ସେନା କର୍ମଚାରୀଙ୍କ ପରଲୋକ : ଗାର୍ଡ ଅଫ ଅନର ଦେଇ ଶେଷକୃତ୍ୟ ସମ୍ପନ୍ନ
ପାଟଣା,୨୧।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଉଦୟପୁର ଉପର ସାହିର ସେନା କର୍ମଚାରୀ ତଥା ନାଏବ ସୁବେଦାର ହରିଶ୍ଚନ୍ଦ୍ର ସେଠୀ(୪୬)ଙ୍କ ଶୁକ୍ରବାର ନୂଆଦିଲ୍ଲୀ ଆରଆର ହସ୍ପିଟାଲରେ ମୃତ୍ୟୁ ହୋଇଛି। ସେ ମୁଖ ଗହର କର୍କଟରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ…
ବିଳମ୍ବିତ ରାତିରେ ୩ ଘରୁ କଳାକନା ବୁଲାଇଲେ ଦୁର୍ବୃତ୍ତ, ନେଇଗଲେ ୧୦ଭରିରୁ ଅଧିକ ସୁନା
ଆନନ୍ଦପୁର ୧୯।୯(ସୁଶାନ୍ତ କୁମାର ସାହୁ): ବିଳମ୍ବିତ ରାତିରେ ବଡ଼ ଧରଣର ଚୋରି। ଘଟଣାରେ ଜଣେ ଅଟକ ସହ ବାଇକ ଜବତ କରାଯାଇଛି। ଆନନ୍ଦପୁର ଥାନା କଣ୍ଟିପାଳ ପଞ୍ଚାୟତ ମଠସାହିରେ ବିଳମ୍ବିତ ରାତି ୧୨.୩୦ ରୁ ୧ ଟା ମଧ୍ୟରେ ୩ ଟି…
ଶପଥ ନେଲେ ଶିକ୍ଷକ ସଂଘର ଜିଲା କର୍ମକର୍ତ୍ତା
ପାଟଣା,୧୪।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘର ନବ ନିର୍ବାଚିତ କର୍ମକର୍ତ୍ତା ପାଟଣା ମୁଖ୍ୟାଳୟରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରବିବାର ଶପଥ ପାଠ କରିଛନ୍ତି। ଆୟୋଜିତ କାର୍ଯ୍ୟକ୍ରମରେ ଜିଲା ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ…
ଲୋକଙ୍କ ଅଭିଯୋଗପତ୍ର ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ, କହିଲେ ଖୁବ୍ଶୀଘ୍ର ହେବ…
କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଗସ୍ତ ସାରି ରବିବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱର ଫେରିଛନ୍ତି। ଗତକାଲି ବିଭିନ୍ନ କାର୍ଯ୍ୟରେ ଯୋଗ ଦେଇ ସ୍ଥାନୀୟ ସର୍କିଟ ହାଉସ୍ରେ ରାତ୍ରି ଯାପନ କରିଥିଲେ। ରାତିରେ ଦଳୀୟ ନେତା,…
ଷ୍ଟେଜ୍ ଉପରେ ଡ୍ରେସ୍ ଖୋଲିଦେଲେ ନିଶା ନିଜକୁ ସମ୍ଭାଳି ପାରିଲେନି ଏଏସ୍ଆଇ : ପରେ ଯାହା ହେଲା…
ପାଟଣା,୧୪ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଏଏସ୍ଆଇ ସରୋଜ କୁମାର ସେଠୀଙ୍କୁ ବିବାଦୀୟ ଆଇଟମ ଗର୍ଲ ନିଶା ମହାରଣାଙ୍କ ସହ ଫଟୋ ଉଠାଇବା ମହଙ୍ଗା ପଡ଼ିଛି। ସୁରକ୍ଷା ଦାୟିତ୍ୱରେ ନିୟୋଜିତ ଥାଇ ଫଟୋ ଉଠାଇବାକୁ ନେଇ ଏସ୍ପି ନୀତିନ…
୩ଦିନ ହେଲା ନିଖୋଜ ଥିଲେ: ମିଳିଲା ମୃତଦେହ
କେନ୍ଦୁଝର,୧୩ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବଂଶପାଳ ବ୍ଲକ ଅନ୍ତର୍ଗତ ଛାମୁଣ୍ଡା ନଦୀରେ ବୁଡି ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ସଦର ଥାନା ଅନ୍ତର୍ଗତ ଖଜୁରୀମୁଣ୍ତି ଗ୍ରାମର ଧରଣୀଧର ପ୍ରଧାନ(୫୫)। ମିଳିଥିବା ସୂଚନା ମୁତାବକଳ ଧରଣୀଧର ଗୁରୁବାର ଅପରାହ୍ନରେ ନିକଟସ୍ଥ…
ବିଲରୁ ଘରକୁ ଫେରୁଥିଲେ, ଧକ୍କା ଦେଲା ହାଇଓ୍ବା: ଚାଲିଗଲା ଜଣଙ୍କ ଜୀବନ
ପାଟଣା,୧୩।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇ ପୋଷି ପାଟଣା ରାସ୍ତାର ଟାଙ୍ଗର ପଡ଼ା ପୋଖରୀ ନିକଟରେ ଏକ ୧୨ ଚକିଆ ହାଇୱା ଧକ୍କାରେ ଜଣେ ୪୭ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଶନିବାର ସକାଳୁ କ୍ଷତିପୂରଣ ଦାବି ସହ ଅଙ୍କୁରାକ୍ରସର…
ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ପୋଷାକ ବଣ୍ଟନ କଲେ ପାଟଣା ବିଧାୟକ
ପାଟଣା, ୧୧।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ସରକାରୀ ଦଧିବାମନ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନଙ୍କୁ ଗୁରୁବାର ପୋଷାକ ବଣ୍ଟନ କରାଯାଇଛି। ପୋଷାକ ବଣ୍ଟନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ଯୋଗଦେଇ…
ପରୀକ୍ଷା ଦେବାକୁ ଯିବା ବେଳେ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ୨୦ ବର୍ଷ ଜେଲ ଦଣ୍ଡରେ…
କେନ୍ଦୁଝର,୧୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟ ଟ୍ରାକ ବିଚାରପତି ବିଜୟ କୁମାର ମିଶ୍ର ଏକ ନାବାଳିକା ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ବଡ଼ ରାୟ ଦେଇଛନ୍ତି। ଏହି ମାମଲାରେ ବେତନଟି ଥାନା ଅନ୍ତର୍ଗତ ଅଭିଯୁକ୍ତ ଶୁଭେନ୍ଦୁ ପ୍ରଧାନ(୩୨)ଙ୍କୁ ଦଫା…
ଲାଞ୍ଚ ନେବାବେଳେ ଧରାପଡ଼ିଲେ କନିଷ୍ଠ କିରାଣି, ପେନ୍ସନ କରାଇ ଦେବାକୁ ମାଗିଥିଲେ…
କେନ୍ଦୁଝର,୧୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ମୁଖ୍ୟାଳୟରେ ଥିବା ନିକଲସନ ଫରେଷ୍ଟ ଟ୍ରେନିଂ ସ୍କୁଲର ଜଣେ କନିଷ୍ଠ କିରାଣି ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ତାଙ୍କ ନାମ ରୂପ ଚାନ୍ଦ ନାୟକ। ଗତ ୩୧ ଜୁଲାଇ…
ଅପେରା ଦେଖିବାକୁ ଯାଇଥିଲେ ପରିବାର ଲୋକେ, ଘରେ ପଶି କଳାକନା ବୁଲାଇଲେ ଦୁର୍ବୃତ୍ତ, ନଗଦ ଟଙ୍କା ସହ…
ପାଟଣା,୧୦ା୯(ବୀରକିଶୋର ଦାଶ): ପରିବାର ଲୋକେ ଅପେରା ଦେଖିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ମଙ୍ଗଳବାର ରାତିରେ ଘରେ କଳାକନା ବୁଲାଇ ଦେଇଛନ୍ତି। ଏପରି ଘଟଣା ଦେଖିବାକୁ ମିଳିଛି ପାଟଣା ଥାନା ମଲ୍ଲିପୋଷି ଗ୍ରାମ ରଣା ସାହିରେ। ଭାଗବତ ରଣାଙ୍କ ପରିବାରର ସମସ୍ତ ସଦସ୍ୟ…
ପ୍ରତି ଗାଁରେ ରୋପଣ ହେବ ଗଛ ଚାରା
ପାଟଣା,୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପରିସରରେ ମଙ୍ଗଳବାର ବଡପାଟଣା, ଟାଙ୍ଗରପଡ଼ା ଏବଂ ସରାସ କୋଲା ପଞ୍ଚାୟତକୁ ୫ଶହ ଲେଖାଏଁ ଚାରା ଗଛ ପ୍ରେରଣ କରାଯାଇଛି। ଏକ ପେଡ ମା’ କି ନାମପର କାର୍ଯ୍ୟକ୍ରମରେ ଆସନ୍ତା ୧୭ରେ ପ୍ରତି…
Archives


