ଡେପୁଟି ସୁପରିଟେଣ୍ଡେଣ୍ଟ୍ଙ୍କୁ ମାଡ଼ ମାରି ମୁଖ୍ୟ ଅଭିଯୁକ୍ତ ଗିରଫ, ୨ ଫେରାର
ପାଟଣା,୯ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ବିଲା ରାମଚନ୍ଦ୍ରପୁର ହାଇସ୍କୁଲ ପରୀକ୍ଷା କେନ୍ଦ୍ରରେ ଶନିବାର ଇତିହାସ ଭୂଗୋଳ ପରୀକ୍ଷା ସରିବା ପରେ କପିକୁ ପ୍ରଶୟ ନ ଦେବାରୁ ସେଣ୍ଟରର ଡେପୁଟି ସୁପରିଟେଣ୍ଡେଣ୍ଟ ଚିତ୍ତରଞ୍ଜନ ସାହୁଙ୍କୁ ବିଦ୍ୟାଳୟ ସମ୍ମୁଖ ଗେଟ ନିକଟରେ ମାଡ଼…
ଜିଲା ମୁଖ୍ୟ ଚିକିତ୍ସାଳୟରେ ଲିଫ୍ଟ ଅଚଳ
କେନ୍ଦୁଝର,୯।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଦୀର୍ଘ ଦିନ ହେଲା ଲିଫ୍ଟ ଅଚଳ ଯୋଗୁ ରୋଗୀ ହିନସ୍ତା ହେଉଛନ୍ତି। ବିଶେଷ କରି ବୃଦ୍ଧା/ବୃଦ୍ଧ, ଶାରିରୀକ ଭିନ୍ନକ୍ଷମ ରୋଗୀମାନେ ଅଧିକ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ପ୍ରକାଶ ଯେ, ଜିଲା ମୁଖ୍ୟ ଚିକିତ୍ସାଳୟରେ ଶତବାର୍ଷିକୀ…
ଝରକା ଗ୍ରୀଲ୍ ତାଡ଼ି ଲୁଟିନେଲେ ସୁନା ଅଳଙ୍କାର
ପାଟଣା,୯ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଟାଇଁସିରା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଦୁଇ ଜଣଙ୍କ ଘରର ଝରକା ଗ୍ରୀଲ ତାଡ଼ି ଘର ଭିତରେ ପଶି ଆଲମୀରା ଭାଙ୍ଗି ସୁନା ଅଳଙ୍କାର ଲୁଟିନେଇଛନ୍ତି । ଟାଇଁସିରା ଗ୍ରାମର ବାଇଧର ସାହୁଙ୍କ ଘରେ…
ସାଇବର ଠକେଇର ଶିକାର ହେଲେ ଯୁବକ
ପାଟଣା,୯।୫(ସ୍ବ. ପ୍ର.): ସୋସିଆଲ ମିଡିଆ ସାଇବର ଠକଙ୍କ ପାଦୁର୍ଭାବ ଦିନ ଦିନ ବୃଦ୍ଧି ପାଇବାରେ ଲାଗିଛି। ସାଇବର ଠକ ମାନେ ଲୋନ ଆପ୍ରେ ଲୋକଙ୍କୁ ଟଙ୍କା ଦେଇ ପରବର୍ତ୍ତୀ ମୁହୂର୍ତ୍ତରେ ଦୁଇଗୁଣା ଟଙ୍କା ଫେରାଇବାକୁ ଫୋନ କରୁଛନ୍ତି। ଟଙ୍କା ନଦେଲେ ଫଟୋକୁ ଏଡିଟିଙ୍ଗ…
ଟ୍ରକ୍ ପରେ ଏବେ ଟ୍ରେନ୍
ଯୋଡ଼ା, ୯।୫ (ଡି.ଏନ.ଏ.): ସାରା ଦେଶରେ ଆଲୋଡ଼ନ ସୃଷ୍ଟି କରିଥିଲା ୨୦୦୯ ଖଣି ଦୁର୍ନୀତି। ଏହାକୁ ରୋକିବା ଲାଗି ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ପକ୍ଷରୁ ହୋଇଥିଲା ତଦନ୍ତ। ଖଣିଜ କାରବାରରେ ସ୍ବଚ୍ଛତା ଆଣିବା ଲାଗି ନୀତିରେ କରାଯାଇଥିଲା ପରିବର୍ତ୍ତନ।…
କେନାଲ ନିର୍ମାଣ ପାଇଁ ପଡ଼ିଆ ପଡୁଛି ଚାଷଜମି
ଆନନ୍ଦପୁର, ୯।୫(ସ୍ବ.ପ୍ର.) କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା ପଞ୍ଚାୟତର ମାଠିଆନେଣ୍ଡି ଗ୍ରାମର ବହୁ ଚାଷୀଙ୍କର ଏକର ଏକର ଚାଷ ଜମି ପଡିଆ ପଡୁଛି। ବୈତରଣୀ ନଦୀର ନାମପାର୍ଶ୍ୱ ଅଧପନ୍ତରିଆ କେନାଲ ନିର୍ମାଣ କାର୍ଯ୍ୟ ପାଇଁ ଏଭଳି ପରିସ୍ଥିତି ସୃଷ୍ଟି ହେଉଥିବା ଚାଷୀମାନେ…
ବିନା ଫିଟ୍ନେସରେ ଚାଲୁଛି ବସ୍
କେନ୍ଦୁଝର, ୯।୫ (ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଉପଯୁକ୍ତ ତଦାରଖ ଅଭାବରୁ ବିନା ଇନସ୍ୟୁରାନ୍ସ ଓ ଫିଟ୍ନେସ୍ରେ ଯାତ୍ରୀବାହୀ ବସ୍ ଚାଲିଛି। ଜିଲା ମୁଖ୍ୟାଳୟ ଦେଇ ଏହି ସବୁ ବସ୍ ବେଧଡକ ଚଳାଚଳ କରୁଥିଲେ ହେଁ ଧରପଗଡ ହେଉ ନ ଥିବାରୁ ଅସନ୍ତୋଷ…
ବୃଦ୍ଧାଙ୍କୁ ଦଳିଦେଲା ହାତୀ
କେନ୍ଦୁଝର,୮ା୫(ସ୍ବ.ପ୍ର.): ତେଲକୋଇ ବ୍ଲକ ଅନ୍ତର୍ଗତ ବନବିହାରୀପୁର ଗ୍ରାମରେ ହାତୀ ଆକ୍ରମଣରେ ଜଣେ ୭୦ ବର୍ଷୀୟା ବୃଦ୍ଧାଙ୍କ ମୃତ୍ୟୁ ହୋଇଛି। ତାଙ୍କ ନାମ ଜହ୍ନି ଦେହୁରୀ। ତାଙ୍କ ଘର କୁଲାଡେରା ଗ୍ରାମରେ ବୋଲି ଜଣାପଡ଼ିଛି। ସେ ରବିବାର ସକାଳେ ବନବିହାରୀପୁର କାଜୁ ଜଙ୍ଗଲକୁ…
ପର୍ଯ୍ୟଟନସ୍ଥଳୀର ବିକାଶ ନାହିଁ
କେନ୍ଦୁଝର, ୮।୫(ଡି.ଏନ୍.ଏ.): କେନ୍ଦୁଝର ଜିଲାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଥିବାବେଳେ ପ୍ରଶାସନ ପକ୍ଷରୁ ସବୁବେଳେ ଅଣଦେଖା କରାଯାଉଛି। ଜିଲାର ପ୍ରାକୃତିକ ଦୃଶ୍ୟରାଜି ଦେଖିବାକୁ ଜିଲାକୁ ପ୍ରତ୍ୟେକ ବର୍ଷ ପର୍ଯ୍ୟଟକଙ୍କ ସୁଅ ଛୁଟୁଥିବା ବେଳେ ପର୍ଯ୍ୟଟନ କ୍ଷେତ୍ରର ବିକାଶ ନିମନ୍ତେ ସରକାର ଆଗ୍ରହ…
ଟ୍ରେନ୍ ଧକ୍କାରେ ୩ ଗାଈଙ୍କ ଜୀବନ ଗଲା
କେନ୍ଦୁଝର,୭ା୫(ସ୍ବ.ପ୍ର.): ସ୍ଥାନୀୟ ନରଣପୁର ରେଲଓ୍ବେ ଷ୍ଟେଶନ ନିକଟରେ ରେଳ ଦୁର୍ଘଟଣା ଘଟି ୩ ଗାଈଙ୍କର ମୃତ୍ୟୁ ଘଟିଛି। ଷ୍ଟେଶନଠାରୁ ମାତ୍ର ୫୦୦ ମିଟର ଦୂର ରେଲଓ୍ବେ ଓଭର ବ୍ରିଜ ନିକଟରେ ଏହି ଦୁର୍ଘଟଣା ଘଟିଛି। ଏଠାରେ ବାରମ୍ବାର ଦୁର୍ଘଟଣା ଘଟି ଗୃହପାଳିତ…
୮ ମଦ୍ୟପ ଚାଳକ କୋର୍ଟ ଚାଲାଣ
ବଡ଼ବିଲ,୭ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ପୋଲିସ ୮ ଜଣ ମଦ୍ୟପ ଚାଳକଙ୍କୁ ଗିରଫ କରି ଶନିବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଆଜାଦ ବସ୍ତି ଅଞ୍ଚଳର ବିକାଶ ଗୋପ, ବଡ଼ବିଲ କେ-ଅଲି ମହଲ୍ଲା ଅଞ୍ଚଳର ରାଜୁ…
ମାଉସୀମା ମନ୍ଦିର ନିକଟରେ ଶୌଚାଳୟ ନିର୍ମାଣ, ସାଧାରଣରେ ଅସନ୍ତୋଷ
କେନ୍ଦୁଝର,୭ା୫(ସ୍ବ.ପ୍ର.): କେନ୍ଦୁଝର ପୁରୁଣା ସହର ମାଉସୀମା ମନ୍ଦିର ନିକଟରେ ଶୌଚାଳୟ ନିର୍ମାଣ କରିବା ସହ ମନ୍ଦିର ପାର୍ଶ୍ୱଦେଇ ସେଠାକୁ ଯିବା ପାଇଁ ରାସ୍ତା ନିର୍ମାଣ କରାଯାଇଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି। ରଥଯାତ୍ରା ସମୟରେ ପ୍ରବଳ ଭକ୍ତଙ୍କ ସମାଗମ ହେବାକୁ ଥିବାରୁ ଏହି…
Archives


