କେନ୍ଦୁଝର

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା ଦୋକାନ ନିକଟରେ ହୋର୍ଡିଂ ଚିରି ବିଦ୍ୟୁତ୍‌ ଟ୍ରାନ୍ସଫର୍ମରରେ ପଡ଼ିଥିଲା। ଏପରିକି ଏକ ବୋର୍ଡ…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ତେବେ ସେମାନେ ବିଜେଡି ଛାଡ଼ି ଭାଜପାକୁ ଯିବେ ବୋଲି ଚର୍ଚ୍ଚା ଜୋର୍…

ଆନନ୍ଦପୁର ଓକିଲ ସଂଘ ନିର୍ବାଚନ: ଦୟାନିଧି ଦାଶ ସଭାପତି, ସମ୍ପାଦକ ଭାବେ…

ବଞ୍ଚୋ, ୨୮।୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଓକିଲ ସଂଘର ବାର୍ଷିକ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏହି ନିର୍ବାଚନରେ ଦୟାନିଧି ଦାଶ ସଭାପତି ପଦବୀ ପାଇଁ ନିର୍ବାଚିତ ହୋଇଥିବାବେଳେ ମଧୁସ୍ମିତା ଦାଶ ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ନିର୍ବାଚନ ପ୍ରକ୍ରିୟା…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟରେ ଦରଦାମ ବୃଦ୍ଧି ଓ ଆଇନ ଶୃଙ୍ଖଳାର ଅବନତିକୁ ନେଇ ଏହି ସମାବେଶ…

କାର ଉପରେ ପଡ଼ିଲା ଗଛ: ଆଉ ତା’ପରେ ଘଟିଲା…

ପାଟଣା,୨୮।୩(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମର କ୍ଷେତ୍ରବାସୀ ବାରିକଙ୍କ ଘର ବାହାରେ ଥିବା ଏକ କୋଳି ଗଛ କାର ଉପରେ ପଡ଼ି କାରଟି ଚୁରମାର ହୋଇ ଭାଙ୍ଗିଯାଇଛି। ସୂଚନା ଯେ, ଶୁକ୍ରବାର ବିଳମ୍ବିତ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ ମଠରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ହେବା ସହ ବିଶ୍ୱ ହିନ୍ଦୁ ପରିଷଦ…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ ୨୦୨୩ ଅଗଷ୍ଟ ମାସରୁ ତାଙ୍କୁ ଆଉ ଭତ୍ତା ମିଳିଲା ନାହିଁ। ସେ ପଞ୍ଚାୟତ…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ ମିଳେ।  ଏଭଳି ଏକ ରୋମାଞ୍ଚକର ହାତୀର ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଛି।…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ପବନ, ଘଡ଼ଘଡ଼ି, ବର୍ଷା ଯୋଗୁଁ  ଅନେକ ପରିବାର ସର୍ବସ୍ବାନ୍ତ ହୋଇପଡ଼ିଛି ।…

ସ୍ବାଧୀନତାର ଦୀର୍ଘବର୍ଷ ପରେ ବି ଏହି ୭ ଗାଁକୁ ହୋଇନି ବିଦ୍ୟୁତ୍‌ ସଂଯୋଗ, ଦାବିପତ୍ର ଦେଇ…

ବଞ୍ଚୋ,୨୫ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଅନ୍ତର୍ଗତ ଶାମୁକା ନେଣ୍ଡି ପଞ୍ଚାୟତର ଉପରନଟିଆ, ଖଣ୍ଡିତଳ, ବାରଶାଡାହି, ଲକ୍ଷ୍ମଣଡାହି, ବାଇବୃରୁ, ଫନଡାହି, ପଠାଣଡାହି ଆଦି ୭ଟି ଗ୍ରାମରେ ଦେଶ ସ୍ବାଧୀନତା ହେବାର ୭୭ ବର୍ଷ ବିତି ଯାଇଥିଲେ ମଧ୍ୟ ଆଜି…

ପେନ୍‌ସନ୍‌ଭୋଗୀଙ୍କ ମୌଳିକ ଅଧିକାରକୁ କ୍ଷୁଣ୍ଣ କରୁଛି ଭ୍ୟାଲିଡେସନ ଆକ୍ଟ, ପ୍ରତ୍ୟାହାର ଦାବି ନେଇ…

କେନ୍ଦୁଝର,୨୫ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ ଶିକ୍ଷା କର୍ମଚାରୀ ସଂଘ ପକ୍ଷରୁ ଭାରତ ସରକାରଙ୍କ ଦ୍ୱାରା ୨୫ ମାର୍ଚ୍ଚ ୨୦୨୫ରେ ପାରିତ ଭ୍ୟାଲିଡେସନ ଆକ୍ଟର ପ୍ରତ୍ୟାହାର ନିମନ୍ତେ ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର…

ଯୋଡ଼ାରେ ବିଦେଶୀ ପକ୍ଷୀ

ଯୋଡା,୨୪ା୩(ମାନସ ମହାନ୍ତି)- କେନ୍ଦୁଝର ଜିଲା ଯୋଡ଼ା ସହରରେ ବିରଳ ଆଇବିସ ପକ୍ଷୀ ଦେଖିବାକୁ ମିଳିଛି। ଯୋଡ଼ା ଭଳି ଖଣି ଓ ଶିଳ୍ପ ଅଞ୍ଚଳରେ ଦେଖାଦେଇଥିବା ଏହି ବିଦେଶୀ ପକ୍ଷୀ ସମ୍ପର୍କରେ ବନପାଳ ତ୍ରିନାଥ ଜେନାଙ୍କୁ ପଚାରିବାରୁ, ଏହି ପକ୍ଷୀ ସାଧାରଣତଃ ଭାରତର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri