ମୌଳିକ ସୁବିଧା ନ ମିଳିଲେ ଭୋଟ ବର୍ଜନ
କେନ୍ଦୁଝର, ୨୪।୧ (ସ୍ବ.ପ୍ର.) ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଚାର ଆରମ୍ଭ ହୋଇଯାଇଥିବା ବେଳେ ତେଲକୋଇ ବ୍ଲକ ତାଳପଦା ପଞ୍ଚାୟତର ବଡ଼ଖମଣ ଗ୍ରାମର ଲୋକ ମାନେ ରାସ୍ତା ଓ ପାଣି ପାଇଁ ନିର୍ବାଚନରେ ଭୋଟ ଦେବାରୁ ନିବୃତ୍ତ ରହିବାକୁ ଚେତାବନୀ ଦେଇଛନ୍ତି। ବଣପାହାଡ…
୮୪୧୧ କାଏମ ରହିଲା, ୬୮୦ ଜଣଙ୍କର ପ୍ରାର୍ଥତ୍ପତ୍ର ନାକଚ
କେନ୍ଦୁଝର, ୨୪।୧(ଡି.ଏନ୍.ଏ.) କେନ୍ଦୁଝର ଜିଲାରେ ପଞ୍ଚାୟତ ନିର୍ବାଚନରେ ୱାର୍ଡମେମ୍ବର ପଦ ପାଇଁ ୬୩୩୫ ଜଣ, ସରପଞ୍ଚ ପଦ ପାଇଁ ୧୪୫୯ ଜଣ, ପଞ୍ଚାୟତ ସମିତି ସଭ୍ୟ ପଦ ପାଇଁ ୧୧୩୪ ଜଣ ଏବଂ ଜିଲା ପରିଷଦ ସଦସ୍ୟ ପଦ ପାଇଁ ୧୬୩…
ପ୍ରେମିକାଙ୍କୁ ତଣ୍ଟି ଚିପି ହତ୍ୟା: ପ୍ରେମିକ ଗିରଫ
ପାଟଣା,୨୪।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳର ଜଣେ ଯୁବକ ତାଙ୍କ ପ୍ରେମିକାଙ୍କ ତଣ୍ଟି ଚିପି ହତ୍ୟା କରିଥିବା ଅଭିଯୋଗରେ ରବିବାର ଠାକୁରମୁଣ୍ଡା ପୋଲିସ ତାଙ୍କୁ ଗିରଫ କରିଛି। ସେ ହେଲେ ପାଟଣା ମଝି ସାହିର ତପନ କୁମାର ମହାରଣା। ତପନ…
ପ୍ରାର୍ଥୀପତ୍ର ଦାଖଲ କରିପାରିଲେନି, ଥାନାରେ ମାମଲା
କେନ୍ଦୁଝର, ୨୪।୧ (ସ୍ବ.ପ୍ର.) କେନ୍ଦୁଝର ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ସରପଞ୍ଚ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲବେଳେ କେତେକ ଲୋକ ଗଣ୍ଡଗୋଳ କରି ଅଫିସରେ ତାଲା ପକାଇବାସହ ଉକ୍ତ ପ୍ରାର୍ଥୀଙ୍କୁ ନାମାଙ୍କନପତ୍ର ଦାଖଲ କରାଇ ଦେଇ ନ ଥିବା ନେଇ ପ୍ରଥମେ ଯୋଡ଼ା…
ଧାନ ବସ୍ତା ରଖି ରାଜପଥ ଅବରୋଧ
ପାଟଣା,୨୪।୧(ସ୍ବ.ପ୍ର.) କେନ୍ଦୁଝର ଜିଲା ସାହାରପଡା ବ୍ଲକରେ ଧାନ ମଣ୍ଡିରେ ଧାନ ବକ୍ରିକୁ ନେଇ ଅବ୍ୟବସ୍ଥା ଦେଖାଦେଇଛି। ଏହାର ପ୍ରତିବାଦରେ ୬୦ରୁ ଉଦ୍ଧର୍ବ ଚାଷୀ ରବିବାର ପାଟଣା ସାହାରପଡା ଦେଇ ଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥର ଟଭାସରୁଆ ଠାରେ ରାସ୍ତା ଉପରେ ଧାନ…
ଧାନ କିଣାବିକାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ
ଆନନ୍ଦପୁର,୨୩ା୧(ସ୍ବ.ପ୍ର.): ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଧୀନ ଗଡ଼ବାନ୍ଧଗୋଡ଼ାରେ ଧାନକିଣାକୁ କେନ୍ଦ୍ର କରି ଉତ୍ତେଜନା ପ୍ରକାଶ ପାଇଛି। ଶନିବାର ଜଣେ ଚାଷୀ ସମବାୟ ସମିତିକୁ ଧାନ ବିକ୍ରି ପାଇଁ ଯାଇଥିବା ସମୟରେ ଏକ ନିର୍ଦ୍ଦିଷ୍ଟ ଗୋଷ୍ଠୀର କିଛି ଲୋକଙ୍କ ଆକ୍ରୋଶର ଶିକାର…
ପରିବେଶ ମଞ୍ଜୁରୀ ମିଳିବାରେ ବିଳମ୍ବ
ଆନନ୍ଦପୁର,୨୩ା୧(ସ୍ବ.ପ୍ର.) କେନ୍ଦୁଝର ଜିଲା ଆନନ୍ଦପୁର ତହସିଲ ଅଧୀନ ବାଲି ସଇରାତର ଷ୍ଟାଟସ୍କୁ ଦେଖିଲେ ସ୍ପଷ୍ଟ ହୋଇଯିବ ଯେ, ଅଧିକାରୀଙ୍କ ଉଦାସୀନତା ପାଇଁ ସରକାର କୋଟି କୋଟି ଟଙ୍କାର ରାଜସ୍ବ ହରାଇବା ଭଳି ପରିସ୍ଥିତି ସୃଷ୍ଟି ହୋଇଛି। ଆନନ୍ଦପୁର ତହସିଲ ଅଧୀନ ବାଲି ସଇରାତ…
ଜଣେ ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଖାରଜ
କେନ୍ଦୁଝର,୨୨ା୧(ସ୍ବ.ପ୍ର.): କେନ୍ଦୁଝର ଉପଖଣ୍ଡରେ ନାମାଙ୍କନପତ୍ର ଯାଞ୍ଚରେ ଜଣେ ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଖାରଜ ହୋଇଥିବା ବେଳେ ଅନ୍ୟ ସବୁ କାଏମ ରହିଛି। ହରିଚନ୍ଦନପୁର ବ୍ଲକର ୩୩ ନମ୍ବର୍ ଜୋନରେ ନାମାଙ୍କନପତ୍ର ଦାଖଲ କରିଥିବା ଜେଏମ୍ଏମ୍ ପ୍ରାର୍ଥୀ ଫୁଲମଣି ମୁର୍ମୁଙ୍କ ନାମାଙ୍କନପତ୍ରରେ ଦସ୍ତଖତ ନ…
ଘନ କୁହୁଡ଼ି: ଗମନାଗମନ ବାଧାପ୍ରାପ୍ତ
ପାଟଣା,୨୨।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଶନିବାର ଘନ କୁହୁଡ଼ି ଆସ୍ତରଣ ଯୋଗୁ ଦିନ ୧୦ଟା ପର୍ଯ୍ୟନ୍ତ ଯାନବାହନ ଚଳାଚଳ ସହ ଗମନାଗମନରେ ବ୍ୟାଘାତ ସୃଷ୍ଟି ହୋଇଛି। କୁହୁଡ଼ି ଆସ୍ତରଣ ହେତୁ ମୁହଁକୁ ମୁହଁ ଦୃଶ୍ୟମାନ ହେଉନାହିଁ। ଫଳରେ ବାଇକ୍, କାର,…
ବିଜେଡି ବିଧାୟକଙ୍କ ଭାଇ ଭାଜପାର ଜିଲା ପରିଷଦ ପ୍ରାର୍ଥୀ
କେନ୍ଦୁଝର, ୨୨।୧(ସ୍ବ.ପ୍ର.) କେନ୍ଦୁଝର ଜିଲା ପାଟଣା ବିଜେଡି ବିଧାୟକ ଜଗନ୍ନାଥ ନାଏକଙ୍କ ବଡ଼ଭାଇ ସତ୍ୟବ୍ରତ ନାଏକ ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଭାଜପା ଟିକେଟରେ ଉକ୍ତ ନିର୍ବାଚନମଣ୍ଡଳୀର ୨୧ ନଂ. ଜୋନ୍ରୁ ନାମାଙ୍କନପତ୍ର ଦାଖଲ କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।…
ଦାମୋଦର ମେଳାରେ ୫୦ ହଜାର ଶ୍ରଦ୍ଧାଳୁ
ଠାକୁରମୁଣ୍ଡା,୨୧।୧ (ଡି.ଏନ.ଏ. ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଧୀନ ପର୍ଯ୍ୟଟନସ୍ଥଳୀ ଭୀମକୁଣ୍ଡ ନିକଟ ବୈତରଣୀ ନଦୀର ସ୍ବତୀ ଘାଟରେ ସାନ୍ତାଳ ସମ୍ପ୍ରଦାୟର ଅସ୍ଥି ବିସର୍ଜନ ବା ଦାମୋଦର ମେଳା ଗୁରବାର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର ଓ…
ମା’ ହତ୍ୟାକାରୀଙ୍କୁ ୧୦ ବର୍ଷ ଜେଲ
କେନ୍ଦୁଝର,୨୦ା୧ (ସ୍ବ.ପ୍ର.): କେନ୍ଦୁଝର ଜିଲା ଓ ଦୌରାଜଜ ଚିତ୍ତରଞ୍ଜନ ମହାପାତ୍ର ଗୁରୁବାର ଏକ ହତ୍ୟା ମାମଲାର ରାୟ ପ୍ରକାଶ କରିଛନ୍ତି। ହତ୍ୟାକାରୀ ହରିଚନ୍ଦନପୁର ବ୍ଲକ ରେବଣାପଳାସପାଳ ଗ୍ରାମର ବିଦ୍ୟାଧର ନାୟକଙ୍କୁ ୧୦ ବର୍ଷ ଜେଲ ଦଣ୍ଡାଦେଶ ସହ ୨୦ ହଜାର ଟଙ୍କା…
Archives


