କେନ୍ଦୁଝର

ଅକାଳରେ ଗଲାଣି ୧୨ ଜୀବନ

କେନ୍ଦୁଝର, ୨୯।୭ (ସ୍ବ.ପ୍ର.) କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅଧୀନ ବାୟାପାଣ୍ଡାଧାର ଜୁଆଙ୍ଗ ଗ୍ରାମରେ ଦୁଇ ଦିନ ମଧ୍ୟରେ ୨ଜଣଙ୍କ ମୃତ୍ୟୁକୁ ନେଇ ଗ୍ରାମବାସୀ ଚିନ୍ତିତ ହୋଇ ପଡ଼ିଛନ୍ତି। ମୃତକ ହେଲେ ମାଧ ଜୁଆଙ୍ଗ (୩୫) ଓ ବାବୁଲା ଜୁଆଙ୍ଗ (୨୫)।…

ପାଟଣା, ସାହାରପଡ଼ାରେ ଖୋଲିବ ସବ୍‌ରେଜିଷ୍ଟ୍ରାର କାର୍ଯ୍ୟାଳୟ

ପାଟଣା,୨୯ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ବ୍ଲକରେ ନୂତନ ସବ୍‌ରେଜିଷ୍ଟ୍ରାର କାର୍ଯ୍ୟାଳୟ ଖୋଲାଯିବ। ଏନେଇ ବୋର୍ଡ ଅଫ୍‌ ରେଭିନ୍ୟୁ ଇନ୍ସପେକ୍ଟର ଜେନେରାଲ ଅଫ୍‌ ରେଜିଷ୍ଟ୍ରେଶନ କଟକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ରାଜ୍ୟରେ ୧୨୯ଟି ସବ୍‌ରେଜିଷ୍ଟ୍ରାର ଖୋଲାଯିବା ନେଇ ୨୭ ଜୁଲାଇ…

ମାଙ୍କଡ଼ଙ୍କ ପାଇଁ ଝୁଲନ୍ତା ଚଲାପଥ

କେନ୍ଦୁଝର,୨୯ା୭(ସ୍ବ.ପ୍ର.): କେନ୍ଦୁଝର ଜିଲାର ଜୁଡିଆ, କାଞ୍ଜିପାଣି ଘାଟିରେ ମାଙ୍କଡ଼ମାନେ ଖାଦ୍ୟ ପାଇଁ ବୁଲୁଥିବା ବେଳେ ଅସୁରକ୍ଷିତ ଭାବେ ଗୋଟିଏ ପାର୍ଶ୍ୱ ଜଙ୍ଗଲରୁ ଅନ୍ୟ ପାର୍ଶ୍ୱକୁ ଜାତୀୟ ରାଜପଥ ୪୯ ଦେଇ ଅତିକ୍ରମ କରିଥାନ୍ତି। ବ୍ୟସ୍ତବହୁଳ ଜାତୀୟ ରାଜପଥରେ ଦୈନିକ ହଜାର ହଜାର…

ମାଙ୍କଡଙ୍କ ପାଇଁ ହେଲା ଝୁଲନ୍ତା ଚଲାପଥ

କେନ୍ଦୁଝର,୨୮।୭(ସ୍ବ.ପ୍ର.) : କେନ୍ଦୁଝର ଜିଲାର ଜୁଡିଆ, କାଞ୍ଜିପାଣି ଘାଟିରେ ବନ ବିଭାଗ ପକ୍ଷରୁ ମାଙ୍କଡଙ୍କ ରାସ୍ତା ପାର ହେବା ପାଇଁ ଦୁଇଟି ଝୁଲନ୍ତା ଚଲାପଥ ନିର୍ମାଣ କରାଯାଇଛି। ଏହି ଚଲାପଥ ଦ୍ୱାରା ମାଙ୍କଡମାନେ ସୁବିଧାରେ ଜାତୀୟ ରାଜପଥ ଅତିକ୍ରମ କରିପାରିବେ। ମାଙ୍କଡମାନେ…

ଦୁଗ୍ଧ, ଖାଦ୍ୟଶସ୍ୟ ଜାତୀୟ ସାମଗ୍ରୀ ଉପରୁ ଜିଏସ୍‌ଟି ପ୍ରତ୍ୟାହାର ଦାବି

ବଡବିଲ, ୨୭।୭(ସ୍ବ.ପ୍ର.):କେନ୍ଦୁଝର ଜିଲା ବଡବିଲଠାରେ ସିପିଆଇ(ଏମ) ପକ୍ଷରୁ ଦୁଗ୍ଧ ଏବଂ ଖାଦ୍ୟଶସ୍ୟ ଜାତୀୟ ସାମଗ୍ରୀ ଉପରୁ ଜିଏସଟି ପ୍ରତ୍ୟାହାର ନେଇ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବଡବିଲସ୍ଥିତ ସିଟି ଓ ଜିଏସଟି( କମର୍ସିଆଲ ଟ୍ୟାକ୍ସ ଓ ଗୁଡ୍ସ ସର୍ଭିସ ଟ୍ୟାକ୍ସ) ଯୁଗ୍ମ ଆୟୋଗ ଏବଂ…

କେନ୍ଦୁଝର ଆସିବେ କେନ୍ଦ୍ରମନ୍ତ୍ରୀ

କେନ୍ଦୁଝର,୨୭ା୭(ସ୍ବ.ପ୍ର.): ଗୁରୁବାର କେନ୍ଦୁଝର ଅଭିମୁଖେ ୩ ଦିନିଆ ଗସ୍ତରେ ଆସୁଛନ୍ତି କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀ ଅର୍ଜୁନ ମୁଣ୍ଡା। ଏହି ଅବସରରେ କେନ୍ଦୁଝର ଜିଲା ଭାଜପା ପକ୍ଷରୁ ଜୋର୍‌ଦାର୍‌ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ କେନ୍ଦ୍ରମନ୍ତ୍ରୀଙ୍କ ଚମ୍ପୁଆ ନିର୍ବାଚନ ମଣ୍ଡଳୀରେ…

ନିର୍ମାଣ କାର୍ଯ୍ୟରେ ବେଆଇନ ପଥର ବ୍ୟବହାର

କେନ୍ଦୁଝର, ୨୭।୭ (ସ୍ବ.ପ୍ର.) – କେନ୍ଦୁଝର ସରକାରୀ ଇଞ୍ଜିନିୟରିଂ କଲେଜ ପରିସରରେ ଓମ୍ବାଡସି ଅର୍ଥରେ ହେଉଥିବା କୋଠା ନିର୍ମାଣରେ ବ୍ୟାପକ ଅନିୟମିତତା ହେଉଥିବା ଅଭିଯୋଗ ହୋଇଛି। ପାହାଡ଼କୁ ତାଡ଼ି କୋଠା ନିର୍ମାଣ କରାଯାଉଥିଲେ ହେଁ ରାଜସ୍ବ ବିଭାଗ ପକ୍ଷରୁ କାୈଣସି ପଦକ୍ଷେପ…

ବିକଶିତ ଅଞ୍ଚଳରେ ବି ଜନନୀ ଯନ୍ତ୍ରଣା

ଯୋଡ଼ା,୨୬।୭ (ଡି.ଏନ.ଏ.) କେନ୍ଦୁଝର ଜିଲାରେ ଏକାଧିକ ଖଣି ଖାଦାନ ଓ କାରଖାନା ରହିଥିବା ବେଳେ ସରକାର ହଜାର ହଜାର କୋଟି ଟଙ୍କା ରାଜସ୍ବ ଲାଭ କରୁଛନ୍ତି। ଏହା ବ୍ୟତୀତ ଜିଲା ଖଣିଜ ପାଣ୍ଠି ( ଡିଷ୍ଟ୍ରିକ୍ଟ ମିନେରାଲ ଫାଉଣ୍ଡେଶନ )ରେ ବହୁ…

କେନ୍ଦୁଝର ଜିଲାର ୩ ହାଇସ୍କୁଲକୁ ଅପ୍‌ଗ୍ରେଡ୍‌

କେନ୍ଦୁଝର,୨୫ା୭(ସ୍ବ.ପ୍ର.): କେନ୍ଦୁଝର ଜିଲାର ୩ଟି ହାଇସ୍କୁଲକୁ ଅପ୍‌ଗ୍ରେଡ୍‌ କରି ନୂତନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ (ଯୁକ୍ତ ୨ କଳା)ରେ ପରିଣତ କରାଯାଇଛି। ଓଡ଼ିଶା ସ୍କୁଲ ଏଜୁକେଶନ ପ୍ରୋଗ୍ରାମ ଅଥରିଟି ପକ୍ଷରୁ ଚିଠି ନମ୍ବର ୮୮୦୭/୧୯ା୭ା୨୨ରେ ରାଜ୍ୟର ୫୭ ସ୍କୁଲକୁ ଅପ୍‌ଗ୍ରେଡ୍‌ କରଯାଇଥିବା…

ବାଇକ୍‌ ଡିକି ଭାଙ୍ଗି ଟଙ୍କା ଲୁଟ୍‌, ଅଭିଯୁକ୍ତ ଗିରଫ

ବଡ଼ବିଲ,୨୪ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଡିକି ଭାଙ୍ଗି ଟଙ୍କା ଲୁଟ୍‌ ଘଟଣାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ନଗଦ ୨ ହଜାର ଟଙ୍କା ଜବତ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବଡ଼ବିଲ ନ୍ୟୁ…

ହାତୀଙ୍କ ପାଇଁ ବନ ବିଭାଗର ନୂଆ ପଦକ୍ଷେପ

କେନ୍ଦୁଝର,୨୩ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଦେଇ ଯାଇଥିବା ୨୦ ଏବଂ ୪୯ ନମ୍ବର ଜାତୀୟ ରାଜପଥରେ ହାତୀମାନଙ୍କ ଯାତାୟାତରେ ବାଧକ ସୃଷ୍ଟି ହୋଇଛି। ଏଥିପାଇଁ ଅନେକ ସ୍ଥାନରେ ଅଣ୍ଡରପାସ ନିର୍ମାଣ କରାଯାଇଥିଲେ ହେଁ ସେସବୁରେ ହାତୀମାନେ ବିଭିନ୍ନ କାରଣରୁ ରାସ୍ତା ଅପରପାର୍ଶ୍ୱକୁ ଯିବା…

ବ୍ରିଜ୍‌ ବାଡ଼ରେ ପିଟିହେଲା ବୁଲେଟ୍‌, ୨ ଗୁରୁତର

କେନ୍ଦୁଝର,୨୩ା୭(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅଞ୍ଚଳ ଦେଇ ଯାଇଥିବା ୪୯ ନଂ ଜାତୀୟ ରାଜପଥର ବାଲିଆଗୋଡ଼ା ଓଭରବ୍ରିଜ୍‌ରେ ଶନିବାର ସନ୍ଧ୍ୟାରେ ଏକ ବୁଲେଟ ଦୁର୍ଘଟଣାଗ୍ରସ୍ତ ହୋଇଛି। କେନ୍ଦୁଝର ପଟୁ ଯୋଡ଼ା ଯାଉଥିବାବେଳେ ବୁଲେଟ୍‌ଟି ବ୍ରିଜ୍‌ ବାଡ଼ରେ ପିଟି ହେବାରୁ ଏଥିରେ ବସିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?