କେନ୍ଦୁଝର

ବ୍ୟାନର ପାଇଁ ଗଲା ଛାତ୍ରଙ୍କ ଜୀବନ

ବଡ଼ବିଲ, ୪।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲସ୍ଥିତ ଆଇଟିଆଇରେ ଏକ ବ୍ୟାନର ବାନ୍ଧିବା ବେଳେ ୧୧କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଛାତ୍ର ଗୁରୁତର ଅଛନ୍ତି। ମୃତକ ଛାତ୍ର ହେଲେ ମୟୂରଭଞ୍ଜ ଜିଲା ରରୁଆଁ…

ଚାକିରି ନିୟମିତ ଦାବି

କେନ୍ଦୁଝର,୪ା୧୦(ସ୍ବ.ପ୍ର.): ଚାକିରି ନିୟମିତ କରିବାକୁ ବହୁ ଭାଷୀ ଶିକ୍ଷକ ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ଜଣାଇବା ସହ ସରକାରଙ୍କୁ ଦାବି କରିଛନ୍ତି। ସୋମବାର ଜିଲାର ବହୁଭାଷୀ କନିଷ୍ଠ ଶିକ୍ଷକ ସଂଘର ସଦସ୍ୟା/ସଦସ୍ୟମାନେ ସୁନିଲ କୁମାର ସମାଡଙ୍କ ନେତୃତ୍ୱରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ…

ଦୋକାନ କାନ୍ଥ ତାଡ଼ି ଲକ୍ଷାଧିକ ଟଙ୍କାର ମୋବାଇଲ ଲୁଟିନେଲେ ଦୁର୍ବୃତ୍ତ

ପାଟଣା,୪ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପଞ୍ଚାୟତ ମାର୍କେଟ କମ୍ପ୍ଲେକ୍ସର ଅୟସକାନ୍ତ ନାୟକଙ୍କ ମୋବାଇଲ ଦୋକାନର ପଛପଟ କାନ୍ଥ ତାଡ଼ି ରବିବାର ରାତିରେ କେହି ଦୁର୍ବୃତ୍ତ ଲକ୍ଷାଧିକ ଟଙ୍କାର ମୋବାଇଲ ଓ ସରଞ୍ଜାମ ଲୁଟ୍‌ କରିନେଇଛନ୍ତି। କାନ୍ଥ…

ଚଳଚଞ୍ଚଳ ହେଉଛି ସାନଘାଗରା

କେନ୍ଦୁଝର, ୪ା୧୦ (ସ୍ବ.ପ୍ର.): କୋଭିଡ କଟକଣା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ସାନଘାଗରା ଜଳପ୍ରପାତ ପର୍ଯ୍ୟଟନ କେନ୍ଦ୍ର ଖୋଲିବା ପରେ ଧୀରେ ଧୀରେ ଅବସ୍ଥା ସ୍ବାଭାବିକ ହେବାକୁ ଲାଗିଛି। ଯଦିଓ ପର୍ଯ୍ୟଟନ ଋତୁ ଆସି ଗଲାଣି ତେବେ ଆଗଭଳି…

ନାବାଳିକାଙ୍କୁ ବଳାତ୍କାର କଲେ ନାବାଳକ

ପାଟଣା,୩।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳର ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ରବିବାର ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ଘଟଗାଁ ପୋଲିସ ଘଟଣାରେ ସମ୍ପୃକ୍ତ ନାବାଳକଙ୍କୁ କେନ୍ଦୁଝର ସ୍ଥିତ ଜୁଭିନାଇଲ ଜଷ୍ଟିସ ବୋର୍ଡରେ ଉପସ୍ଥାପିତ କରିଥିଲା। ପରେ ତାଙ୍କୁ…

ହାତୀ ଉପଦ୍ରବ, ଲୋକେ ଆତଙ୍କିତ

କେନ୍ଦୁଝର,୩ା୧୦(ସ୍ବ.ପ୍ର.): କେନ୍ଦୁଝର ବନଖଣ୍ଡ ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବାଲିବନ୍ଧ ସେକ୍ସନର ବିଭିନ୍ନ ଜଙ୍ଗଲରେ ୬୦ ଟି ହାତୀ ବୁଲୁଥିବାରୁ ସ୍ଥାନୀୟ ଅଞ୍ଚଳର ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ହାତୀପଲ ଦିନରେ ଜଙ୍ଗଲରେ ଲୁଚି ରହୁଛନ୍ତି ଓ ରାତି ହେଲେ ବାହାରକୁ ବାହାରି ଉପଦ୍ରବ…

ପୋଖରୀରୁ ମିଳିଲା ଅଜଣା ମହିଳାଙ୍କ ମୃତଦେହ: ହତ୍ୟା ସନ୍ଦେହ

କେନ୍ଦୁଝର,୩।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଟାଉନ ଥାନା ଅନ୍ତର୍ଗତ ନରଣପୁର ଗ୍ରାମ ନିକଟସ୍ଥ ପୋଖରୀରେ ଜଣେ ମହିଳାଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ତେବେ ତାଙ୍କ ପରିଚୟ ମିଳିପାରି ନାହିଁ। ପାରିପାର୍ଶ୍ୱିକ ସ୍ଥିତିକୁ ଦେଖିଲେ ସେ ବିବାହିତା ବୋଲି ଜଣାପଡ଼ୁଛି। ତାଙ୍କୁ କେହି…

ଆସ ଶୁଣିବା ଗାନ୍ଧୀ କଥା ବିଚାର ମଞ୍ଚ ପକ୍ଷରୁ ଗାନ୍ଧୀ ଜୟନ୍ତୀ ପାଳିତ

କେନ୍ଦୁଝର,୨।୧୦(ସ୍ବ.ପ୍ର.): ଆସ ଶୁଣିବା ଗାନ୍ଧୀ କଥା ବିଚାର ମଞ୍ଚ ତେଲକୋଇ ବ୍ଲକ ବନବିହାରୀପୁର ଗ୍ରାମରେ ଆରଭିଡିଓ ପକ୍ଷରୁ ଶନିବାର ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗାନ୍ଧୀ ଦର୍ଶନରେ ଅନୁପ୍ରାଣିତ ହେବା ଲାଗି ଆଲୋଚନା ହୋଇଥିଲା। କୃଷ୍ଣଚନ୍ଦ୍ର ବାରିକଙ୍କ ଅଧ୍ୟକ୍ଷତାରେ…

ବାଳିକା ଉଚ୍ଚ ବିଦ୍ୟାଳୟରୁ ଚୋରି କରି ୨ଗିରଫ

ବଡ଼ବିଲ,୧।୧୦(ସ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ କଳିଙ୍ଗ ନଗର ବାଳିକା ଉଚ୍ଚ ବିଦ୍ୟାଳୟରୁ ବିଭିନ୍ନ ସାମଗ୍ରୀ ଚୋରୀ ଅଭିଯୋଗରେ ପୋଲିସ ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ଦାମୁ ହଟିଂ…

ଆର୍ଥିକ ସହାୟତା ଆବଶ୍ୟକ ନାହିଁ, ପରିବାର ଚଳାଇବାରେ ଆମେ ସକ୍ଷମ: ଅରିନ୍ଦମଙ୍କ ଭଉଣୀ

ପାଟଣା,୧ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ରାଜନଗର ପଞ୍ଚାୟତ ରାଇକଳା ଗ୍ରାମର ଯୁବ ରିପୋର୍ଟର ଅରିନ୍ଦମଙ୍କ ମୃତ୍ୟୁ ପରେ କକା ଧରଣୀଧର ଦାସ, ମା’ କୁନି ଦାସ, ସ୍ତ୍ରୀ ସମୀକ୍ଷା ବେହେରା ଓ ଅଢ଼େଇବର୍ଷର ପୁଅ ସାନଭିକ୍‌, ଭଉଣୀ ଝରଣା ଦାସ…

ଦୁର୍ଘଟଣାରେ ଚାଲିଗଲା କେନ୍ଦ୍ରୀୟ ଅଧିକାରୀଙ୍କ ଜୀବନ

ଆନନ୍ଦପୁର,୩୦।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ୨୦ ନମ୍ବର ଜାତୀୟ ରାଜପଥ ଘସିପୁରା ଥାନା ଅଧୀନ ଦରଖଳାଠାରେ ଏକ ସଡ଼କ ଦୁର୍ଘଟଣା ହୋଇଥିଲା। ଏଥିରେ ଗୁରୁତର ଆହତ ହୋଇଥିବା ଜଣେ କେନ୍ଦ୍ରୀୟ ଅଧିକାରୀଙ୍କ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମିଳିଥିବା…

ମୋବାଇଲ୍‌ ଗେମ୍‌ ପାଇଁ ଗଲା ଛାତ୍ରଙ୍କ ଜୀବନ

ଆନନ୍ଦପୁର,୩୦ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଅଧୀନ ଇନ୍ଦୁପୁରା ଗ୍ରାମରେ ଗୁରୁବାର ଏକ ଅଘଟଣ ଘଟିଛି। ମୋବାଇଲରେ ଗେମ୍‌ ଖେଳିବାକୁ ମନା କରିବାରୁ ଜଣେ ନବମ ଶ୍ରେଣୀ ଛାତ୍ର ଦଉଡି ଦେଇ ଜୀବନ ହାରିଛନ୍ତି। ମିଳିଥିବା ସୂଚନା ମୁତାବକ, ଛାତ୍ରଙ୍କ ପରୀକ୍ଷା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri