କେନ୍ଦୁଝର

ସ୍ଥଗିତ ରହିଲା ପାଣି ପଞ୍ଚାୟତ ନିର୍ବାଚନ

ହାଟଡିହୀ,୧୭।୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଦ୍ୟାଧରପୁର ବ୍ୟାରେଜ୍‌ ସବ୍‌ ଡିଭିଜନ ଅଧୀନରେ ଛେନାପଦି, ବିଦ୍ୟାଧରପୁର ଓ ଆଗରପଡ଼ାରେ ମିଶି ମୋଟ ୪ଟି ସେକ୍ଟର ରହିଛି। ଏହି ସମସ୍ତ ସେକ୍ଟରରେ ପାଣି ପଞ୍ଚାୟତ ନିର୍ବାଚନ ପାଇଁ ବିଦ୍ୟାଧରପୁର ବ୍ୟାରେଜ୍‌ ସବ୍‌...

ବସଷ୍ଟାଣ୍ଡ ପାଖରେ ବିପଦସଙ୍କୁଳ ବିଦ୍ୟୁତ ଖୁଣ୍ଟ; ଅଭିଯୋଗ ପରେ ମଧ୍ୟ ନିଆଯାଉନି ପଦକ୍ଷେପ

ଝୁମ୍ପୁରା, ୧୭।୨(ଡି.ଏନ.ଏ.)-ଝୁମ୍ପୁରା ବସଷ୍ଟାଣ୍ଡ ପ୍ରବେଶ ଦ୍ୱାର ପାଖରେ ହିଁ ରହିଛି ବିପଦସଙ୍କୁଳ ବିଦ୍ୟୁତ ଖୁଣ୍ଟ। ଖୁଣ୍ଟ ଉପରେ ଝୁଲି ରହିଛି ୧୧କେଭି ଉଚ୍ଚ ଶକ୍ତି ସମ୍ପନ୍ନ ବିଦ୍ୟୁତ ତାର। ବସଷ୍ଟାଣ୍ଡ ପ୍ରବେଶ ପଥରେ ଥିବା ଏହି ଲୁହା ଖୁଣ୍ଟଟି ଗାଡି...

ଟାଙ୍ଗରାଣୀ ଆଦିବାସୀଙ୍କ ନିଆରା ମାଘେପର୍ବ: ଜମୁଛି ନାଚଗୀତର ଆସର

କେନ୍ଦୁଝର,୧୬।୨: କେନ୍ଦୁଝର ଜିଲା ସଦର ବ୍ଲକ ଅନ୍ତର୍ଗତ ରାଇକଳା ପଞ୍ଚାୟତ ଟାଙ୍ଗରାଣୀ ଗ୍ରାମର ଧୂଳିଆସାହି ଆଦିବାସୀ ସମ୍ପ୍ରଦାୟ ଲୋକେ ରବିବାର ନିଆରା ଢଙ୍ଗରେ ମାଘେ ପର୍ବ ପାଳନ କରିଛନ୍ତି। ଆଦିବାସୀ ଲୋକମାନେ କୁଲାରେ ଫୁଲ ଓ ଶାଳ ଗଛର ପତ୍ର...

୩ ଖଣି ଲିଜ୍‌ଧାରୀଙ୍କ ସମ୍ପତ୍ତି ଜବତ ଲାଗି ଜିଲାପାଳଙ୍କ କୋର୍ଟର ନିର୍ଦ୍ଦେଶ

କେନ୍ଦୁଝର,୧୫ା୨(ଡି.ଏନ୍‌.ଏ.): ଜରିମାନା ଖିଲାପୀ ୩୧ଟି ଖଣିର ୨୩ ଲିଜ୍‌ଧାରୀଙ୍କ ନାମରେ ଓପିଡିଆର୍‌ ସାର୍ଟିଫିକେଟ ମାମଲା ଦାଏର ହୋଇ ୬୩୫୦କୋଟି ଟଙ୍କା ଜରିମାନା ଧାର୍ଯ୍ୟ କରାଯାଇଥିଲା। ଇତିମଧ୍ୟରେ କେତେକ ଲିଜ୍‌ଧାରୀଙ୍କ ବିରୋଧରେ ଆଇନଗତ ପଦକ୍ଷେପ ନେଇ ସମ୍ପତ୍ତି ଜବତ ପାଇଁ ପ୍ରକ୍ରିୟା...

ବନୀକରଣରେଅନିୟମିତତା, ଫରେଷ୍ଟର, ଗାର୍ଡ ନିଲମ୍ବିତ

କେନ୍ଦୁଝର/ ଘଟଗଁ। , ୧୫ା୨(ସ୍ବ.ପ୍ର./ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ ଅନ୍ତର୍ଗତ ଦେଓବନ୍ଧ ସେକସନ୍‌ ଅଧୀନସ୍ଥ ଆଡକଟା ଜଙ୍ଗଲରେ ବନୀକରଣରେ ଅନିୟମିତତା ଘଟଣାରେ ବନବିଭାଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଦେଓବନ୍ଧ ଫରେଷ୍ଟର ମୋହିନୀ ମହାନ୍ତ ଓ ଫରେଷ୍ଟ ଗାର୍ଡ ସାଗରିକା...

ପର୍ଯ୍ୟଟନସ୍ଥଳୀରେ ମିଳୁନି ବିଶୁଦ୍ଧ ପାନୀୟଜଳ

କେନ୍ଦୁଝର, ୧୪ା୨(ଡି.ଏନ୍‌.ଏ.)-କେନ୍ଦୁଝର ଜିଲାରେ ଅନେକଗୁଡିଏ ପର୍ଯ୍ୟଟନସ୍ଥଳ ରହିଛି। ସେଥିମଧ୍ୟରୁ ୧୭ଟି ପର୍ଯ୍ୟଟନସ୍ଥଳୀ ସରକାରୀ ମାନ୍ୟତା ପାଇ ସାରା ରାଜ୍ୟରେ ପ୍ରସିଦ୍ଧିଲାଭ କରିଛି। ଏଥିମଧ୍ୟରୁ ଜିଲାର କେତୋଟି ପର୍ଯ୍ୟଟନସ୍ଥଳୀ ସାରା ଦେଶରେ ପ୍ରସିଦ୍ଧି ଲାଭ କରିଛି। କିନ୍ତୁ ପର୍ଯ୍ୟଟନସ୍ଥଳୀଗୁଡିକରେ ଅନ୍ୟାନ୍ୟ ସୁବିଧା...

ପୋଷ୍ଟ ଅଫିସ୍‌ରେ ହେଉନି ଆଧାର ସଂଶୋଧନ: ଲୋକେ ହୀନସ୍ତା

ଯୋଡ଼ା, ୧୪।୨(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ସହରର ମଧ୍ୟଭାଗରେ ଥିବା ଯୋଡା ପୋଷ୍ଟ ଅଫିସ୍‌ରେ ହେଉଥିବା ଆଧାର ସଂଶୋଧନ ପ୍ରକୋଷ୍ଠଟି ବନ୍ଦ ପଡିଥିବା ଯୋଗୁ ଲୋକେ ହୀନସ୍ତା ହେଉଥିବା ଅଭିଯୋଗ କରିଛନ୍ତି। ଯୋଡା ସହରର ବିପ୍ଳବ ଚାଟାର୍ଜୀ, ସମୀର ଦାସ, ମହମ୍ମଦ...

ବେକାରୀମୁକ୍ତ ସମାଜ ଗଠନ ଲାଗି ଆହ୍ବାନ

କେନ୍ଦୁଝର,୧୩।୨(ସ୍ବ.ପ୍ର.): ଜାତୀୟ ଯୁବ ପ୍ରକଳ୍ପ ପକ୍ଷରୁ ଶାନ୍ତି ଓ ସଦ୍‌ଭାବନା ରକ୍ଷା ପାଇଁ ସାଇକେଲ ଯାତ୍ରାରେ ଆସି ଗୁରୁବାର କେନ୍ଦୁଝର ଜିଲାରେ ପହଞ୍ଚିଛନ୍ତି ଯୁବତୀ ଯୁବକ। ସ୍ଥାନୀୟ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପୂର୍ବାହ୍ନରେ ସେମାନଙ୍କୁ ଫୁଲ, ଚନ୍ଦନ ଦେଇ ସ୍ବାଗତ...

ରିକ୍ସା ଟାଣି ଗୁଜୁରାଣ ମେଣ୍ଟାଉଛନ୍ତି ଲକ୍ଷ୍ମୀଧର

କେନ୍ଦୁଝର, ୧୩ା୨(ଡି.ଏନ.ଏ.): ବର୍ତ୍ତମାନ ସହରମାନଙ୍କରେ ଟ୍ୟାକ୍ସି ଅନ୍‌ କଲ୍‌ ଗ୍ରାହକଙ୍କ ନିକଟରେ ସହଜସାଧ୍ୟ ଭାବରେ ପହଞ୍ଚି ପାରୁଥିବା ସହ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଯିବା ପାଇଁ ଅଟୋର ସୁବିଧା ମଧ୍ୟ ପର୍ଯ୍ୟାପ୍ତ ହୋଇଛି। ଅନୁରୂପ ଭାବେ ମାଲ ପରିବହନ...

ଖୋଲା ପଡ଼ିଆରେ ଶିଶୁ କନ୍ୟା ଜନ୍ମ କଲେ ମହିଳା

କେନ୍ଦୁଝର, ୧୨ା୨(ସ୍ବ.ପ୍ର.): ବାଂଶପାଳ ବ୍ଲକ ଅଞ୍ଚଳରେ ଜଣେ ପ୍ରସୂତି ମହିଳା ଖୋଲା ପଡିଆରେ ଶିଶୁ ଜନ୍ମ ଭଳି ଅଭାବନୀୟ ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ଉକ୍ତ ମହିଳାଙ୍କର ପ୍ରସବ ଯନ୍ତ୍ରଣା ହେବାରୁ ମେଡିକାଲକୁ ଯାଇଥିଲେ ହେଁ ସେଠାରେ ଥିବା...

ଟ୍ରାକ୍ଟର ଓଲଟି ଜଣେ ମୃତ,୨ ଆହତ

ପାଟଣା,୧୨।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ରାୟପୁର ନିକଟରେ ମଙ୍ଗଳବାର ସନ୍ଧ୍ୟାରେ ଭାରସାମ୍ୟ ହରାଇ ଏକ ଟ୍ରାକ୍ଟର ଓଲଟି ପିଡ଼ିଛି। ଟ୍ରାକ୍ଟର ତଳେ ଚାପିହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଆହତ ହୋଇଛନ୍ତି। ମୃତ ଶ୍ରମିକ ହେଲେ...

ପୁଅ ପିଠିରେ ଗଧ ଲେଖି ନିସ୍ତୁକ ପିଟିଲେ ବାପା: ଗିରଫ କଲା ପୋଲିସ

ତେଲକୋଇ,୧୨।୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଅଞ୍ଚଳରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା। ଜଣେ ୮ ବର୍ଷର ଶିଶୁପୁତ୍ରକୁ ତାଙ୍କ ବାପା ନିସ୍ତୁକ ପିଟୁଥିଲେ। ଏଥିଯୋଗୁ ପିଲାଟି ଉଲଗ୍ନ ଅବସ୍ଥାରେ ଲହୁଲୁହାଣ ହୋଇ ଦୌଡ଼ୁଥିଲେ ମଧ୍ୟ ବାପା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri