କେନ୍ଦୁଝର

ଋଣ ଆଦାୟ ଟଙ୍କା ଆତ୍ମସାତ ଅଭିଯୋଗ, ଫାଇନାନ୍ସ କର୍ମଚାରୀ ଗିରଫ

ବଞ୍ଚୋ/ଆନନ୍ଦପୁର/ହାଟଡିହୀ,୭ା୬(ପ୍ରଦୋଷ କୁମାର/ବିଶ୍ୱାଳସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ ): ଋଣଗ୍ରାହକଙ୍କ ଠାରୁ ଆଦାୟ ହୋଇଥିବା ଇଏମଆଇ ଟଙ୍କା ଆତ୍ମସାତ କରିବା ଅଭିଯୋଗରେ ଘସିପୁରା ପୋଲିସ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଲେ ଯାଜପୁର ଜିଲା ଧର୍ମଶାଳା ଥାନା…

ମୁଗୁପୁର ହାଇସ୍କୁଲ ୨୦୧୦ ମ୍ୟାଟ୍ରିକ ବ୍ୟାଚର ବନ୍ଧୁମିଳନ ଉତ୍ସବ, ସୁବର୍ଣ୍ଣ ସମୟକୁ ଜିଇଁବାର ପ୍ରୟାସ…

ହାଟଡିହୀ/ଛେନାପଦୀ,୭।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମୁଗୁପୁର ହାଇସ୍କୁଲ ପରିସରରେ ୨୦୧୦ ମସିହା ମ୍ୟାଟ୍ରିକ ବ୍ୟାଚର ପୁରାତନ ଛାତ୍ରୀଛାତ୍ର ମାନଙ୍କୁ ନେଇ ଏକ ବନ୍ଧୁମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଦୀର୍ଘ ୧୬ ବର୍ଷ ପରେ ପୁରୁଣା ସାଙ୍ଗମାନଙ୍କୁ…

ଲଣ୍ଡା ହୋଇ ଶପଥ ନେଲେ…ଗ୍ରାମବାସୀ କହିଲେ ଆମେ ଆଉ ମଦ ପିଇବୁନି

ଆନନ୍ଦପୁର,୭ା୬(ସୁଶାନ୍ତ କୁମାର ସାହୁ ): ମଦ ପରିତ୍ୟାଗ କରି ୧୫ରୁ ଊର୍ଦ୍ଧ୍ବ ବ୍ୟକ୍ତି ଲଣ୍ଡା ହେବା ସହ ନଦୀରେ ବୁଡ଼ ପକାଇଛନ୍ତି ଏବଂ ଠାକୁରଙ୍କ ପାଖରେ ଶପଥ କରିଛନ୍ତି । ଏଭଳି ନିଆରା ଦୃଶ୍ୟ ଦେଖିବାକୁ ମିଳିଛି କେନ୍ଦୁଝର ଜିଲା ଘସିପୁରା…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ପୋଲିସ ଏହି ଆର୍ଥିକ ଠକେଇ ମାମଲାରେ ସମ୍ପୃକ୍ତ ଜଣେ ଯୁବକଙ୍କୁ…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା ସମୟରେ ସେ କାମ ସାରି ଘରକୁ ଫେରୁଥିବା ବେଳେ ୧୯ଟିକିଆ ହାତୀପଲର ହାବୁଡ଼ରେ…

ଓଭରବ୍ରିଜ ନିକଟରେ ପଡ଼ିଛି ମୃତଦେହ: ବଢ଼ୁଛି ସନ୍ଦେହ

କେନ୍ଦୁଝର, ୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୨୦ର ରାଇସୁଆଁ ରେଳ ଓଭରବ୍ରିଜ ନିକଟରୁ ସଦର ପୋଲିସ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରିଛି। ମୃତ ବ୍ୟକ୍ତିଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରି ନାହିଁ। ତେବେ ତାଙ୍କ…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ ବ୍ୟକ୍ତି ମୃତ୍ୟୁବରଣ କରିଛନ୍ତି। ମୃତକ ହେଇଛନ୍ତି ପାଟଣା ବ୍ଲକ ବଡ଼ ପାଟଣା ପଞ୍ଚାୟତ…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

କେନ୍ଦୁଝର/ ଆନନ୍ଦପୁର/ବଞ୍ଚୋ,୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ/ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର ଗାଁ କଜଳେଇ ତୋଟାରେ ଏଭଳି ଅଘଟଣ ଘଟିଛି। ମୃତା…

ଭୟଙ୍କର ଦୁର୍ଘଟଣା :ବସ୍ ସହ ଲୁହାପଥର ବୋଝେଇ ଟ୍ରେଲର ଧକ୍କା

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : ଯୋଡା ଥାନା ଅନ୍ତର୍ଗତ ଏନ୍‌ଏଚ୍–୫୨୦ର ଲହଣ୍ଡା ନିକଟସ୍ଥ ରେଳୱେ ଅଣ୍ଡରପାସ୍‌ରେ ଏକ ଟ୍ରେଲର ଓ ଯାତ୍ରୀବାହୀ ବସ୍‌ ମଧ୍ୟରେ ଧକ୍କା ହେବାରୁ ଅନ୍ୟୂନ ୬ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଯୋଡା ହସ୍ପିଟାଲରେ…

ଆଗେ ଆଗେ ଦନ୍ତା, ପଛେ ପଛେ ଲୋକେ- ବନ ବିଭାଗ କର୍ମଚାରୀ, ସ୍ଥାନୀୟ ଅଞ୍ଚଳରେ ଆତଙ୍କ

ଆନନ୍ଦପୁର ୬।୬(ସୁଶାନ୍ତ କୁମାର ସାହୁ ): ଗାଁ ପରେ ଗାଁ ବୁଲୁଛି ଦନ୍ତା । ଆଗେ ଆଗେ ଦନ୍ତା ପଛେ ପଛେ ସ୍ଥାନୀୟ ଲୋକେ ଓ ବନ ବିଭାଗ କର୍ମଚାରୀ । ଆଜି ସକାଳୁ ସକାଳୁ ଆନନ୍ଦପୁର ଅଞ୍ଚଳରେ ଏଭଳି ଦୃଶ୍ୟ…

ମୃତ ଛାତ୍ରଙ୍କ ପରିବାରକୁ ଭେଟିଲେ ବିଧାୟକ, ସମବେଦନା ସହ ଆର୍ଥିକ ସହାୟତା ପ୍ରଦାନ

ହାଟଡିହୀ/ଛେନାପଦୀ, ୫।୬ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ଅମୃତପୁର ଗ୍ରାମର ଜଣେ ଦଶମ ଶ୍ରେଣୀ ଉତ୍ତୀର୍ଣ୍ଣ ଛାତ୍ର ଗତ ଗୁରୁବାର ବୈତରଣୀ ନଦୀରେ ବୁଡ଼ି ପ୍ରାଣ ହରାଇଥିଲେ। ଶୁକ୍ରବାର ଆନନ୍ଦପୁର ନିର୍ବାଚନମଣ୍ଡଳୀର ବିଧାୟକ…

ହଟିବ ବେଆଇନ ନିର୍ମାଣ

କେନ୍ଦୁଝର,୫ା୬ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ତହସିଲ ମୋଚିଗାଁ ମୌଜା ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱ ନୟନଯୋରୀ ଜବରଦଖଲ ହୋଇ ବେଆଇନ ଭାବେ ଦୋକାନ ଘର ନିର୍ମାଣ ହୋଇଥିବା ନେଇ ଜିଳାପାଳଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଅଭିଯାଗ ପରେ ଜିଲାପାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?