ପଞ୍ଚମୁଖୀ ହନୁମାନ ପୀଠ ଭଙ୍ଗାକୁ ନେଇ ଅସନ୍ତୋଷ
ଯୋଡ଼ା, ୧୮।୭ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଅନ୍ତର୍ଗତ ଭୂୟାଁରୋଇଡା ପଞ୍ଚାୟତର କେଥହଟିଂର ଛତାବରୀ ଠାରେ ଆଦିବାସୀଙ୍କ ଦ୍ୱାରା ସ୍ଥାପନ ହୋଇଥିବା ପଞ୍ଚମୁଖୀ ବାବା ହନୁମାନ ପୀଠ ଭଙ୍ଗାକୁ ନେଇ ଉକ୍ତ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ସୂଚନା ଅନୁଯାୟୀ...
ଜିଲା ବାହାରେ ଡିଏମ୍ଏଫ୍ ଖର୍ଚ୍ଚ ବନ୍ଦକର
ଭୁବନେଶ୍ୱର,(ବ୍ୟୁରୋ)/କେନ୍ଦୁଝର,୧୭ା୭(ସ୍ବ.ପ୍ର.): ଜିଲା ଖଣିଜ ପ୍ରତିଷ୍ଠାନ (ଡିଏମ୍ଏଫ୍) ପାଣ୍ଠି ହେଉଛି ଜିଲାର ନିଜସ୍ବ ଅର୍ଥ। ଜିଲାର ଖଣି ଖାଦାନ ଦ୍ୱାରା କ୍ଷତିଗ୍ରସ୍ତ ହେଉଥିବା ଅଞ୍ଚଳରେ ଏହାର ବିନିଯୋଗ ହେବ। କେନ୍ଦ୍ର ସରକାରଙ୍କ ବିନା ଅନୁମୋଦନରେ ରାଜ୍ୟ ସରକାର ଏହି ପାଣ୍ଠିର କାର୍ଯ୍ୟ,...
ଜେଜେ ମା’ ପାଖରେ ଶାନ୍ତିରେ ଶୋଇଥିଲେ, ଆସି ପହଞ୍ଚିଲା ମୃତ୍ୟୁ
ପାଟଣା,୧୬।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ସରାସକଲା ପଞ୍ଚାୟତ ଖମୁଆଁ ଗ୍ରାମର କୁସୁମପଶିସାହିରେ ସାପ କାମୁଡାରେ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସର୍ବେଶ୍ୱର ପାଇଦାଙ୍କ ଝିଅ ପାର୍ବତୀ ମୁଣ୍ଡା। ସୂଚନାନୁସାରେ, ଗୁରୁବାର ରାତିରେ ପାର୍ବତୀ ଜେଜେମାଙ୍କ ସହ...
ମହାମାରୀ ଦେଖାଇଲା ନୂଆ ବାଟ
କେନ୍ଦୁଝର,୧୬।୭(ସ୍ବ.ପ୍ର.): ପେସା ଶିକ୍ଷକତା, ହେଲେ କରୋନା ବେଳେ ସମୟର ସଦୁପଯୋଗ କରି ଚାଷକୁ ନିଶା ଭାବେ ଗ୍ରହଣ କରି ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ ସାଜିଛନ୍ତି କେନ୍ଦୁଝର ଜିଲା ତେଲକୋଇ ବ୍ଲକ ରାଇସୁଆଁ ଗ୍ରାମର ଜିତେନ୍ଦ୍ର ମହାନ୍ତ। ଗ୍ରାମଠାରୁ ପ୍ରାୟ ୧୦୦...
ସ୍କୁଲରୁ ମିଳିଲା ମୃତଦେହ
ହାଟଡିହୀ,୧୫l୭: କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ସଢା-ନାହା ନିଶାକର ନୋଡାଲ ବିଦ୍ୟାଳୟ ପରିସରରେ ଥିବା ଶୌଚାଳୟ ପାଖରୁ ମିଳିଛି ଏକ ଗଳିତ ମୃତଦେହ। ମୃତକଙ୍କ ପରିଚୟ ଜଣାପଡିନାହିଁ। ଘଟଣା ସମ୍ପର୍କରେ ଖବର ପାଇ ଗୁରୁବାର ସୋସୋ ଥାନା ପୋଲିସ...
ପାଟଣାରେ ଓଡ଼ିଶା ବନ୍ଦର ପ୍ରଭାବ: ଏନ୍ଏଚ ୪୯ ନିହ୍ନୁଆଁ ନିକଟରେ କଂଗ୍ରେସର ରାସ୍ତାରୋକୋ
ପାଟଣା ,୧୫।୭(ସ୍ବ.ପ୍ର.): ନିତ୍ୟ ବ୍ୟବହାର୍ଯ୍ୟ ପେଟ୍ରୋଲ,ଡିଜେଲ ଓ ରନ୍ଧନ ଗ୍ୟାସ ଭଳି ଜିନିଷର ଅହେତୁକ ଦରବୃଦ୍ଧି ପ୍ରତିବାଦରେ ବାମପନ୍ଥୀ ଦଳ ପକ୍ଷରୁ ଗୁରୁବାର ରାଜ୍ୟବ୍ୟାପି ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ କେନ୍ଦୁଝର ଜିଲା ପାଟଣା ବ୍ଲକରେ ମଧ୍ୟ ପଡିଛି।...
ବନ୍ଦ ଡାକରାରେ ବଡ଼ବିଲ ପ୍ରଭାବିତ
ବଡ଼ବିଲ,୧୫।୭(ସ୍ବ.ପ୍ର.): ପେଟ୍ରୋଲିୟମ୍ ତୈଳଦର, ରନ୍ଧନ ଗ୍ୟାସ ଓ ଅତ୍ୟାବଶ୍ୟକ ସାମଗ୍ରୀ ଦରଦାମ ବୃଦ୍ଧି ପ୍ରତିବାଦରେ ଗୁରୁବାର ବାମପନ୍ଥୀ ଦଳ ପକ୍ଷରୁ ରାଜ୍ୟବ୍ୟାପି ୬ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଦିଆଯାଇଥିବା ଏହି ବନ୍ଦ ଡାକରା...
ଘର ଆଗରେ ଜଗିଥିଲା ମୃତ୍ୟୁ
ଚମ୍ପୁଆ,୧୨ା୭: କେନ୍ଦୁଝର ଜିଲା ଚମ୍ପୁଆ ସେକ୍ସନ ଅଞ୍ଚଳରେ ଏକ ଗୋଠ ଖଣ୍ଡିଆ ଦନ୍ତା ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ହାତୀଟି ତାଙ୍କୁ ଘର ଆଗରୁ ଟାଣି ଆଣି କଚାଡ଼ି ମାରି ଦେଇଥିବା ସୂଚନା ମିଳିଛି। ମୃତକ ହେଲେ ପାଞ୍ଚପୋଖରିଆ...
ବିନା ଭକ୍ତରେ କେନ୍ଦୁଝରରେ ଗଡ଼ିଲା ଶ୍ରୀ ବଳଦେବଜୀଉଙ୍କ ରଥ
କେନ୍ଦୁଝର,୧୨ା୭(ସ୍ବ.ପ୍ର.): କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀ ବଳଦେବଜୀଉଙ୍କ ରଥଯାତ୍ରା ମନ୍ଦିର ପରିସରରେ ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ବ୍ୟବସ୍ଥା ଓ ବିନା ଭକ୍ତରେ ରୀତି ନୀତି ଅନୁଯାୟୀ ଗଡ଼ିଛି ରଥ। କେବଳ ସେବାୟତ, ବ୍ରାହ୍ମଣ ତଥା ପହଣ୍ଡିଆ ତଥା କେତେକ...
ଖତ ଖାଉଛି ମହୁ ବାକ୍ସ
କେନ୍ଦୁଝର,୧୨।୭(ସ୍ବ.ପ୍ର.)-ଏକଦା କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର ମହୁର ବିଶ୍ୱସନୀୟତା ବାହାରେ ଅଧିକ ରହିଥିଲା। ଏହି ଜିଲାରେ ପ୍ରଚୁର ପରିମାଣରେ ମହୁ ଉତ୍ପାଦନ ହେଉଥିଲା। ପ୍ରାକୃତିକ ପରିବେଶରେ ବଣଜଙ୍ଗଲରେ ମହୁମାଛି ଫେଣା କରୁଥିଲେ। ବିଭିନ୍ନ ପ୍ରକାରର ଫୁଲରୁ ମଧୁ ସଂଗ୍ରହ କରି...
ମେଗା ବଦଳରେ ମିନି ଷ୍ଟିଲ୍ ପ୍ଲାଣ୍ଟ
କେନ୍ଦୁଝର, ୧୧।୭(ଡି.ଏନ୍.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲାର ବଡବିଲ ତହସିଲ ଅନ୍ତର୍ଗତ କାରାଖେଣ୍ଡରାଠାରେ ଥିବା ରୁଙ୍ଗ୍ଟା ମାଇନ୍ସର ପୁର୍ବରୁ ଅବସ୍ଥିତ ଏକ ସ୍ପଞ୍ଜ ଆଇରନ କାରଖାନାକୁ ଷ୍ଟିଲ୍ ପ୍ଲାଣ୍ଟରେ ପରିଣତ କରିବା ପାଇଁ ଗତ ଦୁଇଦିନ ତଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା...
ମା’ ଝିଅଙ୍କୁ ଏକୁଟିଆ ଦେଖି ଘରେ ପଶିଗଲେ ଯୁବକ, ତା’ପରେ..
ପାଟଣା,୯।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଭୃଙ୍ଗରାଜପଶି ଥାନା ଅଞ୍ଚଳରେ ଶୁକ୍ରବାର ରାତିରେ ଘରେ ମା’, ଝିଅ ଶୋଇଥିବା ବେଳେ ଜଣେ ଯୁବକ ଘରେ ପଶି ଯାଇଥିଲେ। ହେଲେ ଉଭୟ ମା’ ଝିଅ ପାଟି କରିବାରୁ ଘର ଲୋକେ ଓ...
Archives


