯ (ସ୍ବ.ପ୍ର): କେନ୍ଦୁଝର ଜିଲାରେ ଦିନକୁ ଦିନ ବୃଦ୍ଧିପାଉଛି ହୋଟେଲ, ଲଜ୍‌ ଶିଳ୍ପ। କେନ୍ଦୁଝର ସହର ସମେତ ଜିଲାର ବିଭିନ୍ନ ସହରରେ ବଡ଼ ବଡ଼ ହୋଟେଲ ଏବଂ ଲଜ୍‌ ଖୋଲୁଛି। କିନ୍ତୁ ଏକାଧିକ ହୋଟେଲ ଓ ଲଜ୍‌ ବିନା ଅନୁମତିରେ…

୧୧ ହଜାର ଜାଲ୍‌ ନୋଟ ଜବତ

ଆନନ୍ଦପୁର,୬।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବିରିଡିହା ବଦାରରୁ ମଙ୍ଗଳବାର ଜାଲ ନୋଟ ଜବତ ହୋଇଛି । ଜଣେ ବୃଦ୍ଧଙ୍କ ଠାରୁ ୨୦୦ ଓ ୧୦୦ ଟଙ୍କିଆର ମୋଟ ୧୧ ହଜାର ଜାଲ ନୋଟ ଜବତ କରାଯାଇଛି। ଆନନ୍ଦପୁର ବଜାରରେ ଥିବା…

ଉଠା ଜଳସେଚନ ପ୍ରକଳ୍ପରେ ବିଦ୍ୟୁତ୍‌ କାଟ୍‌: ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚାଷୀ

କେନ୍ଦୁଝର,୫ା୯(ସ୍ବ.ପ୍ର.): ସଦର ବ୍ଲକ ମଙ୍ଗଳାପଶି ଗ୍ରାମରେ ଥିବା ଦୁଇଟି ଉଠା ଜଳସେଚନ ପ୍ରକଳ୍ପ ଉପରେ ସ୍ଥାନୀୟ ଗରିବ ଆଦିବାସୀ ଓ ଅଣଆଦିବାସୀ ଚାଷୀମାନେ ନିର୍ଭର କରି ଚଳିଆସୁଛନ୍ତି। ଚଳିତ ବର୍ଷ ଖରିଫ ଚାଷ ପୂର୍ବରୁ ମୋଟର ପୋଡ଼ିଯିବାରୁ ଚାଷୀମାନେ ନିଜ ଉଦ୍ୟମରେ…

ମନ ମୋହିଲା ୨୨ ହାତୀଙ୍କ ଜଳକ୍ରୀଡ଼ା

ପାଟଣା, ୫।୯(ସ୍ବ. ପ୍ର.):କେନ୍ଦୁଝର ଜିଲା ପାଟଣା ରେଞ୍ଜ୍‌ରେ ୨୨ ଟିକିଆ ବଣୁଆ ହାତୀପଲ ଏକ ସପ୍ତାହ ଧରି ଉପଦ୍ରବ ଜାରି ରଖି ୬ରୁ ଉଦ୍ଧର୍‌ବଗରିବ ଲୋକଙ୍କ ଘର ଭାଙ୍ଗିବା ସହ ବ୍ୟାପକ ଧାନ, ବୋଇତାଳୁ ଓ ମକ୍କା ଫସଲ ନଷ୍ଟ କରିଛନ୍ତି।…

ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଡ଼ବିଲ,୪।୯(ସ.ପ୍ର.):କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ବେଳକୁଣ୍ଡିସ୍ଥିତ ନନ୍ଦି ପେଟ୍ରୋଲ ପମ୍ପ ନିକଟରୁ ପୋଲିସ ରବିବାର ଅପରାହ୍ନରେ ଏକ ଅଜଣା ବ୍ୟକ୍ତିଙ୍କ ମୃତଦେହକୁ ଉଦ୍ଧାର କରିଛି। ମୃତ ଶରୀରରେ ବିଭିନ୍ନ କ୍ଷତ ଚିହ୍ନ ଥିବା ଦେଖିବାକୁ ମିଳିଥିବାରୁ ଏହା ଏକ ହତ୍ୟାକାଣ୍ଡ…

ଜିଲାପରିଷଦ-ବିଧାୟକ ମୁହାଁମୁହିଁ ଘଟଣା: ମହିଳା କମିଶନ ଓ ମାନବାଧିକାର କମିଶନଙ୍କ ଦ୍ୱାରସ୍ଥ ହେଲେ ଜିଲାପରିଷଦ ସଭ୍ୟ

ଆନନ୍ଦପୁର,୩ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ପରିସରରେ ଗତ ଅଗଷ୍ଟ ୩୦ରେ ହୋଇଥିବା ଚତୁର୍ଥ ପଞ୍ଚାୟତ ସମିତି ବୈଠକରେ ୩ ନଂ ଜୋନ୍‌ ଜିଲାପରିଷଦ ସଭ୍ୟା ଅସୀମା ମିଶ୍ର ଓ ଆନନ୍ଦପୁର ବିଧାୟକ ଭାଗିରଥି ସେଠୀଙ୍କ ମଧ୍ୟରେ ସୃଷ୍ଟି ହୋଇଥିବା ବିବାଦୀୟ…

ମେଡିକାଲ ଛାତରୁ ଖସିଲା ପ୍ଲାଷ୍ଟର, ଅଳ୍ପକେ ବର୍ତ୍ତିଗଲେ…

ଆନନ୍ଦପୁର,୩ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ମୁଖ୍ୟ ଚିକିତ୍ସାଳୟର ଶିଶୁ ଓ ମାତୃ ସ୍ବାସ୍ଥ୍ୟକେନ୍ଦ୍ରର ଶନିବାର ମଧ୍ୟାହ୍ନରେ ୩ ମହଲା ଛାତରୁ ପ୍ଲାଷ୍ଟର ଖସିିଛି। ଏହି ବିଲ୍ଡିଂର ୩ ମହଲାରେ ପ୍ରସୂତି ବିଭାଗର ବାରଣ୍ଡାରେ ରୋଗୀଙ୍କ ସମ୍ପର୍କୀୟମାନେ ମଧ୍ୟାହ୍ନରେ ଖାଇବା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?