କେନ୍ଦୁଝର

ନାବାଳିକା ଗର୍ଭଧାରଣ ଘଟଣାରେ ପୋଲିସର ବଡ଼ ଆକ୍ସନ! ଯୁବକ ଗିରଫ

ବଞ୍ଚୋ,୧୧।୬(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲାର ସୋସୋ ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକା ଗର୍ଭବତୀ ହେବା ଘଟଣାରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି । ଏନେଇ ସୋସୋ ଥାନାରେ କେସ୍ ନଂ-୧୨୦, ତାରିଖ ୦୯.୦୬.୨୦୨୬ରେ ଭାରତୀୟ ନ୍ୟାୟ…

ରହସ୍ୟଘେରରେ ମହିଳାଙ୍କ ମୃତ୍ୟୁ, ବିଷ କ୍ରିୟାରେ ମହିଳାଙ୍କ ମୃତ୍ୟୁକୁ ନେଇ…

ହାଟଡିହୀ/ଛେନାପଦୀ,୧୦।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଶାଳକଣିଆଁ ଗ୍ରାମରେ ଜଣେ ମହିଳାଙ୍କୁ ବିଷ ଦେଇ ମାରି ଦେଇଥିବା ଅଭିଯୋଗ ହୋଇଛି । ଏହି ଆଧାରରେ ପୋଲିସ ଶବକୁ ବୁଧବାର ଜବତ କରିଛି । ବ୍ୟବଛେଦ ପାଇଁ ଆନନ୍ଦପୁର ଉପଖଣ୍ଡ…

ଅପରେଶନ ବୈତରଣୀ: ୪ ହାଇୱା, ଜେସିବି, ଖନନ ଯନ୍ତ୍ର, ୩୩ ଟ୍ରାକ୍ଟର ଜବତ: ୩୮ ମାମଲା ରୁଜୁ…

ହାଟଡିହୀ/ଆନନ୍ଦପୁର/ବଞ୍ଚୋ, ୧୦।୬ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ ପ୍ରଦୋଷ ବିଶ୍ୱାଳ):‘ଅପରେଶନ ବୈତରଣୀ’ର ଧାରାବାହିକତା ଏବଂ କେନ୍ଦୁଝର ଜିଲା ପୋଲିସ ଅଧୀକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଆନନ୍ଦପୁର ଉପଖଣ୍ଡ ପୋଲିସ ପକ୍ଷରୁ ବେଆଇନ ବାଲି ଖନନ ଓ ଅନୁମତିବିହୀନ ବାଲି ପରିବହନ ବିରୋଧରେ ସ୍ୱତନ୍ତ୍ର ଅଭିଯାନକୁ…

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ନବମ ଗ୍ରାମସଭା: ଏକର ପିଛା ଏତେ କୋଟି ଦାବି କଲେ ଗ୍ରାମବାସୀ

ପାଟଣା,୧୦।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ର ୧୨ଟି ମୌଜା ର ଜମି କୁ ନେଇ ପ୍ରସ୍ତାବିତ ମେଗାଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ୧୨ଟି ଗ୍ରାମସଭା ମଧ୍ୟରୁ ବୁଧବାର ନବମ ଗ୍ରାମସଭା…

ବିଦେଶରେ ଫସି ରହିଛନ୍ତି ଆନନ୍ଦପୁରର ଯୁବକ, ଉଦ୍ଧାର ପାଇଁ ପ୍ରଶାସନକୁ ନିବେଦନ କଲେ…

ବଞ୍ଚୋ,୧୦।୬(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଅଞ୍ଚଳର ଯୁବକ ସତ୍ୟଦୀପ ସାହୁ ତାଞ୍ଜାନିଆରେ ଫସି ରହିଥିବା ନେଇ ଚିନ୍ତା ପ୍ରକାଶ ପାଇଛି। ତାଙ୍କୁ ସୁରକ୍ଷିତ ଭାବେ ଭାରତକୁ ଫେରାଇ ଆଣିବା ପାଇଁ ସମାଜସେବୀ ଯଜ୍ଞ ପ୍ରସାଦ ସାହୁ କେନ୍ଦୁଝର…

ଏକ୍ସପାୟାରୀ ମେଡିସିନ ଖାଇ ଆଶାକର୍ମୀଙ୍କ ଝିଅଙ୍କ ମୃତ୍ୟୁ ଅଭିଯୋଗ, ANM ସେଣ୍ଟରରୁ ଯାଇ ଆଣିଥିଲେ ମେଡିସିନ

କେନ୍ଦୁଝର,୧୦।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ସିଂପୁର ପଞ୍ଚାୟତ ତଳବରଡ଼ା ଗ୍ରାମରେ ଏକ୍ସପାୟାରୀ ମେଡିସିନ ଖାଇ ଜଣେ ଆଶାକର୍ମୀଙ୍କ ଝିଅ ମୃତ ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଅଭିଯୋଗ ପରେ କେନ୍ଦୁଝର ସିଡିଏମ ଓ ଡାକ୍ତର…

ମୋବାଇଲ ମରାମତି ଖର୍ଚ୍ଚ ମାଗିବାରୁ ମହିଳାଙ୍କୁ ହତ୍ୟା ଉଦ୍ୟମ, ଫେରାର୍‌ ଥିବା ତୃତୀୟ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ/ଆନନ୍ଦପୁର/ହାଟଡିହୀ , ୯।୬(ପ୍ରଦୋଷ ବିଶ୍ୱାଳ/ ସୁଶାନ୍ତ କୁମାର ସାହୁ/ ଶୁଭକାନ୍ତ ନାୟକ) : କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଉଲ୍ଲୋଳ ଗ୍ରାମରେ ମୋବାଇଲ ଚୋରି ଘଟଣାକୁ ନେଇ ଆକ୍ରମଣ ଏବଂ ହତ୍ୟା ଉଦ୍ୟମ ଘଟଣାରେ ଆନନ୍ଦପୁର ଏସଡିପିଓଙ୍କ ହସ୍ତକ୍ଷେପ ପରେ ଦୀର୍ଘ…

ଫେରାର୍‌ ହେବାକୁ ଚେଷ୍ଟା କରୁଥିବାବେଳେ ଅଭିଯୁକ୍ତଙ୍କୁ କାବୁ କଲା ପୋଲିସ, ଜବତ ହେଲା…

ଆନନ୍ଦପୁର/ହାଟଡିହୀ,୮l୬(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ପୋଲିସ ବିଦେଶୀ ମଦ ରଖିବା ଏବଂ ବିକ୍ରି କରିବା ଅଭିଯୋଗରେ ସୋମବାର ପୁରୁଣାଘାଟି ଗ୍ରାମର ସନାତନ ହୋଙ୍କ ପୁଅ ତପନ ହୋକୁ ଅଟକ ରଖିଛି। ତାଙ୍କ ଠାରୁ ମୋଟ ୧୫ ଲିଟର…

ବିଲ ମଝିରୁ ମିଳିଲା ବିବାହିତ ଯୁବକଙ୍କ ମୃତଦେହ: ମୁତ୍ୟୁକୁ ନେଇ ବଢିଲା ସନ୍ଦେହ

ପାଟଣା,୮।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଟଭା ସରୁଆ ଗାଁ ବିଲ ମଝିରୁ ସୋମବାର ଜଣେ ବିବାହିତ ଯୁବକଙ୍କ ସନ୍ଦେହ ଜନକ ଭାବେ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଉଛନ୍ତି ଉକ୍ତ ଗାଁର ଅନାମ ନାଏକଙ୍କ ପୁଅ ଗୁରୁଦେବ…

ଯାତ୍ରୀବାହୀ ବସ୍ ସହ ଟ୍ରେଲର ମୁହାଁମୁହିଁ ଧକ୍କା, ଅନେକ ଯାତ୍ରୀ ଗୁରୁତର

ପାଟଣା, ୮।୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ବାଉଁଶୁଳି–ଉଖୁଣ୍ଡା ରାସ୍ତାର ଭଅଁରପୁର ନିକଟରେ ସୋମବାର ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଛି। ‘ସାହୁ’ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍ ଓ ଏକ ଟ୍ରେଲର ମଧ୍ୟରେ ମୁହାଁମୁହିଁ ଧକ୍କା ହେବା…

ବଚସା ହେଲା କାଳ….ମଦ ନିଶାରେ ବାପାଙ୍କୁ ଶାବଳରେ ଭୁଷି ହତ୍ୟା କଲେ ପୁଅ

ପାଟଣା,୮ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦିଗ ପଶି ଗ୍ରାମରେ ଛାତିଥରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ରବିବାର ବିଳମ୍ୱିତ ରାତିରେ ପୁଅ ଉଦ୍ଧବ ନାଏକ ବାପା ଧ୍ରୁବ ନାଏକଙ୍କୁ ଶାବଳରେ ଭୁଷି ହତ୍ୟା କରିଥିବା ଜଣା ପଡ଼ିଛି…

ଆଗକୁ ପଞ୍ଚାୟତ ନିର୍ବାଚନ: ଏବେଠୁ ଅଣ୍ଟାଭିଡ଼ିଲାଣି ଭାଜପା ଯୁବମୋର୍ଚ୍ଚା

ପାଟଣା, ୮।୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ସୋମବାର ସରାପଶି ଲକ୍ଷ୍ମୀ ମଣ୍ଡପ ପରିସରରେ ଭାଜପା ପାଟଣା ମଣ୍ଡଳ ଯୁବମୋର୍ଚ୍ଚାର କର୍ମକର୍ତ୍ତାମାନଙ୍କୁ ନେଇ ଆଗାମୀ ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ଏକ ସାଂଗଠାନିକ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?