କେନ୍ଦୁଝର

ଯୁବକଙ୍କୁ ହତ୍ୟା ଅଭିଯୋଗ

ଯୋଡ଼ା,୩ା୨(ଡି.ଏନ.ଏ.) କେନ୍ଦୁଝର ଜିଲା ବାମେବାରି ଥାନା ଅଧୀନ ଧନୁର୍ଜୟପୁର ଧୀବର ସାହିର ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଗୌରାଙ୍ଗ ପାଢ଼ୀ। ମାଟିତଳେ ପୋତା ଯାଇଥିବା ତାଙ୍କ ଗଳିତ ମୃତଦେହକୁ ମଙ୍ଗଳବାର ପୋଲିସ ଜବତ କରିଛି। ପୋଲିସ…

ଯୁବକଙ୍କୁ କାବୁ କରିବାକୁ ଯାଇ ଆଇଆଇସିଙ୍କ ଗୋଡ଼ ଭାଙ୍ଗିଲା

ପାଟଣା,୨ା୨(ସ୍ବ.ପ୍ର.): କୁରାଢ଼ି ଧରି ଉତ୍ପାତ କରୁଥିବା ଜଣେ ଯୁବକଙ୍କୁ କାବୁ କରିବାକୁ ଯାଇ କେନ୍ଦୁଝର ଜିଲା ପାଟଣା ଥାନା ଆଇଆଇସି ରାଜେନ୍ଦ୍ର ସ୍ବାଇଁ ଆହତ ହୋଇଛନ୍ତି। ତାଙ୍କ ବାମ ଗୋଡ଼ ଭାଙ୍ଗି ଯାଇଥିବାରୁ ଚିକିତ୍ସା ପାଇଁ କେନ୍ଦୁଝରର ଏକ ଘରୋଇ ହସ୍ପିଟାଲରେ…

ଯୁବକଙ୍କୁ ମାଡ଼ମାରି ଗାଡ଼ି, ମୋବାଇଲ ଛଡ଼ାଇ ନେଲେ

ଯୋଡ଼ା,୨ା୨(ଡି.ଏନ.ଏ.): କେନ୍ଦୁଝର ଜିଲା ବାମେବାରି ଥାନା ଅଧୀନ ଉଁଚବାଲି ଗ୍ରାମର ଜଣେ ଯୁବକଙ୍କୁ କିଛି ଲୋକ ମାଡ଼ ମାରିବା ସହିତ ତାଙ୍କ ଠାରୁ ମୋବାଇଲ ଫୋନ ଓ ଗାଡ଼ି ଲୁଟି ନେଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ,ମଙ୍ଗଳବାର ରାତି ପ୍ରାୟ ୧୦ଟା…

୧୧ ଚନ୍ଦନ ଗଛ ଚୋରି

କେନ୍ଦୁଝର,୨ା୨(ସ୍ବ.ପ୍ର.): ଚମ୍ପୁଆସ୍ଥିତ ନିକଲସନ ଫରେଷ୍ଟ ଟ୍ରେନିଂ ସ୍କୁଲ ପରିସରରୁ ଗତ ୨୮ ତାରିଖରେ ୧୧ ଟି ମୂଲ୍ୟବାନ ଚନ୍ଦନ ଗଛକୁ ଦୁର୍ବୃତ୍ତମାନେ କାଟି ନେଇଛନ୍ତି। ତେବେ ଏ ନେଇ କୌଣସି ରିପୋର୍ଟ ଥାନାରେ ଦିଆଯାଇ ନାହିଁ। ଫଳରେ ଏହାକୁ ନେଇ ସ୍ଥାନୀୟ…

ଗାଁରେ ରହୁନି ନେଟ୍‌ୱର୍କ

କେନ୍ଦୁଝର, ୨।୨: (ସ୍ବ.ପ୍ର.) କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅନ୍ତର୍ଗତ ତାଳପଦା ପଞ୍ଚାୟତ ଅଞ୍ଚଳରେ ମୋବାଇଲ ନେଟୱର୍କ ସୁବିଧା ନ ଥିବାରୁ ଛାତ୍ରୀଛାତ୍ରମାନେ ପାଠପଢାରୁ ବଞ୍ଚିତ ହେଉଛନ୍ତି। ଏ ନେଇ ପୂର୍ବରୁ ଜିଲାପାଳଙ୍କୁ ଜଣାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆ ନ…

ଚାଲିଛି ଅବାଧ ବାଲି ଚୋର

କେନ୍ଦୁଝର,୧।୨(ସ୍ବ.ପ୍ର.) କେନ୍ଦୁଝର ଜିଲାର ବିଭିନ୍ନ ନଦୀ/ନାଳରୁ ବାଲି ଚୋରି ଯୋଗୁ ସରକାରଙ୍କ ବ୍ୟାପକ ରାଜସ୍ବ ହାନୀ ଘଟୁଥିଲେ ହେଁ ଏହାକୁ ରୋକିବା ପାଇଁ ଦୃଢ ପଦକ୍ଷେପ ନିଆଯାଉ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି। ଏଥିରେ କେତେକ ଦୁର୍ନୀତିଗ୍ରସ୍ତ ରାଜସ୍ବ ବିଭାଗ…

୧୧ କେଭି ଲାଇନ୍‌ରୁ ଶିକାର ପାଇଁ ଟାଣିଥିଲେ ତାର, ଦୁଇ ଗିରଫ

କେନ୍ଦୁଝର/ବଡ଼ବିଲ,୩୧ା୧(ସ୍ବ.ପ୍ର.): କେନ୍ଦୁଝର ବନ ଡିଭିଜନ ବଡ଼ବିଲ ରେଞ୍ଜ ଅନ୍ତର୍ଗତ ବଳିତା ବିଟ୍‌ ଅଧିନସ୍ଥ ବିଲେଇପଦା ସେକ୍ସନରେ ଦୁଇଟି ବାରହା ଶିକାର ଅଭିଯୋଗରେ ଦୁଇ ଜଣ ଗିରଫ ହୋଇଛନ୍ତି। ଗିରଫ ଅଭିଯୁକ୍ତ ଦୟ ହେଲେ ରୁଗୁଡ଼ି ଥାନା, ରୋଇଡ଼ା କ୍ୟାମ୍ପ ହଟିଂ ଅଞ୍ଚଳର…

ହାତୀ ଚଳପ୍ରଚଳରେ ବାଧକ ଟ୍ରକ୍‌ ପାର୍କିଂ

କେନ୍ଦୁଝର, ୩୧।୧ (ସ୍ବ.ପ୍ର.) କେନ୍ଦୁଝର ଜିଲାରେ ହାତୀମାନଙ୍କ ଅପେକ୍ଷା ଖଣିଖାଦାନ ଓ ଖଣି ପରିବହନକୁ ଗୁରୁତ୍ୱ ଦିଆଯାଉଛି। ଫଳରେ ହାତୀ ମାନଙ୍କ ଚଳପ୍ରଚଳ ସଙ୍କୁଚିତ ହେବା ସହ ଚଲାପଥ ଅବରୋଧ ହୋଇଯାଉଥିବାରୁ ହାତୀ ପଲ ବିବ୍ରତ ହୋଇ ଆଖପାଖ ଅଞ୍ଚଳରେ ଉପଦ୍ରବ ଚଳାଉଛନ୍ତି।…

ଜିଲା ମୁଖ୍ୟ ଡାକ୍ତରଖାନାରେ ଲାଗିଲା ନିଆଁ

କେନ୍ଦୁଝର,୩୧ା୧(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାର ଡାଏଲିସିସ୍‌ ଓ୍ବାର୍ଡରେ ଶଟ୍‌ସର୍କିଟ ଯୋଗୁ ନିଆଁ ଲାଗିଯାଇଛି। ତେବେ ଏଥିରେ କୌଣସି କ୍ଷୟକ୍ଷତି ହୋଇନାହିଁ ବୋଲି ସିଡିଏମ୍‌ଓ ସୂଚନା ଦେଇଛନ୍ତି। ନିଆଁ ଲାଗିବା ଫଳରେ ଚାରିଆଡ଼ ଧୂଆଁମୟ ହୋଇଯାଇଥିଲା।

ଅବହେଳିତ ଜୁଆଙ୍ଗ ଜନଜାତି

କେନ୍ଦୁଝର, ୩୧।୧(ଡି.ଏନ୍‌.ଏ.) ଆଦିବାସୀ ଅଧ୍ୟୁଷିତ କେନ୍ଦୁଝର ଜିଲାରେ ଆଦିମ ଜନଜାତି ଜୁଆଙ୍ଗ ଓ ଭୂୟାଁ ଅବହେଳିତ ହୋଇ ରହିଛନ୍ତି। ପାହାଡ ଓ ଜଙ୍ଗଲ ଘେରା ମଧ୍ୟରେ ରହି ଆସୁଥିବା ଏହି ଜନଜାତି ସ୍ବାଧୀନତାର ୭୪ ବର୍ଷ ପରେ ମଧ୍ୟ ବିକାଶ ସ୍ରୋତରେ…

ପୌର ପରିଷଦ ଅଧ୍ୟକ୍ଷ ପଦ ସଂରକ୍ଷଣକୁ ବିରୋଧ

ଆନନ୍ଦପୁର,୩୧।୧(ସ୍ବ.ପ୍ର.)  କେନ୍ଦୁଝର ଜିଲା ଆନନ୍ଦପୁର ପୌର ପରିଷଦ ଅଧ୍ୟକ୍ଷ ପଦବୀ ସଂରକ୍ଷଣକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏହି ସଂରକ୍ଷଣକୁ ନେଇ ସବୁ ସ୍ତରରେ ଅସନ୍ତୋଷ ଲାଗି ରହିଥିବା ବେଳେ ଅଧ୍ୟକ୍ଷ ପଦକୁ ନେଇ ବିଭିନ୍ନ ଦଳର ବହୁ ଆଶାୟୀଙ୍କ ମନୋବଳ…

୨୩୭ ଅତି ସମ୍ବେଦନଶୀଳ ବୁଥ୍‌

କେନ୍ଦୁଝର,୩୦ା୧ (ସ୍ବ.ପ୍ର.): କେନ୍ଦୁଝର ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର ଚାଲିଛି ା ବିଶେଷ କରି ଅବାଧ, ଭୟମୁକ୍ତ ଓ ନିରପେକ୍ଷ ନିର୍ବାଚନ ପାଇଁ ଭୋଟ ଗ୍ରହଣ କେନ୍ଦ୍ର ଗୁଡିକର ସୁରକ୍ଷା ପ୍ରତି ଅଧିକ ଧ୍ୟାନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri