ରାସ୍ତା ପାର ହେଉଥିବା ବେଳେ ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଧକ୍କା ଦେଲା ଟ୍ରକ, ରାସ୍ତାରେ….
ପାଟଣା,୫ା୧୦(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଚିଲିଦାସ୍ଥିତ ଏବିସିଡିଆର ଅଙ୍ଗିକଳା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ ରବିବାର ରାତିରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣା ଘଟିଛି। ଅଜଣା ଟ୍ରକ୍ ଧକ୍କାରେ…
ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍ , ସିସିଟିଭିରେ…
ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍ ହେଉଛି। ପୋଲିସ ମଧ୍ୟ ଲୁଟେରାଙ୍କୁ ଧରିବା ପାଇଁ ଅପରେଶନ ଜୋରଦାର କରିଛି l ଏଭଳିସ୍ଥିତିରେ ଛେନାପଦି…
ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍ ମିସ୍ତ୍ରୀ
ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା ପୋଲିସ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ପରେ ପୋଲିସ ଗିରଫ ଦୁଇ ଅଭିଯୁକ୍ତଙ୍କୁ…
କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ
ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି କରି ପୋଲିସ ସାଇଁକୁଳ ଗ୍ରାମର ଅଭିଯୁକ୍ତ ପଙ୍କଜ ପଣ୍ଡା(୨୧ ବର୍ଷ)କୁ ରବିବାର ଗିରଫ…
ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…
ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି। ଆନନ୍ଦପୁର ଉପଖଣ୍ଡ ଦେଓଗାଁ ରେଞ୍ଜ ଧୋବାଲାହୁଡି ଗାଁର ସମ୍ବରୀ କୁଲାଡ଼ୀ ନାମକ ମହିଳା…
ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ
ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ ମୁଣ୍ଡା(୩୦)। ଘଟଣାରେ ପୋଲିସ ଅଭିଯୁକ୍ତ ଶାଳକ ଅଜୟ ତିରିଆଙ୍କୁ ଗିରଫ କରି ତଦନ୍ତ…
ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…
ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ କ୍ରମେ ଆନନ୍ଦପୁର ଉପଖଣ୍ଡରେ ନିରାପତ୍ତା ବ୍ୟବସ୍ଥାକୁ ଅତ୍ୟନ୍ତ କଡ଼ାକଡ଼ି କରାଯାଇଛି। ଏହି ପ୍ରସ୍ତୁତିର…
କରଞ୍ଜିଆରୁ ଫେରୁଥିଲେ ଏସ୍ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…
ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡ଼ା ଫାଣ୍ଡି ଅଧିକାରୀ ପାର୍ତ୍ତ ଓରାମଙ୍କୁ ଶନିବାର ନିଲମ୍ବିତ କରାଯାଇଛି। କେନ୍ଦୁଝର ଏସ୍ପି…
ପାର୍ବଣକୁ ନେଇ ଆନନ୍ଦପୁରରେ କଡ଼ା ସୁରକ୍ଷା: ନାକା ଡ୍ୟୁଟିରେ ପୋଲିସଙ୍କ ସହ ସାମିଲ ହେଲେ ଉପଜିଲାପାଳ
ବଞ୍ଚୋ, ୩/୧୦ (ପ୍ରଦୋଷ ବିଶ୍ୱାଳ): ପାର୍ବଣ ଋତୁ ଆରମ୍ଭ ହୋଇଥିବାରୁ ଆନନ୍ଦପୁର ଅଞ୍ଚଳରେ ଶାନ୍ତିଶୃଙ୍ଖଳା ଓ ସୁରକ୍ଷା ବଜାୟ ରଖିବା ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ବିଭିନ୍ନ ସ୍ଥାନରେ ନାକା ଡ୍ୟୁଟି କରାଯାଇ ଯାନବାହନ ଯାଞ୍ଚ ସହ…
ଖୁଦୁରୁକୁଣୀ ଭସାଣି ବେଳେ ଏସ୍ଆଇଙ୍କୁ ଆକ୍ରମଣ: ଡିଜେ ବଜାଇବାକୁ….
ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘଷିପୁରା ଥାନା ଚଉମୁଇଁରେ ଖୁଦୁରୁକୁଣୀ ଭସାଣି ବେଳେ ଡିଜେ ବଜାଇବାକୁ ବିରୋଧ କରିବାରୁ ଏସ୍ଆଇ କଳ୍ପତ୍ତରୁ ନାୟକଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ନାୟକଙ୍କ ଆଖିରେ ଆଘାତ ଲାଗିଛି ସୂଚନା ଅନୁସାରେ, ଖୁଦୁରୁକୁଣୀ ଭସାଣି…
ଲଜ୍କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…
ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି ମାମଲାରେ ପୋଲିସ କେସ୍ ନଂ ୧୮୨/୨୬ ରୁଜୁ କରି ମୁଣ୍ଡୁକାଟି ଗ୍ରାମର ଅଭିଯୁକ୍ତ…
ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ
ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ ରଖାଯାଇଥିବା ୪ଟି ଶାଳ ଗଛର ଗଣ୍ଡିକୁ ଶୁକ୍ରବାର ବନ ବିଭାଗ ଜବତ କରିଛି।…

